ନକଲି ପନିର ପରେ ଚା’
କଟକ ଅଫିସ/କଟକ ସଦର, ୭।୧: ବର୍ଷବର୍ଷ ଧରି ସହରରେ ନକଲି ସାମଗ୍ରୀର ଚାଲିଥିବା କାରବାର ଏବେ ଧୀରେ ଧୀରେ ପଦାକୁ ଆସୁଛି। ନକଲି ମସଲା, ଘିଅ, ସସ୍, ସିମେଣ୍ଟ, ପନିର ପରେ ଏବେ ନକଲି ଚା’ପତି ବିକ୍ରି କରାଯାଉଥିବା ଜଣାପଡ଼ିଛି। କଟକ…
ସୁଦୃଢ଼ କରିବାକୁ ମିଳୁନି ସହଯୋଗ
ଅନୁଗୋଳ ଅଫିସ,୭ା୧: କ୍ରୀଡ଼ା କ୍ଷେତ୍ରରେ ଅନୁଗୋଳ ଜିଲାକୁ ଆଗୁଆ କରିବାର ଯୋଜନା କରିଛି ଜିଲା ପ୍ରଶାସନ। ଜିଲାସ୍ତରରୁ ଯେପରି ଜାତୀୟ, ଅନ୍ତର୍ଜାତୀୟସ୍ତରର ଖେଳାଳି ସୃଷ୍ଟି ହୋଇପାରିବେ ସେଥିପାଇଁ କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ କରାଯିବା ଉପରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି। ବ୍ଲକ ଅଞ୍ଚଳରେ…
ପ୍ରକୃତିର ବରଦାନ ‘ବାରବାଙ୍କ’
ଢେଙ୍କାନାଳ ଅଫିସ, ୭।୧: ସର୍ପିଳ ରାସ୍ତାଟିଏ। ପାହାଡ଼ର ଛାତି ଚିରି ମାଡ଼ି ଯାଇଛି ଆଗକୁ। ଦୁଇ ପାର୍ଶ୍ୱରେ ଘଞ୍ଚ ସବୁଜ ବନାନୀ। ପକ୍ଷୀଙ୍କ କାକଳି। ମେଘମାଳାର କଳେବର ଯାତ୍ରୀଙ୍କୁ ଘଡ଼ିଏ ଅଟକାଇ ଦେବାର ସାମର୍ଥ୍ୟ ରଖେ। ସମୁଦ୍ର ପତ୍ତନଠାରୁ ୨୨୩୯ ଫୁଟ…
ଖୋଲିଲା ନୀଳଗିରି ଜଗନ୍ନାଥ ମନ୍ଦିର, ପଞ୍ଚଲିଙ୍ଗେଶ୍ୱର ପୀଠ
ସଜନାଗଡ଼,୬।୧: ଭକ୍ତ ଓ ପର୍ଯ୍ୟଟକଙ୍କ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୯ ମାସର ବ୍ୟବଧାନ ପରେ ବୁଧବାର ବାଲେଶ୍ୱର ଜିଲା ନୀଳଗିରିର ତୃତୀୟ ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ଏବଂ ଉତ୍ତର ଉଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱର ପୀଠ ଖୋଲିଛି।…
ଆମପାଣି ଘାଟିରେ ବୁଲୁଛି କଳରାପତରିିଆ ବାଘ: ଜଙ୍ଗଲ ଭିତରକୁ ନ ଯିବାକୁ ବନ ବିଭାଗର ପରାମର୍ଶ
କୋକସରା,୬।୧: କଳାହାଣ୍ଡି ଜିଲା ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ସୋମବାର ରାତିରେ ଏକ କଳରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଥିଲା। ସିଉନୀ ଗାଁର ଆଲୋକ ପାଣିଗ୍ରାହୀ ଓ ତାଙ୍କ ସାଙ୍ଗମାନେ ରାତିରେ ଜୟପୁରରୁ ଗାଁକୁ ଫେରୁଥିଲେ। ସେତିକିବେଳେ ବାଘଟି ଘାଟି ରାସ୍ତାରେ…
ରାଜ୍ୟରେ ସୁସ୍ଥ ହେଲେ ୨୩୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୬।୧- ରାଜ୍ୟରେ ବୁଧବାର ୨୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଖ୍ୟା ୩,୨୭,୦୦୮ରେ ପହଞ୍ଚିଛି। ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୩୧ ଜଣ। ଅନୁଗୁଳରୁ ୩୦, ବଲାଙ୍ଗୀର ଓ…
ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ଜୀବନ ଗଲା
ଜୁନାଗଡ଼,୬।୧:କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ସନ୍ନ୍ୟାସୀକୁଣ୍ଡାମାଲ ଛକ ନିକଟରେ ବୁଧବାର ସାରେ ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ମୃତ୍ୟୁ ଘଟିଛି। ମୃତ କକାଙ୍କ ନାମ ଜଗବନ୍ଧୁ ଶବର(୨୮) ଓ ପୁତୁରାଙ୍କ ନାମ ଟିକେମଣି ଶବର(୨୨)। ଉଭୟଙ୍କ ଘର ଧର୍ମଗଡ଼ ବ୍ଲକ ଝାରକୁଣ୍ଡାମାଲ…
ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟକର୍ମୀ
ଭବାନୀପାଟଣା,୬।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦୁଆରସୁନି ଉପସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟକର୍ମୀ ଅନିଲ କୁମାର ସେନାପତି ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭବାନୀପାଟଣା ଯମୁନାସାଗର ଗ୍ରାମର ଉପେନ୍ଦ୍ର ବେହେରାଙ୍କ ସ୍ତ୍ରୀଙ୍କୁ ଆଶାକର୍ମୀ କରାଇ ଦେବା…
ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣା: ୨ ଡିଜିଏମ୍ ଅଧିକାରୀ ନିଲମ୍ବିତ, ମୁଖ୍ୟମନ୍ତ୍ରୀଙ୍କ ଶୋକ
ରାଉରକେଲା/ ସୁନ୍ଦରଗଡ଼, ୬।୧: ରାଉରକେଲା ଇସ୍ପାତ କାରଖାନା(ଆର୍ଏସ୍ପି)ରେ ବିଷାକ୍ତ ଗ୍ୟାସ୍ ଲିକ୍ରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ କାରଖାନାର ୨ ଡିଜିଏମ୍ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁ ଅଧିକାରୀ…
ଆର୍ଏସ୍ପିରେ ଗ୍ୟାସ୍ ଲିକ୍ ଘଟଣା: ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି
ରାଉରକେଲା ଅଫିସ, ୬।୧: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍ ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ପ୍ଲାଣ୍ଟ କୋଲ କେମିକାଲ ବିଭାଗରେ ଗ୍ୟାସ ଲିକ୍ ହେବା ଯୋଗୁ ୪ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ମୃତକଙ୍କର ପରିଚୟ…
ଆର୍ଏସ୍ପିରେ ଗ୍ୟାସ୍ ଲିକ୍: ଆଖିବୁଜିଲେ ୨
ରାଉରକେଲା ଅଫିସ, ୬।୧: ରାଉରକେଲା ଇସ୍ପାତ କାରଖାନା (ଆର୍ଏସ୍ପି) କୋଲ କେମିକାଲ ବିଭାଗରେ ବୁଧବାର ସକାଳ ପ୍ରାୟ ୧୦ଟାରେ ଘଟିଛି ଅଘଟଣ। ମରାମତି କାମ ଚାଲିଥିବା ବେଳେ ଗ୍ୟାସ ଲିକ ଯୋଗୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୨ ଜଣ…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୧ କରୋନା ପଜିଟିଭ: ମୃତ୍ୟୁ ସଂଖ୍ୟା ଶୂନ
ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୩୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୨୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

