Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ
ଭୁବନେଶ୍ୱର,୧୧ା୧୦(ସୁନିତ୍ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ ସ୍ୱତନ୍ତ୍ର ଅଭିଯାନର ଆୟୋଜନ କରାଯାଇଥିଲା। ସ୍ୱତନ୍ତ୍ର ସଘନ ସଂଶୋଧନ(ଏସ୍ଆଇଆର୍) ପ୍ରକ୍ରିୟାରେ ସାମିଲ ହୋଇପାରି…
ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍ଶାରେ ଉତ୍ତେଜନା
କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ ବିରୋଧ କରି ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ସହ ପୋଲିସର ବଚସା କାରଣରୁ ଏଭଳି ଉତ୍ତେଜନା…
ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ
ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍ ଲାଇନ୍ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ ସକାଳେ ଖରାତାତି ସହ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ଝଡ଼ବର୍ଷା ଆରମ୍ଭ ହୋଇଯାଉଛି।…
ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ
ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ ଦୀପକମଲ ମହାପାତ୍ର ନାମକ ଜଣେ ଯୁବକ ଗୁରୁତର ଅଛନ୍ତି। ଉମରକୋଟରେ ପ୍ରାଥମିକ ଚିକିତ୍ସା…
ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…
ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍ ଲାଇନ୍ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ ସକାଳେ ଖରାତାତି ସହ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ଝଡ଼ବର୍ଷା…
ପ୍ରଥମେ କାଟିଲେ, ପରେ ଯୋଡ଼ିଲେ
ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି), ବିଜୁ ଛାତ୍ର ଜନତା ଦଳ (ବିସିଜେଡି) ଓ ଭାରତୀୟ…
ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍ ଏକ ମାସ ପରେ ଏକ ସାଂଘାତିକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ସ୍ୱାମୀଙ୍କୁ ହତ୍ୟା କରାଯାଇଥିବା ନେଇ ପତ୍ନୀ ଥାନାରେ ଏତଲା…
ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି
କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ମଧ୍ୟ ସ୍ଥାନୀୟ ତହସିଲଦାର ଓ ଥାନା ଅଧିକାରୀଙ୍କ ଉପସ୍ଥିତିରେ ଶାନ୍ତିଶୃଙ୍ଖଳାର…
ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …
ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା ମଣ୍ଡଳସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ମଣ୍ଡଳ ସଭାପତି ବ୍ରଜବନ୍ଧୁ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।…
ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…
ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିଭିନ୍ନ ପଦବୀ ନିମନ୍ତେ ଦାଖଲ ହୋଇଥିବା ସମସ୍ତ…
କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ
ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ମଧ୍ୟ ପ୍ରକାଶ ପାଇଛି।…
ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି
ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି) ପ୍ରସନ୍ନ କୁମାର ପାତ୍ରଙ୍କୁ ଶନିବାର ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ଏନେଇ ଶନିବାର…

