ରାଜ୍ୟ

ବନବିଭାଗ ହାତରେ ବାଘଛାଲ ରାକେଟ: ୪ ଗିରଫ

ନବରଙ୍ଗପୁର,୧୩।୯(ବି.ପ୍ର.)-ନବରଙ୍ଗପୁର ବନାଞ୍ଚଳ ପକ୍ଷରୁ ଚଢାଉ କରାଯାଇ ୨ଟି ସ୍ଥାନରୁ ୩ଟି ବାଘଛାଲ, ୨ ବାଇକ, ୪ଟି ମୋବାଇଲ ଜବତ କରାଯାଇଛି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଖାତିଗୁଡା ଥାନା ଅଧୀନ ବରିଗୁଡା ଗ୍ରାମର ଗୁପ୍ତ ପ୍ରସାଦ…

୪.୭୯ କୁଇଣ୍ଟାଲ ଗଞ୍ଜେଇ, ୯.୭୭ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର,୧୩ା୯ (ବ୍ୟୁରୋ)/ ସୁବର୍ଣ୍ଣପୁର (ନି.ପ୍ର) : କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଆଉଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟକୁ ଧରିଛି। ରବିବାର ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅଞ୍ଚଳରୁ ୪.୭୯ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ର଼୍ୟାକେଟରେ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ…

ଆଜି ସୁସ୍ଥ ହେଲେ ଆଉ ୩୩୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୩୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୦୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୪୮, ପୁରୀରୁ ୨୮୦, ମୟୂରଭଞ୍ଜରୁ ୨୦୬, ରାୟଗଡ଼ାରୁ ୧୭୩, ଭଦ୍ରକରୁ ୧୪୪, ସୁନ୍ଦରଗଡ଼ରୁ ୧୨୦, ଝାରସୁଗୁଡ଼ାରୁ ୧୧୯, ବରଗଡ଼ରୁ…

ତାଳଚେର ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୧୩।୯(ବ୍ୟୁରୋ)-ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଟୁଇଟ କରି ସେ ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ କରୋନା ଟେଷ୍ଟ କରାଇବାକୁ ସେ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ଗତକାଲି କେନ୍ଦ୍ରାପଡା ବିଧାୟକ…

ରାଜଧାନୀରୁ ଆଉ ୩୯୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୩।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଆଉ ନାହାନ୍ତି ବର୍ଷୀୟାନ ଅଭିନେତା ଅଜିତ ଦାସ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ୨୦୨୦ କେବଳ ବଲିଉଡ୍‌ ପାଇଁ ନୁହେଁ ବରଂ ଓଲିଉଡ୍‌ ପାଇଁ କଳାବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। କିଛି ଦିନ ପୂର୍ବରୁ ବର୍ଷୀୟାନ୍‌ ଅଭିନେତା ବିଜୟ ମହାନ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ରବିବାର ଅଜିତ ଦାସ ପରପାରିକୁ ଚାଲିଯାଇଥିବା ସୂଚନା…

ଥମୁନି ହାତୀ-ମଣିଷ ଲଢ଼େଇ: ୧୧ ବର୍ଷରେ ଗଲାଣି ୨୧ଜୀବନ

ଖୋର୍ଦ୍ଧା ଅଫିସ,୧୩।୯: ଖୋର୍ଦ୍ଧା ବନଖଣ୍ଡରେ ଥମୁନି ହାତୀ-ମଣିଷ ଲଢ଼େଇ। ଗତ ୧୧ବର୍ଷରେ ହାତୀ ଆକ୍ରମଣରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ବର୍ଷରେ ୭ଟି ହାତୀଙ୍କ ମୃତ୍ୟୁ ହୋଇଥିବା ବନବିଭାଗ ସୂତ୍ରରୁ ଜଣାପଡ଼ିଛି। ସୂଚନାଥାଉ କି, କିଛି ବର୍ଷ ପୂର୍ବେ ଚନ୍ଦକା ଜଙ୍ଗଲରୁ…

ମୋଦିଙ୍କ ଜନ୍ମଦିନ ଲାଗି ସେବା ସପ୍ତାହ ପାଳନ କରିବ ଭାଜପା

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଆସନ୍ତା ୧୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ସପ୍ତାହକୁ ଭାଜପା ପକ୍ଷରୁ ଦେଶବ୍ୟାପୀ ସେବା ସପ୍ତାହ ଭାବେ ପାଳନ କରାଯିବ । ଏହି ସପ୍ତାହରେ ଭାଜପା କାର୍ଯ୍ୟକର୍ତ୍ତାମାନେ…

ଆଇଆଇଟି ବମ୍ବେରେ ପଢ଼ିବାକୁ ଲକ୍ଷ୍ୟ: ଜେଇଇ ମେନ୍‌ର ଦୁଇ ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୧୩।୯(ବ୍ୟୁରୋ): ଜେଇଇ ମେନ୍‌ ପରୀକ୍ଷାରେ ଓଡ଼ିଶାର ସୌରଭ ସୌମ୍ୟକାନ୍ତ ଦାଶ ରାଜ୍ୟ ଟପ୍ପର ହୋଇଛନ୍ତି। ସେ ୯୯.୯୯ ପର୍ସେଣ୍ଟାଇଲ ରଖିବା ସହିତ ସର୍ବଭାରତୀୟ ସ୍ତରରେ ୧୨୮ ର଼୍ୟାଙ୍କ ହାସଲ କରିଛନ୍ତି। ନିଜର ସଫଳତାକୁ ନେଇ ସୌରଭ କହିଛନ୍ତି, କମ୍ପିଟିଶନ ବହୁତ…

ଅନ୍‌ଲାଇନ୍‌ରେ ଖାଦ୍ୟ ମଗାଇ ଲକ୍ଷେ ହରାଇଲେ ପୋଲିସ ଇନ୍ସପେକ୍ଟର

ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ ଏବେ ବଡ଼ ବଡ଼ ସାଇବର ଠକେଇ ହେଉଛି। ସାଇବର ଠକମାନେ ବାହାରେ ରହି ନେଟ୍‌ଓ୍ବର୍କ ଚଲାଉଥିବାରୁ ଓଡ଼ିଶା ପୋଲିସ ସେମାନଙ୍କ ପାଖରେ ପହଞ୍ଚତ୍ପାରୁନି। ଏବେ କମିଶନରେଟ ପୋଲିସର ଖୋଦ୍‌ ଜଣେ ପୋଲିସ ଅଧିକାରୀ ଠକେଇର ଶିକାର ହୋଇଛନ୍ତି। ଜୟଦେବବିହାରସ୍ଥିତ…

କରୋନାକୁ ହରାଇଲେ ୮୭ ବର୍ଷୀୟ କୃପାସିନ୍ଧୁ

ଭୁବନେଶ୍ୱର, ୧୩।୯ (ବ୍ୟୁରୋ): କରୋନା ମହାମାରୀକୁ ହରାଇଛନ୍ତି ୮୭ ବର୍ଷୀୟ କୃପାସିନ୍ଧୁ ସାହୁ। ସେ ଭୁବନେଶ୍ୱରସ୍ଥିତ ସମ୍‌ କୋଭିଡ ହସ୍ପିଟାଲ୍‌ ଓ ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ ଚିକିତ୍ସିତ ହେବା ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବରିଷ୍ଠ ନାଗରିକ ସଂଘର…

ଆଉ ଶୁଭିବନି ଖୁମ୍ପିଦେଲୁ…ଧେ…ତ୍‌

‘ନାଁ ଟା ତା’ହେଲେ ମିନା… ଭଲ ନାଚିଲ…, ଖୁମ୍ପି ଦେଲୁ…ଭଲ କଲୁ…ଧେ…ତ୍‌।’ ୯୦ ଦଶକରେ ଯାତ୍ରା ଜଗତରେ ଛାଇ ହୋଇଯାଇଥିବା ଭିଲେନ ଭିକୁ ସେଠ୍‌ଙ୍କ ଏହି ଦମ୍‌ଦାର ସଂଳାପକୁ କିଏ ବା ଭୁଲିପାରିବ। ‘ଶାଗୁଣା ବସିଛି ଡେଣା ମେଲାଇ’ ଯାତ୍ରାର ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri