ଯୁକ୍ତ୨ ପରୀକ୍ଷା ନେଇ ଆଜି ବସିବ ବୈଠକ
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟ ସରକାର ଯୁକ୍ତ ୨ର ବାକି ପରୀକ୍ଷାଗୁଡିକ ବାତିଲ କରିଦେବା ନେଇ ସମ୍ଭାବନା ଅଧିକ ମାତ୍ରାରେ ଦେଖାଦେଇଛି। ସିବିଏସଇ ଓ ଆଇସିଏସଇ ପକ୍ଷରୁ ଯୁକ୍ତ ୨ ପରୀକ୍ଷା ବାତିଲ କରି ଦିଆଯାଇଥିବାରୁ ରାଜ୍ୟ ସରକାର ସମାନ ନିଷ୍ପତ୍ତି ନେଇପାରନ୍ତି ବୋଲି…
ଟାଟା ଷ୍ଟିଲ୍ କବ୍ଜାରେ ପ୍ରାକୃତିକ ଝରଣା
ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୯ା୬: କଳିଙ୍ଗନଗର ଟାଟା ଷ୍ଟିଲ୍ କାରଖାନା ଭିତରେ ଏକ ଚିରସ୍ରୋତା ଝରଣା ବୋହୁଛି। ଏହି ଝରଣା ପାଣି ଓ କାରଖାନାର ବର୍ଜ୍ୟପାଣି ମିଶି ସାରଙ୍ଗପୁର ଛକ ନିକଟ ପୋଲ ଦେଇ ଗଣ୍ଡାନାଳରେ ମିଶିଛି। ଏଥିଯୋଗୁ କାରଖାନାରୁ ବାହାରୁଥିବା…
ବିପଦରେ ବୈତରଣୀ ସେତୁ
ଆନନ୍ଦପୁର,୨୯।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଲାଇଫ୍ଲାଇନ୍ କୁହାଯାଉଥିବା ବୈତରଣୀ ନଦୀ ସେତୁ ପୁଣି ବିପଦରେ। ୩ଟି ସ୍ପାନ ଦବିବା ଯୋଗୁ ଏହାର ସ୍ଥାୟିତ୍ୱ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପୂର୍ବରୁ ୨୦୧୮ ଜୁଲାଇ ୬ ତାରିଖରେ ସେତୁର ଗୋଟିଏ ପିଲାରରୁ…
ଆଇଆଇସି, ବ୍ୟାଙ୍କ ଆକାଉଣ୍ଟାଣ୍ଟଙ୍କୁ କରୋନା: ବଡ଼ମ୍ବା ବ୍ଲକକୁ ୭୨ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା
ବଡ଼ମ୍ବା,୨୮ା୬(ଡି.ଏନ୍.ଏ.)- କଟକ ଜିଲା ବଡ଼ମ୍ବା ଅଞ୍ଚଳରେ କରୋନା କାୟା ବିସ୍ତାର କରୁଛି। ଶନିବାର ରାତିରେ ବଡ଼ମ୍ବା ଥାନା ଆଇଆଇସି ଓ ରବିବାର ଜାତୀୟ ବ୍ୟାଙ୍କରେ କାର୍ଯ୍ୟରତ ଜଣେ ଆକାଉଣ୍ଟାଣ୍ଟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ବଡ଼ମ୍ବାସ୍ଥିତ କ୍ୱାରାଣ୍ଟାଇନ୍ କେନ୍ଦ୍ରରୁ ୪ ଜଣ…
ବାହାଘରର କିଛି ଘଣ୍ଟା ପୂର୍ବରୁ ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ
ବିନିକା,୨୮ା୬(ଡି.ଏନ.ଏ.)-ବାହାଘର ପାଇଁ ସବୁ ଆୟୋଜନ ସରିଥିଲା ା ଘରେ କୁଣିଆଙ୍କ ଭିଡ଼ ଜମିଥିଲା ା ହସଖୁସି ସାଙ୍ଗକୁ ଗହଳ ଚହଳ ଲାଗିଥିଲା ା ଆଉ କିଛି ଘଣ୍ଟା ପରେ ଯୁବକ ଜଣକ ବର ହୋଇ କନ୍ୟାଘରକୁ ଯାଇଥାନ୍ତେ ା ଏଥିପାଇଁ ସରିଥିଲା…
ଆଇଏଏସ୍ ବିଜୟ କେତନଙ୍କ ଉପରୁ ଉଠିଲା ନିଲମ୍ବନ ଆଦେଶ
ଭୁବନେଶ୍ୱର,୨୮।୬(ବ୍ୟୁରୋ): ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କ ଉପରୁ ରାଜ୍ୟ ସରକାର ନିଲମ୍ବନ ଆଦେଶ ଉଠାଇ ଦେଇଛନ୍ତି। ତେବେ ବିଜୟଙ୍କୁ ପୁଣି ଥରେ ରାଜ୍ୟ ସରକାର ଅବସ୍ଥାପିତ କରିଛନ୍ତି। ସେ ବର୍ତ୍ତମାନ ବୋର୍ଡ ଅଫ ରେଭିନ୍ୟୁର ସଚିବ ଦାୟିତ୍ୱ ତୁଲାଇବେ ବୋଲି ସରକାରଙ୍କ…
୯ରୁ ବିପିୟୁଟି ଫାଇନାଲ ସେମିଷ୍ଟର
ଭୁବନେଶ୍ୱର, ୨୮।୬(ବ୍ୟୁରୋ)- ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ(ବିପିୟୁଟି)ର ଫାଇନାଲ ସେମିଷ୍ଟର ପାଇଁ ସମ୍ଭାବ୍ୟ ତାଲିକା ପ୍ରକାଶ ପାଇଛି। ଜୁଲାଇ ୯ରୁ ଅନ୍ଲାଇନ ପରୀକ୍ଷା ହେବା ନେଇ ତାରିଖ ଘୋଷଣା ହୋଇଛି। ଏହି ପରୀକ୍ଷା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଦୁଇଟି ସିଫ୍ଟରେ…
୨ରେ ପ୍ରବଳ ବର୍ଷା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୨୮।୬(ବ୍ୟୁରୋ)- ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ରହିଛି। ତେଣୁ କିଛି ସ୍ଥାନରେ ବର୍ଷା ହେଉଛି। ଏଥିସହ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପ ପରିମାଣ ବର୍ଷା ହେବାକୁ ଥିବାବେଳେ…
ଅକ୍ଷୟଙ୍କ କଣ୍ଠଶ୍ୱରକୁ ଜୀବିତ କରିଛନ୍ତି ପ୍ରଦୀପ
ନୟାଗଡ ଅଫିସ,୨୮ା୬: ଆଧୁନିକ ସଙ୍ଗୀତର ବାଦ୍ଶାହା ଅକ୍ଷୟ ମହାନ୍ତି ସିନା ଏ ଦୁନିଆରେ ନାହାନ୍ତି, ହେଲେ ତାଙ୍କର ପ୍ରତ୍ୟେକଟି ଗୀତ ଆଜିବି ଶ୍ରୋତାଙ୍କ ମନରେ ଗୁଞ୍ଜରଣ ସୃଷ୍ଟି କରୁଛି। ଅନେକ କଣ୍ଠଶିଳ୍ପୀ, ଗୀତିକାର ଅକ୍ଷୟଙ୍କ ପଦାଙ୍କ ଅନୁସରଣ କରିଛନ୍ତି ସତ ହେଲେ…
ସିଡିଏ ସେକ୍ଟର-୯ କଣ୍ଟେନ୍ମେଣ୍ଟ ଜୋନ୍: ବିପଦ ବଢ଼ାଇଲେ ଆକ୍ରାନ୍ତ ପୋଲିସ ଅଧିକାରୀ
କଟକ ଅଫିସ,୨୮ା୬-କଟକ ସିଡିଏ ସେକ୍ଟର-୯ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଟକ ମହାନନଗର ନିଗମ (ସିଏମ୍ସି) ରବିବାର ଏହି ଅଞ୍ଚଳକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରିଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅଞ୍ଚଳରେ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ…
କୋଭିଡ ଯୋଦ୍ଧାଙ୍କୁ କରୋନା: ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ୨ ନର୍ସ କରୋନା ପଜିଟିଭ୍
କଟକ ଅଫିସ,୨୮।୬-କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ରବିବାର ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ ରହିଛନ୍ତି। ଗଞ୍ଜାମର ଚିକିତ୍ସାଧୀନ ଜଣେ ରୋଗୀଙ୍କଠାରେ ପଜିଟିଭ ଥିବା ଚିହ୍ନଟ ହୋଇଥିଲା।…
ବଲାଙ୍ଗୀର ରେଳ ଷ୍ଟେଶନରେ ପହଞ୍ଚିଲେ ୧୨୬୩ ପ୍ରବାସୀ
ବଲାଙ୍ଗୀର ଅଫିସ,୨୮ା୬-ସ୍ବତନ୍ତ୍ର ଟ୍ରେନ ଯୋଗେ ତିରୁପତିରୁ ବଲାଙ୍ଗୀର ରେଳ ଷ୍ଟେସନରେ ରବିବାର ୧୨୬୩ ପ୍ରବାସୀ ଶ୍ରମିକ ପହଞ୍ଚିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ସେଠାରେ ପୂର୍ବରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା…
Archives


