ରାଜ୍ୟ

ଅନ୍‌ଲକ୍‌ ୨.୦ ଗାଇଡ୍‌ଲାଇନ୍‌ ଜାରି

ନୂଆଦିଲ୍ଲୀ,୨୯ା୬: ଅନ୍‌ଲକ୍‌ ୧.୦ ସମୟସୀମା ମଙ୍ଗଳବାର ଶେଷ ହେଉଥିବା ବେଳେ ଏହାର ଦିନକ ପୂର୍ବରୁ କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଅନ୍‌ଲକ୍‌ (ଅନ୍‌ଲକ୍‌ ୨.୦) ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହା ଜୁଲାଇ ୧ରୁ ୩୧ ପର୍ଯ୍ୟନ୍ତ ସାରାଦେଶରେ କାର୍ଯ୍ୟକାରୀ ହେବ।…

ଜୁଲାଇ ୩୧ ପର୍ଯ୍ୟନ୍ତ ଚାଲିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୨୯ା୬(ବ୍ୟୁରୋ)- ପୂର୍ବତଟ ରେଳପଥ ଦ୍ୱାରା ଓଡ଼ିଶା ଭିତରେ ଚାଲୁଥିବା ସ୍ପେଶାଲ ଏକ୍ସପ୍ରେସ୍‌ ଟ୍ରେନ୍‌ ଜୁନ୍‌ ୩୦ ପରିବର୍ତ୍ତେ ଜୁଲାଇ ୩୧ ପର୍ଯ୍ୟନ୍ତ ଚାଲିବ। ଜୁନ୍‌ ୮ ତାରିଖରୁ ରାଜ୍ୟ ମଧ୍ୟରେ ୬ଟି ଟ୍ରେନ୍‌ ଚଳାଚଳ କରୁଛି। ହେଲେ ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ…

ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ: ହେମନ୍ତଙ୍କ ସ୍ଥାନରେ କେନ୍ଦ୍ରରୁ ଫେରି ଦାୟିତ୍ୱ ନେଲେ ସତ୍ୟବ୍ରତ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ସତ୍ୟବ୍ରତ ସାହୁଙ୍କୁ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଶିଳ୍ପ ବିଭାଗର ପ୍ରମୁଖ ସଚିବଭାବେ ନିଯୁକ୍ତ କରିଛନ୍ତି। ଏହି ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିଥିବା…

ଭାରତରେ ଟିକ୍‌ଟକ୍‌ ଆପ ବ୍ୟାନ୍‌

ନୂଆଦିଲ୍ଲୀ,୨୯ା୬- ସୀମାରେ ଉତ୍ତେଜନା ଲାଗି ରହିଥିବାବେଳେ ଭାରତ ସରକାର ଟିକ୍‌ଟକ୍‌ ସମେତ ଚାଇନାର ୫୯ଟି ଆପ୍‌କୁ ନିଷିଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଆପ୍‌ଗୁଡ଼ିକରେ ଗୋପନୀୟତା ସମେତ ଅନ୍ୟାନ୍ୟ ତଥ୍ୟ ଅନ୍ୟତ୍ର ସ୍ଥାନାନ୍ତର ହେଉଥିବା ଅଭିଯୋଗ ହୋଇଥିଲା। ଚାଇନା ଓ ଆମେରିକା…

କୋଭିଡ ମୁକାବିଲା ପାଇଁ ନବୀନ ଦେଲେ ୯ ମନ୍ତ୍ର

ଭୁବନେଶ୍ୱର,୨୯ା୬(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ଜିଲାପାଳ ଓ ଏସ୍‌ପିଙ୍କ ସହିତ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସୋମବାର କୋଭିଡ ମୁକାବିଲା ସ୍ଥିତି ସମୀକ୍ଷା କରିଛନ୍ତି। ଏଥିସହ ଜୁଲାଇ ମାସରେ କରୋନା ମୁକାବିଲା ପାଇଁ ରୂପ ରେଖ କଣ ରହିବ ସେ ନେଇ…

ଏଣିକି ଅର୍ଡର ଦେଲେ ଘରେ ପହଞ୍ଚିବ ଦେଶୀ ମଦ

ଭୁବନେଶ୍ୱର,୨୯।୬(ବ୍ୟୁରୋ)-ରାଜ୍ୟ ସରକାର ଆଉଟ ଷ୍ଟିଲ(ଓଏସ୍‌) ମଦ ଏବଂ ଦେଶୀ ମଦ ଘରେ ଯୋଗାଇବାକୁ ଅନୁମତି ଦେଇଛନ୍ତି। ଲାଇସେନ୍ସପ୍ରାପ୍ତ ବ୍ୟବସାୟୀ କିମ୍ବା କ୍ଷମତାପ୍ରାପ୍ତ ପ୍ରତିନିଧିଙ୍କ ଜରିଆରେ ଘରେ ଯୋଗାଇଦିଆଯିବ। ସକାଳ ୭ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ କୋଭିଡ ଗାଇଡଲାଇନ ଏବଂ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ…

ହସ୍ପିଟାଲ କର୍ମଚାରୀଙ୍କ ପାଇଁ ଗାଇଡ୍‌ଲାଇନ ଜାରି କଲା ବିଏମ୍‌ସି

ଭୁବନେଶ୍ୱର,୨୯ା୬(ବ୍ୟୁରୋ)-ବିଭିନ୍ନ ହସ୍ପିଟାଲରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୋମବାର ଗାଇଡ ଲାଇନ ଜାରି ହୋଇଛି। ଭୁବନେଶ୍ୱର ବସ୍ତି ଅଞ୍ଚଳରେ ରହୁଥିବା କର୍ମଚାରୀଙ୍କ ପାଇଁ ଏହି ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁସାରେ, ବସ୍ତି ଅଞ୍ଚଳରେ ରହୁଥିବା ସବୁ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୩ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୪,୯୪୬ରେ ପହଞ୍ଚିଲା

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୨୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪୯୪୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିବାଭ ପକ୍ଷରୁ ଟୁଇଟ୍‌କରି ସୂଚନା…

ଗଜପତିରେ ୭ ପରିବର୍ତ୍ତେ ୨୧ ଦିନକୁ ବୃଦ୍ଧି କରାଗଲା ସଙ୍ଗରୋଧ ଅବଧି

ଗଜପତି,୨୯।୬(ସ୍ବ.ପ୍ର.): ଗଜପତି ଜିଲାରେ ସଙ୍ଗରୋଧ ଅବଧିକୁ ୭ ଦିନ ବଦଳରେ ୨୧ ଦିନକୁ ବୃଦ୍ଧି କରାଯାଇଛି। ସୋମବାର ଜିଲାରେ ନୂଆ ନିୟମ ଲାଗୁ କରିବାକୁ ଜିଲାପାଳ ଅନୁପମ ସାହା ଏକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଜଣାଇଛନ୍ତି। ଏ ନେଇ ସେ ଜିଲାର…

କ୍ୟୁ ନେଟ ଠକେଇ ମାମଲା: ୩ ଅଭିଯୁକ୍ତଙ୍କ ଜାମିନ ଖାରଜ

କଟକ ଅଫିସ,୨୯।୬: କ୍ୟୁ ନେଟ ଚିଟଫଣ୍ଡ ଠକେଇ ମାମଲାରେ ଗିରଫ ୩ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ସୋମବାର ହାଇକୋର୍ଟ ଖାରଜ କରିଛନ୍ତି। ଅଭିଯୁକ୍ତମାନେ ହେଲେ ଏହି କମ୍ପାନୀର ପ୍ରମୋଟର ଶରତ କୁମାର ପରିଡା, ଦେବବ୍ରତ ହରିଚନ୍ଦନ ଏବଂ ଚନ୍ଦନ ମହାଳିକ। ବିଚାରପତି…

ଚିନ୍ତା ବଢ଼ାଇଲାଣି ରାଜଧାନୀ: ୨୫ କରୋନା ପଜିଟିଭ ଚିହ୍ନଟ; ୨୩ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୨୩ ଲୋକାଲ୍‌ କେସ୍‌ ରହିଥିବା ବେଳେ ୨ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୧୪କୁ ବୃଦ୍ଧି…

ଯାଜପୁରରେ ସାଧାରଣ ଲୋକଙ୍କୁ ଅଫିସ ମନା

ଯାଜପୁର ଅଫିସ, ୨୯।୬: ଗତ ଦୁଇ ଦିନରେ ଯାଜପୁର ଜିଲାରେ ୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିରେ ଜିଲା ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ ରହିଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଜିଲାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri