ରାଜ୍ୟ

ରାଜ୍ୟରୁ କରୋନା ନେଲାଣି ୪୫୬ ଜୀବନ, ଆଜି ୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଏବଂ ଖୋର୍ଦ୍ଧାରୁ…

CORONAVIRUS UPDATE: ରାଜ୍ୟରେ ୯୪,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୩,୬୮୨

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୩,୬୮୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୪୧ ଜଣ ଚିହ୍ନଟ…

୧୫ ଷ୍ଟାର୍ଟଅପ୍‌, ଇନ୍‌କ୍ୟୁବେଟର୍ସ ଲାଗି ୧.୨୩ କୋଟି ପ୍ରଦାନ

ଭୁବନେଶ୍ୱର,୨୮। ୮ରାଜ୍ୟର ୧୫ଟି ଷ୍ଟାର୍ଟଅପ୍‌ ଓ ଗୋଟିଏ ଇନ୍‌କ୍ୟୁବେଟର୍ସ ନିମନ୍ତେ ଷ୍ଟାର୍ଟ ଅପ୍‌ ଓଡ଼ିଶା ଟାସ୍କଫୋର୍ସ ସହାୟତା ରାଶି ଭାବେ ୧.୨୩ କୋଟି ଟଙ୍କା ପ୍ରଦାନ କରାଯାଇଛି। ଗୁରୁବାର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ପ୍ରମୁଖ ଶାସନ ସଚିବ…

୩୧ ଯାଏ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବନ୍ଦ

କଟକ ଅଫିସ, ୨୮।୮: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏଥିପାଇଁ ଗୁରୁବାରଠାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟକୁ ବନ୍ଦ ଘୋଷଣା କରିଛନ୍ତି କୁଳପତି ପ୍ରଫେସର ଈଶାନ କୁମାର ପାତ୍ର। କିଛିମାସ ପୂର୍ବରୁ ଜଣେ ହଷ୍ଟେଲ କର୍ମଚାରୀଙ୍କ ପୁଅ…

ହାତୀପଲଙ୍କ ଦ୍ୱାରା ଧାନ ଫସଲ ନଷ୍ଟ

ଅମରପାଲି,୨୮।୮(ଡି.ଏନ.ଏ)-ସୁବର୍ଣ୍ଣପୁର ବନଖଣ୍ଡ ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ହାତିଲିମୁଣ୍ଡା ବିଟର ଗୌଡଗାଡ ଗ୍ରାମରେ ହାତୀପଲ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି । ବୁଧବାର ରାତିରେ ହାତୀପଲ ଆସି ଗ୍ରାମର ମାଗୁଣି ଦୀପ ଓ ରାତ୍ର ଦୀପଙ୍କର ପ୍ରାୟ ୩ ଏକର…

ଲଗାଣ ବର୍ଷା : ଫୁଲୁଛି ମହାନଦୀ, ତେଲନଦୀ

ସୋନପୁର,୨୮।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଜିଲାରେ ପ୍ରବାହିତ ମହାନଦୀ, ତେଲନଦୀ, ଅଙ୍ଗନଦୀ, ସୁକତେଲ, ନିବୃତ୍ତି ଯୋର ଓ ଅନ୍ୟ ଛୋଟ ବଡ ଯୋର ସବୁ ଫୁଲିବାରେ ଲାଗିଛି । ହୀରାକୁଦର ୧୬ଟି ଗେଟ୍‌ ଖୋଲିବା…

ତମ୍ବା ପଇସାକୁ ନେଇ ହୋଇଥିଲା ହତ୍ୟାକାଣ୍ଡ

ନୂଆପଡା ଅଫିସ,୨୮ା୮ ବହୁ ଚର୍ଚ୍ଚିତ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ କରିଛି ନୂଆପଡା ପୋଲିସ । ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ କେରମେଲି ଗାଁର ଅଚ୍ୟୁତ ମାଝୀ(୩୪), ନିରଞ୍ଜନ ମାଝୀ(୨୫) ଏବଂ…

କୁଣ୍ଢେଇଗୋଳା-ବୁଢାପାଳ ଯୋଗାଯୋଗ ବିଚ୍ଛିନ୍ନ

ଦେବଗଡ,୨୮ା୮(ଡ଼ି.ଏନ୍‌.ଏ.) ଲଗାଣ ବର୍ଷା ଯୋଗୁ ଦେବଗଡ ରିଆମାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇଗୋଳା ଗ୍ରାମ ନିକଟରେ ଟିକିରା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଫଳରେ ୫୩ ନମ୍ବର ଜାତୀୟ ରାଜପଥରେ ୩ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି ା…

ଧୋଇନେଲା ଲଘୁଚାପ

ଭୁବନେଶ୍ୱର,୨୮/୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଝାଡ଼ଖଣ୍ଡ ଉପରକୁ ଚାଲିଯାଇଛି। ଦକ୍ଷିଣ ପଶ୍ଚିମ ଝାଡ଼ଖଣ୍ଡ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ଛତିଶଗଡ଼ରେ ଗୁରୁବାର ସକାଳୁ ବର୍ଷା ଲାଗିରହିଛି। ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ଦୂର ହୋଇଛି। ଏଥିଯୋଗୁ ଗତ ୩ ଦିନ…

ଭଦ୍ରକରେ ବନ୍ୟା,୧୧୩ ଗାଁ ପ୍ରଭାବିତ

ଭଦ୍ରକ ଅଫିସ, ୨୮ା୮- ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆଖୁଆପଦାଠାରେ ଏହି ନଦୀର ବିପଦ ସଙ୍କେତ ୧୭.୮୩ ରହିଥିବା ବେଳେ ଗୁରୁବାର ଅପରାହ୍ନ ୫ଟା…

ସୁବର୍ଣ୍ଣରେଖାରେ ବନ୍ୟା ଆଶଙ୍କା

ଜଳେଶ୍ୱର, ୨୮ା୮(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ଜଳେଶ୍ୱର ନିକଟରେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧିପାଇ ରାଜଘାଟଠାରେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ୯.୬୩ ମିଟରରେ ପହଞ୍ଚିଛି ା ବିପଦସଂକେତ ୧୦.୩୬ ମିଟର ଥିବା ବେଳେ ଆସନ୍ତା ସକାଳ ସୁଦ୍ଧା ୧୧.୦ ମିଟର ହୋଇପାରେ ବୋଲି…

କମୁଛି ପାଣି, ଟଳିନି ବିପଦ

ବାରିପଦା ଅଫିସ,୨୮ା୮- ଲଘୁଚାପ ଜନିତ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାବଳଙ୍ଗ, ଜମ୍ଭୀରା ଓ ଗଙ୍ଗାହାର ନଦୀରେ ବୃଦ୍ଧି ପାଇଥିବା ବନ୍ୟାଜଳ ଗୁରୁବାର ଅପରାହ୍ନ ସୁଦ୍ଧା କମିବାରେ ଲାଗିଛି ା ଜିଲାର ବଡ଼ସାହି, ଗୋପବନ୍ଧୁନଗର, ରାସଗୋବିନ୍ଦପୁର ଆଦି ବ୍ଲକ ଅଞ୍ଚଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri