ପୁରୀ ଜିଲାରେ କୋହଳ ହେଲା କର୍ଫ୍ୟୁ
ପୁରୀ ଅଫିସ,୨୩।୬: ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବେ କରିବା ନେଇ ପୁରୀ ଜିଲାରେ ଏକ ପ୍ରକାର କର୍ଫ୍ୟୁ ଲଗାଯାଇଥିଲା। ଏହାକୁ ମଙ୍ଗଳବାର ସନ୍ଧ୍ୟା ୭ଟାରୁ କର୍ଫ୍ୟୁ କୋହଳ କରାଯାଇଥିବା ଜିଲାପାଳ ବଲଓ୍ବନ୍ତ ସିଂ ସୂଚନା ଦେଇଛନ୍ତି।…
ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ
ପୁରୀ ଅଫିସ, ୨୩।୬: ଶେଷରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀଜଗନ୍ନାଥ। ଶରଧାବାଲିରେ ବଡ଼ ଠାକୁର ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ରଥ ପହଞ୍ଚିଥିଲା। ଶେଷରେ ୫ଟା ୧୦ରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିରେ ସମ୍ମୁଖରେ ପହଞ୍ଚିଛି। ଅପରାହ୍ନ ୪ଟା ୧୧ରେ…
ପାଦରେ ବେଡ଼ି ପକାଇଲା କରୋନା: କାର୍ଯ୍ୟାଳୟରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରାକୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ଚଳିତ ବର୍ଷର ରଥଯାତ୍ରା ଐତିହାସିକ। କାରଣ ପ୍ରଥମ ଥର ପାଇଁ ବିନାଭକ୍ତରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କୁ ଧରି ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଛନ୍ତି। ସବୁବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ଉପସ୍ଥିତ ରହି ମହାପ୍ରଭୁଙ୍କୁ ଦର୍ଶନ କରିଥାନ୍ତି। ହେଲେ…
ଶରଧାବାଲିରେ ପହଞ୍ଚିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ
ପୁରୀ ଅଫିସ, ୨୩।୬: ଶରଧାବାଲିରେ ବଡ଼ ଠାକୁର ବଳଭଦ୍ରଙ୍କ ରଥ ପହଞ୍ଚିବାର କିଛି ସମୟ ପରେ ଅର୍ଥାତ୍ ଅପରାହ୍ନ ୪ଟା ୧୦ରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ପହଞ୍ଚିଛି। କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡକୁ ଯିବାକୁ ବାରଣ କରାଯାଇଛି…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୨୫ ଆକ୍ରାନ୍ତ, ଅଛନ୍ତି ଖୋର୍ଦ୍ଧାର ସର୍ବାଧିକ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୫ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଟୁଇଟ୍ କରି ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ଖୋର୍ଦ୍ଧାର ୩୩ଜଣ ଥିବା ବେଳେ…
ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତାଳଧ୍ୱଜ ରଥ
ପୁରୀ ଅଫିସ, ୨୩।୬: ନବ ଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଭାଉଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ମହାପ୍ରଭୁ। ପ୍ରଥମେ ପୂର୍ବାହ୍ନ ୧୧ଟା ୫୫ରେ ସିଂହଦ୍ୱାର ସମ୍ମୁଖକୁ ଗଡ଼ିଥିଲା ବଡ଼ ଠାକୁର ବଳଭଦ୍ରଙ୍କ ରଥ। ଏକ ଘଣ୍ଟା ବ୍ୟବଧାନରେ ପରେ…
ଭୁବନେଶ୍ୱରରୁ ଆଉ ୨ କରୋନା ପଜିଟିଭ ଚିହ୍ନଟ: ୫ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର, ୨୩।୬(ବ୍ୟୁରୋ): ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର। କ୍ୱାରାଣ୍ଟାଇନରୁ ଚିହ୍ନଟ ବ୍ୟକ୍ତି ୩୯ ବର୍ଷୀୟ। ତାଙ୍କ ଘର ଜୟଦେବ…
ସାତ ଦିନରେ ସାତ ରଙ୍ଗର ପାଟ
ମହାପ୍ରଭୁଙ୍କ ସବୁ ପରମ୍ପରା ଭଳି ତାଙ୍କ ବସ୍ତ୍ର ସମ୍ଭାରରେ ବି ରହିଛି ସ୍ବକୀୟତା। ବିଶେଷତଃ ତାଙ୍କୁ ଲାଗି ହେଉଥିବା ବସ୍ତ୍ର ‘ଖଣ୍ଡୁଆ ପାଟ’ ଭାବରେ ପରିଚିତ। ବଡସିଂହାର ବେଶରେ ଲାଗିହୁଏ ଗୀତଗୋବିନ୍ଦ ଲେଖାଥିବା ପାଟ। ଏସବୁ ବ୍ୟତୀତ ପର୍ବପର୍ବାଣିରେ ଲାଗି ହୋଇଥାଏ…
ଶେଷରେ ଗଡ଼ିଲା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ
ପୁରୀ ଅଫିସ, ୨୩।୬: ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନି ରଥ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପଛକୁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡିଥିଲା। ଶେଷରେ ୧ଟା ୫୫ ମିନିଟରେ ଗଡ଼ିଲା ମହାପ୍ରଭୁ…
କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ
ଭୁବନେଶ୍ୱର, ୨୩।୬(ବ୍ୟୁରୋ): କଂଗ୍ରେସ ଭବନରେ ମଙ୍ଗଳବାର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ନୂତନ ଯୁବ କଂଗ୍ରେସ ସଭାପତି ସ୍ମୃତି ଲେଙ୍କାଙ୍କ ନିଯୁକ୍ତିକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। ସ୍ମୃତିଙ୍କୁ ବିରୋଧକରି ଗୋଟିଏ ଗୋଷ୍ଠୀ କଂଗ୍ରେସ ଭବନର ଫାଟକରେ…
ବ୍ୟାରିକେଟ୍ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ରଥ
କେନ୍ଦୁଝର,୨୩।୬(ସ୍ବ.ପ୍ର.): ବ୍ୟାରିକେଟ୍ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ ଅର୍ଥାତ କେନ୍ଦୁଝରର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବ ଜୀଉଙ୍କ ରଥ। ପ୍ରତିବର୍ଷ ରଥଯାତ୍ରାରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଚଳଚଞ୍ଚଳ ହୋଇ ଉଠୁଥିବା ବଡ଼ ଦାଣ୍ଡ, ବଡ଼ ଦେଉଳ ପରିସର ମଙ୍ଗଳବାର ଖାଁ…
ଶ୍ରୀଗୁଣ୍ଡିଚା ଅଭିମୁଖେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ
ପୁରୀ ଅଫିସ, ୨୩।୬: ବହୁ ପ୍ରତିକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ବାହାରିଛନ୍ତି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗଡିବା ପରେ ଏହା ପଛକୁ ଅର୍ଥାତ୍ ୧୨ଟା ୫୫ରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡିଛି।…
Archives


