ଶ୍ରୀକ୍ଷେତ୍ରରେ ସୁଡ଼ଙ୍ଗ
ଶ୍ରୀକ୍ଷେତ୍ରରେ ଗଜପତିମାନେ ପୂର୍ବରୁ ରହୁଥିବା ସ୍ଥାନ ବାଲି ନଅର ଭାବରେ ପରିଚିତ ଥିଲା। ଏହି ନଅରକୁ କେନ୍ଦ୍ର କରି ବିଭିନ୍ନ ଦିଗରୁ ରହିଥିଲା ଅନେକ ସୁଡ଼ଙ୍ଗ । ମାଟିତଳେ ନିର୍ମିତ ଏହି ସୁଡ଼ଙ୍ଗର ସମ୍ପର୍କ ଶ୍ରୀମନ୍ଦିର ସହିତ ରହିଥିବା ଅନେକେ ମତ…
ରଥ ଉପରେ ଗଜପତି ମହାରାଜାଙ୍କ ଛେରା ପହଁରା ଆରମ୍ଭ
ପୁରୀ ଅଫିସ, ୨୩।୬: ଜଗତ୍ଗୁରୁ ଶଙ୍କରାଚାର୍ଯ୍ୟ ରଥ ଉପରେ ମହାପ୍ରଭୁଙ୍କୁ ଦର୍ଶନ କରିସାରିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପହଞ୍ଚି ଛେରା ପହଁରା ଆରମ୍ଭ କରିଛନ୍ତି। ପୂର୍ବାହ୍ନ ୧୦.୪୫ରେ ଗଜପତି ମହାରାଜା ପ୍ରଥମେ ବଳଦେବଙ୍କ ତାଳଧ୍ୱଜ ରଥରେ ଛେରା ପହଁରା…
CORONAVIRUS UPDATE: ରାଜ୍ୟରେ ପୁଣି ୧୬୭ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଲା
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…
ଶିଷ୍ୟଙ୍କ ସହ ୩ ରଥରେ ବିଗ୍ରହମାନଙ୍କୁ ଦର୍ଶନକଲେ ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ, ୨୩।୬: କଟକଣାଯୁକ୍ତ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ଚଳଚଞ୍ଚଳ ହୋଇଉଠିଛି ବଡ଼ଦାଣ୍ଡ। ସକାଳୁ ସକାଳୁ ଶେଷ ହୋଇଛି ଚତୁର୍ଦ୍ଦା ମୂର୍ତ୍ତିଙ୍କ ପହଣ୍ଡି ନୀତି। ପହଣ୍ଡି ବିଜେ ପରେ ରଥାରୂଢ଼ ୩ ଠାକୁରଙ୍କୁ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ…
ରଥଯାତ୍ରା ନେଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହେଉଛି। କରୋନା କଟକଣା ମଧ୍ୟରେ ଏହି ଯାତ୍ରା ଶୃଙ୍ଖଳିତ ଭାବେ କରାଯାଉଥିବାରୁ ମହାପ୍ରଭୁଙ୍କୁ ରଥରେ ଦର୍ଶନ ଲାଗି ଭକ୍ତଙ୍କୁ ବାରଣ କରାଯାଇଛି। ତେବେ ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହାର୍ଦ୍ଦିକ ଶୁଭେଚ୍ଛା…
ପୁରୀ ସେବାୟତଙ୍କୁ କରୋନା: କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ
ପୁରୀ ଅଫିସ୍,୨୩।୬: ସୁପ୍ରିମକୋର୍ଟ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମଙ୍ଗଳବାର ନୀତି ନିର୍ଘଣ୍ଟ ଅନୁଯାୟୀ ରଥଯାତ୍ରା ଆରମ୍ଭ ହୋଇଛି। ଏପଟେ ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ…
ଦେବୀ ସୁଭଦ୍ରାଙ୍କ ରଥରେ ବିରାଜମାନ କଲେ ସୁଦର୍ଶନ
ପୁରୀ ଅଫିସ,୨୩।୬: ରଥରେ ୩ ଠାକୁର ବିଜେ ପରେ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା ଲାଗି ପ୍ରସ୍ତୁତି ହେଉଛନ୍ତି। ଅନ୍ୟପଟେ ଦେବୀ ସୁଭଦ୍ରାଙ୍କ ରଥରେ ସୁଦର୍ଶନ ବିରାଜମାନ କରିଛନ୍ତି। ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ନୀତି ଶେଷ ହୋଇଛି।
ରଥରେ ବିଜେ କଲେ ତିନି ଠାକୁର
ପୁରୀ ଅଫିସ: ୨୩।୬ : ପୁରୀ ରଥଯାତ୍ରା ଲାଗି ମଙ୍ଗଳବାର ପ୍ରାତଃରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି। ସକାଳ ୭ରୁ ପହଣ୍ଡି ଆରମ୍ଭହୋଇ ୯ଟା ମଧ୍ୟରେ ଶେଷ ହୋଇଛି। ପ୍ରଭୁ ସୁଦର୍ଶନ ରଥରେ ବିଜେ କରିବା ପରେ ବଡ଼ ଠାକୁର ବଳଭଦ୍ରଙ୍କୁ ପହଣ୍ଡିରେ…
ଗଡ଼ିବନି ବ୍ରହ୍ମ ତାଳଧ୍ୱଜ ରଥ
କେନ୍ଦ୍ରାପଡ଼ା,୨୩।୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ଇଚ୍ଛାପୁର ରଥଦାଣ୍ଡରେ ଗଡିବନି । ରଥଯାତ୍ରା ପାଇଁ ରଥ ନିର୍ମାଣ ସରିଥିଲେ ମଧ୍ୟ କପଡା ଘୋଡଣିକୁ ବନ୍ଦ କରାଯାଇଛି । ସୁପ୍ରିମକୋର୍ଟଙ୍କ ରାୟ ପ୍ରକାଶ ପରେ ପୁରୀ ଶ୍ରୀକ୍ଷେତ୍ରରେ ଶ୍ରୀଜଗନ୍ନାଥଙ୍କ…
ଭୁବନେଶ୍ୱରରେ ଗଡ଼ିବନି ରଥ
ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ପାଇଁ ଭୁବନେଶ୍ୱରରେ ଏଥର ଗଡ଼ିବନି ରଥ। ମାଉସୀ ଘର ଯିବେନି ଠାକୁର। ମନ୍ଦିର ପରିସରରେ ଅସ୍ଥାୟୀ ଜନ୍ମବେଦୀ କରାଯାଇ ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବ। କେନ୍ଦ୍ର ସରକାର ଓ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ରାଜଧାନର ଇସ୍କନ ମନ୍ଦିର…
ଦିଆସିଲି କାଠିରେ ୩ ଇଞ୍ଚର ତିନି ରଥ
ଖୋର୍ଦ୍ଧା ଅଫିସ,୨୩।୬: ଦିଆସିଲି କାଠିରେ ୩ ଇଞ୍ଚର ତିନି ରଥ ନିର୍ମାଣ କରି ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ଗୋପୀନାଥପୁରର ଏଲ.ଇଶ୍ୱର ରାଓ ଲୋକଙ୍କ ମନ ଜିଣିପାରିଛନ୍ତି। ୩୫୦ ଦିଆସିଲି କାଠିରେ ୩ ଇଞ୍ଚର ରଥ ନିର୍ମାଣ ହୋଇଥିବା ବେଳେ…
ରାଜ୍ୟ ବାହାରର ୮ ଶ୍ରମିକଙ୍କୁ କରୋନା
ଭୁବନେଶ୍ୱର, ୨୩।୬(ବ୍ୟୁରୋ): କଟକଣା କୋହଳ ହେବା ପଠାରୁ ରାଜଧାନୀ ଭୁବନେଶ୍ୱରକୁ ବାହାର ରାଜ୍ୟରୁ ଦଳଦଳ ହୋଇ ଶ୍ରମିକ ଆସୁଛନ୍ତି। ସବୁ ନିୟମକୁ ଜଳାଞ୍ଜଳି ଦେଇ ଅମାନିଆ କଣ୍ଟ୍ରାକ୍ଟର ସେମାନଙ୍କୁ କାମରେ ଲଗାଉଛନ୍ତି। ବିଶେଷକରି କରୋନା ହଟ୍ସ୍ପଟ ରାଜ୍ୟ ପଶ୍ଚିମବଙ୍ଗରୁ ଅଧିକ ଶ୍ରମିକ…
Archives


