ରାଜ୍ୟ

ବାହାରିଲା ଆଡ଼ପ ଅବଢ଼ା

ପୁରୀ ଅଫିସ,୨୫ା୬: ମହାପ୍ରଭୁ ଜନ୍ମବେଦୀରେ ବିଜେ କରିବା ପରେ ଆଡ଼ପ ଅବଢ଼ା ପାଇବା ଲାଗି ଭକ୍ତଙ୍କ ମଧ୍ୟରେ ଏକପ୍ରକାର ଉତ୍କଣ୍ଠା ରହିଥାଏ। ଏବେ ଏହି ଉତ୍କଣ୍ଠାର ପରିସମାପ୍ତି ଘଟିଛି। ବାହାରିଛି ଆଡ଼ପ ଅବଢ଼ା। ମଙ୍ଗଳବାର ରାତିରେ ଚତୁର୍ଦ୍ଧା ବିଗ୍ରହ ଜନ୍ମବେଦୀକୁ ବିଜେ…

ଧାନ ଉଠାଣ ଦାବିରେ ଜିଲାପାଳଙ୍କ ଅଫିସରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୨୫।୬: ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାରେ ଧାନବିକ୍ରି ସମସ୍ୟା ଏକ ନିତିଦିନିଆ ଘଟଣାରେ ପରିଣତ ହୋଇଛି। ବିଭିନ୍ନ ଅବ୍ୟବସ୍ଥା ଯୋଗୁଁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ସେମାନଙ୍କ କଷ୍ଟୋପାର୍ଜିତ ଧାନ ବିକ୍ରି କରିପାରିନାହାନ୍ତି। ଏହାର ପ୍ରତିବାଦରେ ଗୁରୁବାର ଜିଲାର…

ହୀରାକୁଦ ଡ୍ୟାମ୍‌ରୁ ନିଷ୍କାସିତ ହେଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଗୁରୁବାର ସକାଳେ ନିଷ୍କାସିତ ହୋଇଛି। ପାରମ୍ପରିକ ପୂଜାର୍ଚ୍ଚନା ପରେ ପ୍ରଥମେ ହୀରାକୁଦ ଡ୍ୟାମ୍‌ର ୭ ନମ୍ବର ସ୍ଲୁଇସ ଗେଟ୍‌କୁ ଖୋଲାଯାଇଛି। ଏହାପରେ ଆଉ ୪ଟି ଗେଟ୍‌ ଖୋଲାଯାଇଥିଲା। ବର୍ତ୍ତମାନ ୫ଟି ଗେଟ୍‌…

ସାହାରପଡା ବ୍ଲକରେ ଆଉ ୨ ନୂଆ ପଜିଟିଭ ଚିହ୍ନଟ: ୫ ଦିନ ଯାଏଁ ମାଛଗଡ଼ ପଞ୍ଚାୟତ ଶଟ୍‌ଡାଉନ

ପାଟଣା,୨୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକ ମାଛଗଡ଼ ପଞ୍ଚାୟତରେ ଗୁରୁବାର ଆଉ ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସାହାରପଡା ବ୍ଲକରେ ପଜିଟିଭ ସଂଖ୍ୟା ୭ରେ ପହଞ୍ଚିଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରର ବୋଲି…

ଏଏସ୍‌‌ଆଇ ପକ୍ଷରୁ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ,୨୫।୬: ଏଏସ୍‌‌ଆଇ ପକ୍ଷରୁ ଗୁରୁବାର ଶ୍ରୀମନ୍ଦିର ଯାଞ୍ଚ କରାଯାଉଛି। ଡାକ୍ତର ଏନ୍‌.ସି. ପାଲଙ୍କ ନେତୃତ୍ୱରେ ଏକ ଟିମ୍‌ ଏହି ଯାଞ୍ଚ କରୁଛନ୍ତି। ବିଶେଷକରି ଗର୍ଭଗୃହର ସ୍ଥିତି ଅନୁଧ୍ୟାନ କରାଯାଉଛି। ଗର୍ଭଗୃହର ପ୍ରଥମ ମହଲା ଓ ଦ୍ୱିତୀୟ ମହଲା ସହିତ ଏଠାରେ…

CORONAVIRUS UPDATE: ରାଜ୍ୟରେ ପୁଣି ୨୧୦ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫,୯୬୨କୁ ବୃଦ୍ଧି

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୨୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୯୬୨ରେ ପହଞ୍ଚିଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୩୬ଜଣ ସ୍ଥାନୀୟ…

ହୋମ୍‌ କ୍ୱାରାଣ୍ଟାଇନ୍‌ ଅର୍ଥ ପାରିବାରିକ ପୁନର୍ମିଳନ ନୁହେଁ

ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ରାଜ୍ୟର କରୋନା ସ୍ଥିତି ସମ୍ପର୍କରେ ବୁଧବାର ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ। ବୟସ୍କ ବ୍ୟକ୍ତିଙ୍କୁ କିପରି ସୁରକ୍ଷା ଦିଆଯିବ ସେ ବିଷୟରେ କହିବା ସହିତ ହୋମ୍‌ କ୍ୱାରାଣ୍ଟାଇନ ବା ଗୃହ ସଙ୍ଗରୋଧ ନିୟମ…

ଜେଲରେ ବିସ୍ଫୋରକ ରୂପ ନେବ କରୋନା

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଓଡ଼ିଶା ଜେଲ୍‌ରେ ପଶିଲାଣି ମହାମାରୀ କରୋନା। ପୁରୀ, ରାଉରକେଲା ଓ ବ୍ରହ୍ମପୁର ଜେଲ୍‌ର ୧୦ କଏଦୀଙ୍କଠାରେ କୋଭିଡ୍‌-୧୯ ପଜିଟିଭ୍‌ ଠାବ ପରେ ଜେଲ୍‌ରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାସତ୍ତ୍ୱେ ଏଯାଏ ସମସ୍ତ କଏଦୀ ଓ କର୍ମଚାରୀଙ୍କର କୋଭିଡ୍‌…

ଦୁଇଦିନ ବର୍ଷା ନାହିଁ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ରାଜ୍ୟରେ ଦୁଇଦିନ ବର୍ଷା ହେବ ନାହିଁ। ପାଗ ଶୁଖିଲା ରହିବ। ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ନାହିଁ। ମଧ୍ୟପ୍ରଦେଶ ଏବଂ…

ଆଜି ହୀରାକୁଦ ଡ୍ୟାମ୍‌ରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର,୨୫ା୬(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଗୁରୁବାର ଛଡ଼ାଯିବ। ପୂର୍ବାହ୍ନ ୧୦ଟା ପରେ ଯେକୌଣସି ସମୟରେ ଫାଟକ ଖୋଲାଯାଇ ପାରେ ବୋଲି ହୀରାକୁଦ ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏନେଇ ସମ୍ବଲପୁର ଜିଲା ସମେତ ମହାନଦୀ ତଟରେ ବସବାସ କରୁଥିବା…

ଆଇନ ସହାୟତା କ୍ଲିନିକ

କଟକ ଅଫିସ,୨୪ା୬: ଓଡ଼ିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ନୂତନ ଆଇନ୍‌ ସହାୟତା କ୍ଲିନିକ୍‌ କୋଠା ଉଦ୍‌ଘାଟିତ ହୋଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ତଥା ବିଶ୍ୱବିଦ୍ୟାଳୟର ଚାନ୍‌ସେଲର ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣର ପାଟ୍ରୋନ ଇନ୍‌…

ଅଧାରେ ଥିଲା, ପୁଣି କାମ ଆରମ୍ଭ

କଟକ ଅଫିସ,୨୪ା୬: ଦୀର୍ଘଦିନ ଧରି ଅଧାପନ୍ତରିଆ ଭାବେ ପଡ଼ି ରହିଥିବା ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ଛାତ୍ରୀ ନିବାସ ନିର୍ମାଣ କାର୍ଯ୍ୟ ପୁଣିଥରେ ଆରମ୍ଭ ହୋଇଛି। ଛାତ୍ରୀ ନିବାସ ପରିସର ସଫା କରାଯାଇଛି। ବୁଧବାରଠାରୁ ବିଲ୍ଡିଂ ନିର୍ମାଣ କାମ ଆରମ୍ଭ କରାଯିବ। ମାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri