ରାଜ୍ୟ

ଅନୁଭବଙ୍କ ଶିକ୍ଷାଗତ ଯୋଗ୍ୟତା ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

ଭୁବନେଶ୍ୱର,୮।୯(ବ୍ୟୁରୋ):  ବିଭିନ୍ନ ସମୟରେ ଏମ୍‌ପି ଅନୁଭବ ମହାନ୍ତି କାହାକୁ ନା କାହାକୁ ଦୁର୍ବ୍ୟବହାର କରିଛନ୍ତି। କେତେବେଳେ ମହିଳାଙ୍କୁ ପୁଣି କେତେବେଳେ ରାଜନୈତିକ ସଭାରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା କେନ୍ଦ୍ରାପଡ଼ା ଏମ୍‌ପିଙ୍କୁ ସରକାର ସୁରକ୍ଷା ଦେଉଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି। ରାଜ୍ୟ…

ଶିଶୁକନ୍ୟା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଭୁବନେଶ୍ୱର,୮।୯ (ବ୍ୟୁରୋ): ଏୟାରଫିଲ୍ଡ ଥାନା ଅଞ୍ଚଳରେ ୨୦୧୭ରେ ଘଟିଥିବା ଶିଶୁକନ୍ୟା ବଳାକତ୍ାର ମାମଲାର ରାୟ ସୋମବାର ଅତିରିକ୍ତ ଜିଲା ଦୌରାଜଜ୍‌ କମ୍‌ ପକ୍‌ସୋ କୋର୍ଟରେ ପ୍ରକାଶ ପାଇଛି। ଏୟାରଫିଲ୍ଡ ଥାନା ରେତଙ୍ଗ ଅଞ୍ଚଳର ଅଭିଯୁକ୍ତ ଦେବାଶିଷ ସାମନ୍ତରାୟ(୨୩)ଙ୍କୁ କୋର୍ଟ ୧୦ ବର୍ଷ…

ଅନୁଭବ ଇସ୍ତଫା ନ ଦେଲେ ଭୁଲ୍‌ ବାର୍ତ୍ତା ଯିବ: ଭାଜପା

ଭୁବନେଶ୍ୱର,୮।୯(ବ୍ୟୁରୋ): କାହାର ବ୍ୟକ୍ତିଗତ ଜୀବନରେ ହସ୍ତକ୍ଷେପ ଆଦୌ ଉଚିତ୍‌ ନୁହେଁ। ମାତ୍ର ଯେତେବେଳେ ସମାଜର ପ୍ରତିଷ୍ଠିତ ବ୍ୟକ୍ତି କିମ୍ବା ରୋଲ୍‌ ମଡେଲ ମହିଳା ହିଂସାରେ ଲିପ୍ତ ରହିବା ଘଟଣା ସାମ୍ନାକୁ ଆସିବ ସେତେବେଳେ ସୁରକ୍ଷା ଦୃଷ୍ଟିରୁ ଏହାକୁ ପ୍ରତିବାଦ କରିବା ଆମର…

ବିଧାୟକ, ମନ୍ତ୍ରୀଙ୍କ ହେବ କରୋନା ପରୀକ୍ଷା

ଭୁବନେଶ୍ୱର, ୮।୯(ବ୍ୟୁରୋ): ଚଳିତମାସ ଶେଷ ସୁଦ୍ଧା ବିଧାନସଭା ଅଧିବେଶନ ବସିବ। ବୈଠକ ବସିବାର ଦୁଇଦିନ ପୂର୍ବରୁ ମନ୍ତ୍ରୀ, ବିଧାୟକ ଓ କର୍ମଚାରୀମାନଙ୍କର କୋଭିଡ-୧୯ ପରୀକ୍ଷା କରାଯିବ। ଅଧିବେଶନର ପ୍ରସ୍ତୁତି ଓ ବିଧାୟକମାନଙ୍କର କରୋନା ପରୀକ୍ଷା ନେଇ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ…

ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮।୯(ବ୍ୟୁରୋ): କଟକ ଓ ଭୁବନେଶ୍ୱର ମହାନଗର ନିଗମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି। କେତେକ ବ୍ୟକ୍ତି କୋଭିଡ ଗାଇଡ ଲାଇନରେ ଥିବା କଟକଣାକୁ ଅଣ ଦେଖା କରୁଛନ୍ତି। କେତେକ ଲୋକ ବିନା ମାସ୍କରେ ଗହଳି କରୁଛନ୍ତି। ସନ୍ଧ୍ୟା…

ଧନ୍ଦାମୂଳକ ଶିକ୍ଷାକୁ ଗୁରୁତ୍ୱ ଦେଉନି ଜେଲ ବିଭାଗ

ଭୁବନେଶ୍ୱର,୮।୯ (ବ୍ୟୁରୋ):  ଜେଲରେ ରହୁଥିବା କଏଦୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ସବୁ ରାଜ୍ୟର ଜେଲ ବିଭାଗ ଗୁରୁତ୍ୱ ଦେଉଛନ୍ତି। କଏଦୀମାନେ ଜେଲରୁ ମୁକ୍ତ ହେବାପରେ ଯେପରି ଅପରାଧରେ ଲିପ୍ତ ନ ରହି ସ୍ବାବଲମ୍ବୀ ହୋଇ ସମାଜରେ ଅନ୍ୟମାନଙ୍କ…

ପେଣ୍ଠକଟାରେ ହେବ ମତ୍ସ୍ୟ ଅବତରଣ କେନ୍ଦ୍ର

ପୁରୀ ଅଫିସ, ୮।୯:  ପୁରୀ ସମୁଦ୍ର ଉପରେ ନିର୍ଭର କରି ଚଳୁଥିବା ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକାକୁ ସଜଡ଼ା ଯିବ। ସେମାନଙ୍କ ପାଇଁ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ହେବ। ସେମାନେ କିପରି ଭଲଭାବେ ସେମାନଙ୍କ ମାଛ ବିକ୍ରି କରିବେ ସେ ନେଇ ଭିତ୍ତିଭୂମି…

ଆଉ ଜଣେ ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୮।୯(ବ୍ୟୁରୋ):  ବହୁ କୋଟି ଟଙ୍କାର କ୍ୟୁ ନେଟ୍‌ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଅନ୍ୟତମ ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ପଟିଆ ମାରୁତି ଭିଲାର ଏମ୍‌ଆଇଜି-୧୦ରେ ରହୁଥିବା ପ୍ରଶାନ୍ତ କୁମାର ମହାନ୍ତି(୩୭)। ତାଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ଦଫା…

୧୨ ପଇସା କମିଲା ଡିଜେଲ

ଭୁବନେଶ୍ୱର,୮।୯:  ସୋମବାର ଭୁବନେଶ୍ୱରରେ ଡିଜେଲ ଦର ୧୨ ପଇସା କମିଛି। ଏଠାରେ ଡିଜେଲ ଦର ଲିଟର ପିଛା ୧୨ ପଇସା ହ୍ରାସ ପାଇ ୭୯.୬୦ ଟଙ୍କା ସ୍ତରରେ ରହିଛି। ଏଠାରେ ପେଟ୍ରୋଲ ଦର ଅପରିବର୍ତ୍ତିତ ୮୨.୬୪ ଟଙ୍କା ଥିବା ଜଣାପଡିଛି। ଦେଶର…

ବିସ୍ମିତ, ବିଦ୍ୟାଶ୍ରୀଙ୍କ ନାମରେ ମାମଲା

ଖଇରା, ୮।୯(ଡି.ଏନ.ଏ.) : ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା ଦିନକୁ ଦିନକୁ ଦିନ ନୂଆମୋଡ ନେବାରେ ଲାଗିଛି। ଆଦିତ୍ୟଙ୍କ ସହ ସମ୍ପର୍କ ଥିବା ଖଇରା ଅଞ୍ଚଳର ଝିଅ ଚିନ୍ମୟୀ ମହାପାତ୍ର (୨୨)ଙ୍କୁ ସାଇକୋ ଲେଡିର ଆଖ୍ୟା ଦେଇ ବଦନାମ କରାଯାଇଥିବା…

ବିସ୍ମୟ ବାଳକ ଆୟୁଷ

ଆୟୁଷ ରଞ୍ଜନ ରାଉତ। ବୟସ ୧୪। ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ଏହି ଛାତ୍ର ଜଣକ ଏବେ ବିସ୍ମୟ ବାଳକ ଭାବେ ବେଶ୍‌ ଚର୍ଚ୍ଚା ସାଉଣ୍ଟିଛନ୍ତି। ସମ୍ବଲପୁର ଜିଲା ନାକଟିଦେଉଲ ବ୍ଳକ କୁଡାନାଳି ଗ୍ରାମର ସରୋଜ ଓ ରଶ୍ମିତାଙ୍କ ପୁଅ ହେଉଛନ୍ତି…

୬୪ ଓଇଏସଙ୍କ ପଦୋନ୍ନତି

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟର ୬୪ଜଣ ଓଇଏସ ଅଧିକାରୀଙ୍କୁ ସୋମବାର ରାଜ୍ୟ ସରକାର ପଦୋନ୍ନତି ଦେଇଛନ୍ତି। ସରକାର ପଦୋନ୍ନତି ଦେଇଥିବା ଗ୍ରୁପ-ବି ଓଇଏସ ଅଧିକାରୀଙ୍କୁ ଗ୍ରୁପ-ଏକୁ ପଦୋନ୍ନତି କରିଛନ୍ତି। ଏହି ପ୍ରକ୍ରିୟାରେ ବହୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅନ୍ୟ ସ୍ଥାନକୁ ବଦଳି କରାଯାଇଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri