ରାଜ୍ୟ

କରୋନା ପାଇଁ ପ୍ରଶାସନର କଠୋର ପଦକ୍ଷେପ: ଗଞ୍ଜାମ ସହରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍‌

ଗଞ୍ଜାମ,୨।୪(ଡି.ଏନ୍‌.ଏ.): ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ବିଭିନ୍ନ ରାଜ୍ୟରେ ପୋଲିସ ପ୍ରଶାସନ ପକ୍ଷରୁ କେତେକ କଟକଣା ଜାରି କରାଯାଇଛି। ତଥାପି ଲୋକେ...

ଇସ୍ପାତ କ୍ଷେତ୍ରରୁ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ୫୦୦କୋଟି

ଭୁବନେଶ୍ୱର, ୨।୪(ବ୍ୟୁରୋ): ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ତୈଳ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଓ କର୍ମଚାରୀମାନେ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଏକକାଳୀନ ସର୍ବାଧିକ ଟଙ୍କା ଦାନ କରିଥିଲେ। ସେହିପରି ଇସ୍ପାତ କ୍ଷେତ୍ର ପିଏସ୍‌ୟୁ ଏବଂ ବେସରକାରୀ କ୍ଷେତ୍ର ମିଳିତଭାବେ ପ୍ରଧାନମନ୍ତ୍ରୀଙ୍କ...

ଘରେ ପାଳନ ହେଲା ଓଡ଼ିଶା ଦିବସ

ଭୁବନେଶ୍ୱର,୨।୪(ବ୍ୟୁରୋ): ସ୍ବତନ୍ତ୍ର ପ୍ରଦେଶ ଗଠନ ହେବାର ୮୫ ବର୍ଷରେ ପଦାର୍ପଣ କରିଛି ଓଡ଼ିଶା। ଏହି ପରିପ୍ରେକ୍ଷୀରେ ପ୍ରତିବର୍ଷ ଏପ୍ରିଲ ୧ରେ ରାଜ୍ୟ ତଥା ବାହାରେ ମହାଆଡ଼ମ୍ବରରେ ପାଳନ ହେଉଥିବା ଉତ୍କଳ ଦିବସ (ଓଡ଼ିଶା ଦିବସ) ଏଥର କିନ୍ତୁ କରୋନା ଲକ୍‌ଡାଇନ୍‌...

ଆଇନଜୀବୀଙ୍କୁ ମିଳିବ ଆର୍ଥିକ ସହାୟତା

କଟକ ଅଫିସ୍‌,୨।୪: କରୋନା ଯୋଗୁ ସାରା ରାଜ୍ୟରେ କୋର୍ଟଗୁଡ଼ିକ ବନ୍ଦ ରହିଛି। ଫଳରେ ବହୁ ଆଇନ୍‌ଜୀବୀ ସାମୟିକ ଭାବେ ଜୀବିକା ହରାଇଛନ୍ତି। ବିଶେଷକରି କନିଷ୍ଠ ଆଇନ୍‌ଜୀବୀମାନେ ପ୍ରଭାବିତ ହୋଇଛନ୍ତି। ଏଣୁ କ୍ଷତି ସହୁଥିବା ଆଇନ୍‌ଜୀବୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ...

ଭେଣ୍ଡିଂ ଜୋନ୍‌ରେ ଜଳିଗଲା ୮ ଦୋକାନ

ଭୁବନେଶ୍ୱର,୨।୪ (ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଏଜି ଛକ ନିକଟ ଭେଣ୍ଡିଂଜୋନ୍‌ରେ ବୁଧବାର ରାତି ପ୍ରାୟ ୯ଟାରେ ନିଆଁ ଲାଗି ୮ ଦୋକାନ ଜଳିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିବାରୁ ସେଠାରେ ଥିବା ଅନ୍ୟ ୧୫ ଦୋକାନ...

ନିରାଡ଼ମ୍ବରରେ ଜନ୍ମଦିନ ପାଳିବେ ପ୍ରଭୁ ଶ୍ରୀରାମ

ଭୁବନେଶ୍ୱର,୨।୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିଛି ରାଜ୍ୟର ସମସ୍ତ ମଠ, ମନ୍ଦିର ଓ ମସ୍‌ଜିଦ। ଏଭଳିସ୍ଥଳେ ଗୁରୁବାର ହେଉଛି ପବିତ୍ର ରାମନବମୀ। ସର୍ବସାଧାରଣଙ୍କ ପାଇଁ ସମସ୍ତ ମନ୍ଦିର ଦ୍ୱାର ବନ୍ଦ ରହିଥିବାବେଳେ ଠାକୁରଙ୍କର କେବଳ ନୀତିକାନ୍ତି କରାଯାଉଛି। ତେଣୁ ପ୍ରତିବର୍ଷ...

ସାନିଟାଇଜ ସହ ଭୂତାଣୁନାଶକ ଧୂଆଁ ସ୍ପ୍ରେ

ଭୁବନେଶ୍ୱର, ୨।୪ (ବ୍ୟୁରୋ)/ କଟକରୋଡ, (ଡି.ଏନ.ଏ.): କରୋନା ଭୂତାଣୁ ସଂକ୍ରମଣରୁ ଭୁବନେଶ୍ୱରକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଛି ବିଶୋଧନ କାର୍ଯ୍ୟକ୍ରମ। ବୁଧବାର ଦ୍ୱିତୀୟ ଦିନରେ ହାଇପୋକ୍ଲୋରାଇଡ୍‌ ମିଶା ପାଣିରେ ରାସ୍ତାଘାଟ ବଜାର, କଲୋନୀ ଆଦିକୁ ସାନିଟାଇଜ୍‌ କରାଯାଇଥିବାବେଳେ ଭୂତାଣୁନାଶକ...

ଅଟୋ, ଟ୍ରକ୍‌ ଚାଳକଙ୍କ ପରିବାରରେ ଭାଳେଣି

ଭୁବନେଶ୍ୱର,୨।୪ (ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ୨୧ ଦିନିଆ ଲକ୍‌ଡାଉନ୍‌ ବିଶେଷକରି ନିମ୍ନ ଓ ମଧ୍ୟବିତ୍ତଙ୍କ ପାଇଁ କାଳ ହୋଇଛି। ଗାଡିମୋଟର ଚଳାଚଳ ବନ୍ଦ ଯୋଗୁ ଅଟୋ ଚାଳକମାନେ ଘରେ ହାତବାନ୍ଧି ବସିଛନ୍ତି। ପ୍ରତିଦିନ ଅଟୋରୁ ହେଉଥିବା...

ପୂର୍ବତନ ବରିଷ୍ଠ ପ୍ରଶାସକଙ୍କ ପରଲୋକ

ଭୁବନେଶ୍ୱର,୨।୪(ବ୍ୟୁରୋ): ପୂର୍ବତନ ବରିଷ୍ଠ ପ୍ରଶାସକ ବାଞ୍ଛାନିଧି ବିଶୋୟୀଙ୍କର ଝାରପଡାସ୍ଥିତ ବାସଭବନରେ ବୁଧବାର ପରଲୋକ ହୋଇ ଯାଇଛି। ମୃତ୍ୟୁ ବେଳକୁ ତାଙ୍କ ବୟସ ୯୫ ବର୍ଷ ହୋଇଥିଲା। ଶେଷ ନିଶ୍ୱାସ ତ୍ୟାଗ ବେଳକୁ ତାଙ୍କ ନିକଟରେ ତାଙ୍କର ଚାରିପୁତ୍ର ସମଲାଇ ପ୍ରସାଦ,...

ମାଲ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨।୪(ବ୍ୟୁରୋ): ପୂର୍ବତଟ ରେଳପଥ ୨୦୧୯-୨୦ ଆର୍ଥିକ ବର୍ଷରେ ୨୦୦.୮୫ ମିଲିଅନ୍‌ ଟନ୍‌ ମାଲ୍‌ ପରିବହନ କରି ରେକର୍ଡ଼ କରିଛି। ପୂର୍ବ ଆର୍ଥିକବର୍ଷ ଅର୍ଥାତ୍‌ ୨୦୧୮-୧୯ରେ ପରିହବନ ହୋଇଥିବା ୧୯୧.୭୬ ମିଲିୟନ ଟନ୍‌ଠାରୁ ଏହା ୪.୭୩ ପ୍ରତିଶତ ଅଧିକ ରହିଛି। ସେହିଭଳି...

ଓଡ଼ିଶା ଦିବସ: ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨।୪(ବ୍ୟୁରୋ): ଭାଷା ଭିତ୍ତିରେ ୧୯୩୬ ମସିହା ଏପ୍ରିଲ ପହିଲାରେ ସ୍ବତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ଅତୀତର ଏହି ଗୌରବର ସ୍ମୃତି ଚାରଣ କରିବା ପାଇଁ ପ୍ରତିବର୍ଷ ଏପ୍ରିଲ ୧ରେ ଉତ୍କଳ ତଥା ଓଡ଼ିଶା ଦିବସ ପାଳନ ହୋଇ ଆସୁଛି। ହେଲେ...

ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର,୨।୪(ବ୍ୟୁରୋ): ସାରା ରାଜ୍ୟରେ କରୋନା ମୁକାବିଲା ପାଇଁ ସରକାରୀ ଏବଂ ଅନ୍ୟାନ୍ୟ ସଂସ୍ଥା ମିଳିତ ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟରତ ୧୭ ଗୋଷ୍ଠୀ ବେତାର କେନ୍ଦ୍ର ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ହେଲେ ଭଦ୍ରକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri