ରାଜ୍ୟ

ରୋଗ ବାଣ୍ଟି ଚିକିତ୍ସାରେ ଶୋଷଣ

ଯାଜପୁର ଅଫିସ,୩।୭:ଯାଜପୁର ଜିଲା କଳିଙ୍ଗନଗରରେ ଶିଳ୍ପ କାରଖାନା ଯୋଗୁ ବିସ୍ଥାପିତ ଓ ପ୍ରଭାବିତ ଲୋକମାନଙ୍କୁ ଉଚ୍ଚତର ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ଡୁବୁରୀ ଛକ ନିକଟରେ ୨୦୧୫ ଅଗଷ୍ଟରେ ଟାଟା ଷ୍ଟିଲ୍‌ ମେଡିକା ହସ୍ପିଟାଲ ପ୍ରତିଷ୍ଠା କରାଯାଇଛି। ବିସ୍ଥାପିତମାନଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ…

୭ ଜିଲାକୁ ସୁନାମି ଭୟ

ଭୁବନେଶ୍ୱର,୩।୭(ବ୍ୟୁରୋ):ରାଜ୍ୟକୁ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ସୁନାମି ଆଉ ଏକ ବିପତ୍ତି ଭାବେ ଉଭାହେଲାଣି। କେଉଁ ସମୟରେ ସୁନାମି ଉପକୂଳକୁ କ୍ଷତି ପହଞ୍ଚାଇବ ତାହା ଆକଳନ କରିବା ମୁସ୍କିଲ। ତେବେ ଏହି ବିପଦରୁ ଉପକୂଳ ଅଞ୍ଚଳର ଲୋକମାନଙ୍କୁ ରକ୍ଷା କରିବା…

ଲଦାପଦର ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ: ଖସିଗଲେ କ୍ୟାଡର ମାଓବାଦୀ

ଫୁଲବାଣୀ ଅଫିସ, ୩ା୭- କନ୍ଧମାଳ ଜିଲା ପୋଲିସ ପକ୍ଷରୁ କୋମ୍ବିଂ ବେଳେ ଫିରିଙ୍ଗିଆ ଥାନା ସୁମେରବନ୍ଧ ପଞ୍ଚାୟତ ଲଦାପଦର ସଂରକ୍ଷିତ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ସେଠାରୁ ବିପୁଳ ପରିମାଣର ବିସ୍ଫୋରକ ସହ ମାଓବାଦୀ ସାମଗ୍ରୀ ଜବତ କରାଯାଇଛି। ମାତ୍ର…

ରତ୍ନବେଦିରେ ମହାପ୍ରଭୁ

ଢେଙ୍କାନାଳ ଅଫିସ, ୩।୭ ଢେଙ୍କାନାଳ ଶ୍ରୀବଳରାମ ମନ୍ଦିରରେ ଗୁରୁବାର ନୀଳାଦ୍ରି ବିଜେ ନୀତି ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇଛି। ରାତି ସାଢ଼େ ୮ଟାରେ ମହାପ୍ରଭୁଙ୍କୁ ଅସ୍ଥାୟୀ ମଣ୍ଡପରୁ ପହଣ୍ଡି କରି ରତ୍ନବେଦିକୁ ନିଆଯାଇଥିଲା। ଯୁବରାଜ ଅମରଜ୍ୟୋତି ସିଂଦେଓ ଠାକୁରଙ୍କ ପହଣ୍ଡି କରିଥିଲେ।…

ସହରବାସୀଙ୍କୁ ଆପ୍‌ରେ ମିଳିବ ସୂଚନା

ଅନୁଗୋଳ ଅଫିସ୍‌, ୩।୭ ରାଜ୍ୟ ଗ୍ରାମୀଣ ବିକାଶ ଅନୁଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଦ୍ୱାରା ଗୁରୁବାର ପୂର୍ବାହ୍ନରେ ଭିଡିଓ କନଫରେନ୍ସ ଜରିଆରେ କରୋନା ମୁକାବିଲା ପାଇଁ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ୱାସୱାନ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ବିଭାଗର…

ରାଜଧାନୀରେ ମାତିଲେ ଲୁଟେରା: ଇନ୍ସପେକ୍ଟରଙ୍କଠାରୁ ଝାମ୍ପିନେଲେ ମୋବାଇଲ୍‌

ଭୁବନେଶ୍ୱର,୨ା୭ (ବ୍ୟୁରୋ): ରାଜଧାନୀରେ ଏବେ ଲୁଟେରା ମାତିଛନ୍ତି। ନୟାପଲ୍ଲୀ ଓ ଖାରବେଳନଗର ଥାନା ଅଞ୍ଚଳରୁ ଲଗାତର ଦୁଇଜଣ ମହିଳା ଲୁଟ୍‌ର ଶିକାର ହୋଇଥିବାବେଳେ ବୁଧବାର ଲୁଟେରାଙ୍କ ହାବୁଡ଼ରେ ପଡ଼ିଛନ୍ତି ଜଣେ ପୋଲିସ ଇନ୍ସପେକ୍ଟର। ସେ ହେଲେ କମିଶନରେଟ ପୋଲିସର ସିକ୍ୟୁରିଟି ଓ୍ବିଙ୍ଗ୍‌ରେ…

ରାଜଧାନୀରେ ଖୋଲିବ ମଲ

ଭୁବନେଶ୍ୱର,୨ା୭ (ବ୍ୟୁରୋ): ରାଜଧାନୀରେ ଆଗକୁ ଖୋଲିପାରେ ଶପିଂ ମଲ ଓ ମଲ୍ଟିପ୍ଲେକ୍ସ। ଏନେଇ ସମ୍ପୃକ୍ତ ମାଲିକଙ୍କ ସହ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କର୍ତ୍ତୃପକ୍ଷ ଆଲୋଚନା କରୁଥିବା ଜଣାପଡିଛି। ମଲ୍ଟି ବ୍ରାଣ୍ଡ୍‌ ମଲ ଖୋଲିବା ନେଇ ସ୍ବତନ୍ତ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରାଯିବ।…

ସୁନାବେଶରେ ୩ ଠାକୁର

ପୁରୀ ଅଫିସ,୨ା୭: ସରି ଆସୁଛି ଶ୍ରୀଗୁଣ୍ଡିଚା ମହୋତ୍ସବ। ବୁଧବାର ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ରତ୍ନବେଦି ଅଭିମୁଖେ ବାହୁଡ଼ି ଆସିଥିଲେ ମହାପ୍ରଭୁ। ଗୁରୁବାର ସିଂହଦ୍ୱାର ସମ୍ମୁଖରେ ରଥାରୂଢ ଦାରୁଦିଅଁଙ୍କ ସୁନାବେଶ ବା ବଡ଼ତଢାଉ ବେଶ ହୋଇଛି। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ…

ରକ୍ତ ହେଲା ପର: ପ୍ରତିଶୋଧରୁ ଗୁଳିମାଡ

ଖୋର୍ଦ୍ଧା ଅଫିସ, ୨ା୭:ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ଝିଣ୍ଟିକାପଲ୍ଲୀ ଗ୍ରାମରେ ଗୁରୁବାର ଗୁଳି ଫୁଟିଛି। ସାନଭାଇ ଗୁଳିମାଡ଼ରେ ବଡଭାଇ ଗୁରତର ଆହତ ହୋଇଛନ୍ତି। ଗୁରୁତର ଜଣକ ହେଲେ କାହ୍ନୁ ପରିିଡ଼ା (୩୭)। ଗୁଳି ନାକ ପାଖରେ ବାଜି ଭିିତରେ ରହିଥିବା…

ସଂକ୍ରମଣ ରୋକିବାକୁ କଠୋର ହେଲା ପ୍ରଶାସନ: ଶନି, ରବି ଢେଙ୍କାନାଳ ଶଟଡାଉନ୍‌

ଢେଙ୍କାନାଳ ଅଫିସ, ୨।୭-ଢେଙ୍କାନାଳ ଜିଲାରେ କରୋନା ସଂକ୍ରମଣ ଏଡ଼ାଇବାକୁ ସପ୍ତାହନ୍ତ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଲେ ଏଣିକି ଶନି ଏବଂ ରବି ଦୁଇଦିନ ସମ୍ପୂର୍ଣ୍ଣ ବନ୍ଦ ରହିବ। ଜୁଲାଇ ୩୧ ଯାଏ ଏହି କଟକଣା ବଳବତ୍ତର ରହିବ।…

ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲରେ ହେବ କୋଭିଡ୍‌ ଭ୍ୟାକ୍ସିନ୍‌ ପରୀକ୍ଷଣ

ଭୁବନେଶ୍ୱର, ୨।୭(ବୁରୋ): ଭୁବନେଶ୍ୱର ସମ୍‌ ହସ୍ପିଟାଲରେ କୋଭିଡ-୧୯ ପରୀକ୍ଷଣ ହେବ। ମଣିଷ ଉପରେ ପରୀକ୍ଷଣ ଲାଗି ଆଇସିଏମ୍‌ଆର୍‌ ଦ୍ୱାରା ଦେଶର ୧୩ଟି ହସ୍ପିଟାଲ ମନୋନିତ ହୋଇଛି। ୧୩ ହସ୍ପିଟାଲ ମଧ୍ୟରେ ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲ ରହିଛି। ଏ ନେଇ ଶିକ୍ଷା…

କୁମ୍ଭୀର ମାରି ମାଂସ ଖାଇବା ଘଟଣା: ବନବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ

ମାଲକାନଗିରି,୨ା୭(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଛତିଶଗଡ ସୀମାନ୍ତ ପଡିଆ ବ୍ଲକ ଅନ୍ତର୍ଗତ କାଲଦାପାଲି ଅଞ୍ଚଳରେ ଏକ କୁମ୍ଭୀରକୁ ସାବେରୀ ନଦୀରୁ ଧରି କେତେକ ଲୋକ ତାକୁ ଗଛରେ ବାନ୍ଧି ମାଂସ କାଟି ନେଇଥିବା ଘଟଣାରେ ପ୍ରଶାସନ ଖୋଳତାଡ ଆରମ୍ଭ କରିଛି। କାଲିମେଳା ବନାଞ୍ଚଳ ଅଧିକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri