ରାଜ୍ୟରେ ସର୍ବାଧିକ ୧୪ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜ୍ୟରେ କରୋନାରେ ଶନିବାର ସର୍ବାଧିକ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୦ରେ…
ବିକାଶ, ପପୁ, ଦୀପକଙ୍କ ଲାଏ ଡିଟେକ୍ସନ
ଭୁବନେଶ୍ୱର,୨୯ା୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁର ରହସ୍ୟ ପାଇବାକୁ କ୍ରାଇମ୍ବ୍ରାଞ୍ଚ ଶେଷରେ ଲାଏ ଡିଟେକ୍ସନର ସାହାରା ନେଇଛି। ଗୁରୁବାର ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଥିବାବେଳେ ଶୁକ୍ରବାର ୩ ସହଯୋଗୀ ତଥା ପିପୁଲ ଫର୍ ସେବାର ସଦସ୍ୟ ବିକାଶ,…
୧୦ ଜିଲାର ୯୯୭ ଗ୍ରାମ କ୍ଷତିଗ୍ରସ୍ତ
ଭୁବନେଶ୍ୱର,୨୯ା୮(ବ୍ୟୁରୋ): ଲଗାଣ ବର୍ଷା ଫଳରେ ରାଜ୍ୟରେ ଯେଉଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା ସେଥିରେ ସୁଧାର ଆସିବାରେ ଲାଗିଛି। ସୁବର୍ଣ୍ଣରେଖା ନଦୀରେ ରାଜଘାଟଠାରେ ବିପଦ ସଙ୍କେତ ୧୦.୩୫ମିଟର ଥିବାବେଳେ ଶୁକ୍ରବାର ଜଳସ୍ତର ୧୦.୯୫ ମିଟରକୁ ଉଠିଥିଲା। ଦ୍ୱିପ୍ରହର ୨ଟା ସୁଦ୍ଧା ଏହା…
ଭସାଣ ଉତ୍ସବ ମନା, କେବଳ ବିସର୍ଜନ
କଟକ ଅଫିସ,୨୯ା୮: କରୋନା କଟକଣା ଭିତରେ ଛନ୍ଦି ହୋଇପଡ଼ିଛି ପାର୍ବଣର ସହର କଟକ ଦଶହରା। ପ୍ରଥମଥର ପାଇଁ ରୌପ୍ୟନଗରୀର ପୂଜା ମଣ୍ଡପରେ ଚାନ୍ଦିମେଢ଼ ଦେଖିବାକୁ ମିଳିବ ନାହିଁ କି ମା’ଙ୍କ ମଥାରେ ସୁନା ମୁକୁଟ ଝଲସିବ ନାହିଁ। ବିନା ଆଡ଼ମ୍ବରରେ ମା’ଙ୍କ…
ପ୍ରିନ୍ସିପାଲ, ଶିକ୍ଷକଙ୍କ ଆକାଉଣ୍ଟରୁ ୬.୫ଲକ୍ଷ ଲୁଟ
ଭୁବନେଶ୍ୱର,୨୯ା୮ବ୍ୟୁରୋ): ପୁଣି ସାଇବର ଠକେଇର ଶିକାର ହୋଇଛନ୍ତି ଭୁବନେଶ୍ୱରର ଦୁଇଜଣ ବ୍ୟକ୍ତି। ସାଇବର ଠକମାନେ ଖାରବେଳନଗର ଥାନା ୟୁନିଟ-୩ସ୍ଥିତ ଡା.ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ କଲେଜର ପ୍ରିନ୍ସିପାଲ ସୁଧୀର କୁମାର ଦାଶଙ୍କ ଆକାଉଣ୍ଟରୁ ୬ଲକ୍ଷ ଟଙ୍କା ନେଇଯାଇଥିବାବେଳେ ଏୟାରଫିଲ୍ଡ ଥାନା ଅଞ୍ଚଳରେ…
୫ କୋଟିର ବ୍ୟାଙ୍କ ଠକେଇ
ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜଧାନୀରେ ବଡ଼ ଧରଣର ବ୍ୟାଙ୍କ୍ ଠକେଇ ହୋଇଛି। ସୁଧମୂଳ ମିଶି ୫ କୋଟି ଟଙ୍କାକୁ ଆଦାୟ କରିବାକୁ ଯାଇ ବ୍ୟାଙ୍କ କର୍ତ୍ତୃପକ୍ଷ ହରଡ଼ଘଣାରେ ପଡିଛନ୍ତି। ଅଭିଯୁକ୍ତ ବନ୍ଧକ ରଖିଥିବା ପ୍ଲଟ୍ଗୁଡ଼ିକୁ ଜବତ ପାଇଁ ଯିବାବେଳେ ଅଧିକାରୀମାନେ ଖୋଜିଖୋଜି ନୟାନ୍ତ ହୋଇଛନ୍ତି।…
ପିଜି ନାମଲେଖା ଆବେଦନ ଅବଧି ବଢ଼ିଲା
ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ କମନ ଏଣ୍ଟ୍ରାନ୍ସ ଟେଷ୍ଟ ଆବେଦନର ଅବଧିକୁ ବୃଦ୍ଧି କରାଯାଇଛି। ସେପ୍ଟେମ୍ବର ୧୦ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ପୂର୍ବରୁ ଆବେଦନର ଶେଷ ତାରିଖ ଅଗଷ୍ଟ ୩୧ ଥିଲା।…
ନଭେମ୍ବରକୁ ଘୁଞ୍ଚିଲା ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା
କଟକ ଅଫିସ୍,୨୯ା୮: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ଚଳିତ ବର୍ଷର ସିଭିଲ୍ ସର୍ଭିସ୍ ମୁଖ୍ୟ ପରୀକ୍ଷା ଅକ୍ଟୋବର ବଦଳରେ ନଭେମ୍ବରରେ ହେବ। ଶୁକ୍ରବାର ଏନେଇ ନୋଟିସ୍ ଜାରି କରାଯାଇଛି। କରୋନା ଯୋଗୁ ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ ପ୍ରକାର କଟକଣା…
ପେଟ୍ରୋଲ ୧୧ ପଇସା ବଢ଼ିଲା
ଭୁବନେଶ୍ୱର,୨୯ା୮: ଚଳିତ ମାସରେ ପେଟ୍ରୋଲ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢାଇ ଚାଲିଛି। ବର୍ତ୍ତମାନ କରୋନା ସଂକ୍ରମଣ ଯୋଗୁ ଲୋକମାନେ ଆଶଙ୍କାରେ ଥିବା ବେଳେ ତୈଳ ଦର ବୃଦ୍ଧି ସମସ୍ୟାକୁ ଜଟିଳ କରୁଛି। ଶୁକ୍ରବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୧୧ ପଇସା…
ଅସହ୍ୟ ହେଉଛି ପରିବା ଦର
ଭୁବନେଶ୍ୱର,୨୯ା୮(ବ୍ୟୁରୋ): କରୋନା ମାଡ଼ରେ ଲୋକମାନଙ୍କ ଆର୍ଥିକ ସ୍ଥିତି ଦୋହଲି ଯାଇଛି। ଅନ୍ୟ ପକ୍ଷରେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶାକୁ ଆହୁରି ବଢ଼ାଇ ଦେଇଛି। ଏପରି ସ୍ଥଳେ ଅତ୍ୟାବଶ୍ୟକ ସାମଗ୍ରୀ ଆଳୁ ଓ ପିଆଜ ଦର ହୁ ହୁ ହୋଇ ବଢ଼ିଚାଲିଛି। ଖୁଚୁରା…
‘କ୍ଷୟକ୍ଷତି ଆକଳନ କରି ତୁରନ୍ତ ଜଣାଅ’
ବାରିପଦା ଅଫିସ, ୨୯ା୮- ବିପର୍ଯ୍ୟୟ ପ୍ରଶମନ ଓ ରାଜସ୍ବ ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ବନ୍ୟା ପରିସ୍ଥିତିର ସମୀକ୍ଷା କରିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ, ଉପଜିଲାପାଳ ପି ଅନ୍ବେଷା ରେଡ୍ଡି, ପିଡି ଡିଆରଡିଏ ସ୍ବଧାଦେବ…
ଉଛୁଳୁଛି ନଦନଦୀ
ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ଲଘୁଚାପ ବର୍ଷା ପରେ ରାଜ୍ୟରେ ବନ୍ୟା ବିପତ୍ତି ଦେଖାଦେଇଛି। ଉତ୍ତର ଓଡ଼ିଶା ବନ୍ୟାରେ ଉବୁଟୁବୁ ହେଉଛି। ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ ଜିଲାରେ ହଜାର ହଜାର ଏକର ଚାଷଜମି ଜଳମଗ୍ନ ହେବା ସହିତ ବହୁ ଲୋକ ଜଳବନ୍ଦୀ ହୋଇଛନ୍ତି। କାନ୍ଥପଡ଼ି…
Archives


