ଜୁଲାଇ ୧ରୁ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ
ଭୁବନେଶ୍ୱର, ୨୯।୬(ବ୍ୟୁରୋ): କରୋନା ମୁକାବିଲା ନେଇ ଜୁଲାଇ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯିବ। ଏଥିସହ କଟକ ବଡମ୍ବା-ନରସିଂହପୁର, ଗଞ୍ଜାମ, ଗଜପତି ଆଦି ଜିଲାରେ ମଧ୍ୟ ସର୍ଭେ ହେବ। ଗତ ଶନିବାରଠାରୁ ପୁରୀରେ ଏହି ସର୍ଭେ ଆରମ୍ଭ ହୋଇଛି। ଏ ନେଇ ସୋମବାର…
ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ
ଭୁବନେଶ୍ୱର, ୨୯।୬(ବ୍ୟୁରୋ): ମହାମାରୀ କରୋନା ଭିତରେ ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମ୍ଡେସିଭିର୍। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୋମବାର ସୂଚନା ଦେଇଛନ୍ତି। ଉକ୍ତ ଔଷଧ…
CORONAVIRUS UPDATE: କରୋନା ନେଲା ଆଉ ୨ ଜୀବନ; ମୃତକ ଦ୍ୱୟ ଗଞ୍ଜାମ ଜିଲାର
ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜ୍ୟରେ ସୋମବାର ୨୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି। ଏ…
CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୨୪୫ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଲା
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ସୋମବାର ରାଜ୍ୟରେ ୨୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ୨୧୪ ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ…
ରାଜସ୍ବ ହ୍ରାସ: ବନ୍ଦ ହେବ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ
ଭୁବନେଶ୍ୱର,୨୯।୬(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ଡାଉନ କରାଯାଉଛି। ଏଥିଯୋଗୁ ରାଜ୍ୟ ଅର୍ଥନୀତି ବହୁ ମାତ୍ରାରେ ପ୍ରଭାବିତ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ ସାଧାରଣ ଲୋକଙ୍କ ସମେତ ରାଜ୍ୟର ଆୟ ମଧ୍ୟ ହ୍ରାସ…
୬୦ ବର୍ଷ ଧରି ଜୀବିକା ଯୋଗାଇଛି ମୁଣ୍ଡଳି ବ୍ୟାରେଜ
ନରାଜ, ୨୯।୬ (ଡି.ଏନ୍.ଏ)ମହାନଦୀରେ ବନ୍ୟା ଆସିଲେ ମନେ ପଡ଼େ ମୁଣ୍ଡଳି ବ୍ୟାରେଜର କଥା। ଏଠାରେ ରହିଛି ବନ୍ୟା ଜଳସ୍ତର ଜାଣିବାର ବ୍ୟବସ୍ଥା। ହେଲେ ୬୦ବର୍ଷ ଧରି ଏହି ବ୍ୟାରେଜ ବୁଝିଆସିଛି ଲକ୍ଷଲକ୍ଷ ଜୀବନଜୀବିକାର କଥା। ପୁରୀ ମେନ୍ କେନାଲ ସହ ବହୁ…
ଧରିତ୍ରୀ ପ୍ରଭାବ: ୮୬ ଜେଲର ଭିତ୍ତିଭୂମି ପାଇଁ ୫୦କୋଟି ମଞ୍ଜୁର
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଅଧିକାଂଶ ଜେଲ୍ରେ ଆବଶ୍ୟକ ଭିତ୍ତିଭୂମି ନ ଥିବାରୁ କରୋନା ସଂକ୍ରମଣ ଆଶଙ୍କା ରହିଛି। ଇତିମଧ୍ୟରେ ୩ ଜେଲ୍ରୁ ୧୦ କଏଦୀ ଆକ୍ରାନ୍ତ ହୋଇଛନ୍ତି। ବାସ୍ତବ ସ୍ଥିତିକୁ ନେଇ ଗତ ୨୫ ତାରିଖରେ ଧରିତ୍ରୀରେ ଏକ ଅନୁସନ୍ଧାନ ମୂଳକ ଖବର…
ଅନିଶ୍ଚିତତାରେ ଓଡ଼ିଆ ସିନେମା ଶିଳ୍ପ
ଭୁବନେଶ୍ୱର,୨୯।୬(ବ୍ୟୁରୋ): କୋଭିଡ୍-୧୯ ପ୍ରଭାବ ଯୋଗୁ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି ଓଡ଼ିଆ ସିନେମା ଶିଳ୍ପ। ରାଜ୍ୟର ପ୍ରଯୋଜକ, ନିର୍ଦ୍ଦେଶକ, କଳାକାର ଏବଂ ଫିଲ୍ମ ଶିଳ୍ପ ସହ ଜଡ଼ିତ ପ୍ରମୁଖ ବ୍ୟକ୍ତିବିଶେଷ ଓଡ଼ିଆ ଇଣ୍ଡଷ୍ଟ୍ରିର ଭବିଷ୍ୟତକୁ ନେଇ ଆଶଙ୍କା ପ୍ରକାଶ କରିଛନ୍ତି। କରୋନା…
ଯୁକ୍ତ୨ ପରୀକ୍ଷା ନେଇ ଆଜି ବସିବ ବୈଠକ
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟ ସରକାର ଯୁକ୍ତ ୨ର ବାକି ପରୀକ୍ଷାଗୁଡିକ ବାତିଲ କରିଦେବା ନେଇ ସମ୍ଭାବନା ଅଧିକ ମାତ୍ରାରେ ଦେଖାଦେଇଛି। ସିବିଏସଇ ଓ ଆଇସିଏସଇ ପକ୍ଷରୁ ଯୁକ୍ତ ୨ ପରୀକ୍ଷା ବାତିଲ କରି ଦିଆଯାଇଥିବାରୁ ରାଜ୍ୟ ସରକାର ସମାନ ନିଷ୍ପତ୍ତି ନେଇପାରନ୍ତି ବୋଲି…
ଟାଟା ଷ୍ଟିଲ୍ କବ୍ଜାରେ ପ୍ରାକୃତିକ ଝରଣା
ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୯ା୬: କଳିଙ୍ଗନଗର ଟାଟା ଷ୍ଟିଲ୍ କାରଖାନା ଭିତରେ ଏକ ଚିରସ୍ରୋତା ଝରଣା ବୋହୁଛି। ଏହି ଝରଣା ପାଣି ଓ କାରଖାନାର ବର୍ଜ୍ୟପାଣି ମିଶି ସାରଙ୍ଗପୁର ଛକ ନିକଟ ପୋଲ ଦେଇ ଗଣ୍ଡାନାଳରେ ମିଶିଛି। ଏଥିଯୋଗୁ କାରଖାନାରୁ ବାହାରୁଥିବା…
ବିପଦରେ ବୈତରଣୀ ସେତୁ
ଆନନ୍ଦପୁର,୨୯।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଲାଇଫ୍ଲାଇନ୍ କୁହାଯାଉଥିବା ବୈତରଣୀ ନଦୀ ସେତୁ ପୁଣି ବିପଦରେ। ୩ଟି ସ୍ପାନ ଦବିବା ଯୋଗୁ ଏହାର ସ୍ଥାୟିତ୍ୱ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପୂର୍ବରୁ ୨୦୧୮ ଜୁଲାଇ ୬ ତାରିଖରେ ସେତୁର ଗୋଟିଏ ପିଲାରରୁ…
ଆଇଆଇସି, ବ୍ୟାଙ୍କ ଆକାଉଣ୍ଟାଣ୍ଟଙ୍କୁ କରୋନା: ବଡ଼ମ୍ବା ବ୍ଲକକୁ ୭୨ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା
ବଡ଼ମ୍ବା,୨୮ା୬(ଡି.ଏନ୍.ଏ.)- କଟକ ଜିଲା ବଡ଼ମ୍ବା ଅଞ୍ଚଳରେ କରୋନା କାୟା ବିସ୍ତାର କରୁଛି। ଶନିବାର ରାତିରେ ବଡ଼ମ୍ବା ଥାନା ଆଇଆଇସି ଓ ରବିବାର ଜାତୀୟ ବ୍ୟାଙ୍କରେ କାର୍ଯ୍ୟରତ ଜଣେ ଆକାଉଣ୍ଟାଣ୍ଟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ବଡ଼ମ୍ବାସ୍ଥିତ କ୍ୱାରାଣ୍ଟାଇନ୍ କେନ୍ଦ୍ରରୁ ୪ ଜଣ…
Archives


