ରାଜ୍ୟ

ପ୍ରତି ପଞ୍ଚାୟତ, ୱାର୍ଡ ସ୍ତରରେ ଗଠନ ହେବ ଆର୍‌ଆର୍‌ଟି

ଖୋର୍ଦ୍ଧା ଅଫିସ,୮।୪: ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ସଖ୍ୟା ୪୨ରେ ପହଞ୍ଚିଛି। ଏ ନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କୋଭିଡ-୧୯ ସଂକ୍ରମଣ ନିୟନ୍ତ୍ରଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି। ଏହାର...

ସତ୍ୟନଗରକୁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କଲା ବିଏମ୍‌ସି

ଭୁବନେଶ୍ୱର, ୮।୪(ବ୍ୟୁରୋ): ଭୁବନେଶ୍ୱର ସତ୍ୟନଗରକୁ ବୁଧବାର ବିଏମ୍‌ସି କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରିଛି । ଜଣେ କରୋନା ସଂକ୍ରମିତ ସେହି ଅଞ୍ଚଳରୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ତେବେ ଏହି ସଂକ୍ରମିତଙ୍କର କୌଣସି ଟ୍ରାଭେଲ...

ବିଏମ୍‌ସି ସେବାକୁ ନେଇ ଲୋକଙ୍କ ଅସନ୍ତୋଷ

ଭୁବନେଶ୍ୱର, ୮ା୪ (ବ୍ୟୁରୋ): ଭୁବନେଶ୍ୱରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ସହରବାସୀଙ୍କ ନିଦ ହଜିଛି। ସହରର ଅଧିକାଂଶ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯିବା ସହ ସିଲ୍‌ କରିଦିଆଯାଇଛି। ଏଭଳି ସ୍ଥଳେ ଘରେ ଘରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାକୁ...

ଲାଠିମାଡ଼ ପରେ ବି ସୁଧୁରିଲେନି

ଭୁବନେଶ୍ୱର,୮ା୪ (ବ୍ୟୁରୋ): ଘାତକ କରୋନା ଭାଇରସ୍‌ଠାରୁ ରକ୍ଷା ପାଇବାକୁ ହେଲେ ଘରେ ରହିବା ହିଁ ସବୁଠୁ ଓ ଏକମାତ୍ର ଭଲ ବିକଳ୍ପ। ସରକାରଙ୍କଠାରୁ ଆରମ୍ଭ କରି ପୋଲିସ ଓ ବିଭିନ୍ନ ସଂଗଠନ ଲୋକଙ୍କୁ ବାରମ୍ବାର ବୁଝାଉଛନ୍ତି। କଟକଣା ସହ କାର୍ଯ୍ୟାନୁଷ୍ଠାନ...

ଚିନ୍ତା ବଢ଼ାଇଛି ପରିବା ଦର

ଭୁବନେଶ୍ୱର, ୮ା୪(ବ୍ୟୁରୋ): ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟରେ ପନିପରିବା ରହିଛି। ଶଟ୍‌ଡାଉନ୍‌ ପରଠାରୁ ଏବେ ବଜାରରେ ସବୁଜ ପନିପରିବା ଦର ହୁ ହୁ ହୋଇ ବଢ଼ି ଚାଲିଛି। ବେପାରୀମାନେ ମନଇଚ୍ଛା ଦର ନେଉଥିଲେ ମଧ୍ୟ ସେମାନଙ୍କ ଉପରେ ଅଙ୍କୁଶ ରହୁନି। ଏପରି...

ଭୁବନେଶ୍ୱରରେ ପହଞ୍ଚିଲା ମେଡିକାଲ ସାମଗ୍ରୀ

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ବିଶ୍ୱ ମହାମାରୀ ରୂପ ନେଇସାରିଲାଣି। ରାଜ୍ୟ, ଦେଶ ତଥା ସମଗ୍ର ମାନବ ସମାଜ ଏହାର ମୁକାବିଲା କରିବା ପାଇଁ ଉଦ୍ୟମ ଅବ୍ୟାହତ ରଖିଛି। ପଞ୍ଚାୟତସ୍ତରରୁ ଆରମ୍ଭକରି ରାଜ୍ୟ ଏବଂ ରାଜ୍ୟରୁ ଜାତୀୟସ୍ତର ପର୍ଯ୍ୟନ୍ତ କରୋନା ଭୂତାଣୁ ସମ୍ପର୍କିତ...

‘ଦୀକ୍ଷା ଆପ୍‌’ରେ ପାଠ ପଢ଼ିବେ ଦଶମ ଶ୍ରେଣୀ ପିଲା

ଭୁବନେଶ୍ୱର, ୮।୪(ବ୍ୟୁରୋ): କରୋନା ଯୋଗୁ ସବୁକିଛି ବନ୍ଦ ହୋଇଯିବା ପରେ ପିଲାମାନଙ୍କ ପାଠପଢ଼ା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ସ୍କୁଲ, କଲେଜ ବନ୍ଦ ହେବାପରେ ଆଗକୁ ପିଲାଙ୍କ ଭବିଷ୍ୟତ କ’ଣ ହେବ ତାକୁ ନେଇ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। ପିଲାଙ୍କ ପାଠପଢ଼ା...

୨ ଦିନ ଝଡ଼ବର୍ଷା ସମ୍ଭାବନା, ୧୦ରୁ ବଢ଼ିବ ତାତି

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ସକାଳ ୯ଟାରୁ ଅପରାହ୍ନ ୫ଟା ଯାଏ ପ୍ରଚଣ୍ଡ ଖରା ଲାଗି ରହୁଛି । ଅଧିକାଂଶ ସ୍ଥାନରେ ପାରଦ ୩୮ରୁ ୪୦ ଡିଗ୍ରୀ ସେଲସିୟସ ଉପରେ ରହୁଛି। ଦିନରେ ତାତି ବଢ଼ିଲେ ମଧ୍ୟ...

ଗୋଇନ୍ଦା ବ୍ୟୁରୋ କାର୍ଯ୍ୟାଳୟ, ସତ୍ୟନଗର ପ୍ଲଟ୍‌ ନଂ.୧୧/ଏ ସିଲ୍‌

ଭୁବନେଶ୍ୱର, ୮ା୪(ବ୍ୟୁରୋ): ଭୁବନେଶ୍ବର ବିଦ୍ୟୁତ୍‌ ମାର୍ଗରେ ଅବସ୍ଥିତ କେନ୍ଦ୍ର ସରକାରଙ୍କ ଗୋଇନ୍ଦା ବ୍ୟୁରୋ (ଆଇବି) କାର୍ଯ୍ୟାଳୟ, ଷ୍ଟାଫ୍‌ କଲୋନୀ ଓ ଜନପଥ ପାର୍ଶ୍ୱ ତଥା ସତ୍ୟନଗରସ୍ଥିତ ଏକ ବିଲ୍ଡିଂ (ପ୍ଲଟ୍‌ ନଂ.୧୧/ଏ)କୁ ମଙ୍ଗଳବାର ସିଲ୍‌ କରିଦିଆଯାଇଛି। ଆଇବି କାର୍ଯ୍ୟାଳୟର ଜଣେ...

କରୋନା ଜନିତ ମୃତ୍ୟୁ: ସରକାରଙ୍କ ତତ୍ତ୍ୱାବଧାନରେ ହେବ ମୃତଦେହ ସତ୍କାର

ଭୁବନେଶ୍ୱର, ୮।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାର ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କର ଯଦି ମୃତ୍ୟୁ ହୁଏ ତେବେ ତାଙ୍କ ମୃତଦେହ ସତ୍କାର ସରକାର କରିବେ। ଜନସାଧାରଣଙ୍କ ନିରାପତ୍ତା...

କରୋନା ମୁକାବିଲା: ବୁଧବାରଠୁ ନୂଆ ହେଳ୍ପଲାଇନ ନମ୍ବର-୧୪୪୧୦, ଡାକ୍ତରଙ୍କଠାରୁ ପରାମର୍ଶ ନେବେ ରାଜ୍ୟବାସୀ

ଭୁବନେଶ୍ୱର, ୭।୪(ବ୍ୟୁରୋ)- ରାଜ୍ୟ ସରକାର କୋଭିଡ୍‌-୧୯ର ଦୃଢ଼ ମୁକାବିଲା କରିବା ନିମନ୍ତେ ଅନେକ ସକ୍ରିୟ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ମହାମାରୀର ମୁକାବିଲା ଦିଗରେ ଡାକ୍ତରମାନଙ୍କର ଭୂମିକା ସର୍ବଗରିଷ୍ଠ। ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସରକାର ସମ୍ଭାବ୍ୟ...

କରୋନା ମୃତ୍ୟୁ: ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ଶବ ସତ୍କାର

ଭୁବନେଶ୍ୱର, ୭।୪(ବ୍ୟୁରୋ)- କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାର ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କର ଯଦି ମୃତ୍ୟୁ ହୁଏ ତେବେ ତାଙ୍କ ଶବ ସତ୍କାର ସରକାର କରିବେ। ଜନ ସାଧାରଣଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri