CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୭ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୪,୭୪୩ରେ ପହଞ୍ଚିଲା
ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଆଉ ୧୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪ ହଜାର ୭୪୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ରବିବାର ସୁସ୍ଥ…
ପୁଣି ୪ ପୋଲିସ କରୋନା ପଜିଟିଭ
ଛତ୍ରପୁର,୨୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନରେ କାର୍ଯ୍ୟ କରୁଥିବା ୪ ଜଣ ପୋଲିସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନେ ପଜିଟିଭ ଚିହ୍ନଟ ହୋଇଥିବା ନେଇ ରବିବାର ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ଟୁଇଟ କରି ସୂଚନା ଦେଇଛନ୍ତି।…
ଚିନ୍ତା ବଢ଼ାଇଲାଣି ରାଜଧାନୀ: ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୫ ପୁରୁଷ-ଜଣେ ମହିଳା
ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜଧାନୀରେ ଆଉ ୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୩ଜଣ ହୋମ୍୍ କ୍ୱାରାଣ୍ଟାଇନ୍ର ଥିବା ବେଳେ ୩ ଲୋକାଲ୍ କେସ୍ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୯୨କୁ ବୃଦ୍ଧି ପାଇଛି। ସେଥିରୁ ୧୬୫ଜଣ ସୁସ୍ଥ…
କୁମ୍ଭୀର ମୁହଁରେ ଗଲା ନାବାଳକଙ୍କ ଜୀବନ
ଚିତ୍ରକୋଣ୍ଡା,୨୮।୬(ଡି.ଏନ୍.ଏ.)- କୁମ୍ଭୀର ମୁହଁରେ ଗଲା ନାବାଳକଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଚିତ୍ରକୋଣ୍ଡା ଗ୍ରାମ ପଞ୍ଚାୟତ ଅଞ୍ଚଳରେ। ମୃତକ ହେଲେ ଉକ୍ତ ପଞ୍ଚାୟତ ଅନ୍ତର୍ଭୁକ୍ତ ଜଲାସାହିର ଅର୍ଜୁନ ମାଝୀଙ୍କର ପୁଅ…
ରଥର ଦକ୍ଷିଣମୋଡ଼ ଆରମ୍ଭ
ପୁରୀ ଅଫିସ,୨୮ା୬: ଭାଇଭଉଣୀଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ ଏବେ ଜନ୍ମବେଦୀରେ ଲୀଳା କରୁଛନ୍ତି। ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆସନ୍ତା ଜୁଲାଇ ୧ ତାରିଖ ବାହୁଡ଼ା ତିଥିରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ। ରବିବାରଠାରୁ ବାହୁଡ଼ାଯାତ୍ରାର ପ୍ରସ୍ତୁତି ଆରମ୍ଭ…
ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ
ଭୁବନେଶ୍ୱର,୨୮।୬(ବ୍ୟୁରୋ): କରୋନାରେ ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ଭୁବନେଶ୍ୱର, କଟକ ଏବଂ ଗଞ୍ଜାମ ଜିଲାର ଜଣେ ଲେଖାଏ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ବଢ଼ୁଛି କରୋନା ସଂକ୍ରମଣ: ଆଜି ଗଞ୍ଜାମରେ ଚିହ୍ନଟ ହେଲେ ୭୬ ନୂଆ ଆକ୍ରାନ୍ତ
ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ହୋଇଥିବା ୨୬୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୭୬ଜଣ ଅଛନ୍ତି। ସେହିଭଳି ଯାଜପୁରର ୪୧, ଖୋର୍ଦ୍ଧା ୧୫, ଝାରସୁଗୁଡ଼ା ୧୮, କେନ୍ଦୁଝରର ୨୫, ବରଗଡ଼ ୧୮, ବାଲେଶ୍ୱର ୧୨, କଟକ ୧୨, ପୁରୀର…
CORONAVIRUS UPDATE: ଆଜି ରାଜ୍ୟରେ ୨୬୪ ଆକ୍ରାନ୍ତ ଚିହ୍ନଟ; ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୬୧୪କୁ ବୃଦ୍ଧି
ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୪ଜଣ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୩୦ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୬୧୪ରେ ପହଞ୍ଚିଛି। ତନ୍ମଧ୍ୟରୁ ୪୬୦୬ଜଣ ସୁସ୍ଥ…
ଫିଲ୍ମ ରିପୋର୍ଟର ପରିଚୟ ଦେଇ ଅଭିନେତ୍ରୀଙ୍କୁ ହଇରାଣ: ଯୁବକଙ୍କୁ ନୋଟିସ ଦେଇ ଛାଡ଼ିଲା ପୋଲିସ
ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଓଲିଉଡ୍ର ଜଣେ ଜଣାଶୁଣା ଅଭିନେତ୍ରୀଙ୍କୁ ସୋସିଆଲ ମିଡ଼ିଆରେ ହଇରାଣ କରିବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖିଥିଲା। ତେବେ ଯୁବକ ଜଣଙ୍କ ଆଉ ଏଭଳି ନ କରିବା ପାଇଁ କହିବା ପରେ ଚନ୍ଦ୍ରଶେଖରପୁର ଥାନା ପୋଲିସ…
ହଟ୍ସ୍ପଟ୍ ହୋଇପାରେ ଭୁବନେଶ୍ୱର ରେଡ୍ ଲାଇଟ୍ ଅଞ୍ଚଳ: ମାଳିସାହି ବନ୍ଦ ରହିଲେ ସଂକ୍ରମଣ ଆଶଙ୍କା ୩୫% କମିବ
ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଦେଶରେ ରେଡ୍ ଲାଇଟ ଅଞ୍ଚଳ ଖୋଲା ରହିବା ଦ୍ୱାରା ଭାରତରେ କୋଭିଡ-୧୯ ସଂକ୍ରମଣରେ ଦ୍ରୁତ ଅଭିବୃଦ୍ଧି ଦେଖାଦେବାର ସମ୍ଭାବନା ରହିଛି। ଏହି ଅଞ୍ଚଳ ବନ୍ଦ ରହିଲେ ସଂକ୍ରମଣ ହ୍ରାସ ପାଇବା ସହ ଏହି ମହାମାରୀଜନିତ ମୃତ୍ୟୁକୁ ୬୦% ପର୍ଯ୍ୟନ୍ତ କମ୍…
ବିସ୍ମୟ ବାଳକ: ରାୟଗଡ଼ାର ବିଭୁନନ୍ଦନଙ୍କ ମୁହଁରେ ମହାକାଶ
ରାୟଗଡ଼ା ଅଫିସ,୨୮ା୬: ବୟସ ମାତ୍ର ୭ ବର୍ଷ। ହେଲେ ମହାକାଶ, ସୌରମଣ୍ଡଳ ବିଷୟରେ ରହିଛି ଗଭୀର ଜ୍ଞାନ। ମହାକାଶର ସୃଷ୍ଟି, ଏହାର ସ୍ଥିତି ଏବଂ ପୃଥିବୀ ଧ୍ୱଂସ ଆଦି ବିଷୟରେ ଏହି ବାଳକଙ୍କ ଜ୍ଞାନ ଅବିଶ୍ୱସନୀୟ। ଉକ୍ତ ବିସ୍ମୟ ବାଳକ ହେଲେ…
ଖାକି କ୍ଷମତାର ଦୁରୁପଯୋଗ: ନିୟମ ଭାଙ୍ଗି ରଥଯାତ୍ରା ବୁଲିଥିଲେ ଜଣେ ଏସିପି, ଡିଏସ୍ପି
ଭୁବନେଶ୍ୱର,୨୮ା୬(ବ୍ୟୁରୋ): ବହୁ ବାଦବିବାଦ ଭିତରେ ସୁପ୍ରିମ୍କୋର୍ଟଙ୍କ ଅନୁମତି ପରେ ଗତ ୨୩ ତାରିଖରେ ପୁରୀରେ ବିନା ଭକ୍ତରେ ଅନୁଷ୍ଠିତ ହୋଇଥିଲା ରଥଯାତ୍ରା। ବିଶେଷକରି ଖୁବ୍କମ୍ ସମୟ ଭିତରେ ଶୃଙ୍ଖଳାରକ୍ଷା ଓ ସୁରୁଖୁରୁରେ ରଥଯାତ୍ରା କରିବା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ଥିଲା।…
Archives


