ଆଜି ଆଉ ୮ ମୁଣ୍ଡ ନେଲା କରୋନା: ଅଛନ୍ତି ୨ ବୃଦ୍ଧ, ୬ କମ୍ ବୟସ୍କ ବ୍ୟକ୍ତି
ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ ଆଉ ୮ ମୁଣ୍ଡ ନେଇଛି କରୋନା। ସେମାନଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୪୮ ବର୍ଷୀୟ ବ୍ୟକ୍ତି, ଗଞ୍ଜାମର ଜଣେ ୪୮ ବର୍ଷୀୟ ବ୍ୟକ୍ତି, ୪୫ ବର୍ଷୀୟ ବ୍ୟକ୍ତି, ୭୮ ବର୍ଷୀୟ ବୃଦ୍ଧ, ୫୬ ବର୍ଷୀୟ ବ୍ୟକ୍ତି, କୋରାପୁଟର ୪୯…
ପୁରୀ ଜିଲାରେ ବନ୍ୟା: ୯ ବ୍ଲକର ୧,୩୩,୧୨୧ ଲୋକ ପ୍ରଭାବିତ, କଣାସ ବ୍ଲକରେ ସର୍ବାଧିକ ଘର କ୍ଷତି
ପୁରୀ ଅଫିସ/କଣାସ (ସ୍ବ.ପ୍ର.), ୬।୯: ପୁରୀ ଜିଲାରେ ବନ୍ୟା ସ୍ଥିତିରେ ସୁଧାର ଆସିଛି। ଜିଲା ମଧ୍ୟ ଦେଇ ପ୍ରବାହିତ କୁଶଭଦ୍ରା, ଭାର୍ଗବୀ, ରତ୍ନଚିରା, ଲୁଣା, ମକରା, ଧନୁଆ, ରାଜୁଆ ପ୍ରଭୃତି ନଦୀର ଜଳସ୍ତର କମିଛି। ଉପରୋକ୍ତ ନଦୀର ଜଳସ୍ତର ପ୍ରାୟ ୨ମିଟର…
ରାଜ୍ୟରେ ବେକାବୁ କରୋନା: ଆଜି ଚିହ୍ନଟ ହେଲେ ୩୮୧୦ ଆକ୍ରାନ୍ତ, କେବଳ ଖୋର୍ଦ୍ଧାରୁ ୭୯୭
ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ ଆଉ ୩୮୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨୮୬ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୫୨୪ ଲୋକାଲ କଣ୍ଟାକ୍ଟ ରହିଛି। ଏହାକୁ ମିଶାଇ ଓଡ଼ିଶାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୨୪୦,୩୧କୁ ବୃଦ୍ଧି ପାଇଥିବା ରବିବାର ପୂର୍ବାହ୍ନରେ ରାଜ୍ୟ ସୂଚନା…
ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲା; ୨ ପୋଲିସ କର୍ମଚାରୀ, ୨ ଗଣମାଧ୍ୟମ ପ୍ରତିନିଧି ସମ୍ପୃକ୍ତ : ଡିସିପି
ଭୁବନେଶ୍ୱର,୬।୯(ବ୍ୟୁରୋ): ଲକ୍ଡାଉନ୍ ସମୟରେ ରାଜଧାନୀରେ ଜଣେ ନାବାଳିକା ଗଣବଳାକତ୍ାରର ଶିକାର ହୋଇଥିଲେ। ଏହି ମାମଲାକୁ କମିଶନରେଟ ପୋଲିସ ଗୁରୁତର ସହ ନେଇଛି। ମହିଳା ଥାନା ପୋଲିସ ପୋକ୍ସୋ ଆକ୍ଟରେ କେସ୍ ନଂ-୪୪/୨୦ ରୁଜୁ କରି ମାମଲା ତଦନ୍ତ କରୁଥିଲା। କିନ୍ତୁ ଏହି…
ଏକାଧିକ ଟ୍ରେନ୍ ସମ୍ପୂର୍ଣ୍ଣ, ଆଂଶିକ ବାତିଲ
ଭୁବନେଶ୍ୱର,୬।୯ (ବ୍ୟୁରୋ): ପଶ୍ଚିମବଙ୍ଗରେ ଲକ୍ଡାଉନ ଓ ଶଟ୍ଡାଉନ୍ ପାଇଁ ପୂର୍ବତଟ ରେଳପଥର ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। କେତେକ ଟ୍ରେନକୁ ବାତିଲ କରାଯାଇଥିବାବେଳେ ଆଉକିଛି ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୭, ୧୧ ଓ…
୭ଜଣଙ୍କୁ ‘ଦଧୀଚି ପ୍ରତିଭା ସମ୍ମାନ’
ଭୁବନେଶ୍ୱର,୬।୯(ବ୍ୟୁରୋ): ଦଧୀଚି ଏଜୁକେଶନାଲ ଟ୍ରଷ୍ଟ ପକ୍ଷରୁ ଶନିବାର ଭର୍ଚୁଆଲ୍ ପ୍ଲାଟ୍ଫର୍ମରେ ୩ୟ ‘ଦଧୀଚି ପ୍ରତିଭା ସମ୍ମାନ-୨୦୨୦’ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୋଟ ୭ଜଣଙ୍କୁ ‘ଦଧିଚି ପ୍ରତିଭା ସମ୍ମାନ’ରେ ସମ୍ମାନିତ କରାଯାଇଛି। ସାହିତ୍ୟ କ୍ଷେତ୍ରରେ ଉତ୍କର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ…
ଓଡ଼ିଶାରେ ସରକାର ଗଠନ ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ନଡ୍ଡାଙ୍କ ଆହ୍ବାନ: ୫୦ ପ୍ରତିଶତ ଭୋଟ ହାସଲ କରିବାକୁ ସଂକଳ୍ପ
ଭୁବନେଶ୍ୱର,୬।୯(ବ୍ୟୁରୋ): ଓଡ଼ିଶାରେ ଦୀର୍ଘ ସମୟ ରାଜନୈତିକ ଲଢ଼େଇ ପରେ ଭାଜପାକୁ ମୁଖ୍ୟ ବିରୋଧୀ ଦଳର ମାନ୍ୟତା ମିଳିଛି । ୨୦୧୯ ଲୋକ ସଭା ନିର୍ବାଚନରେ ପାଖାପାଖି ୧ କୋଟି ଭୋଟ ଭାଜପା ସପକ୍ଷରେ ପଡିଛି । ୩୩ଟି ଅନୁସୂଚିତ ଜାତି ଓ…
ଭିମସାରରେ ୧୦୦ ଶଯ୍ୟା କୋଭିଡ ହସ୍ପିଟାଲ ହେବ
ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟ ସରକାର ସମ୍ବଲପୁରସ୍ଥିତ ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ(ଭିମସାର)ରେ ୧୦୦ ଶର୍ଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ କରିବାକୁ ଘୋଷଣା କରିଛନ୍ତି। ସେଠାରେ ୨୦ଟି ଆଇସିୟୁ ମଧ୍ୟ ରହିବ। ଆସନ୍ତା ୧୦ ଦିନ ମଧ୍ୟରେ…
ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଆରମ୍ଭ: ଡିଜିଟାଲ ପ୍ଲାଟଫର୍ମରେ ନୃତ୍ୟ-ସଙ୍ଗୀତର ସମ୍ଭାର
ଭୁବନେଶ୍ୱର, ୬।୯(ବ୍ୟୁରୋ): ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତର ମହାକୁମ୍ଭ ‘ଓଏମ୍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ-୨୦୨୦’ ଶନିବାରଠାରୁ ଆରମ୍ଭ ହୋଇଛି। ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ଆୟୋଜିତ ଏହି ଉତ୍ସବ ଚଳିତବର୍ଷ ୨୬ବର୍ଷରେ ପଦାର୍ପଣ କରିଥିବାବେଳେ କରୋନା କଟକଣାଲାଗି ପ୍ରଥମଥର…
ମୃତ୍ୟୁ ହେବାର ଘଣ୍ଟାଏ ପରେ କରୋନା ପଜିଟିଭ୍ ଚିହ୍ନଟ: ମୃତଦେହକୁ ଛୁଇଁଲେନି ଅଞ୍ଚଳବାସୀ
ଖୁଣ୍ଟୁଣୀ,୬।୯(ଡି.ଏନ.ଏ): ଖୁଣ୍ଟୁଣୀ ଥାନା ଅଞ୍ଚଳରେ ଜଣେ ୬୫ ବର୍ଷର ପୁରୁଷଙ୍କ ଶନିବାର ମୃତ୍ୟୁ ଘଟିବାର ଘଣ୍ଟାଏ ପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଥିବାବେଳେ ମୃତଦେହକୁ ଛୁଇଁ ନ ଥିଲେ। ପ୍ରାୟ ୩ ଘଣ୍ଟା ପରେ କଟକରୁ…
ଏମ୍ପି ଅନୁଭବଙ୍କ ନାଁରେ ସ୍ତ୍ରୀଙ୍କ ନିର୍ଯାତନା ଅଭିଯୋଗ: ୧୫ କୋଟିର କ୍ଷତିପୂରଣ ଦାବି
କଟକ ଅଫିସ,୬।୯: ଓଲିଉଡ୍ର ଚର୍ଚ୍ଚିତ ଯୋଡ଼ି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଅଭିନେତାରୁ ରାଜନେତା ପାଲଟିଥିବା ଏମ୍ପି ଅନୁଭବଙ୍କ ନାଁରେ ଅନେକ ଅଭିଯୋଗ ଆଣିଛନ୍ତି ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଏ…
ଯୁକ୍ତ ୨ କଳା ରେଜଲ୍ଟ ପ୍ରକାଶିତ: ପାସହାର ୬୭.୫୬%
ଭୁବନେଶ୍ୱର, ୫।୯(ବ୍ୟୁରୋ) – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ସିଏଚ୍ଏସ୍ଇ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା…
Archives


