ବାଲି ଚାଲାଣକୁ ବିରୋଧ: ପୋଡ଼ିଦେଲେ ଟ୍ରକ୍, ଟ୍ରାକ୍ଟର
ହିଞ୍ଜିଳିକାଟୁ,୨୩।୮(ଡ଼ି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ପୁରୁଷୋତ୍ତମପୁର ତହସିଲ କୋଳିଦାସପୁରରେ ଶୁକ୍ରବାର ରାତିରେ ବାଲି ଚାଲାଣକୁ ନେଇ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ୩ ଟ୍ରକ୍, ଗୋଟିଏ ଟ୍ରାକ୍ଟରକୁ ପୋଡି ଦେଇଛନ୍ତି। ଏଥିସହ ବାଲି ମାଫିଆଙ୍କ ୨ ବାଇକ୍ ପୋଡ଼ି…
ରାଜ୍ୟରେ ୪୦୦ ଟପିଲା ମୃତ୍ୟୁ ସଂଖ୍ୟା: ଆଉ ପୁଣି ୧୦ ମୁଣ୍ଡ ନେଲା କରୋନା, ଗଞ୍ଜାମରୁ ସର୍ବାଧିକ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବଲାଙ୍ଗୀରର ୪୭ ବର୍ଷୀୟ ବ୍ୟକ୍ତି, କଟକର ୮୭ ବର୍ଷୀୟା ବୃଦ୍ଧା ଓ ୭୫ ବର୍ଷୀୟ ବୃଦ୍ଧ, ଗଜପତିର ୪୫ ବର୍ଷୀୟ ବ୍ୟକ୍ତି, ଗଞ୍ଜାମର ୬୦ ବର୍ଷୀୟ ବୃଦ୍ଧ, ୬୧…
ରାଜ୍ୟରେ ବେଲଗାମ କରୋନା: ୩୦ ଜିଲାରୁ ଆଜି ଚିହ୍ନଟ ହେଲେ ଆଉ ୨,୯୯୩ ଆକ୍ରାନ୍ତ; ଜାଣନ୍ତୁ..
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶାରେ ବେଲଗାମ ହୋଇପଡ଼ିଛି କରୋନା। ରବିବାର ରାଜ୍ୟରେ ୨,୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧,୮୭୯ କ୍ୱାରାଣ୍ଟାଇନ୍ର ଥିବା ବେଳେ ୧,୧୧୪ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮,୫୩୦କୁ ବୃଦ୍ଧି ପାଇଛି।…
ଯୁବ ବର୍ଗଙ୍କ ପାଇଁ ବାୟୋଫ୍ଲକ୍ ଯୋଜନା: କମ୍ ଜମିରେ ଅଧିକ ମାଛ ଉତ୍ପାଦନ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶିକ୍ଷିତ ଯୁବବର୍ଗଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ବାୟୋଫ୍ଲକ ପଦ୍ଧତି ମାଧ୍ୟମରେ ସଘନ ମାଛ ଚାଷ ପ୍ରୋତ୍ସାହନ ନାମରେ ଏକ ନୂତନ ଯୋଜନା ଆରମ୍ଭ କରାଯାଇଛି। ରାଜ୍ୟର ଉଦ୍ୟୋଗୀ, ଶିକ୍ଷିତ ବେକାର ଯୁବବର୍ଗ…
ହାଇକୋର୍ଟଙ୍କ ଫୁଲ୍କୋର୍ଟରେ ନିଷ୍ପତ୍ତି: ସ୍ବାଭାବିକ ହେବ ତଳ କୋର୍ଟ କାର୍ଯ୍ୟ
କଟକ ଅଫିସ,୨୩।୮: କରୋନା କଟକଣା ଭିତରେ କୋର୍ଟଗୁଡ଼ିକ କିଭଳି କାର୍ଯ୍ୟ କରିବେ, ସେନେଇ ହାଇକୋର୍ଟର ଫୁଲ୍କୋର୍ଟ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ସେପ୍ଟେମ୍ବର ୧୯ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ ସୀମିତ ରହିବ। ପୂର୍ବରୁ ଏହା ଅଗଷ୍ଟ ୨୧ ଯାଏ ଥିବାବେଳେ…
୧୯ ନଦୀ ଜଳ ପ୍ରଦୂଷଣ ପ୍ରସଙ୍ଗ: ସିପିସିବିକୁ ରିପୋର୍ଟ ଦେଲା ଏସ୍ପିସିବି
ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି) ରାଜ୍ୟର ୧୯ ନଦୀର ପ୍ରଦୂଷଣ ରୋକିବା ନେଇ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)କୁ ଅବଗତ କରାଇଛି। ୧୯ ନଦୀ ପାଇଁ ପ୍ରସ୍ତୁତ କରାଯାଇଥିବା ସଂଶୋଧିତ ଆକ୍ସନ ପ୍ଲାନ ସିପିସିବି…
ଫେସ୍ବୁକ୍ ଲାଇଭ୍ରେ ସମଲେଇଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ
ସମ୍ବଲପୁର,୨୩।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ ନୂଆ ଖାଇବା ପରେ ବିଭନ୍ନ ଦେବୀଦେବଙ୍କୁ ଲୋକେ ଦର୍ଶନ କରିଥାନ୍ତି। ସେହିପରି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ଦର୍ଶନ ଶ୍ରଦ୍ଧାଳୁ କରିଥାନ୍ତି । ହେଲେ କରୋନା କଟକଣା ଯୋଗୁ ଚଳିତ ବର୍ଷ ସାଧାରଣ…
ନିର୍ମାଣ ଚାଲିଛି ଆଠମଲ୍ଲିକ-ଧଳପୁର ବ୍ରିଜ: କାମ ସରିଲେ ସେତୁ ରଚିବ କୀର୍ତ୍ତିମାନ
ବଇଣ୍ଡା, ୨୩।୮: ଧାର୍ଯ୍ୟ ଅବଧି ୮ ମାସ ତଳୁ ଶେଷ ହେଲାଣି। ତଥାପି ମହାନଦୀ ଉପରେ ନିର୍ମାଣ ସରୁନି ଓଡ଼ିଶାର ସବୁଠୁ ଲମ୍ବା ସେତୁର ଗୌରବ ଅର୍ଜନ କରିବାକୁ ଯାଉଥିବା ଆଠମଲ୍ଲିକ-ଧଳପୁର ସେତୁ। ଅନୁଗୋଳ ଜିଲା ଆଠମଲ୍ଲିକରୁ ବୌଦ୍ଧ ଜିଲା ହରଭଙ୍ଗା…
ଆଜି ଗଣପର୍ବ ନୂଆଁଖାଇ: ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ
ସମ୍ବଲପୁର, ୨୩।୮ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ରବିବାର ପାଳିତ ହେବ। ମହାମାରୀ କରୋନା ସତ୍ତ୍ବେ ଗଣପର୍ବ ଲାଗି ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ ହୋଇ ଉଠିଛି । ପରମ୍ପରାନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ସମ୍ବଲପୁରର ଇଷ୍ଟଦେବୀ ମା’ ସମଲେଶ୍ୱରୀଙ୍କଠାରେ…
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ୨୪ରୁ ବଡ଼ ବର୍ଷା, ବନ୍ୟା ଆଶଙ୍କା
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୪ରେ ଏହା ଲଘୁଚାପରେ ପରିଣତ ହେବା ଯୋଗୁ ୨୭ ତାରିଖ ଯାଏ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ…
ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ ପ୍ରବେଶ: ଚାଷୀ ଆତଙ୍କିତ
ବାଲିଆପାଳ,୨୨।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହେବା ଯୋଗୁ ତଳିଆ ଅଞ୍ଚଳର ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଅପରାହ୍ନ ୩ଟାରେ ରାଜଘାଟଠାରେ ସୁବର୍ଣ୍ଣରେଖା ନଦୀର ବନ୍ୟାଜଳ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିଲା। ସେଠାରେ ବିପଦ…
ଭୁବନେଶ୍ୱରରେ ପିକ୍ ସ୍ତରରେ ସଂକ୍ରମଣ: ବିଏମ୍ସି କମିଶନର
ଭୁବନେଶ୍ୱର, ୨୨ା୮ (ବ୍ୟୁରୋ): ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ପିକ୍ରେ ଅଛି। ଦିନକୁ ଦିନ ଅଧିକରୁ ଅଧିକ ଲୋକଙ୍କ ଟେଷ୍ଟ ହେଉଥିବାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ସଂକ୍ରମଣ ନିୟନ୍ତ୍ରଣ କରିବାକୁ ମାସକ ପାଇଁ ଆଗୁଆ…
Archives


