ଭିଜିଲାନ୍ସ ଜାଲରେ ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ
ଲଖନପୁର, ୨।୯(ଡି.ଏନ୍.ଏ.)- ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ ଦିଲୀପ ପଟେଲଙ୍କ ସରକାରୀ ବାସଭବନ ସମେତ ୬ ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ବୁଧବାର ଏକସଙ୍ଗେ ଚଢାଉ କରାଯାଇଛି। ଏଥି ମଧ୍ୟ ବ୍ରଜରାଜନଗର ପୌର କାର୍ଯ୍ୟାଳୟ, ଝାରସୁଗୁଡା ମଙ୍ଗଳ…
ଆରମ୍ଭ ହେଲା ପିତୃପକ୍ଷ
ପୁରୀ ଅଫିସ,୨ା୯: ବୁଧବାରଠାରୁ ଆରମ୍ଭ ହୋଇଛି ପିତୃପକ୍ଷ । ଏହା ୧୫ ଦିନ ଅର୍ଥାତ୍ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ। ଏହି ୧୫ ଦିିନରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ ଓ ପିଣ୍ଡଦାନ କରାଯାଇଥାଏ। ଏଥିଲାଗି ଶ୍ରୀକ୍ଷେତ୍ରରେ ତିଳ ତର୍ପଣ…
କୋଭିଡ୍ ଡ୍ୟୁଟି କରିବାକୁ ଯାଇ ଲୋକଙ୍କ ଆକ୍ରୋଶର ଶିକାର ହେଲେ ବିପିଏମ୍
ପାଟଣା,୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଉଦୟପୁରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ବିପିଏମ୍ ଧୀରେନ କୁମାର ମହନ୍ତ କୋଭିଡ୍ ଡ୍ୟୁଟି କରିବାକୁ ଯାଇ ସୋମବାର ବିଳମ୍ବିତ ରାତିରେ ଲୋକଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ସୂଚନା ଅନୁଯାୟୀ, ସାହରପଡ଼ା ବ୍ଲକ ଗଣ୍ଡବେଡ଼ା ଗ୍ରାମରେ…
ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଫଳରେ ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
CORONAVIRUS UPDATE: ରାଜ୍ୟରେ ୨୯ ଜିଲାରୁ ୩୨୧୯ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ପୁଣି ୭୦୦ ପାର
ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ପୁଣି ୩୨୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୭୮୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
ଆଜି ୩ଟି କ୍ୟାବିନେଟ ବୈଠକ: ନିଆଯିବ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ଭୁବନେଶ୍ୱର, ୨।୯(ବ୍ୟୁରୋ): ବୁଧବାର ରାଜ୍ୟରେ ୩ଟି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ପ୍ରଥମେ ଅପରାହ୍ନ ୫ଟାରେ ଐତିହ୍ୟ କ୍ୟାବିନେଟ ବୈଠକ ବସିବ। ପରେ ୫ଟା ୧୫ରେ କୃଷି କ୍ୟାବିନେଟ ବସିବାକୁ ଥିବାବେଳେ…
ସ୍କୁଟିକୁ ଧକ୍କା ଦେବାରୁ ବସ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
କେନ୍ଦ୍ରାପଡ଼ା ଅଫିସ/ ମାର୍ଶାଘାଇ, ୨।୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ ନଂ. କ ଜାତୀୟ ରାଜପଥର ବଡପାଳଠାରେ ବୁଧବାର ସକାଳେ ଏକ ବସ୍ ସ୍କୁଟିକୁ ଧକ୍କା ଦେଇଥିଲା। ଏଥିରେ ସ୍କୁଟି ଚାଳକ ହଳଦିଆ ଗ୍ରାମର ବିକାଶ ନାୟକ ଗୁରୁତର…
ଡେଲାଙ୍ଗରେ ଲୁଣାର ଉଗ୍ରରୂପ
ପୁରୀ ଅଫିସ/କଣାସ/ଡେଲାଙ୍ଗ/ନିମାପଡ଼ା (ସ୍ବ.ପ୍ର./ଡି.ଏନ୍.ଏ), ୨ା୯ : ଦୟା, ରାଜୁଆ, ଭାର୍ଗବୀ, ଧନୁଆ ପରେ ଏବେ ପୁରୀ ଜିଲାରେ ଲୁଣା ନଦୀ ଉଗ୍ରରୂପ ଧାରଣ କରିଛି। ଲୁଣା ନଦୀର ପାଣି ଡେଲାଙ୍ଗ ବ୍ଲକର ଅନେକ ଅଞ୍ଚଳକୁ ବୁଡ଼ାଇ ଦେଇଛି। ବିଶେଷକରି ଡେଲାଙ୍ଗ-କଣାସ ରାସ୍ତାରେ…
ବୈଜ୍ଞାନିକଙ୍କଠାରୁ ୫ ଲକ୍ଷ ଠକେଇ
ଭୁବନେଶ୍ୱର,୨ା୯(ବ୍ୟୁରୋ) : ଋଣ କରାଇ ଦେବା ନାଁରେ ଲୋକଙ୍କଠାରୁ ଲୁଟୁଛନ୍ତି ଘରୋଇ ବ୍ୟାଙ୍କ୍ କର୍ମଚାରୀ। ସେମାନେ ଜଣେ ବୈଜ୍ଞାନିକଙ୍କଠାରୁ ମଧ୍ୟ ୫ଲକ୍ଷ ଟଙ୍କା ଠକି ନେଇଛନ୍ତି। ଠକେଇର ଶିକାର ହୋଇଛନ୍ତି ଏୟାରପୋର୍ଟରେ ଥିବା ଭାରତୀୟ ପାଣିପାଗ ବିଭାଗର ବୈଜ୍ଞାନିକ ଅଶୋକ କୁମାର…
ଭୁବନେଶ୍ୱର ଆଇଆଇଟି ବିଓଜି ଅଧ୍ୟକ୍ଷ ହେଲେ ରାଜେନ୍ଦ୍ର
ଭୁବନେଶ୍ୱର(ବ୍ୟୁରୋ),୨ା୯: ପାଓ୍ବାର ଗ୍ରୀଡ କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଡକ୍ଟର ରାଜେନ୍ଦ୍ର ପ୍ରସାଦ ସିଂ ଭୁବନେଶ୍ୱରସ୍ଥିତ ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି(ଆଇଆଇଟି)ର ବୋର୍ଡ ଅଫ୍ ଗଭନର୍ସ(ବିଓଜି)ର ଅଧ୍ୟକ୍ଷଭାବେ ନିଯୁକ୍ତ ହୋଇଛନ୍ତି। ସେ ଏହି ପଦବୀରେ ୨୦୨୦ ଅଗଷ୍ଟ ୨୮ରୁ…
ଆଦିତ୍ୟ ମୃତ୍ୟୁ ପଛରେ ‘ସାଇକୋ ଲେଡି’
ଭୁବନେଶ୍ୱର,୨ା୯(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲାରେ ପଦାକୁ ଆସିଛି ନୂଆ ଟୁଇଷ୍ଟ। ମୃତ୍ୟୁ ପଛରେ ଜଣେ ସାଇକୋ ଲେଡିଙ୍କ ହାତ ରହିଥିବା ସନ୍ଦେହ କରାଯାଉଛି। ଆଦିତ୍ୟଙ୍କ ବାପା ନନ୍ଦକିଶୋର ଦାଶ ଏଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି। ଏହି ଲେଡି ଜଣକ ଆଦିତ୍ୟଙ୍କୁ…
ରାଜ୍ଗୋପାଳ ମିଶ୍ର ପାଇବେ ‘ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର’
ଭୁବନେଶ୍ୱର(ବ୍ୟୁରୋ),୨ା୯: ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତର ମହାକୁମ୍ଭ ‘ଓଏମ୍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ-୨୦୨୦’ ସେପ୍ଟେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ। ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି ଉତ୍ସବକୁ ଚଳିତବର୍ଷ କୋଭିଡ୍-୧୯ କଟକଣା…
Archives


