ବାରିପଦାରେ କରୋନା ନିର୍ଦ୍ଦେଶକୁ ଅଣଦେଖା: ଏଟିଏମ୍ କାଉଣ୍ଟରରେ ନାହିଁ ସାନିଟାଇଜର ବ୍ୟବସ୍ଥା, ବାଲ୍ଟିରେ ରଖାଯାଉଛି ପାଣି
ବାରିପଦା ଅଫିସ, ୭ା୪- ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସ୍ ଆତଙ୍କ ଖେଳାଇଛି। ଏହି ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପମାନ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ପ୍ରତି ଏଟିଏମ୍ କାଉଣ୍ଟରକୁ ସାନିଟାଇଜ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର ଜିଲାରେ...
ଦୋକାନୀଙ୍କୁ ତାଗିଦ୍, ସାମାଜିକ ଦୂରତ୍ୱ ନ ରଖିଲେ କାର୍ଯ୍ୟାନୁଷ୍ଠାନ: ବାଲେଶ୍ୱର ଜିଲାପାଳ
ବାଲେଶ୍ୱର ଅଫିସ, ୭।୪-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଓ ଜନସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାମାଜିକ ଦୂରତ୍ୱ କଟକଣାକୁ କଡ଼ାକଡ଼ି କରାଯାଇଛି। ଅନେକ ସମୟରେ ଏଥିରେ ବ୍ୟତିକ୍ରମ ସହ ଏହାର ଖୋଲାଖୋଲି ଉଲ୍ଲଂଘନ ହେଉଥିବା ଲକ୍ଷ୍ୟ କରାଯାଉଛି।...
ଲକ୍ଡାଉନ୍ ସମୟରେ ବଢ଼ୁଛି କଳାବଜାରୀ: ନିର୍ଦ୍ଧାରିତ ଦରଠାରୁ ଅଧିକା ନେଲେ କାର୍ଯ୍ୟାନୁଷ୍ଠାନ, ଅଭିଯୋଗ କରିପାରିବେ ଖାଉଟୀ
ଖୋର୍ଦ୍ଧା ଅଫିସ,୭ା୪ : ଲକ୍ଡାଉନ୍ ସମୟରେ କେତେ ଜଣ କଳାବଜାରୀ ଖୁଚୁରା ବଜାରରେ ଅତ୍ୟାବଶ୍ୟକୀୟ ସାମଗ୍ରୀ କଳାବଜାର କରୁଥିବା ନେଇ ବିଭିନ୍ନ ଗଣମାଧ୍ୟମ ଖବର ପରିବେଷଣ ପରେ ଖୋର୍ଦ୍ଧା ଜିଲା ପ୍ରଶାସନର ଚେତା ପଶିଛି। ଖୁଚୁରା ବଜାରରେ ଦର ସୁବ୍ୟବସ୍ଥିତ...
ବିନା ଭକ୍ତରେ ଶେଷ ହେଲା ମା’ ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା: ଖାଁ ଖାଁ ଦେବୀପୀଠ, ନୀତି ସମ୍ପନ୍ନ କଲେ ସେବାୟତ
କାକଟପୁର,୭।୪(ଡି.ଏନ୍.ଏ.): ରାଜ୍ୟ ସରକାରଙ୍କ ଲକ୍ଡାଉନ୍ ଘୋଷଣା ଯୋଗୁ ସମସ୍ତ ଦେବାଦେବୀ ପୀଠରେ ଏକରକମ ତାଲା ପଡ଼ିଛି। କେବଳ ସେବାୟତ ପୂଜାପଣ୍ଡାଙ୍କୁ ଛାଡ଼ିଦେଲେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ମା’ ମଙ୍ଗଳାଙ୍କ ପୀଠରେ ୪ ପାଳି ଚୈତ୍ର ଯାତ୍ରା ବିନା ଭକ୍ତରେ...
ଚନ୍ଦକା ଏସ୍ଓଜି କ୍ୟାମ୍ପରେ ପ୍ରଶିକ୍ଷଣ ବେଳେ ଅଘଟଣ: ହ୍ୟାଣ୍ଡ ଗ୍ରେନେଡ୍ ବିସ୍ଫୋରଣ ଯୋଗୁ ଜଣେ ହାବିଲଦାର୍ ଶହୀଦ, ୨ ଆହତ
ବାରଙ୍ଗ,୭।୪(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଚନ୍ଦକାଥାନା ଅଧୀନରେ ଥିବା ଏସ୍ଓଜି କ୍ୟାମ୍ପ୍ରେ ପ୍ରଶିକ୍ଷଣ ଦେବା ବେଳେ ମଙ୍ଗଳବାର ଜଣେ ପ୍ରଶିକ୍ଷକ ତଥା ହାବିଲଦାର ଶହୀଦ ହୋଇଛନ୍ତି। ଘଟଣାରେ ଅନ୍ୟ ଦୁଇଜଣ ଆହତ ମଧ୍ୟ ହୋଇଛନ୍ତି। ଶହୀଦ ହାବିଲଦାର୍ ହେଲେ ପ୍ରକାଶ ସାହୁ।...
କରୋନା ସଚେତନତାର ବାର୍ତ୍ତା ବାଣ୍ଟୁଛନ୍ତି ପୌର କର୍ମଚାରୀ, ସାଧାରଣରେ ପ୍ରଶଂସା
ଖୋର୍ଦ୍ଧା ଅଫିସ, ୭ା୪: କରୋନା ଭୁତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକ୍ଡାଉନ୍ ରହିଛି। ଏଥିଲାଗି ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତିିତ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ବିନା କାରଣରେ...
ତୋଟାପଡ଼ାରେ ଗୋଷ୍ଠୀ ସଂଘର୍ଷ: ଟେକାପଥର ମାଡ଼କୁ ନେଇ ୯ ଅଟକ; ୧୪୪ ଧାରା ଜାରି
ଖୋର୍ଦ୍ଧା ଅଫିସ,୭ା୪ : ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ତୋଟପଡାରେ ମଙ୍ଗଳବାର ଅପରାହ୍ନରେ ଗୋଷ୍ଠି ସଂଘର୍ଷ ଘଟିଛି। କୌଣସି କାରଣକୁ ନେଇ ଦୁଇ ଗୋଷ୍ଠି ମୁହାଁମୁହିଁ ହୋଇଥିଲେ। ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।...
ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୪୨: ୨ ସୁସ୍ଥ, ୧ ମୃତ
ଭୁବନେଶ୍ୱର, ୭।୪( ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଙ୍ଗଳବାର ସୁଦ୍ଧା ୪୨ରେ ପହଞ୍ଚିଛି। ସେଥିମଧ୍ୟରୁ ୨ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଥିବା ବେଳେ ମଙ୍ଗଳବାର ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୯...
ରାଜ୍ୟରେ ପ୍ରଥମ କରୋନା ମୃତ୍ୟୁ
ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେ ଭୁବନେଶ୍ୱର ଝାରପଡା ଅଞ୍ଚଳର ୭୨ବର୍ଷୀୟ ବୃଦ୍ଧ ଅଟନ୍ତି। ଗତ ୪ତାରିଖରୁ ଅସୁସ୍ଥତା ଯୋଗୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ତାଙ୍କର ସୋମବାର ମୃତ୍ୟୁ ହୋଇଥିଲା। ନମୂନା ପରୀକ୍ଷଣ...
ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧
ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୫ ବର୍ଷୀୟ ଏହି ଆକ୍ରାନ୍ତ ବ୍ୟକ୍ତି ଭୁବନେଶ୍ୱରର ମଧୁସୂଦନ ନଗରର ବୋଲି ସୂଚନା ମିଳିଛି। ଏ ନେଇ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚିତ କରାଯାଇଛି। ଏହାକୁ...
ଏସ୍ସିବି, ସିଟି ହସ୍ପିିଟାଲରେ କେହି କରୋନା ଆକ୍ରାନ୍ତ ନାହାନ୍ତି
ଭୁବନେଶ୍ୱର, ୭।୪( ବ୍ୟୁରୋ): ଏସ୍ସିବି ମେଡିକାଲ କଲେଜ, ସିଟି ହସ୍ପିଟାଲ ଏବଂ ଅନ୍ୟାନ୍ୟ ଜିଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ କୌଣସି କରୋନା(କୋଭିଡ୍-୧୯) ଆକ୍ରାନ୍ତଙ୍କୁ ଚିକିତ୍ସା କରାଯାଉ ନାହିଁ। ସେହି ହସ୍ପିଟାଲଗୁଡିକୁ ଅନ୍ୟାନ୍ୟ ରୋଗୀମାନେ ଚିକିତ୍ସା ପାଇଁ ଯାଇପାରିବେ। ଯଦି କୌଣସି ବ୍ୟକ୍ତିଙ୍କୁ...
ସବୁ କରୋନା ଆକ୍ରାନ୍ତ ସୁସ୍ଥ ହେବେ: ସ୍ବାସ୍ଥ୍ୟ ସଚିବ
ଭୁବନେଶ୍ୱର, ୭।୪( ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ପାଇଁ ରାଜ୍ୟ ସରକାର ରାଜ୍ୟରେ ୭ଟି ସ୍ବତନ୍ତ୍ର କୋଭିଡ୍ ହସ୍ପିିଟାଲ ପ୍ରସ୍ତୁତ କରିଛନ୍ତି। ଏହି ହସ୍ପିଟାଲଗଡ଼ିକରେ କେବଳ କରୋନା ରୋଗୀଙ୍କୁ ଚିକିତ୍ସା କରାଯିବ। ସେମାନଙ୍କ ପାଇଁ ଚିକିତ୍ସା ଓ ଖାଦ୍ୟପେୟର ସମସ୍ତ ବନ୍ଦୋବ୍ୟସ୍ତ...
Archives


