ରାଜ୍ୟରେ ଆଉ ୭ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି କରୋନାଜନିତ ୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୪୮ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୬୨ ବର୍ଷୀୟ ମହିଳା ରହିଥିବା ବେଳେ ବରଗଡ଼ର ଜଣେ ୭୬ ବର୍ଷୀୟ ମହିଳା ଓ…
CORONAVIRUS UPDATE: ରାଜ୍ୟରେ ୯୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧୀରେ ଧୀରେ ଉଦ୍ବେଗଜନକ ହେବାରେ ଲାଗିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗୁରୁବାର ରାଜ୍ୟରେ ପୁଣି ୩୩୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା…
ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଗୁରୁବାର ଫୋନ୍ ଯୋଗେ କଥା ହୋଇଛନ୍ତି। ଆସନ୍ତା ମାସରେ ହେବାକୁ ଥିବା ଏନ୍ଇଇଟି ଓ ଜେଇଇ ପରୀକ୍ଷାକୁ ସ୍ଥଗିତ ରଖିବାକୁ ସେ ମୋଦିଙ୍କୁ ଅନୁରୋଧ କରିଛନ୍ତି। ରାଜ୍ୟର ଅନେକ…
ଲଣ୍ଡନରେ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ପ୍ରସ୍ତାବ
ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ସଂଯୁକ୍ତରାଷ୍ଟ୍ରର ରାଜଧାନୀ ଲଣ୍ଡନଠାରେ ଏକ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ। ଏହା ଲଣ୍ଡନ, ୟୁରୋପର ଜଗନ୍ନାଥ ଧାମ ରୂପେ ପରିଚୟ ପାଇବ। ଏନେଇ ସଂଯୁକ୍ତ ରାଷ୍ଟ୍ରରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ଗଠିତ ‘ଦ ଜଗନ୍ନାଥ ଟେମ୍ପଲ୍…
ଅଧାପନ୍ତରିଆ ବିକାଶ କାର୍ଯ୍ୟ
ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ଭୁବନେଶ୍ୱରର ବିଭିନ୍ନ ୱାର୍ଡରେ ବିକାଶମୂଳକ କାର୍ଯ୍ୟ ଅଧାପନ୍ତରିଆ ରହିଛି। ଲକ୍ଡାଉନ୍ ସକାଶେ ବନ୍ଦ ଥିବା ରାସ୍ତା ମରାମତି, ଡ୍ରେନ୍ ନିର୍ମାଣ ସହ ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟ ଏବେ ପୁନଃ ଆରମ୍ଭ ହୋଇଛି। ତେବେ ବର୍ଷାରେ ତରବରିଆ ଭାବେ ଚାଲିଥିବା…
‘ସରକାରୀ କାର୍ଯ୍ୟାଳୟ, ଶିଳ୍ପାନୁଷ୍ଠାନରେ କରୋନା ପ୍ରତିଷେଧକ କଡ଼ାକଡ଼ି କରାଯାଉ’
ଭୁବନେଶ୍ୱର,୨୭ା୮(ବ୍ୟୁରୋ): ସରକାରୀ କାର୍ଯ୍ୟାଳୟ ଓ ଶିଳ୍ପ କ୍ଷେତ୍ରରେ କରୋନା ପ୍ରତିଷେଧକ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉ। କାର୍ଯ୍ୟରତ ସମସ୍ତ ଶ୍ରମିକ, କର୍ମଚାରୀଙ୍କ ନିର୍ଦ୍ଧାରିତ ସମୟରେ ରକ୍ତ ନମୁନା ପରୀକ୍ଷା କରାଯାଉ। ଯେଉଁ ଶ୍ରମିକମାନେ କାର୍ଯ୍ୟରତ ସମୟରେ କରୋନାରେ ମରୁଛନ୍ତି ସେମାନଙ୍କ ପରିବାରକୁ ୨୫…
୩ ପଞ୍ଚାୟତର ୧୫ ଗାଁ ପାଣି ଘେରରେ
ଖୋର୍ଦ୍ଧା ଅଫିସ,୨୭ା୮: ଲଗାଣ ବର୍ଷା ସହ ହୀରାକୁଦ ଜଳ ରାଜୁଆ ନଦୀରେ ପ୍ରବେଶ କରିବା ପରେ ବନ୍ୟା ଆସିଛି। ଫଳରେ ଖୋର୍ଦ୍ଧା ବ୍ଲକ୍ର ୩ ପଞ୍ଚାୟତରେ ବନ୍ୟା ପାଣି ପ୍ରବେଶ କରି ବ୍ୟାପକ ଅଞ୍ଚଳକୁ ଜଳମଗ୍ନ କରିଛି। ଶହଶହ ଏକର ଚାଷଜମି…
ଏସ୍ସିବି ସେଣ୍ଟ୍ରାଲ ଆଇସିୟୁ ବନ୍ଦ
କଟକ ଅଫିସ,୨୭ା୮: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲ କାଜୁଆଲିଟିର ଚତୁର୍ଥ ମହଲାରେ ଥିବା ସେଣ୍ଟ୍ରାଲ ଆଇସିୟୁକୁ ବନ୍ଦ କରି ଦିଆଯାଇଛି। ବୁଧବାର ଏଠାରୁ ଗୋଟିଏ ଦିନରେ ୧୪ ଜଣ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ ବାହାରିଛି। ଏଯାବତ୍ ଏଠାରେ…
୨ ରହୁଛି ଖୋଲା, ୫ରେ ତାଲା
ବଇଣ୍ଡା,(ପରିକ୍ଷିତ ସାହୁ) ୨୭ା୮: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ହୋମିଓପ୍ୟାଥି ଓ ଆୟୁର୍ବେଦ ଚିକିତ୍ସାସେବା। ଉପଖଣ୍ଡର ଆଠମଲ୍ଲିକ ଓ କିଶୋରନଗର ବ୍ଲକର ଜଙ୍ଗଲ ଅଧ୍ୟୁଷିତ ୭ ପଞ୍ଚାୟତର ୪୦ ଗ୍ରାମବାସୀଙ୍କୁ ତ୍ୱରିତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ…
ଓଡ଼ିଶା ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହୋଇପାରିବ
ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ଜୈବ ବିବିଧତା ପାଇଁ ଓଡ଼ିଶା ଦେଶରେ ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହେବାର କ୍ଷମତା ରଖିଛି। ବନ୍ୟଜନ୍ତୁ ସଂରକ୍ଷଣ ସମେତ ଜୈବ ବିବିଧତାକୁ ସଶକ୍ତ କରିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ପ୍ରଚେଷ୍ଟା ଯୋଗୁ ଓଡ଼ିଶାର ପର୍ଯ୍ୟଟନକୁ…
‘ସମଲିଙ୍ଗୀଙ୍କୁ ଏକାଠି ରହିବାକୁ ସମାଜ ସୁଯୋଗ ଦେଉ’
କଟକ ଅଫିସ,୨୭ା୮: ସାମ୍ପ୍ରତିକ ସାମାଜିକ ମୂଲ୍ୟବୋଧ ଓ ବ୍ୟବସ୍ଥାର ପ୍ରତିଫଳନ ହେଉଛି ଆଇନ। ସମୟ ଅନୁସାରେ ସାମାଜିକ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଥାଏ। ସମଲିଙ୍ଗୀ ସମ୍ପର୍କ, ବ୍ୟକ୍ତିଗତ ସ୍ବାଧୀନତା ଅଧିକାର ଆଇନତଃ ସୁରକ୍ଷିତ। କଥାରେ ଅଛି ପ୍ରେମ ମାନେନା ବାଧା ବନ୍ଧନ। ତେଣୁ…
ବିପଦ ସଙ୍କେତ ଉପରେ ବୈତରଣୀ, ଜଳକା
ଭୁବନେଶ୍ୱର,୨୭ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗତ ଦୁଇଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଅନେକ ଜିଲାରେ ଚାଷଜମି ଓ ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ରହିଛି। ଏଥିସହିତ କେତେକ ନଦୀରେ ମଧ୍ୟ ବନ୍ୟାଜଳ ବିପଦ…
Archives


