ଯୋଡ଼ା -କେନ୍ଦୁଝର ଯୋଗାଯୋଗ ବିଚ୍ଛିନ୍ନ
ଯୋଡ଼ା, ୨୮।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକରେ ଥିବା ତଥା ୫୨୦ ନଂ ଜାତୀୟ ରାଜପଥର ବାସୁଦେବପୁରଠାରେ ଥିବା ବୈତରଣୀ ନଦୀ ସେତୁ ଦୁର୍ବଳ ହୋଇଯାଇଥିବାରୁ ତଥା ବଢି ପାଣି ଆସି ଅତଡା ଖସିବାରୁ ଯାତାୟାତ ପ୍ରଭାବିତ ହୋଇଛି। ବୈତରଣୀ ନଦୀର ଏହି…
ଅକ୍ସଫୋର୍ଡ ୟୁନିଭରସିଟିରେ ପିଏଚ୍ଡି କରିବେ ବଲାଙ୍ଗୀରର ଶୀତଲ
ବଲାଙ୍ଗୀର ଅଫିସ, ୨୭ା୮-ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାର ଝିଅ ଶୀତଲ ଜୈନ୍ ଏକ ବିରଳ ଗୌରବର ଅଧିକାରୀ ହୋଇଛନ୍ତି ା ଇଂଲଣ୍ଡର ଅକ୍ସଫୋର୍ଡ ୟୁନିଭରସିଟିରେ ଇତିହାସ ବିଷୟରେ ପିଏଚ୍ଡି କରିବା ପାଇଁ ସେ ମନୋନୀତ ହୋଇଛନ୍ତି। ଅକ୍ସଫୋର୍ଡ ୟୁନିଭରସିଟିର ଇତିହାସ ବିଭାଗରେ ପିଏଚ୍ଡି…
ବନ୍ୟାଜଳ ଦେଖିବାକୁ ଯାଇ ଭାସିଗଲେ ଶିଶୁକନ୍ୟା
ବରଗଡ଼ ଅଫିସ୍,୨୭।୮-ବରଗଡ଼ ବ୍ଲକ ସର୍ଲା ନିକଟରେ ବହି ଯାଇଥିବା ଦନ୍ତା ନଦୀର ବନ୍ୟାଜଳ ଦେଖିବାକୁ ଯାଇଥିବାବେଳେ ପୋଲ ଉପରୁ ଖସି ପଡ଼ି ବୁଧବାର ଏକ ଶିଶୁକନ୍ୟା ଭାସି ଯାଇଛନ୍ତି। ଶିଶୁକନ୍ୟା ଜଣକ ସର୍ଲା ଆନ୍ଧ୍ରପଡ଼ାର ଡି. ପୋଡ୍ଡିରାଜୁଙ୍କ ଝିଅ ଗିରିଜା ହର୍ଷିନୀ…
କୋରାପୁଟରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଉଦ୍ଘାଟିତ
କୋରାପୁଟ,୨୭ା୮ (ସ୍ବ.ପ୍ର.)-କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରେ ଗୁରୁବାର ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଉଦ୍ଘାଟିତ ହୋଇଯାଇଛି । ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ହସ୍ତତନ୍ତ୍ର…
କରୋନାରେ ୧୪ ପୋଲିସ, ୩ ଗୃହରକ୍ଷୀଙ୍କ ମୃତ୍ୟୁ
ଭୁବନେଶ୍ୱର,୨୭ା୮(ବ୍ୟୁରୋ): କରୋନାରେ ୧୪ଜଣ ପୋଲିସ କର୍ମଚାରୀ ଓ ୩ଜଣ ଗୃହରକ୍ଷୀ ପ୍ରାଣ ହରାଇଛନ୍ତି। ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ସହାୟତା ପାଇଁ ଉଦ୍ୟମ କରାଯାଉଛି ବୋଲି ପୋଲିସ ଡିଜି ଅଭୟ କହିଛନ୍ତି। ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇ ଡିଜିପି କହିଛନ୍ତି, ସରକାରଙ୍କ…
ସିଏମ୍ସି ଅଞ୍ଚଳରୁ ଆଉ ୩୦୨ ଚିହ୍ନଟ
କଟକ ଅଫିସ, ୨୭।୮: କଟକ ଜିଲାରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର କଟକ ମହାନଗର ନିଗମ ଅଞ୍ଚଳରୁ ୩୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୩ ହୋମ୍ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ…
ରିୟାଙ୍କ ଭୁବନେଶ୍ୱର ଡ୍ରଗ୍ସ ଲିଙ୍କ୍ ନେଇ ସ୍ପଷ୍ଟ ହୋଇନି: ଡିଜିପି
ଭୁବନେଶ୍ୱର,୨୭ା୮(ବ୍ୟୁରୋ): ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ଏହି ମାମଲାରେ ସିବିଆଇ ସୁଶାନ୍ତଙ୍କ ବାନ୍ଧବି ରିୟା ଚକ୍ରବର୍ତ୍ତୀଙ୍କୁ ପ୍ରାଥମିକ ସନ୍ଦିଗ୍ଧ ଭାବେ ଦେଖୁଛି। ଏହି ମାମଲାରେ ସିବିଆଇ ସବୁ ଦିଗକୁ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୧୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୫୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ୬୫,୩୨୩ ଜଣ ଆରୋଗ୍ୟ ଲାଭକରି ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଆଜି ଭୁବନେଶ୍ୱରରୁ ୩୮୬ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୭।୮(ବ୍ୟୁରୋ)-ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ ଜଣ ଚିହ୍ନଟ ହୋଇଛନ୍ତି। ଏହାସହ ଆଜି…
ଶ୍ରୀମନ୍ଦିର କବାଟ ହେବ ରୂପା ଛାଉଣୀ
ପୁରୀ ଅଫିସ,୨୭।୮: ଶ୍ରୀମନ୍ଦିର କବାଟ ରୂପା ଛାଉଣୀ ହେବ। ଏଥିପାଇଁ ଦାତା ରୂପା ଦେଇଥିବା ସୂଚନା ମିଳିଛି। ଶ୍ରୀମନ୍ଦିରର କଳାହାଟ ଦ୍ୱାର, ବେହରଣ ଦ୍ୱାର ଓ ଜୟବିଜୟ ଦ୍ୱାରରେ ଲଗାଯାଇଥିବା କବାଟକୁ ରୂପା ଛାଉଣୀ କରାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଡିଜାଇନ୍…
ସରିଲା ବିଦ୍ୟାଶ୍ରୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ
ଭୁବନେଶ୍ୱର,୨୭।୮: ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି। ଭୁବନେଶ୍ୱର ଫରେନ୍ସିକ୍ ଲ୍ୟାବ୍ରେ ଗୁରୁବାର ଏହି ଟେଷ୍ଟ ସରିଛି। ପ୍ରାୟ ୫ ଘଣ୍ଟା ଧରି ଏହି ଟେଷ୍ଟ ହୋଇଥିବା ବେଳେ ବିଦ୍ୟାଶ୍ରୀଙ୍କୁ ୭୦ ପ୍ରଶ୍ନ…
ରାଜ୍ୟରେ ଆଉ ୭ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି କରୋନାଜନିତ ୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୪୮ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୬୨ ବର୍ଷୀୟ ମହିଳା ରହିଥିବା ବେଳେ ବରଗଡ଼ର ଜଣେ ୭୬ ବର୍ଷୀୟ ମହିଳା ଓ…
Archives


