ରାଜ୍ୟ

ସ୍କୁଲ ଖୋଲୁ ଖୋଲୁ ଶିକ୍ଷୟିତ୍ରୀଙ୍କୁ କରୋନା

ବରଗଡ଼ ଅଫିସ୍‌,୧୩।୧: ରାଜ୍ୟରେ ଗତ ୮ ତାରିଖରୁ ହାଇସ୍କୁଲଗୁଡ଼ିକ ଖୋଲିଛି। କେବଳ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପାଠପଢ଼ା ଚାଲିଛି। ନିୟମିତ ଛାତ୍ରୀଛାତ୍ର ମଧ୍ୟ ସ୍କୁଲକୁ ଆସୁଛନ୍ତି । ତେବେ ସ୍କୁଲ ଖୋଲିବା ପରେ ବରଗଡ଼ ଜିଲାର ଏକ ବାଳିକା ହାଇସ୍କୁଲରେ ଜଣେ…

ରାସ୍ତାରେ ଧାନ ଗଦା କରି ଚାଷୀଙ୍କ ଆନ୍ଦୋଳନ

ପଦ୍ମପୁର,୧୩।୧: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ମାସ ବିତିଯାଇଛି । ତେବେ ଜିଲାର ପଦ୍ମପୁର ଉପଖଣ୍ଡର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଶୀଥିଳ ହୋଇପଡ଼ିଛି । ମଣ୍ଡିକୁ ଧାନ ଆସୁଥିବା ବେଳେ ଉଠାଣ କାର୍ଯ୍ୟ ବିଳମ୍ବିତ ହେଉଛି ।…

ରାଜ୍ୟରେ ସୁସ୍ଥ ହେଲେ ୧୭୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧: ରାଜ୍ୟରେ ବୁଧବାର ୧୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ଓଡ଼ିଶାରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୩,୨୮,୬୨୨ରେ ପହଞ୍ଚତ୍ଛି। ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୩୦ ଜଣ। ମୟୁରଭଞ୍ଜରୁ ୧୯, ବଲାଙ୍ଗୀରରୁ ୧୫, ଖୋର୍ଦ୍ଧାରୁ…

ଗଣଶିକ୍ଷା ମନ୍ତ୍ରୀଙ୍କ କୋକସରା ହାଇସ୍କୁଲ ପରିଦର୍ଶନ: ଶିକ୍ଷାଦାନରେ ଅବହେଳା ନେଇ ଅସନ୍ତୋଷ

କୋକସରା,୧୩।୧: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗାଲିଫ୍ଟ ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ବୁଧବାର କୋକସରା ବ୍ଲକ ଗସ୍ତ କରିଥିଲେ। ସେ କାଶିବାହଲ ପଞ୍ଚାୟତ ଗସ୍ତ କରି ଫେରିବା ପରେ କୋକସରା…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମନ୍ତ୍ରୀ, ବିଧାୟକଙ୍କୁ କଳାପତାକା ଦେଖାଇଲା ଯୁବ କଂଗ୍ରେସ

ଭବାନୀପାଟଣା,୧୩।୧: ଗୁରୁବାର କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡା ଇନ୍ଦ୍ରାବତୀ ମେଗାଲିପ୍ଟ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ପୂର୍ବରୁ ବୁଧବାର ଭବାନୀପାଟଣା ସହର ନକଟିଗୁଡା ଛକଠାରେ ରାଜ୍ୟ ସରକାରଙ୍କ ୩ ମନ୍ତ୍ରୀ ଓ ସଙ୍ଗଠାନିକ ସମ୍ପାଦକ ତଥା…

ଆଜି ଭୁବନେଶ୍ୱରରୁ ୧୧ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ପରୀ ହତ୍ୟା ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ୍‌ କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ନୟାଗଡ଼ ଜିଲା ଯଦୁପୁର ଗ୍ରାମର ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀ ହତ୍ୟା ମାମଲା ନୂଆମୋଡ ନେଇଛି। ଝିଅ ମୃତ୍ୟୁର ନ୍ୟାୟ ପାଇବାକୁ ପରୀଙ୍କ ମା’ ସୌଦାମିନୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଘଟଣାରେ ସିବିଆଇ ତଦନ୍ତ ଦାବି କରି…

ଡୁମେରଯୋର ଏସ୍‌ବିଆଇ ଶାଖାରୁ ସଶସ୍ତ୍ର ଡକାୟତି

କୁଆଁରମୁଣ୍ଡା,୧୩।୧: ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଡୁମେରଯୋର ପଞ୍ଚାୟତ ପରିସରରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ବୁଧବାର ଅପରାହ୍ନରେ ଶସସ୍ତ୍ର ଡକାୟତି ହୋଇଛି। ୫ଜଣ ମୁଖାପିନ୍ଦା ଦୁର୍ବୃତ୍ତ ବ୍ୟାଙ୍କ କାର୍ଯ୍ୟାଳୟରେ ପଶି ପ୍ରଥମେ ସିସି ଟିଭି, କମ୍ପ୍ୟୁଟର…

ପରଲୋକରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

କଟକ ଅଫିସ,୧୩।୧: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବୁଧବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଏସ୍‌ସିବି କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ଦୀର୍ଘ ୨୦ ଦିନ ଧରି ସେ ଚିକିତ୍ସିତ ହେଉଥିବା ବେଳେ ଅପରାହ୍ନରେ…

ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର: ରାସ୍ତା ସିଲ୍‌

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ତାମ୍ପରା ବୋଟ କ୍ଲବ ସମ୍ମୁଖ ଜାତୀୟ ରାଜପଥରେ ବୁଧବାର ସକାଳେ ଏଚ୍‌ପି ଗ୍ୟାସ ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଫଳରେ ଟ୍ୟାଙ୍କରରୁ ଗ୍ୟାସ ଲିକ୍‌ ହେଉଛି। ଖବରପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ…

ରାଜ୍ୟରେ ୨୧୦ କରୋନା ପଜିଟିଭ ଚିହ୍ନଟ, ୧ ମୃତ

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ନୂଆ ୨୧୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ୨୧୦ ଜଣଙ୍କ ମଧ୍ୟରୁ ୧୨୨…

ଖୁସି ଖବର: ‘କୋଭିସିଲ୍‌ଡ’ ପରେ ରାଜ୍ୟରେ ପହଞ୍ଚିଲା ‘କୋଭାକ୍ସିନ’

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ଗତ ୨ ଦିନ ହେଲା ରାଜ୍ୟବାସୀଙ୍କୁ ମିଳୁଛି ଆଶ୍ୱସ୍ତିକର ଖବର। ମଙ୍ଗଳବାର ଓଡ଼ିଶାରେ କରୋନା ଟିକା ‘କୋଭିସିଲ୍‌ଡ’ ପହଞ୍ଚିଥିବା ବେଳେ ବୁଧବାର ସକାଳେ ପହଞ୍ଚିଥି କୋଭିସିଲ୍ଡ। ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନର ୨୦ ହଜାର ଡୋଜ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?