କୋଭିଡ୍-୧୯ ମୁକାବିଲା: ଖାଦ୍ୟ ଯୋଗାଣ ନିଶ୍ଚିତ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୩୧ା୩(ବ୍ୟୁରୋ)-କୋଭିଡ୍-୧୯ର ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ରାଜ୍ୟକୁ ଲକ୍ଡାଉନ ରଖିଛନ୍ତି। ଏହି ସମୟରେ ଗ୍ରାମପଞ୍ଚାୟତ ଗୁଡିକରେ ଦିଆଯାଉଥିବା ରନ୍ଧା ଓ ଶୁଖିଲା ଖାଦ୍ୟ ଯେପରି ଗରିବ ଲୋକଙ୍କ ପାଖରେ ପହଞ୍ଚିବ ସେ ନେଇ ନିଶ୍ଚିତ କରିବାକୁ ମୁଖ୍ୟ...
ବାହାର ରାଜ୍ୟରୁ ସହାୟତା ପାଇଁ ଆସିଛି ୪,୭୦୦ କଲ୍:ଅସ୍ଥାୟୀ ଶିବିରରେ ରହିଛନ୍ତି ୧୮ହଜାର ଅଣଓଡ଼ିଆ ଶ୍ରମଜୀବୀ
ଭୁବନେଶ୍ୱର,୩୧ା୩(ବ୍ୟୁରୋ)- ଲକ୍ଡାଉନ୍ରେ ରାଜ୍ୟ ବାହାରେ ଫସିଥିବା ଓଡ଼ିଆମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ଭୁବନେଶ୍ୱରରେ ୨୦ ଲାଇନ୍ ବିଶିଷ୍ଟ ଏକ ସ୍ବତନ୍ତ୍ର କଣ୍ଟ୍ରୋଲ ରୁମ୍ କାର୍ଯ୍ୟ କରୁଛି। ଏହି କଣ୍ଟ୍ରୋଲରୁମ୍ ସହ ଯୋଗାଯୋଗ ପାଇଁ ହେଲ୍ପଲାଇନ ନଂ.୦୬୭୪-୨୩୯୨୧୧୫...
ଶ୍ରୀମନ୍ଦିରରେ ଚୈତ୍ର ଗୁଣ୍ଡିଚା
ପୁରୀ ଅଫିସ,୩୧ା୩: ଶ୍ରୀମନ୍ଦିରରେ ସୋମବାର ଅନୁଷ୍ଠିତ ହୋଇଯାଇଛି ଚୈତ୍ର ଗୁଣ୍ଡିଚା। ଚୈତ୍ରମାସ ଶୁକ୍ଳ ପକ୍ଷ ଷଷ୍ଠୀ ତିଥିରେ ଏହି ପର୍ବ ପାଳନ କରାଯାଇଥାଏ। ଏହି ଅବସରରେ ସୂର୍ଯ୍ୟମନ୍ଦିରରୁ ସୂର୍ଯ୍ୟଦେବ ଏକ ସ୍ବତନ୍ତ୍ର ରଥରେ ବସି ଭିତର ବେଢା ପରିକ୍ରମା କରିଥିଲେ।...
ପାରଦ ଟପିଲା ୪୦ ଡିଗ୍ରୀ: ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲ୍ସିୟସକୁ ଟପିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୋମବାର ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦.୨ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ...
ସୀମା ସିଲ୍ ବେଳେ ବିବାଦ: ଓଡ଼ିଶାରେ ପଶି ଟେଣ୍ଟ ବାନ୍ଧିଲା ଝାଡଖଣ୍ଡ ପୋଲିସ
ବଡବିଲ, ୩୧ା୩ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ନିମନ୍ତେ ସମସ୍ତ ରାଜ୍ୟ ସୀମାନ୍ତଗୁଡିକୁ ସିଲ୍ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଝାଡଖଣ୍ଡ ରାଜ୍ୟର ବଡଜାମଦା ପୋଲିସ ସୀମା ସିଲ୍ କରିବାକୁ ଯାଇ କେନ୍ଦୁଝର ଜିଲା ବଡବିଲ...
ଅସ୍ଥାୟୀ ଆଶ୍ରୟସ୍ଥଳ ଦେଇଛି ଆହାର
କେନ୍ଦୁଝର, ୩୧ା୩ (ନରେଶ ପଟ୍ଟନାୟକ)-କରୋନା ପାଇଁ ସମଗ୍ର ବିଶ୍ୱ ବର୍ତ୍ତମାନ ଆତଙ୍କିତ ଅବସ୍ଥାରେ। ଏହା ଚାରିଆଡ଼େ ତାହାର କାୟା ବିସ୍ତାର କରିବାରେ ଲାଗିଛି। ସମଗ୍ର ବିଶ୍ୱରେ କରୋନା ସଂକ୍ରମଣରେ ୩୪ହଜାରରୁ ଊର୍ଦ୍ଧ୍ୱ ମୃତ୍ୟୁବରଣ କରିଥିବାବେଳେ ଭାରତରେ ମୃତ୍ୟୁ ସଂଖ୍ୟା ୨୯ରେ...
ମୟୂରଭଞ୍ଜର ସବୁ ପ୍ରବେଶ ପଥ ସିଲ୍
ବାରିପଦା ଅଫିସ, ୩୧ା୩- କରୋନାର ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ମୟୂରଭଞ୍ଜ ଜିଲାର ସମସ୍ତ ପ୍ରବେଶ ପଥକୁ ବନ୍ଦ କରି ଦିଆଯାଇଛି। ଜିଲାରେ ରହିଯାଇଥିବା ଅନ୍ୟ ରାଜ୍ୟର ଶ୍ରମିକମାନଙ୍କୁ ଲକ୍ଡାଉନ ସମୟରେ ବାହାରକୁ ଛଡ଼ାଯିବ ନାହିଁ। ସମସ୍ତଙ୍କୁ ଜିଲା...
ଖୋଲିଲା ପଞ୍ଚାୟତସ୍ତରୀୟ ଟିଏମ୍ସି ସେଣ୍ଟର
ରସାଳପୁର,୩୧।୩(ଡି.ଏନ୍.ଏ.)-ମହାମାରୀ କରୋନାକୁ ନେଇ ଏବେ ସାରା ବିଶ୍ୱ ଆତଙ୍କିତ। ଏଭଳି ପରିସ୍ଥିତିରେ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଉଦ୍ୟମ ଜାରି ରଖିବା ସହିତ ସମାଜରେ ତୃଣମୂଳସ୍ତରରେ ଲୋକମାନେ ଯେଭଳି କମ୍ କ୍ଷତିଗ୍ରସ୍ତ...
କରୋନା ସମ୍ପର୍କରେ ସଚେତନ କଲା ‘ସ୍ବଚ୍ଛ ଭାରତ ଅଭିଯାନ’
ବାହାନଗା, ୩୧ା୩(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ବିଭିନ୍ନ ସାମାଜିକ ସଙ୍ଗଠନ ଆଗେଇ ଆସିଛନ୍ତି। କେତେକ ସଙ୍ଗଠନ ସଚେତନତାର ବାର୍ତ୍ତା ବାଣ୍ଟୁଥିବା ବେଳେ କେତେକ ସ୍ବଚ୍ଛତା ପ୍ରତି ଗୁରୁତ୍ୱ ଦେଇଛନ୍ତି। ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁରଠାରେ ଥିବା...
ମହିଳା ଗୋଷ୍ଠୀ ଖୋଲିଲେ ଖୁଚୁରା ବିକ୍ରୟ କେନ୍ଦ୍ର
ଖଇରା, ୩୧ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବଜାରରେ ଖାଉଟିମାନଙ୍କୁ ସୁଲଭ ମୂଲ୍ୟରେ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାକୁ ମହିଳା ଗୋଷ୍ଠୀ ଅଣ୍ଟା ଭିଡିଛି। ଖଇରାର ସଞ୍ଚୟିକା ପଞ୍ଚାୟତସ୍ତରୀୟ ମହିଳା ମହାସଂଘ ଅଧୀନ ଭାଗବତ ଗୋସେଇଁ ମହିଳା ମଣ୍ଡଳର ସଦସ୍ୟାମାନେ...
କୋଭିଡ୍-୧୯ ହସ୍ପିଟାଲରେ ମିଳିବ ମାଗଣା ଚିକିତ୍ସା
ଭୁବନେଶ୍ୱର,୩୦।୩(ବ୍ୟୁରୋ)- କରୋନା ମୁକାବିଲା ପାଇଁ ରାଜ୍ୟରେ ଜରୁରିକାଳୀନ ଭିତ୍ତିରେ କୋଭିଡ୍-୧୯ ହସ୍ପିଟାଲ ନିର୍ମାଣ ଚାଲିଛି। ରାଜ୍ୟ ସରକାରଙ୍କ ଏଭଳି ଏକ ବଳିଷ୍ଠ ପଦକ୍ଷେପକୁ ସାରା ଦେଶ ସ୍ବାଗତ କରୁଛି। ଏହି ହସ୍ପିଟାଲଗୁଡ଼ିକର କାର୍ଯ୍ୟ ତୁରନ୍ତ ଶେଷ କରିବା ପାଇଁ ବିଭିନ୍ନ...
ଲକ୍ଡାଉନ୍ ମାନୁନାହାନ୍ତି ୧୦ ପ୍ରତିଶତ ଲୋକ: ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ;ଗିରଫ ହେଲେଣି ୧୪୦୦ରୁ ଅଧିକ ଉଲ୍ଲଂଘନକାରୀ
ଭୁବନେଶ୍ୱର,୩୦।୩(ବ୍ୟୁରୋ)- ମହାମାରୀ କରୋନା ସଂକ୍ରମଣ ରୋକିବାକୁ ସାରା ଭାରତ ଏବେ ଲକ୍ଡାଉନ୍। ଓଡ଼ିଶାରେ ମଧ୍ୟ ଲକ୍ଡାଉନକୁ ସଫଳ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ପଦକ୍ଷେପ ନେଉଛନ୍ତି। ତେବେ ସରକାରଙ୍କ ଲକ୍ଡାଉନ୍ ନିର୍ଦ୍ଦେଶକୁ ବର୍ତ୍ତମାନ ସମୟରେ ରାଜ୍ୟର ୯୦...
Archives


