ଏପ୍ରିଲ ଶେଷ ସୁଦ୍ଧା ଡାକ୍ତରଙ୍କ ପଦୋନ୍ନତି
ଭୁବନେଶ୍ୱର,୨୯ା୩(ବ୍ୟୁରୋ): ଡାକ୍ତରଙ୍କ ପାଇଁ ଖୁସି ଖବର। ଆସନ୍ତା ଏପ୍ରିଲ ୩୦ ସୁଦ୍ଧା ଡାକ୍ତରଙ୍କ ପଦୋନ୍ନତି ସମସ୍ୟାର ସମାଧାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିନିମନ୍ତେ ଡାଇନାମିକ୍ ଆସ୍ୟୁୟର୍ଡ କ୍ୟାରିୟର ପ୍ରୋଗ୍ରେଶନ (ଡିଏସିପି) ଲାଗୁ କରାଯିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନି
ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଶିକ୍ଷା ବ୍ୟବସ୍ଥାରେ କୌଣସି ସୁଧାର ଆସୁ ନ ଥିବା ଅଭିଯୋଗ ହୋଇଛି। ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କୁ ଶିକ୍ଷା ଗ୍ରହଣ ନିମନ୍ତେ ସରକାରୀ ବିଦ୍ୟାଳୟକୁ ପଠାଉଥିବା ବେଳେ ସେଠାରେ ନାନା ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଉପଯୁକ୍ତ...
ପ୍ରାଣଘାତୀ କରୋନା କବଳରୁ ମୁକ୍ତି ପାଇଁ ପ୍ରାର୍ଥନା: ଚାରି ଆଶ୍ରମ ବିଜେ କଲେ ବାଡ଼ି ନୃସିଂହ
ପୁରୀ ଅଫିସ,୨୯ା୩: ଚୈତ୍ର ଶୁକ୍ଳ ଚତୁର୍ଥୀରେ ଶନିବାର ବାଡ଼ି ନୃସିଂହ ଶ୍ରୀକ୍ଷେତ୍ରର ଚାରି ଆଶ୍ରମ ବିଜେ କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇଁ ବାଡ଼ି ନୃସିଂହ ଦକ୍ଷିଣୀ ଘରୁ ପଟୁଆରରେ ବିମାନକୁ ବିଜେ କରିଥିଲେ। ଶ୍ରୀକ୍ଷେତ୍ରର...
ବ୍ଲଡ ବ୍ୟାଙ୍କ୍ରେ ରକ୍ତ ଅଭାବ: ଆଗକୁ ସୃଷ୍ଟି ହୋଇପାରେ ଜଟିଳ ସ୍ଥିତି
ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ୨୧ ଦିନିଆ ଲକ୍ ଡାଉନ୍। କେହି ଘରୁ ପଦାକୁ ଗୋଡ଼ କାଢୁନାହାନ୍ତି। ଡାକ୍ତରଖାନା ଖୋଲା ରହିଥିଲେ ମଧ୍ୟ ଏବେ ଗୁରୁତର ରୋଗୀଙ୍କ ପାଇଁ ରକ୍ତ ଯୋଗାଡ଼ କରିବା ବଡ଼ ସମସ୍ୟା...
କରୋନା ଯୁଦ୍ଧ: ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡକୁ ୧ଲକ୍ଷ ଦାନକଲେ ଅଭିନେତା ସବ୍ୟସାଚୀ
ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଲିଉଡ୍ ଅଭିନେତା ଓ ଅଭିନେତ୍ରୀମାନେ ଅଣ୍ଟା ଭିଡିଛନ୍ତି। ଲୋକଙ୍କୁ ସଚେତନ କରିବା ସହ ଦାନ ମଧ୍ୟ କରୁଛନ୍ତି। ଶୁକ୍ରବାର ଅଭିନେତ୍ରୀ ରାନୀ ପଣ୍ଡା ୫୦ ହଜାର ଟଙ୍କା ଦାନ କରିଥିବାବେଳେ ଶନିବାର ଅଭିନେତା...
ମଣିଷ ପଣିଆ ଦେଖାଇଲେ ଭୁବନେଶ୍ୱରର ଘର ମାଲିକ: ଛାଡ଼ କଲେ ମାସକର ଭଡ଼ା
ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ପାଇଁ ସରକାର ସାରାଦେଶରେ ୨୧ ଦିନ ପାଇଁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହି ସମୟରେ ଘରୋଇ କମ୍ପାନୀ ଏବଂ ଅନ୍ୟ ସଂସ୍ଥାଗୁଡିକ ବନ୍ଦ ରହିଛି। ଏଭଳି ସ୍ଥିତିରେ କର୍ମଚାରୀଙ୍କ ଦରମା ମିଳିବା ଅସମ୍ଭବ ହୋଇପଡ଼ିଛି। କେମିତି...
ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ବନ୍ଦ ହେଲେ ୧୨ବର୍ଷ ଅପେକ୍ଷା
ପୁରୁଣା ଭୁବନେଶ୍ୱର,୨୯ା୩(ଡି.ଏନ୍.ଏ.): ଆସନ୍ତା ୧ ତାରିଖରେ ହେବାକୁ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାକୁ ନେଇ ଆଶଙ୍କା ପ୍ରକାଶ ପାଇଛି। କରୋନା କଟକଣା ଓ ଲକ୍ଡାଉନ୍ ପାଇଁ ଏଯାଏ ରଥ ନିର୍ମାଣ ଅଧା ହୋଇ ନାହିଁ। ଅନ୍ୟପକ୍ଷରେ ରଥଯାତ୍ରା ହେବ...
କରୋନା ଭୟରେ ପାରୋଲ୍ କୋହଳ: ମୁକୁଳିବେ ୭ବର୍ଷ ଦଣ୍ଡ ପାଇଥିବା ଦୋଷୀ
କଟକ ଅଫିସ୍,୨୯ା୩: ଜେଲ୍ରେ ବହୁ ସଂଖ୍ୟକ ଅନ୍ତେବାସୀ ଗୋଟିଏ ସ୍ଥାନରେ ରହୁଥିବାରୁ ସେମାନେ କରୋନା ଭୂତାଣୁରେ ସଂକ୍ରମଣ ହେବାର ଆଶଙ୍କା ଦେଖାଦେଇଛି। ଏଣୁ ଜେଲ୍ଗୁଡ଼ିକରେ ଯଥାସମ୍ଭବ ଭିଡ଼କୁ କମାଇବା ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚକ୍ଷମତା...
ଗ୍ରୀଷ୍ମପ୍ରବାହ: ପାରଦ ଛୁଇଁଲା ୪୦ ଡିଗ୍ରୀ, ଆଜିଠୁ ୩୧ ଯାଏ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୯ା୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲ୍ସିୟସକୁ ଛୁଇଁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିବା ବେଳେ...
କରୋନା ରୋଗୀଙ୍କ ସହ କଣ୍ଟାକ୍ଟ କ’ଣ, କାହାକୁ ରହିଛି ସଂକ୍ରମିତ ହେବାର ଆଶଙ୍କା
ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସହ କଣ୍ଟାକ୍ଟ ବା ସମ୍ପର୍କ ନେଇ ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ ସଂକ୍ରମିତ ବ୍ୟକ୍ତି, ସଂକ୍ରମିତ ପରିବେଶ ସମ୍ପର୍କରେ ଆସିଥିବେ, ସେମାନେ...
ତୃତୀୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୧୧୨ ଜଣ: ବିମାନର ୩୨ଜଣ, ୭ ବିଧାନସଭା କର୍ମଚାରୀ….
ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ ୩ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର ଅପରାହ୍ନ ସୁଦ୍ଧା ମୋଟ ୨୫୬ଟି ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଛି। ସେଥିରୁ ପୂର୍ବଭଳି ୩ଜଣ ପଜିଟିଭ୍ ହିଁ ଅଛନ୍ତି। ପ୍ରଥମ ଦୁଇ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।...
କରୋନା ସଂକ୍ରମିତଙ୍କ ସଂଖ୍ୟା: ଭାରତରେ ୯୦୮, ରାଜ୍ୟରେ ବଢ଼ିନାହିଁ
ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତ ରାଷ୍ଟ୍ର ସଂଖ୍ୟା ୧୯୯ରେ ପହଞ୍ଚିଛି। ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୫ଲକ୍ଷ ୩୭ହଜାର ୧୭୧ ଥିବା ବେଳେ ଶନିବାର ଏହା ୬ଲକ୍ଷ ୧ ହଜାର ୫୨୦ରେ ପହଞ୍ଚିଛି। ଏଥିରେ ଶୁକ୍ରବାର ୨୪,୧୨୬ ଜଣଙ୍କ ମୃତ୍ୟୁ...
Archives


