ରାଜ୍ୟ

ବରମୁଣ୍ଡା ରୁଚିକା ନର୍ସିଂହୋମ୍‌ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀରେ ଥିବା ଏକ ନର୍ସିଂହୋମ୍‌କୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଗୁରୁବାର ସିଲ୍‌ କରିଛି। ବରମୁଣ୍ଡା ଅଞ୍ଚଳରେ ଥିବା ରୁଚିକା ନର୍ସିଂହୋମ୍‌କୁ ସିଲ୍‌ କରାଯାଇଛି। ହସ୍ପିଟାଲରେ କରୋନା କଟକଣା ଠିକ୍‌ ଭାବେ ପାଳନ ନ ହେବା ନେଇ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କୋରାପୁଟ ଜିଲା କୃଷି ଅଧିକାରୀଙ୍କ ଗାଡ଼ିରୁ ମିଳିଲା ୧୧ ଲକ୍ଷ ଟଙ୍କା

ଜୟପୁର, ୨।୭(ଡି.ଏନ୍‌.ଏ./ନି.ପ୍ର.)- କୋରାପୁଟ ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କ ଗାଡ଼ିରୁ ଗୁରୁବାର ୧୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଛି। ଏହାପରେ ଜୟପୁର ଭିଜିଲାନ୍ସ ଟିମ୍‌ ତାଙ୍କୁ ଏସ୍‌ପି କାର୍ଯ୍ୟଳୟଠାରେ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। ସୂଚନାନୁଯାୟୀ,…

ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର କରୋନା ପଜିଟିଭ ଚିହ୍ନଟ

ପୁରୁଷୋତ୍ତମପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ଡାକ୍ତର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାଙ୍କର ସ୍ବାବ ପରୀକ୍ଷା ରିପୋର୍ଟ ପଜିଟିଭ ଆସିବା ପରେ ବୁଧବାର ରାତିରେ ତାଙ୍କୁ କୋଭିଡି ହସ୍ପିଟାଲକୁ ଚିକିତ୍ସା ଲାଗି ପଠାଇ ଦିଆଯାଇଛି। ପରେ…

ରାଜଧାନୀରେ ମାଡୁଛି କରୋନା: ଚିହ୍ନଟ ହେଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଲୋକାଲ୍‌ କେସ୍‌ ରହିଥିବା ବେଳେ ୮ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଛି। ଏହାଛଡ଼ା ୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଅପରାହ୍ନରେ ଭୁବନେଶ୍ୱର…

ଝାରସୁଗୁଡ଼ା ଟିପିଏସ୍‌ଏଲ୍‌ କାରଖାନାରେ ବ୍ଲାଷ୍ଟିଂ

ଝାରସୁଗୁଡା ଅଫିସ,୨।୭- ଝାରସୁଗୁଡା ଲହଣ୍ଡାବୁଡ଼ସ୍ଥିତ ଟିପିଏସ୍‌ଏଲ୍‌ କାରଖାନାର ଏକ ମେଶିନ ଗୁରୁବାର ବ୍ଲାଷ୍ଟ ହୋଇଛି। ଫଳରେ ଏଠାରେ କାର୍ଯ୍ୟ କରୁଥିବା ୭ରୁ ଊର୍ଦ୍ଧ୍ୱ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଏଠାରେ ବର୍ଣ୍ଣ…

CORONAVIRUS UPDATE: ରାଜ୍ୟରେ ପୁଣି ୨୨୯ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତ ସଂଖ୍ୟା ୭୫୪୫କୁ ବୃଦ୍ଧି

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୨୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୩ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଓ ୩୬ଜଣ ସ୍ଥାନୀୟ ଅଞ୍ଚଳର। ଅନ୍ୟପଟେ…

ଦ୍ୱୈତନଗରୀରେ ରାତ୍ର କର୍ଫ୍ୟୁ କଡ଼ାକଡ଼ି ନିର୍ଦ୍ଦେଶ

ଭୁବନେଶ୍ୱର,୨।୭ (ବ୍ୟୁରୋ): ଅନ୍‌ଲକ୍‌-୨ରେ ରାଜ୍ୟ ସରକାର କରୋନା କଟକଣାରେ କିଛିଟା ପରିବର୍ତ୍ତନ କରିଛନ୍ତି। ବିଶେଷକରି ରାତ୍ରକାଳୀନ କର୍ଫ୍ୟୁକୁ ଜୁଲାଇ ୩୧ ପର୍ଯ୍ୟନ୍ତ ବଳବତ୍ତର ରଖିଥିଲେ ମଧ୍ୟ ରାତି ୭ଟା ପରିବର୍ତ୍ତେ ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ଲାଗୁ କରିଛନ୍ତି। ତେବେ…

ଉଦାହରଣ ସୃଷ୍ଟିକଲା ଆଇଆଇଟି ଭୁବନେଶ୍ୱର

ଭୁବନେଶ୍ୱର,୨।୭(ବ୍ୟୁରୋ): କରୋନା ସଂକ୍ରମଣ ପାଇଁ ଦେଶର ପ୍ରମୁଖ ଶିକ୍ଷାନୁଷ୍ଠାନ ଓ ବୋର୍ଡଗୁଡ଼ିକ ପକ୍ଷରୁ ପରୀକ୍ଷା ବାତିଲ କରାଯାଉଥିବାବେଳେ ଅନ୍‌ଲାଇନ୍‌ରେ ସଫଳତାର ସହ ପରୀକ୍ଷା କରି ଉଦାହରଣ ସୃଷ୍ଟି କରିଛି ଆଇଆଇଟି ଭୁବନେଶ୍ୱର। ଏହାର ଶେଷବର୍ଷ ଛାତ୍ରୀଛାତ୍ରଙ୍କ ସେମିଷ୍ଟର ପରୀକ୍ଷା ଅନ୍‌ଲାଇନ୍‌ ମୋଡ୍‌ରେ…

ବିଡିଏ ଅଫିସ୍‌ ୨ଦିନ ବନ୍ଦ

ଭୁବନେଶ୍ୱର, ୨।୭(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଅଫିସ୍‌କୁ ୨ଦିନ ପାଇଁ ବନ୍ଦ ରଖାଯାଇଛି। କିଛିଦିନ ପୂର୍ବରୁ ଜଣେ ସିକ୍ୟୁରିଟି ଗାର୍ଡ ଓ ନିକଟରେ ଇଞ୍ଜିନିୟରିଂ ବିଭାଗର ଜଣେ ପମ୍ପ ଚାଳକ କରୋନାରେ ଆକ୍ରାନ୍ତ ହୋଇଥିବାରୁ ସୁରକ୍ଷା ଦୃଷ୍ଟିରୁ ବୁଧବାର ଓ…

ଠିକ୍‌ରେ ପିପିଇ ନ ପିନ୍ଧିଲେ ସଂକ୍ରମଣ ଆଶଙ୍କା ଅଧିକ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ହସ୍ପିଟାଲ କରୋନା ସଂକ୍ରମଣର ହଟ୍‌ସ୍ପଟ୍‌ ପାଲଟୁଛି। ଦିନକୁ ଦିନ ଡାକ୍ତର ଓ ହସ୍ପିଟାଲ କର୍ମଚାରୀ ସଂକ୍ରମଣର ଶିକାର ହେଉଥିବାରୁ ଆଗାମୀ ଦିନରେ ଜଟିଳ ସମସ୍ୟା ସୃଷ୍ଟି କରିବ ବୋଲି ଆଶଙ୍କା କରାଯାଉଛି। ତେବେ ପିପିଇ ଓ ଅନ୍ୟାନ୍ୟ…

ଦକ୍ଷତା ରିପୋର୍ଟ ପ୍ରଦାନ ଅବଧି ସେପ୍ଟେମ୍ବର ୧୫କୁ ବୃଦ୍ଧି

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗ୍ରୁପ ‘ଏ’ ଏବଂ ‘ବି’ ଅଫିସରମାନେ ୨୦୧୯-୨୦ ଆର୍ଥିକ ବର୍ଷରେ କରିଥିବା ନିଜ କାର୍ଯ୍ୟ ଦକ୍ଷତା ସମ୍ପର୍କିତ ମୂଲ୍ୟାଙ୍କନ ରିପୋର୍ଟ ଜୁନ୍‌ ୩୦ ମଧ୍ୟରେ ଦେବାକୁ ସ୍ଥିର କରାଯାଇଥିଲା। ମାତ୍ର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର…

ଘୂର୍ଣ୍ଣିବଳୟ: ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୭(ବ୍ୟୁରୋ): ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ଅନ୍ୟ ଏକ ଘୂର୍ଣ୍ଣିବଳୟ ପୂର୍ବ ଉତ୍ତରପ୍ରଦେଶ ଉତ୍ତର ଏବଂ ଏହାର ଆଖପାଖ ଅଞ୍ଚଳରେ ଘେରି ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri