ରାଜ୍ୟ

ବାଇଗଣରେ ପୋକ ଥାଉ, ଭୂତାଣୁ ନ ଥାଉ: ବାଗ୍‌ଚୀ

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶୁକ୍ରବାର ମଧ୍ୟ ଜନସାଧାରଣଙ୍କୁ ଦୁଇଟି ପରାମର୍ଶ ଦେଇଛନ୍ତି। ଗୋଟିଏ ଉଦାହରଣରେ ସେ ବାଇଗଣର...

ଘରେ ଘରେ ଔଷଧ ପହଞ୍ଚାଉଛି ପୋଲିସ

ଆରଡି, ୧୧ା୪(ଡି.ଏନ.ଏ.)-ଲକ୍‌ଡାଉନ ସମୟରେ ଭଦ୍ରକ ଜିଲା ଆରଡି ଫାଣ୍ଡିର କର୍ମଚାରୀମାନେ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଆଦି ପଞ୍ଚାୟତର ୨୩ଖଣ୍ଡ ଗାଁରେ ଔଷଧ ପହଞ୍ଚାଉଛନ୍ତି। ସୂଚନା ଅନୁସାରେ ଯେଉଁ ପରିବାରରେ ୬୦ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧ ଥିବେ, ସେମାନଙ୍କ ମେଡିସିନ ଆଣିବାରେ...

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ବାରିପଦା ଅଫିସ, ୧୧ା୪-ମୟୂରଭଞ୍ଜ ଜିଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜିଲାର ବିିଭିନ୍ନ ସ୍ଥାନରେ ଅସହାୟ ଲୋକମାନଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ରାଜ୍ୟ ସାଧାରଣ ସମ୍ପାଦକ ସୁନିଲ କୁମାର ନାୟକଙ୍କ ନେତୃତ୍ୱରେ ବାରିପଦା ମ୍ୟୁନିସପାଲିଟିର...

ଦୁର୍ଦ୍ଦଶାରେ କ୍ୟାପସିକମ ଚାଷୀ

ବାରିପଦା ଅଫିସ, ୧୧ା୪-କରୋନା ସଂକ୍ରମଣକୁ ରୋକିବା ଲାଗି ସାରା ଦେଶରେ ଲକ୍‌ଡ଼ାଉନ ଜାରି ରହିଛି। ଏଥିଯୋଗୁ ଜନଜୀବନ ପ୍ରଭାବିତ ହେଉଥିବା ବେଳେ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଅଭାବୀ ବିକ୍ରି ସାଙ୍ଗକୁ ଫସଲ ନଷ୍ଟ ହେବା ଯୋଗୁ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି।...

୯ ବିଦେଶ ଫେରନ୍ତାଙ୍କ ରକ୍ତ ନମୁନା ସଂଗ୍ରହ

ସୋର, ୧୧ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ରାଜ୍ୟ ତଥା ବିଦେଶରୁ ବାଲେଶ୍ୱର ଜିଲା ସୋର ଅଞ୍ଚଳକୁ ଫେରିଥିବା ୩୭ ଜଣ କ୍ୱାରାଣ୍ଟାଇନରେ ରହୁଛନ୍ତି। ସେମାନଙ୍କ ମଧ୍ୟରୁ ୯ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏହି...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୧।୪-କରୋନା ମହାମାରୀର ନିରାକରଣ ନିମନ୍ତେ ଇନ୍‌ଟାକ୍‌ ବାଲେଶ୍ୱର ଚାପ୍ଟରର ସଭ୍ୟବୃନ୍ଦଙ୍କ ବ୍ୟକ୍ତିଗତ ସାହାଯ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ହଜାର ଟଙ୍କାର ଚେକ୍‌ ଶୁକ୍ରବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ପ୍ରଦାନ କରିଛନ୍ତି। ଉକ୍ତ ଚେକ୍‌ ପ୍ରଦାନ ସମୟରେ...

ଟ୍ରକ ଧକ୍କାରେ ନିର୍ବାହୀ ଅଧିକାରୀ ଗୁରୁତର: ଥାନାରେ ଘଣ୍ଟାଏ ଅପେକ୍ଷା କରି ଫେରିଲେ ବିଡିଓ

ଖଇରା, ୧୧ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ଜଣେ କର୍ମଚାରୀ ଟ୍ରକ ଧକ୍କାରେ ଗୁରୁତର ହେବା ଏବଂ ସମ୍ପୃକ୍ତ ଟ୍ରକ ବିରୋଧରେ ଥାନାରେ ଅଭିଯୋଗ କରିବାକୁ ଯାଇଥିବା ଖଇରା ବିଡିଓ ହଟହଟା ହୋଇ ଫେରିବା ମୋ ସରକାରର ବିଫଳତାକୁ ପ୍ରମାଣ କରିଛି...

ମଦ ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା ସଂଘ

ବେଗୁନିଆପଡା,୧୧ା୪(ଡି.ଏନ.ଏ.)-ବେଗୁନିଆପଡା ଫାଣ୍ଡି ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଉଛି। ଦୋକାନ ବଜାରରେ ଚୋରା ମଦ ଓ ସରକାରୀ ସ୍ବୀକୃତିପ୍ରାପ୍ତ ପାଉଚ ବିକ୍ରି ହେଉଥିବା ଦେଖିବାକୁ ମିଳୁଛି। ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ଚନ୍ଦନପୁର ଗ୍ରାମରେ ଚୋରା ମଦ...

ଲକ୍‌ଡାଉନ୍‌ରୁ ଲାଭ

ଅନୁଗୋଳ ଅଫିସ, ୧୧।୪ – କରୋନା ବିପତ୍ତିରୁ ବର୍ତ୍ତିବା ପାଇଁ ଦେଶକୁ ଲକ୍‌ଡାଉନ୍‌ କରାଯାଇଥିଲେ ବି ଅନୁଗୋଳ ସହର ଉପକଣ୍ଠରେ ଘର ନିର୍ମାଣ କରୁଥିବା କେତେଜଣ ଲୋକ ଏଥିରୁ ଫାଇଦା ଉଠାଇବାକୁ ଉଦ୍ୟମ କରୁଛନ୍ତି। ସେମାନେ ସମସ୍ତ କଟକଣା ଉଲ୍ଲଂଘନ...

ଏନ୍‌ଟିପିସି ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ

ତାଳଚେର,୧୧ା୪(ନି.ପ୍ର.): କରୋନା ଭାଇରସ ସଂକ୍ରମଣ ରୋକିବାକୁ ଏନ୍‌ଟିପିସି କଣିହଁ। ବିଦ୍ୟୁତ୍‌ ପ୍ର୍ରକଳ୍ପ ପକ୍ଷରୁ ତ୍ୱରିତ ପଦକ୍ଷେପମାନ ଗ୍ରହଣ କରାଯାଉଛି। ସ୍ଥାନୀୟ ଟାଉନଶିପ୍‌ ଓ ଆଖପାଖ ଅଞ୍ଚଳକୁ ସାଇନିଟାଇଜ କରାଯିବା, ମେଡିକାଲ ଉପକରଣ କିଣିବା ଓ ସ୍ବତନ୍ତ୍ର ଆଇସୋଲେଶନ ୱାର୍ଡ ମଧ୍ୟ...

ଚିନ୍ତା ବଢ଼ାଇଲା ବିନା ଲକ୍ଷଣରେ ସଂକ୍ରମଣ

ଢେଙ୍କାନାଳ ଅଫିସ, ୧୧।୪ ଢେଙ୍କାନାଳ ସହରର ଜଣେ ମହିଳା କରୋନା ଆକ୍ରାନ୍ତ ହେବା ପରେ ଜିଲା ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ସହରରେ ସଂକ୍ରମଣ ପ୍ରତିରୋଧ କରିବାକୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଶୁକ୍ରବାର ସନ୍ଧ୍ୟାରେ ସୂଚନା ଓ ଲୋକସମ୍ପର୍କ...

ପାଣ୍ଠି ଆଦାୟ କରୁଛନ୍ତି ବ୍ଲକ ଅଧ୍ୟକ୍ଷ

ଭୁବନ, ୧୧।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ସୋମବାରଠାରୁ ଗଁ। ଗଁ। ବୁଲି କରୋନା ସହାୟତା ପାଣ୍ଠି ଆଦାୟ କରୁଛନ୍ତି। ବ୍ଲକ ଅଞ୍ଚଳରୁ ସେ ୪ ଲକ୍ଷ ଟଙ୍କା ଆଦାୟ କରିବାକୁ ଲକ୍ଷ୍ୟ ରଖିଥିବାବେଳେ ଅଦ୍ୟାବଧି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri