ରାଜ୍ୟ

ବର୍ଷା-ଅନୁଭବ ବିବାଦ: ଶୁଣାଣି ତାରିଖ ଘୁଞ୍ଚିଲା

କଟକ ଅଫିସ,୭ା୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍‌ଡିଜେଏମ୍‌ କୋର୍ଟଙ୍କ…

ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ଡିସିପିଙ୍କୁ ରାଜ୍ୟ ମହିଳା କମିଶନଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୭ା୯(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅଞ୍ଚଳରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ରାଜ୍ୟ ମହିଳା କମିଶନ ନିଜଆଡୁ ହସ୍ତକ୍ଷେପ କରିଛନ୍ତି। ମାମଲାର ଗୁରୁତ୍ୱକୁ ଦେଖି କମିଶନ ଅଧ୍ୟକ୍ଷା ମିନତି ବେହେରା ଭୁବନେଶ୍ୱର ଡିସିପି ଡା. ଉମାଶଙ୍କର ଦାଶଙ୍କୁ ରିପୋର୍ଟ ଦଲବ କରିଛନ୍ତି। କ’ଣ ତଦନ୍ତ…

ଆଉ ୫ ଆନ୍ତଃ ରାଜ୍ୟ ସ୍ବତନ୍ତ୍ର ଟ୍ରେନ୍‌ ଚାଲିବ

ଭୁବନେଶ୍ୱର,୭।୯(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ୫ଟି ଆନ୍ତଃ ରାଜ୍ୟ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୨ ତାରିଖରୁ ଭୁବନେଶ୍ୱର-ଦୁର୍ଗ-ଭୁବନେଶ୍ୱର ସ୍ବତନ୍ତ୍ର ଟ୍ରେନ୍‌ ଦୈନିକ ଚାଲିବ। ଏହା ଭୁବନେଶ୍ୱରରୁ ରାତି ୭ଟା ୫୫ରେ ଛାଡ଼ିବ ଓ ୧୩ ତାରିଖରୁ…

ନନ୍ଦନକାନନ: ୪ ହରିଣ ମୃତ

ବାରଙ୍ଗ,୭ା୯(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଗତ ୨ଦିନରେ ୪ ହରିଣଙ୍କ ମୃତ୍ୟୁ ହୋଇଛି। ୬୮ନଂ. ଏନକ୍ଲୋଜରରେ ଥିବା ୨ ଚିତ୍ରା ହରିଣଙ୍କର ରବିବାର ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡି ନ ଥିବାବେଳେ ସେମାନଙ୍କ ମଧ୍ୟରେ ଗୋଟିଏ ମାଈ ଓ ଗୋଟିଏ…

କେବଳ ପୁରୀ ସହରବାସୀଙ୍କୁ ମିଳିବ ବରାଦି ଅବଢ଼ା

ପୁରୀ ଅଫିସ,୭ା୯: ମହାମାରୀ କରୋନା ପାଇଁ ଏବେ ସମସ୍ତଙ୍କୁ ଆଉ ମିଳିବନି ମହାପ୍ରସାଦ। ଶ୍ରୀମନ୍ଦିର ରୋଷଶାଳାରେ ପୂର୍ବପରି ରନ୍ଧାଯିବ ନାହିିଁ ବରାଦି ଅବଢା। କେବଳ ପୁରୀବାସୀଙ୍କୁ ମିଳିବ ବରାଦି ମହାପ୍ରସାଦ। ସମ୍ପ୍ରତି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନର…

ଆଜି ଆଉ ୧୦ ଜୀବନ ନେଲା କରୋନା, ୫୫୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୫୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ…

CORONAVIRUS UPDATE: ରାଜ୍ୟରୁ ଆଜି ୩,୮୬୧ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ବୃଦ୍ଧି

ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୩,୮୬୧ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୨୭,୮୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୭୮…

୧୩ରେ ଲଘୁଚାପ: ୨ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୯(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୨ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଏବଂ ୧୩ ତାରିଖରେ ଏହା ଲଘୁଚାପ ରୂପ…

ଅନୁଭବ-ବର୍ଷା ବିବାଦ: ଆଜି ଶୁଣାଣି

କଟକ ଅଫିସ,୭।୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍‌ଡିଜେଏମ୍‌ କୋର୍ଟଙ୍କ…

ଚଳିତ ସପ୍ତାହରେ ଆସିବ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୭।୯(ବ୍ୟୁରୋ): ଅଗଷ୍ଟରେ ଲଘୁଚାପଜନିତ ବର୍ଷା ଯୋଗୁ ରାଜ୍ୟରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବନ୍ୟା କ୍ଷୟକ୍ଷତି ଆକଳନ କରିବାକୁ ଆସନ୍ତା ୧୦ ତାରିଖ ସୁଦ୍ଧା ୮ ଜଣିଆ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଗସ୍ତରେ ଆସିବେ । ଏ ନେଇ କେନ୍ଦ୍ର…

ବର୍ଷାଙ୍କ ପରେ ଏବେ ଅନୁଭବ: ଦିଲ୍ଲୀ ପଟିଆଲା କୋର୍ଟରେ ଛାଡ଼ପତ୍ର ପିଟିଶନ୍‌ ଦାଖଲ; ଆଣିଲେ ଏଭଳି ସଙ୍ଗିନ ଅଭିଯୋଗ

ଭୁବନେଶ୍ୱର,୬।୯(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ପରେ ଏବେ ସ୍ବାମୀ ଏମ୍‌ପି ଅନୁଭବ ମହାନ୍ତି କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରେ ଅନୁଭବ ଛାଡପତ୍ର ପିଟିଶନ୍‌ ଦାଖଲ କରିଥିବା ଜଣାପଡ଼ିଛି। ୪୭ ପୃଷ୍ଠାର ଉକ୍ତ ପିଟିଶନ୍‌ରେ ବହୁ ଗୁରୁତ୍ୱପୂର୍ଣ୍ଣ…

ନୂଆ ବନ୍ଦର ଆଇନକୁ ବିରୋଧ କରିବ ଓଡ଼ିଶା

ଭୁବନେଶ୍ୱର,୬ା୯(ବ୍ୟୁରୋ): କେନ୍ଦ୍ର ସରକାର ଦୀର୍ଘବର୍ଷ ପରେ ପୁରାତନ ବନ୍ଦର ଆଇନକୁ ପରିବର୍ତ୍ତନ କରି ନୂତନ ଆଇନ-୨୦୨୦ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଏ ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକଠାରୁ ମତାମତ ଲୋଡ଼ାଯାଇଛି। ତେବେ ଏହି ନୂତନ ବନ୍ଦର ଆଇନରେ ରାଜ୍ୟଗୁଡ଼ିକର ଅଧିକାରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri