ସଙ୍ଗରୋଧ କେନ୍ଦ୍ରରେ ସନ୍ଦିଗ୍ଧ ଯୁବକଙ୍କ ଆତ୍ମହତ୍ୟା
ସୁନ୍ଦରଗଡ, ୮ା୪(ଡି.ଏନ୍.ଏ.): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ବ୍ଲକର ଏକ ସଙ୍ଗରୋଧ କେନ୍ଦ୍ର ପରିସରରେ ଜଣେ କରୋନା ସନ୍ଦିଗ୍ଧ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ଗୁରୁଣ୍ଡିଆ ପଞ୍ଚାୟତ ଅନ୍ତର୍ଗତ ବଡଗାଁ ମାତାଲଗଡା ବସ୍ତିର ଆନନ୍ଦ କୁମାର ଲାକ୍ରା(୩୦)। ସମ୍ପୃକ୍ତ...
ଲକ୍ଡାଉନ ପ୍ରଭାବ: ଜୀବନ ବଞ୍ଚାଇଛି କାଇପୋକ, କନ୍ଦା ଆଳୁ
କାଳିଆପାଣି,୮।୪(ଡିଏନଏ): ଯାଜପୁର ଜିଲା ସୁକିନ୍ଦା ବ୍ଳକ କଅଁସ ପଞ୍ଚାୟତର ଟିକରପଡ଼ା ଗ୍ରାମରେ ଏବେ ୫୩ ପରିବାର ବସବାସ କରୁଥିବାବେଳେ ବୁଧବାର ମାତ୍ର ୧୦ ପରିବାର ପାଖରେ ପହଞ୍ଚିଛି ଚାଉଳ ଓ ଆଳୁ। ଫଳରେ ଆହୁରି ୪୩ ପରିବାର କାଇ ପୋକ,...
ସ୍ବାସ୍ଥ୍ୟକେନ୍ଦ୍ରରେ ରହିଲାନି ସାମାଜିକ ଦୂରତ୍ୱ
ରତ୍ନଗିରି,୮।୪(ଡି.ଏନ.ଏ): ସାମାଜିକ ଦୂରତ୍ୱ ରକ୍ଷା କରବା ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। ଏହାକୁ ପାଳନ କରା ନ ଗଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ନିର୍ଦ୍ଦେଶ ରହିଛି। ପୋଲିସ ପ୍ରଶାସନ ବିଭିନ୍ନ ବ୍ୟବସାୟିକ ପେଣ୍ଠସ୍ଥଳ, ହାଟ, ବଜାରରେ ବ୍ୟାପକଭାବେ...
ବ୍ରହ୍ମବରଦାରେ ୧୨କୁ ବଢ଼ିଲା ଶଟ୍ଡାଉନ ଅବଧି
ରସୁଲପୁର,୮।୪(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳର ଜଣେ ମୌଲବୀ କରୋନା ଆକ୍ରାନ୍ତଭାବେ ଚିହ୍ନଟ ହେବା ପରେ ପ୍ରଶାସନର ଚିନ୍ତା ବଢ଼ିଯାଇଛି। ଗତ ଶନିବାରଠାରୁ ସୋମବାର ରାତି ୮ଟା ଯାଏଁ ୪୮ ଘଣ୍ଟା ଶଟଡାଉନ କରାଯାଇଥିଲେ ହେଁ ପରେ...
୨୫ରୁ ଊର୍ଦ୍ଧ୍ୱ ସନ୍ଦିଗ୍ଧଙ୍କ ନମୁନା ସଂଗ୍ରହ
ରସୁଲପୁର,୮।୪(ଡିଏନଏ): ରସୁଲପୁର ବ୍ଲକ ବ୍ରହ୍ମବରଦାକୁ କଣ୍ଟେନମେଣ୍ଟ ଜୋନଭାବେ ଘୋଷଣା କରାଯାଇଛି। ଏହି ଅଞ୍ଚଳରେ ଏପ୍ରିଲ ୧୨ ପର୍ଯ୍ୟନ୍ତ ଶଟଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଏହି ଅବଧି ମଧ୍ୟରେ ବ୍ରହ୍ମବରଦା ଅଞ୍ଚଳକୁ ଯାତାୟାତ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ଏହି ଅଞ୍ଚଳକୁ ସିଲ...
କରୋନା ମୁକାବିଲା ଚିନ୍ତା: ତାଲିମ ନେବେ ୧୬୨୦ ଆୟୁଷ ଡାକ୍ତର
ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଏମ୍ବିବିଏସ୍ ଛାତ୍ରୀଛାତ୍ରଙ୍କୁ ତାଲିମ ଦେଇ ନିୟୋଜିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ହୋମିଓପାଥିକ, ଆୟୁର୍ବେଦିକ, ଏଏନ୍ଏମ୍ଙ୍କୁ ସରକାର ତାଲିମ ଦେବେ। ଏ ନେଇ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ସମସ୍ତ...
ଲକ୍ଡାଉନ୍ ବେଳେ ମାଲ୍ ପରିବହନରେ ବାଧା ନାହିଁ, ବ୍ୟବସାୟୀ ୧୦୦ ଡାଏଲ୍ କରିପାରିବେ: ସିପି
ଭୁବନେଶ୍ୱର,୮।୪(ବ୍ୟୁରୋ): ଛୋଟ ବ୍ୟବସାୟୀଙ୍କ ଗାଡ଼ିକୁ ତଳିଆ ପୋଲିସ କର୍ମଚାରୀ ଛାଡ଼ୁ ନ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଏ ନେଇ ଏକ ଟୁଇଟ୍ କରି ସେ କହିଛନ୍ତି, ଲକ୍ଡାଉନ୍ ବେଳେ ମାଲ୍ ପରିବହନ ପ୍ରସଙ୍ଗରେ...
ଆସନ୍ତା ସପ୍ତାହରୁ ଆଇଏଲ୍ଏସ୍ରେ ହେବ କରୋନା ଟେଷ୍ଟ
ଭୁବନେଶ୍ୱର,୮।୪(ବ୍ୟୁରୋ): ଭୁବନେଶ୍ୱର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ(ଆଇଏଲ୍ଏସ୍)ରେ କରୋନା ଟେଷ୍ଟ କରାଯିବ। ଏନେଇ ଅନୁମତି ମିଳିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଆଇଏଲ୍ଏସ୍ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଆସନ୍ତା ସପ୍ତାହରୁ କରୋନା ଟେଷ୍ଟ କରାଯିବା ନେଇ ସେ ସ୍ପଷ୍ଟ କରିଛନ୍ତି।...
କୋଭିଡ-୧୯ ପାଇଁ କଳାକାରଙ୍କୁ ମିଳିବ ୪ ମାସର ଆଗୁଆ ଭତ୍ତା
ଭୁବନେଶ୍ୱର,୮।୪(ବ୍ୟୁରୋ): କଳାକାରଙ୍କୁ ମିଳିବ ଆଗୁଆ ୪ ମାସର ଭତ୍ତା। ଚଳିତ ମାସ ୧୫ ତାରିଖ ମଧ୍ୟରେ ୩୪୬୫୩ ଜଣ କଳାକାରଙ୍କୁ ମିଳିବ ଏହା ପ୍ରଦାନ କରାଯିବ। ମାର୍ଚ୍ଚରୁ ଜୁନ ପର୍ଯ୍ୟନ୍ତ ୪ ମାସର ଭତ୍ତା ଦେବାକୁ ରାଜ୍ୟ ସରକାର ବୁଧବାର...
ଯାଜପୁର ବ୍ରହ୍ମବରଦାରେ ଏପ୍ରିଲ ୧୨ ରାତି ୮ଟା ଯାଏ ବଢ଼ିଲା କଣ୍ଟେନ୍ମେଣ୍ଟ ଅବଧି
ଯାଜପୁର,୮।୪(ଡି.ଏନ୍.ଏ.): ଯାଜପୁର ଜିଲା ବ୍ରହ୍ମବରଦାରେ କଣ୍ଟେନମେଣ୍ଟ ଅବଧିକୁ ବୃଦ୍ଧି କରାଯାଇଛି। ଏପ୍ରିଲ ୧୨ ରାତି ୮ଟା ଯାଏ କଣ୍ଟେନ୍ମେଣ୍ଟ ଅବଧିକୁ ଜିଲା ପ୍ରଶାସନ ବଢ଼ାଇଛି। ବ୍ରହ୍ମବରଦା ଅଞ୍ଚଳରେ ଜଣେ ନିଜାମୁଦ୍ଦିନ ଫେରନ୍ତା କରୋନାରେ ଆକ୍ରାନ୍ତ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ...
ନିରାକାରପୁର ଅଞ୍ଚଳରେ ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଚିନ୍ତା: ପ୍ରଶାସନ ନିକଟରେ ଅଭିଯୋଗ କଲେ ଅଞ୍ଚଳବାସୀ
ନିରାକାରପୁର, ୮।୪(ଡି.ଏନ୍.ଏ.): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କେବଳ ରାଜଧାନୀ ଭୁବନେଶ୍ୱରରେ ୩୦ରୁ ଅଧିକ ଆକ୍ରାନ୍ତ ରହିଛନ୍ତି। ଏପରିକି ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାପରେ ଭୁବନେଶ୍ୱରରେ ଥିବା ଖୋର୍ଦ୍ଧା ଜିଲା ନିରାକାରପୁର ଏବଂ ତାର...
ଆସନ୍ତା ୨୬ରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ଡଙ୍ଗା
ପୁରୀ ଅଫିସ, ୮।୪: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା। ବାହାର ଚନ୍ଦନ ଯାତ୍ରାରେ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ। ଏଥିସହ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ମଧ୍ୟ ଜଳକ୍ରୀଡ଼ା କରିବେ। ଏହି...
Archives


