ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରି ବୁଲାଇଲେ ଗାଁ ଦାଣ୍ଡରେ: ଭିଡିଓ ଭାଇରାଲ ପରେ ଯାହା ଘଟିଲା…
ବଡ଼ଗାଁ,୨୧। ୯(ଅଶୋକ ଷଡ଼ଙ୍ଗୀ) :ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଟିମନା ଗାଁ ନିକଟ ବିରିମୁଣ୍ଡା ଗ୍ରାମରେ ଜଣେ ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରିବା ଘଟଣାରେ ଶନିବାର ପୋଲିସ ତାଙ୍କ ସ୍ବାମୀଙ୍କ ସହ ୪ ଜଣଙ୍କୁ ଥାନାରେ ଅଟକ ରଖି…
ରାଜ୍ୟରେ ଖୋଲିବ ୭୦ଟି ମଦ ଦୋକାନ: ଜାଣନ୍ତୁ କେଉଁ ଜିଲାରେ କେତୋଟି
ଭୁବନେଶ୍ୱର,୨୧।୯(ସୁନିତ୍ ମିଶ୍ର): ରାଜ୍ୟରେ ୭୦ଟି ମଦ ଦୋକାନ ବନ୍ଦ ରହିଥିଲା। ଏହାକୁ ଖୋଲିବା ପାଇଁ ରାଜ୍ୟ ସରକାରଙ୍କ ଅବକାରୀ ବିଭାଗ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ବାଲେଶ୍ୱରରେ ସର୍ବାଧିକ ୧୭ ମଦ ଦୋକାନ ବନ୍ଦ ରହିଥିବା ଜଣାପଡ଼ିଛି। ସେହିପରି ଗଞ୍ଜାମରେ…
ରାଜ୍ୟରେ ନାହି ସ୍ଥାୟୀ ଅଙ୍ଗନଓ୍ବାଡି କେନ୍ଦ୍ର: ୨୧,୦୩୦ ଚାଲିଛି ଭଡ଼ାରେ
ଭୁବନେଶ୍ୱର,୨୧।୯(ସୁନିତ୍ ମିଶ୍ର): ରାଜ୍ୟରେ ମୋଟ୍ ୭୪ ହଜାର ୨୨୪ଟି ଅଙ୍ଗନଓ୍ବାଡି କେନ୍ଦ୍ର କାର୍ଯ୍ୟରତ। ସେଥିମଧ୍ୟରୁ ୫୩ ହଜାର ୧୯୪ଟି କେନ୍ଦ୍ରର ନିଜସ୍ବ ଗୃହ ଅଛି। ୨୧ ହଜାର ୦୩୦ଟି ଅଙ୍ଗନଓ୍ବାଡି କେନ୍ଦ୍ର ବର୍ତ୍ତମାନ ଭଡ଼ାଘରେ ଚାଲିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ଭଡ଼ାଗୃହରେ…
ଟ୍ରମ୍ପ୍ଙ୍କ ପାଇଁ ଓଡ଼ିଶାରେ ହଲଚଲ୍: ଦେଇଥିବା ମନ୍ତବ୍ୟ ସଂଶୋଧନ ମନ୍ତବ୍ୟ ପାଇଁ…
ଭୁବନେଶ୍ୱର,୨୧।୯(ସୁନିତ୍ ମିଶ୍ର): କିଛିଦିନ ତଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ତାଙ୍କ ଦେଶରେ ଏକ ନିର୍ଦ୍ଦେଶାବଳୀ ଜାରିକରି ମହିଳା ପର୍ଯ୍ୟଟକମାନଙ୍କ ପାଇଁ ଓଡ଼ିଶା ସୁରକ୍ଷିତ ନୁହେଁ ବୋଲି କହିଥିଲେ। ଏନେଇ ଖବର ପ୍ରକାଶ ପାଇବା ପରେ ଏହାକୁ ନେଇ ଦେଶ ଭିତରେ…
ପ୍ରଥମ ଦ୍ୱିତୀୟ ଟଙ୍କା ପାଇ ବି କାହିଁକି କଟିଲା ୭ ଲକ୍ଷ ୬୬ ହଜାରଙ୍କ ସୁଭଦ୍ରା ୩ୟ କିସ୍ତି
ଭୁବନେଶ୍ୱର,୨୧।୯(ସୁନିତ୍ ମିଶ୍ର): ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିରେ ୩ ଲକ୍ଷ ୯୯ ହଜାର ୦୧୯ ଜଣ, ଦ୍ୱିତୀୟ କିସ୍ତିରେ ୫ ଲକ୍ଷ ୮୨ ହଜାର ୮୦୪ ଜଣ ଏବଂ ୩ୟ କିସ୍ତିରେ ୭ ଲକ୍ଷ ୬୬ ହଜାର ୫୮୯ ଜଣ ହିତାଧିକାରୀଙ୍କ…
ରାଜନୀତି ରେ ବଡ଼ ହଲଚଲ: ଭାଜପାରେ ମିଶିଲେ ୩ ଜିଲାର ବହୁ କଂଗ୍ରେସ ଓ ବିଜେଡି କର୍ମୀ
ଭୁବନେଶ୍ୱର, ୨୧।୯(ସୁନିତ୍ ମିଶ୍ର): ବୌଦ୍ଧ, କନ୍ଧମାଳ ଓ କେନ୍ଦ୍ରାପଡ଼ା ଜିଲାର ଶତାଧିକ ସରପଞ୍ଚ, ସମିତିସଭ୍ୟ ଓ କାର୍ଯ୍ୟକର୍ତ୍ତା ବିଜେଡି ଓ କଂଗ୍ରେସ ଦଳ ଛାଡ଼ି ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ଏହି ଯୋଗଦାନ ତୃଣମୂଳସ୍ତରରୁ ଦଳକୁ ଅଧିକ ଶକ୍ତିଶାଳୀ କରିବ ବୋଲି…
ଆଜି ବର୍ଷର ଶେଷ ସୂର୍ଯ୍ୟୋପରାଗ: ଜାଣନ୍ତୁ କେଉଁଠି ଦେଖାଯିବ…
ଭୁବନେଶ୍ୱର,୨୧।୯(ସୁଚିସ୍ମିତା ସାହୁ): ଚଳିତବର୍ଷର ଦ୍ବିତୀୟ ତଥା ଶେଷ ସୂର୍ଯ୍ୟୋପରାଗ ରବିବାର ସଂଘଟିତ ହେବ। ପ୍ରଶାନ୍ତ ମହାସାଗର, ଆଣ୍ଟାର୍କଟିକା ଓ ନ୍ୟୁଜିଲାଣ୍ଡର ଅନେକ ଅଞ୍ଚଳରେ ଏହା ଆଂଶିକ ରୂପେ ଦେଖାଯିବ। ତେବେ ଭାରତ ତଥା ଓଡ଼ିଶାରେ ଏହି ପରାଗ ଦେଖାଯିବ ନାହିଁ। ଭାରତୀୟ…
ନିର୍ମାଣହେବ ନୂତନ ଲୋକସେବା ଭବନ
ଭୁବନେଶ୍ୱର,୨୧।୯(ସୁନିତ୍ ମିଶ୍ର): ରାଜ୍ୟରେ ନିର୍ମାଣ ହେବ ନୂତନ ଲୋକସେବା ଭବନ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଲୋକସେବା ଭବନ କିପରି ହେବ ତା’ର ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କରିବାର ଦାୟିତ୍ୱ ଓଡ଼ିଶା ସେତୁ ଓ ନିର୍ମାଣ ନିଗମକୁ ଦିଆଯାଇଛି। ଓଡ଼ିଶା…
ପଛକୁ ପଛ ୩ ଲଘୁଚାପ; ୨୬ ଯାଏ ଅତି ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ କଲା…
ଭୁବନେଶ୍ୱର,୨୦ା୯(ବନ୍ଦନା ସେଠୀ)- ଚଳିତ ମାସ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଦାନା ବାନ୍ଧିବ ୩ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏବେ ମୌସୁମୀଜନିତ ନିମ୍ନଚାପରେଖା ଓ ଟ୍ରପ୍ଲାଇନ ପାଇଁ ରାଜ୍ୟରେ ବର୍ଷା ହେଉଛି। ଇତିମଧ୍ୟରେ ଉତ୍ତର…
ଯୁବକଙ୍କ ଉନ୍ମତ୍ତ କାଣ୍ଡ: ଉଚ୍ଚ ଶକ୍ତି ସମ୍ପର୍ଣ୍ଣ ବିଦ୍ୟୁତ ଟାଓ୍ବାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ, ନାକେଦମ ହେଲେ…
ପାଇକମାଳ,୨୦।୯(ବଡ ଶତପଥୀ): ବରଗଡ ଜିଲା ପାଇକମାଳ ବ୍ଲକ କର୍ଲାମାଳ ଗ୍ରାମରେ ଘଟିଛି ଏକ ଅଜବ ଘଟଣା। ନିଶାସକ୍ତ ଅବସ୍ଥାରେ ଜଣେ ଯୁବକ ଉଚ୍ଚଶକ୍ତି ସମ୍ପୂର୍ଣ୍ଣ ବିଦ୍ୟୁତ ଟାଓ୍ବାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଯେତେ ବୁଝାଇଲେ ମଧ୍ୟ ସେ ଶୁଣି…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାଶୀପୁର ଫରେଷ୍ଟ ରେଞ୍ଜର ଗିରଫ
ଜୟପୁର,୨୦।୯(ପବନ ପାଣିଗ୍ରାହୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍ ରାୟଗଡ଼ା ବନଖଣ୍ଡ ଅନ୍ତର୍ଗତ କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନ ସମେତ ୯ଟି ସ୍ଥାନରେ ଶୁକ୍ରବାର ସକାଳେ ଏକକାଳୀନ ଚଢ଼ାଉ କରିଥିଲା। ଯାଞ୍ଚ ବେଳେ…
ଚଳନ୍ତା ବାଇକ୍ରେ ମୋବାଇଲରେ ରିଲ୍ କରୁଥିଲେ, ବାଇକ୍କୁ ପଛରୁ ପିଟି ଛିଟିକି ପଡ଼ିଲେ ଯୁବକ; ବ୍ରହ୍ମପୁର…
ମୋହନା,୨୦।୯( ମନ୍ମଥ ମିଶ୍ର): ବାଇକକୁ ପଛପଟୁ ଧକ୍କା ଦେଲା ବାଇକ । ଦୁର୍ଘଟଣାରେ ଦୁଇ ଜଣ ରାସ୍ତା କଡ଼କୁ ଛିଟିକି ପଡ଼ି ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସୂଚ଼ନାଯୋଗ୍ୟ, ବ୍ରାହ୍ମଣୀଗାଁ…
Archives


