ରାଜ୍ୟ

କରୋନା କଟକଣା କୋହଳ ସତ୍ତ୍ୱେ ପୁରୀ ନ ଯିବାକୁ ଡିଜିପିଙ୍କ ଅନୁରୋଧ

କଟକ ଅଫିସ,୨୪।୬: ବହୁ ବିବାଦ ପରେ ମଙ୍ଗଳବାର ଶାନ୍ତି ଶୃଙ୍ଖଳାର ସହ ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରଥଯାତ୍ରା ଅବସରରେ ପୁରୀରେ କର୍ଫ୍ୟୁ ଜାରି କରାଯାଇଛି। ସୋମବାର, ମଙ୍ଗଳବାର ଏବଂ ବୁଧବାର ପାଇଁ ପୁରୀକୁ…

ମହାପ୍ରଭୁ ପରୀକ୍ଷା ନେଲେ: ଗଜପତି

ପୁରୀ ଅଫିସ, ୨୪ା୬: ଲକ୍‌ଡାଉନ କଟକଣା ଯୋଗୁ ସ୍ନାନବେଦିକୁ ଛେରା ପହଁରା କରିବାକୁ ଯାଇ ନ ଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରସ୍ତ ସ୍ନାନ ପୂର୍ଣ୍ଣିମାରେ ରଥରେ ଛେରାପହଁରା କରିଥିଲେ। ମାତ୍ର ରଥଯାତ୍ରା ପାଇଁ ସୁପ୍ରିମ୍‌କୋର୍ଟ…

୨୫,୨୬ରେ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବର୍ଷା ଲାଗି ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହେଉଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ପରିମାଣ ବର୍ଷା ହେବାର ସମ୍ଭାବନା…

୧୭ ଜୀବନ ନେଲାଣି କରୋନା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନାଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ମାର୍ଚ୍ଚ ୧୫ରେ ପ୍ରଥମ ପଜିଟିଭ୍‌ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଆକ୍ରାନ୍ତଙ୍କ ସଂଖ୍ୟାକୁ ଆୟତ୍ତ କରିବା ଓ ଗୋଷ୍ଠୀ ସଂକ୍ରମଣ ରୋକିବା ପାଇଁ ସବୁ ପ୍ରକାର ପଦକ୍ଷେପ…

ଆଦାନୀ ଦେବ ଓଡ଼ିଶାକୁ ଆଲୋକ

ଭୁବନେଶ୍ୱର,୨୪।୬ (ବ୍ୟୁରୋ): ଓଡ଼ିଶା ପାଓ୍ବାର ଜେନେରେଶନ ଲିମିଟେଡ୍‌(ଓପିଜିସି)ର ୪୯% ଅଂଶଧନ ପ୍ରମୁଖ ଘରୋଇ କ୍ଷେତ୍ର ଶକ୍ତି ଉତ୍ପାଦନକାରୀ କମ୍ପାନୀ ଆଦାନୀ ପାଓ୍ବାର ଲିମିଟେଡ୍‌ (ଏପିଏଲ୍‌) ନିକଟକୁ ଯିବ। ଏଥିଲାଗି ଓପିଜିସିର ଅନୁବନ୍ଧିତ ସଂସ୍ଥା ଏଇଏସ୍‌ କର୍ପୋରେଶନ ସହ ଆଦାନୀ ଶେୟାର ବିକ୍ରି…

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା

ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମ ଜିଲାରେ ବୁଧବାର ୭୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ହଜାରେ ଟପିଛି। ବର୍ତ୍ତମାନ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୧। ଏମାନଙ୍କ ମଧ୍ୟରୁ ୧୪ଜଣ କରୋନା…

ଶ୍ରୀମନ୍ଦିର ଇତିହାସରେ ନୂଆ ଅଧ୍ୟାୟ: ରଥ ପଥରେ, ବିନା ଭକ୍ତରେ

ପୁରୀ ଅଫିସ,୨୪ା୬: ମହାମାରୀ କରୋନା ପାଇଁ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହୋଇଛି ଏକ ନୂଆ ଅଧ୍ୟାୟ। ଶେଷ ମୁହୂର୍ତ୍ତରେ ଲୀଳାମୟ ଦେଖାଇଲେ ତାଙ୍କ ଅପୂର୍ବ ଲୀଳା। ବଡ଼ଦାଣ୍ଡକୁ ଓହ୍ଲାଇ ଆସିଲେ ଭାବବିନୋଦିଆ। ସେ ବିଶ୍ୱନିୟନ୍ତା, ଜଗତଠାକୁର। ତାଙ୍କୁ ବା ଅଟକାଇବ କିଏ? ଏହା…

କାମରେ ଲାଗୁନି ବ୍ରିଟିଶ ଅମଳର ଚେକ୍‌ଡ୍ୟାମ

ବନ୍ତ, ୨୪ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳରେ ବ୍ରିଟିଶ ଅମଳରେ ନିର୍ମିତ ଚେକ୍‌ଡ୍ୟାମ୍‌(ଦେଶବନ୍ଧ) ଏବେ ଆଉ ପୂର୍ବଭଳି ଚାଷୀଙ୍କ କାମରେ ଲାଗୁନି। ରକ୍ଷଣାବେକ୍ଷଣ ଓ ପୁନରୁଦ୍ଧାର ହୋଇ ନ ପାରିବାରୁ ଏହା ନଷ୍ଟ ହେବାକୁ ବସିଛି। ଚାଷଜମିକୁ ପାଣି ମାଡ଼ୁନଥିବା ବେଳେ…

ଅସହାୟ ବୃଦ୍ଧ ଦମ୍ପତିଙ୍କ ପାଖରେ ପହଞ୍ଚିଲା ପ୍ରଶାସନ

  ଖଜୁରିପଡା/ବଲସକୁମ୍ପା,୨୪ା୬(ଡି.ଏନ୍‌.ଏ.)- ଖଜୁରିପଡ଼ା ବ୍ଲକ ଟିଟ୍ରାପଙ୍ଗା ପଞ୍ଚାୟତ ଭୁକ୍ତାକନାଲି ଗ୍ରାମର ବୃଦ୍ଧ ଅନ୍ତର୍ଯ୍ୟାମୀ ଦିଗାଲ (୭୫) ଏବଂ ସ୍ତ୍ରୀ ରାଇବାରି (୭୦) ଭଙ୍ଗା କୁଡିଆରେ ଅସହାୟ ଅବସ୍ଥାରେ ରହୁଥିଲେ। ବୟସାଧିକ୍ୟ ଯୋଗୁ ଆଖିକୁ ଭଲ ଦିଶୁ ନ ଥିବାବେଳେ ଓଳିଏ ଖାଇଲେ…

ଜମି ବିବାଦକୁ ନେଇ ମାଲିକ-କିନ୍ନର ଗୋଷ୍ଠୀ ମୁହଁ।ମୁହିଁ

ବ୍ରହ୍ମପୁର ଅଫିସ,୨୪ା୬-ଗୋଷାଣୀନୂଆଗଁ। ରେ ଥାନା ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସମ୍ମୁଖରେ ଥିବା ଏକ ଜମି ବିବାଦ ଏବେ ଉଗ୍ରରୂପ ନେଇଛି। ଗୋଟିଏ ପଟେ ଜମି ମାଲିକ ନିଜ ଜାଗାରେ କାମ ଆରମ୍ଭ କରିଥିବା ବେଳେ ସେଠାରେ ରହୁଥିବା କିନ୍ନର…

୧୨ଫୁଟ୍‌ର ଅହିରାଜ ଉଦ୍ଧାର

ପାତ୍ରପୁର, ୨୪ (ଡିଏନ.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଜଗଦେବପୁର ରାସ୍ତା କଡରେ ଥିବା ଗଛ ଉପରୁ ମଙ୍ଗଳବାର ରାତିରେ ଏକ ୧୨ଫୁଟର ଅହିରାଜ ସାପ ଉଦ୍ଧାର କରାଯାଇଛି। କେତେଜଣ ଲୋକ ଗ୍ରାମକୁ ଯାଉଥିବା ବେଳେ ସାପକୁ ଦେଖି…

ଚିକିଟି ଏନ୍‌ଏସିର ୫ ଓ୍ବାର୍ଡ କଣ୍ଟେନ୍‌ମେଣ୍ଟ ଜୋନ୍‌

ଚିକିଟି,୨୪ା୬(ଡି.ଏନ.ଏ.)- ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ୫ ଓ୍ବାର୍ଡକୁ ମଙ୍ଗଳବାର ଜିଲା ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଛି। ୧୨ ଓ୍ବାର୍ଡ ବିଶିଷ୍ଟ ଏନ୍‌ଏସିର ଅନ୍ୟ ଓ୍ବାର୍ଡର କେତେକ ସ୍ଥାନକୁ ବଫର ଜୋନ୍‌ ଘୋଷଣା କରାଯାଇଥିବା ତହସିଲଦାର ହରପ୍ରସାଦ ଭୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri