ରାଜ୍ୟ

କରୋନା ପରୀକ୍ଷା ଲାଗି କିଟ୍‌ ଦିଅ

ଭୁବନେଶ୍ୱର, ୨।୪(ବ୍ୟୁରୋ): ସରକାର ରାଜ୍ୟରେ କୋଭିଡ୍‌-୧୯ ପ୍ରତିରୋଧ କ୍ଷେତ୍ରରେ ସମସ୍ତ ପ୍ରକାର ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ମଧ୍ୟ ନିୟମିତ ବ୍ୟବଧାନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ଆବଶ୍ୟକ ପରାମର୍ଶ...

୪୦ ଡିଗ୍ରୀ ଟପିଲା ୨ ସହର

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ବାହାରକୁ ବାହାରିବା ମୁସ୍କିଲ ହୋଇପଡ଼ିଛି। କରୋନା ମହାମାରୀ ପାଇଁ ସମଗ୍ର ଦେଶ ଲକ୍‌ଡାଉନ ଥିବାରୁ ଲୋକମାନେ ଏହି ଗରମରୁ ତ୍ରାହି ପାଇଯାଇଛନ୍ତି। ସକାଳ ୯ଟାରୁ ଅପରାହ୍ନ ୫ଟା ଯାଏ ପ୍ରଚଣ୍ଡ...

‘ଖାଉଟି ସାମଗ୍ରୀର ଅଭାବ ନାହିଁ’

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ଲାଗୁ କରାଯାଇଥିବା ଲକ୍‌ଡାଉନ ସତ୍ତ୍ୱେ ରାଜ୍ୟରେ ଖାଉଟି ସାମଗ୍ରୀର ଅଭାବ ନାହିଁ। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରହିଛି ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ମାତ୍ର ବଜାରରେ ଏବେଠାରୁ...

ରାଉରକେଲା ହାଇଟେକ ମେଡିକାଲ କଲେଜ ହେବ କରୋନା ହସ୍ପିଟାଲ

କଟକ ଅଫିସ, ୧।୪: କୋଭିଡ-୧୯ ଭୂତାଣୁ ଏବେ ଷ୍ଟେଜ-୨ରେ ଥିବାବେଳେ କାଳେ ଗୋଷ୍ଠୀ ସଂକ୍ରମଣ ହେବ ଆଶଙ୍କା କରି ରାଜ୍ୟ ସରକାରଙ୍କ ତରଫରୁ ଗୋଟିଏ ପରେ ଗୋଟିଏ ସ୍ବତନ୍ତ୍ର କରୋନା ହସ୍ପିଟାଲ ପବ୍ଲିକ ପ୍ରାଇଭେଟ ପାର୍ଟନରଶିପ (ପିପିପି) ମୋଡ୍‌ରେ କାର୍ଯ୍ୟକ୍ଷମ...

ଏସ୍‌ସିବିରେ ଚତୁର୍ଥ କରୋନା ପଜିଟିଭ୍‌

କଟକ ଅଫିସ, ୨।୪: ଭଦ୍ରକର ଜଣେ ୨୯ ବର୍ଷୀୟ ଯୁବକ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ମଙ୍ଗଳବାର ରାତିରେ ଜଣାପଡ଼ିଥିଲା। ଭୁବନେଶ୍ୱର ଏମ୍‌ସରେ ତାଙ୍କ ନମୁନା ପରୀକ୍ଷା ବେଳେ କରୋନା ପଜିଟିଭ୍‌ ମିଳିଥିଲା। ବୁଧବାର ଭୋରୁ ତାଙ୍କୁ କଟକ ଏସ୍‌ସିବି...

ଓଡ଼ିଶାରେ ୫ମ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨।୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ଆଉ ଜଣେ ବ୍ୟକ୍ତିଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ରେ ପହଁଚିଛି। ୫ମ ସଂକ୍ରମିତ ଜଣକ ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳର ବୋଲି ଜଣାପଡିଛି। ତାଙ୍କ ବୟସ ୬୦...

ଚାକିରି ପାଇଁ ରୋଗକୁ ଖାତିର ନାହିଁ

ବାଲେଶ୍ୱର ଅଫିସ, ୧।୪: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା କରିବା ଲାଗି ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ବାରମ୍ବାର ଗଣମାଧ୍ୟମରେ ସୂଚନା ଦିଆଯାଉଛି। ସାମାଜିକ ଦୂରତ୍ୱ ହିଁ ସଂକ୍ରମଣଠାରୁ ଦୂରେଇ ରହିବାର ଉପଯୁକ୍ତ ମାଧ୍ୟମ ବୋଲି କୁହାଯାଉଛି। ଏହାସତ୍ତ୍ୱେ...

ଘରେ ବସି କଳା ଦିବସ ପାଳନ କଲା କୋଶଲ ରାଜ୍ୟ ସମନ୍ବୟ ସମିତି

ବଲାଙ୍ଗୀର ଅଫିସ, ୧ା୪: କୋଶଲ ରାଜ୍ୟ ସମନ୍ବୟ ସମିତି ପକ୍ଷରୁ ଏପ୍ରିଲ ୧କୁ କଳା ଦିବସ ପାଳନ କରାଯାଇଛି। କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଚଳିତବର୍ଷ କୌଣସି ସଭା ସମିତି କରା ନ ଯାଇ ଘରେ ଘରେ କଳା...

ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ଅଟକି ରହିଛନ୍ତି ୩୩ଶ୍ରମିକ

ଖପ୍ରାଖୋଲ, ୧ା୪(ଡି.ଏନ.ଏ.): ସାରା ଦେଶରେ କରୋନା ଭୁତାଣୁ ସଂକ୍ରମଣ ରୋକିବାକୁ ଆଠ ଦିନ ହେଲା ଲକ ଡାଉନ। ଏହି ସମୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର ୩୩ ଜଣ ଶ୍ରମିକ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ଇଟାଭାଟିରେ କାମ କରୁଛନ୍ତି।...

ଭୀମସାରରେ ପୁଣି ୪ କରୋନା ସନ୍ଦିଗ୍ଧ

ସମ୍ବଲପୁର,୧।୪ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମସାରରେ ବୁଧବାର ପୁଣି ୪ଜଣ କରୋନା ସନ୍ଦିଗ୍ଧ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ବୁର୍ଲା ଥାନା ଓ ହୀରାକୁଦ ଥାନା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୪ ଜଣଙ୍କୁ ଉଦ୍ଧାର...

କରୋନା ଲକ୍‌ଡାଉନ୍‌: ମହିଳା ଶ୍ରମିକଙ୍କ ଦୁର୍ଦ୍ଦଶା ବଢୁଛି

ବଲାଙ୍ଗୀର ଅଫିସ, ୧ା୪: ଲକ୍‌ଡାଉନ୍‌ ସମୟରେ ଗରିବଙ୍କ ଆୟପନ୍ଥା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବାରୁ ଏବେ ସେମାନେ ମହା ଅଡୁଆରେ ପଡିଛନ୍ତି। ବିଶେଷକରି ମହିଳା ଶ୍ରମିକମାନେ ଘୋର ଅସୁବିଧାରେ ପଡିଛନ୍ତି। ଯେଉଁ ମହିଳାମାନେ କାମ କରି ପରିବାର ଚଲାଉଥିଲେ ସେମାନଙ୍କ ଜୀବନ...

ଅବ୍ୟବସ୍ଥାରେ କ୍ୱାରାଣ୍ଟାଇନ ସେଣ୍ଟର

ବାଲିଆ, ୧।୪:  କରୋନା ମହାମାରୀ ପାଇଁ ପଞ୍ଚାୟତସ୍ତରରେ କ୍ୱାରାଣ୍ଟାଇନ୍‌ ସେଣ୍ଟର କରିବାକୁ ରାଜ୍ୟ ସରକାରଙ୍କ ତରଫରୁ ପ୍ରତି ପଞ୍ଚାୟତକୁ ୫ ଲକ୍ଷ ଟଙ୍କା ଲେଖାଏଁ ଦିଆଯାଇଛି। ବିରିଡି ବ୍ଲକର ବିଭିନ୍ନ ପଞ୍ଚାୟତକୁ ୫ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି। ପଞ୍ଚାୟତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri