ରାଜ୍ୟ

କଟକରୁ ଆଜି ୧୯୬ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୯।୮-କଟକ ସହରରୁ ଶନିବାର ୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୨୦ ଜଣ ଚିହ୍ନଟ ହୋଇଥିବାବେଳେ ୭୬ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।…

ଭୁବନେଶ୍ୱରରୁ ପୁଣି ୫୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱରରୁ ଆଜି ୩୪୫ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।…

ଜେଇଇ ପାଇଁ ରାଜ୍ୟରେ ହେବ ନାହିଁ ଲକ୍‌ଡାଉନ, ଶଟ୍‌ଡାଉନ

ଭୁବନେଶ୍ୱର,୨୯ା୮(ବ୍ୟୁରୋ)-ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ଜେଇଇ(ମେନ୍‌) ଏବଂ ୧୩ ତାରିଖରେ ଏନ୍‌ଇଇଟି(ୟୁଜି) ପ୍ରବେଶିକା ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ୮ ସହର ଅନୁଗୋଳ, ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଢେଙ୍କାନାଳ, ରାଉରକେଲା ଏବଂ ସମ୍ବଲପୁରରେ ୨୬ଟି ପରୀକ୍ଷା କେନ୍ଦ୍ର…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୮୮ କରୋନା ଆକ୍ରାନ୍ତ : ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୮୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୪୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୧୦, ଗଞ୍ଜାମରୁ ୨୧୭, କଟକରୁ ୧୮୯, ବଲାଙ୍ଗୀରରୁ ୧୭୩, କୋରାପୁଟରୁ ୧୫୧, ମୟୂରଭଞ୍ଜରୁ ୧୪୪, ନୟାଗଡରୁ ୧୩୮,…

ବଢ଼ିଲା ବିପଦ: ହୀରାକୁଦ ଡ୍ୟାମ୍‌ର ଆଉ ୨ ଗେଟ୍‌ ଖୋଲିଲା

ସମ୍ବଲପୁର,୨୯।୮(ବ୍ୟୁରୋ): ଫୁଲୁଛି ମହାନଦୀ। ଛତିଶଗଡ଼ ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦକୁ ୮ ଲକ୍ଷ କ୍ୟୁସେକ୍‌ରୁ ଅଧିକ ଜଳ ପ୍ରବେଶ କରିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ହୀରାକୁଦର ଆଉ ଦୁଇଟି ଗେଟ୍‌ ଖୋଲାଯାଇଛି। ଫଳରେ ଏବେ ମୋଟ ୪୬ଟି…

ବାଙ୍କୀରେ ପଶିଲା ମହାନଦୀ ପାଣି: ଲୋକେ ଆତଙ୍କିତ

ବାଙ୍କୀ,୨୯।୮(ସ୍ବ.ପ୍ର.): ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କଟକ ଜିଲା ଡମପଡ଼ା ବ୍ଲକ ଅନ୍ତର୍ଗତ ଗୟଳବାଙ୍କଠାରେ ଶନିବାର ମହାନଦୀର ବନ୍ୟାଜଳ ଘାଇ ଭଙ୍ଗା ପୋଲଦେଇ ବିଲରେ ମାଡ଼ୁଛି। ବାଙ୍କିରେ ମହାନଦୀର ବନ୍ଧ ପାଠପୁରଯାଏ ରହିଛି। ଏବେ ମହାନଦୀରେ ବନ୍ୟାଜଳ ବୃଦ୍ଧି ପାଇବା…

ଫୁଲୁଛି ମହାନଦୀ: ପୁରୀରେ ସମ୍ଭାବ୍ୟ ବନ୍ୟାସ୍ଥିତିକୁ ନେଇ ସମୀକ୍ଷା

ପୁରୀ ଅଫିସ,୨୯।୮: ହୀରାକୁଦ ଜଳଭଣ୍ଡାର ଗେଟ୍‌ ଖୋଲିବା ପରେ ମହାନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ଆଶଙ୍କା ବଢ଼ିଛି। ପୁରୀ ଜିଲାରେ ବନ୍ୟା ହୋଇପାରେ ବୋଲି ଆଶଙ୍କା କରି ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲା ମଧ୍ୟଦେଇ ପ୍ରଭାହିତ…

ବୈତରଣୀରେ ବନ୍ୟା: କେତେ ଲୋକ ପ୍ରଭାବିତ, କିପରି ଯୋଗା ଯାଉଛି ପ୍ରଶାସନିକ ସହାୟତା ଜାଣନ୍ତୁ

ଭଦ୍ରକ ଅଫିସ,୨୯।୮: ଲଗାଣ ବର୍ଷାରେ ଭଦ୍ରକ ଜିଲାର ୧୧୮ଟି ପଞ୍ଚାୟତର ୧ଲକ୍ଷ ୫୬ ହଜାର ୧୧୩ ଲୋକ ପ୍ରଭାବିତ ହୋଇଥିବା ପ୍ରଶାସନର ପ୍ରାଥମିକ ଆକଳନରୁ ଜଣାପଡ଼ଛି । ସେଗୁଡ଼ିକ ହେଲା ଭଦ୍ରକ ଜିଲାର ଭଦ୍ରକ, ଭଣ୍ଡାରିପୋଖରୀ, ଧାମନଗର, ବାସୁଦେବପୁର, ବନ୍ତ, ଚାନ୍ଦବାଲି,…

ବନ୍ୟା ମୁକାବିଲା ପାଇଁ ଆଇଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷାରେ କିଛି ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ବନ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା, ଡି.କେ. ସିଂହଙ୍କୁ କଟକ…

CORONAVIRUS UPDATE: ୩୦ ଜିଲାରୁ ପୁଣି ୩୨୫୨ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ଗୋଟିଏ ଦିନରେ ୭ଶହ ଟପିଲା

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ ଶନିବାର ୩୦ ଜିଲାରୁ ପୁଣି ୩୨୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭,୯୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…

ରାଜ୍ୟରେ ସର୍ବାଧିକ ୧୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ କରୋନାରେ ଶନିବାର ସର୍ବାଧିକ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୦ରେ…

ବିକାଶ, ପପୁ, ଦୀପକଙ୍କ ଲାଏ ଡିଟେକ୍ସନ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁର ରହସ୍ୟ ପାଇବାକୁ କ୍ରାଇମ୍‌ବ୍ରାଞ୍ଚ ଶେଷରେ ଲାଏ ଡିଟେକ୍ସନର ସାହାରା ନେଇଛି। ଗୁରୁବାର ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଥିବାବେଳେ ଶୁକ୍ରବାର ୩ ସହଯୋଗୀ ତଥା ପିପୁଲ ଫର୍‌ ସେବାର ସଦସ୍ୟ ବିକାଶ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri