୩୨୮ବର୍ଷ ପରେ ପୁନରାବୃତ୍ତି: ୧୫୫ବର୍ଷ ବନ୍ଦ ରହିଛି ରଥଯାତ୍ରା
ପୁରୀ ଅଫିସ,୧୯।୬: କରୋନା ପାଇଁ ଚଳିତବର୍ଷ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଘୋଷଯାତ୍ରା ହେବ ନାହିଁ। ମହାମାରୀର ପ୍ରକୋପକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏଭଳି ନିଷ୍ପତ୍ତି ନେଇଛନ୍ତି। ଦୀର୍ଘ ୩୨୮ବର୍ଷ ପରେ ଇତିହାସର ପୁନରାବୃତ୍ତି ଘଟିବାକୁ ଯାଉଛି। ୧୬୯୨ରେ ଶ୍ରୀମନ୍ଦିର ଉପରେ ଏକ୍ରାମ୍…
ଅଧାଗଢ଼ା ରହିଗଲା ବ୍ରହ୍ମତାଳଧ୍ୱଜ ରଥ: ଝୁଲଣ ଘରେ ମାଉସୀମା’ ଆଡ଼ପ ମଣ୍ଡପ
କେନ୍ଦ୍ରାପଡ଼ା ଅଫିସ,୧୯ା୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରଠାରେ ପ୍ରସ୍ତୁତ ହେଉଥିବା ବ୍ରହ୍ମତାଳଧ୍ୱଜ ରଥ ଅଧାଗଢ଼ା ହୋଇ ରହିଗଲା। ଚଳିତବର୍ଷ ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉ ଏହି ରଥରେ ବସି ପାରିବେନି। ଜିଲାପାଳ ସମର୍ଥ ବର୍ମା ଏ ସମ୍ପର୍କରେ ଶ୍ରୀଜୀଉଙ୍କ ଟ୍ରଷ୍ଟ ବୋର୍ଡକୁ ନିର୍ଦ୍ଦେଶନାମା…
ଭକ୍ତ, ସେବାୟତଙ୍କ ମନରେ କ୍ଷୋଭ: ରଥଯାତ୍ରା ହେବା ଦାବିରେ ଆଜି ୬ଘଣ୍ଟିଆ ପୁରୀ ବନ୍ଦ
ପୁରୀ ଅଫିସ,୧୯ା୬: ଜୁନ୍ ୨୩ରେ ରଥଯାତ୍ରା। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି ଚାଲିଥିଲା। କରୋନା କଟକଣା ତଥା ଲକ୍ଡାଉନ ପାଇଁ ବିଳମ୍ବରେ ରଥ ନିର୍ମାଣ ଆରମ୍ଭ ହୋଇଥିଲେ ହେଁ ଧାର୍ଯ୍ୟ ସମୟ ପୂର୍ବରୁ କାମ ସରିଥିଲା। ପ୍ରଶାସନ ପକ୍ଷରୁ ଆନୁଷଙ୍ଗିକ…
ଯାତ୍ରା ନ ହେଲେ କ’ଣ ହେବ ତିନିରଥ
ପୁରୀ ଅଫିସ,୧୯ା୬: ସୁପ୍ରିମ୍କୋର୍ଟଙ୍କ ରାୟ ପରେ ଏଥର ରଥଯାତ୍ରା ହେବ ନାହିଁ। ରାଜ୍ୟ କ୍ୟାବିନେଟ ମଧ୍ୟ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବା ଲାଗି ନିଷ୍ପତ୍ତି ନେଇଛି। ତେବେ ରଥଯାତ୍ରା ନ ହେଲେ କଣ ହେବ ତିନିରଥ? ଏମିତି ପ୍ରଶ୍ନ ଏବେ ସମସ୍ତଙ୍କ…
ୟୁଜି, ପିଜି ପରୀକ୍ଷା ବାତିଲ ନେଇ ବିଜ୍ଞପ୍ତି: ଅଗଷ୍ଟ ଶେଷସୁଦ୍ଧା ବିକଳ୍ପ ମୂଲ୍ୟାୟନ ପରୀକ୍ଷାଫଳ
ଭୁବନେଶ୍ୱର,୧୯।୬(ବ୍ୟୁରୋ)କୋଭିଡ୍-୧୯ ପରିସ୍ଥିତି ଲାଗି ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ କଲେଜର ୟୁଜି ଓ ପିଜି ପରୀକ୍ଷାକୁ ବାତିଲ କରାଯାଇଛି। ୟୁଜି/ସ୍ନାତକର ୬ଷ୍ଠ ସେମିଷ୍ଟର ଓ ପିଜି/ସ୍ନାତକୋତ୍ତରର ଚୂଡ଼ାନ୍ତ ତଥା ଶେଷ ସେମିଷ୍ଟର ପରୀକ୍ଷା…
୧୪ ରେଳ ଷ୍ଟେଶନକୁ ମିଳିଲା ଆଇଏସ୍ଓ ମାନ୍ୟତା: ଉନ୍ନତ ସେବା, ପରିବେଶ ଉପଯୋଗୀ କାର୍ଯ୍ୟକ୍ରମ ନିମନ୍ତେ ମିଳିଲା
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ପରିବେଶ ଅନୁକୂଳ କାର୍ଯ୍ୟକଳାପ ଏବଂ ଉନ୍ନତ ସେବା ଲାଗି ପୂର୍ବତଟ ରେଳପଥର ୧୪ଟି ରେଳ ଷ୍ଟେଶନକୁ ଆଇଏସ୍ଓ ୧୪୦୦୧:୨୦୧୫ ପ୍ରମାଣପତ୍ର ମିଳିଛି। ସ୍ବଚ୍ଛ ଏବଂ ସବୁଜ ପରିବେଶ ମଧ୍ୟରେ ଯାତ୍ରୀଙ୍କୁ ସେବା ଓ ସୁବିଧା ଯୋଗାଇ ଦେଉଥିବା ଷ୍ଟେଶନଗୁଡିକୁ ଏହି…
କ୍ୟାବିନେଟ ନିଷ୍ପତ୍ତି:ସୁପ୍ରିମକୋର୍ଟ ନିର୍ଦ୍ଦେଶ ପାଳନ ହେବ
ଭୁବନେଶ୍ୱର,୧୯ା୬(ବ୍ୟୁରୋ):ଚଳିତବର୍ଷ ପୁରୀରେ ଶ୍ରୀଜୀଉଙ୍କ ରଥଯାତ୍ରା ହେବ ନାହିଁ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଆଇନ ବିଭାଗ ପକ୍ଷରୁ ଦିଆଯାଇଥିବା ସଂକଳ୍ପକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟପନ୍ଥା ସ୍ଥିର ହେବ: ଗଜପତି
ରଥଯାତ୍ରା ବନ୍ଦକୁ ନେଇ ସୁପ୍ରିମ୍କୋର୍ଟଙ୍କ ନିଷ୍ପତ୍ତି ଶୁଣିବା ପରେ ବିଶ୍ୱର କୋଣ ଅନୁକୋଣରେ ଥିବା ଜଗନ୍ନାଥପ୍ରେମୀ ଭକ୍ତଙ୍କ ହୃଦୟକୁ ବାଧିଥିବ, ଏହା ନିଶ୍ଚିତ ଦୁଃଖଦାୟକ। କିନ୍ତୁ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତିକୁ ସମ୍ପୂର୍ଣ୍ଣ ଭାବେ ପାଳନ କରିବା ସମସ୍ତଙ୍କର କର୍ତ୍ତବ୍ୟ। ଏଥିରେ କୌଣସି…
ମୌସୁମୀ ସକ୍ରିୟ: ଆଜିଠୁ ବଢ଼ିବ ବର୍ଷା ୨୬ ଯାଏ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ୧୯ ତାରିଖରେ ଉତ୍ତର ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା। ଏହାର ପ୍ରଭାବରେ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଥିଲା। ତେବେ ଆଉ ଲଘୁଚାପ…
ଧାନକିଣାରେ ଅବ୍ୟବସ୍ଥା ନେଇ ଅସନ୍ତୋଷ
ବାରିପଦା ଅଫିସ, ୧୯ା୬-ରବି ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥା ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦାନା ବାନ୍ଧିବାରେ ଲାଗିଛି। ଏଥିରେ ସରକାରୀ କର୍ମଚାରୀ, ମିଲର, ଦଲାଲମାନେ ସମ୍ପୃକ୍ତ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦ କରି ଚାଷୀମାନେ ଗୁରୁବାର ଜିଲାପାଳଙ୍କୁ…
ପ୍ରସ୍ତାବିତ ପେଟ୍ରୋ କେମିକାଲ୍ସ ପ୍ରକଳ୍ପକୁ ବିରୋଧ
ବାଲିଆପାଳ, ୧୯।୬(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ସମୁଦ୍ର ଉପକୂଳ ୬ଟି ପଞ୍ଚାୟତରେ ପ୍ରସ୍ତାବିତ ପେଟ୍ରୋ କେମିକାଲ୍ସ ପ୍ରକଳ୍ପକୁ ସମ୍ପୃକ୍ତ ପଞ୍ଚାୟତର ନିର୍ବାଚିତ ସରପଞ୍ଚ ଏବଂ ସମିତିସଦସ୍ୟମାନେ ବିରୋଧ କରିବା ସହିତ ତୁରନ୍ତ ଏହାକୁ ବନ୍ଦ ନ କଲେ ଆନ୍ଦୋଳନ ବ୍ୟାପକ ହେବ…
ଘରୋଇ ସଙ୍ଗରୋଧରେ ଥିବା ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ, ମୋବାଇଲ ଫୋନ ଜବତ
ବ୍ରହ୍ମପୁର ଅଫିସ,୧୯ା୬- ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୂଆ ବସ୍ଷ୍ଟାଣ୍ଡ ପଛପଟେ ଲିଙ୍ଗରାଜ ନଗରରେ ଥିବା ଏକ ଆପାର୍ଟମେଣ୍ଟରେ ଘରୋଇ ସଙ୍ଗରୋଧରେ ଥିବା ଜଣେ ଯୁବକ ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ହାର୍ଦ୍ଦିକ ପଟ୍ଟନାୟକ (୨୩)। ଯୁବକ ଜଣଙ୍କ ବେକରେ…
Archives


