ରାଜ୍ୟ

ବିଷ ଝଡ଼ାଇବା ପାଇଁ ଏସିଡ୍‌ ବୋଳି ଚିକିତ୍ସା ଘଟଣା: ନିଜ ଆଡୁ ମାମଲା ରୁଜୁ କଲେ ଓଏଚ୍‌ଆର୍‌ସି

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅନ୍ତର୍ଗତ ମୃଦଙ୍ଗପଲ୍ଲୀ ଅଞ୍ଚଳରେ ସାପ କାମୁଡ଼ା ରୋଗୀଙ୍କୁ ଏସିଡ୍‌ ବୋଳି ଚିକିତ୍ସା ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଓଡ଼ିଶା ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି)। ଏନେଇ ଖବର ପ୍ରକାଶ ପାଇବା ପରେ…

ଓଳଗ ପଞ୍ଚାୟତ ଶଟ୍‌ ଡାଉନ

ଆରଡ଼ି,୨୧ା୮(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତକୁ ସରପଞ୍ଚ ଅନୁସୟା ସେଠୀ ୫ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏହି ଶଟ୍‌ ଡାଉନ ଗୁରୁବାର ରାତି ୧୨ଟାରୁ ମଙ୍ଗଳବାର ରାତି ୧୨ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏଥିସହିତ…

କପାଳୀ ସେତୁ ରାସ୍ତା ଧସିଲା

ବନ୍ତ,୨୧।୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଭଦ୍ରକ-ଆନନ୍ଦପୁର ୫୩ନଂ.ରାଜ୍ୟ ପଥର ଟିଲୋ କପାଳୀ ସେତୁ ମୁଣ୍ଡ ରାସ୍ତା ଗୁରବାର ଧସି ଯାଇଛି ା ଉଲ୍ଲେଖଯୋଗ୍ୟ ଯେ, ୨ ବର୍ଷ ତଳେ ଏହି ସେତୁର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨ ମାସ…

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାରିପଦା ଅଫିସ,୨୧ା୮-କେନ୍ଦ୍ର ସରକାରଙ୍କ ଜନବିରୋଧି କାର୍ଯ୍ୟକ୍ରମକୁ ବିରୋଧ କରି ମୟୂରଭଞ୍ଜ ଜିଲା କମ୍ୟୁନିଷ୍ଟ ପାର୍ଟି(ମାକର୍‌ସବାଦୀ) ପକ୍ଷରୁ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କୋଭିଡ୍‌-୧୯ ମୁକାବିଲାକୁ ଏକସୂତ୍ରୀ କାର୍ଯ୍ୟକ୍ରମ ଭାବରେ ଗ୍ରହଣ କରିବା ପରିବର୍ତ୍ତେ କେନ୍ଦ୍ରର ଭାଜପା ନେତୃତ୍ୱାଧିନ…

କରୋନା ବଦଳାଇଛି ପେସା, ପରିଚୟ

ବଅଁରପାଳ,୨୧ା୮(ଡି.ଏନ.ଏ.) ସାଧାରଣତଃ ଚୈତ୍ର ମାସରେ ଦଣ୍ଡଯାତ୍ରା ଅନୁଷ୍ଠିତ ହୋଇଥାଏ। ଶିବଙ୍କ ଉପାସନା ପୂର୍ବକ ଦଣ୍ଡୁଆମାନେ ବ୍ରତ ପାଳନ କରିବା ସହ ଧୂଳିଦଣ୍ଡ, ପାଣିଦଣ୍ଡ ପ୍ରଦର୍ଶନ କରିଥାନ୍ତି। ରାତିରେ ମାନସିକଧାରୀଙ୍କ ଘରେ ଦଣ୍ଡନୃତ୍ୟ ପରିବେଷଣ ହୋଇଥାଏ। ମାତ୍ର ବାଦଦଣ୍ଡ କଥା ଭିନ୍ନ। ଏହା…

ଗଁଦିଆ-ଯାଜପୁର ଯୋଗାଯୋଗ ବିଚ୍ଛିନ୍ନ

ଢେଙ୍କାନାଳ ଅଫିସ, ୨୦ା୮-ଲଗାଣ ବର୍ଷାରେ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲେଥକା ପଞ୍ଚାୟତର କୁଆଁରିଆ ଛକଠାରୁ ଟୋଲକଲୁଣ୍ଡି ଦେଇ ଧର୍ମଶାଳା ବ୍ଲକ ତୁରଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ପିଚୁ ରାସ୍ତା ସମ୍ପୂର୍ଣ୍ଣ ଧୋଇଯାଇଛି। ଫଳରେ ଗଁଦିଆ ଏବଂ ଯାଜପୁର ମଧ୍ୟରେ ଯୋଗାଯୋଗ…

ଓଡ଼ିଶା ଦ୍ରୁତ ଅଗ୍ରଗାମୀ ରାଜ୍ୟ

ଭୁବନେଶ୍ୱର,୨୧ା୮(ବ୍ୟୁରୋ):ସମସ୍ତ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ରେ ଦ୍ରୁତ ଅଗ୍ରଗାମୀ ରାଜ୍ୟ ତାଲିକାରେ ପ୍ରଥମ ସ୍ଥାନ ହାସଲ କରି ପୁରସ୍କୃତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏହି ଘୋଷଣା କରିଛନ୍ତି। କଠିନ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳ ପରିଚାଳନା କ୍ଷେତ୍ରରେ…

ବର୍ଷା ବିତ୍ପାତ: ଫୁଲୁଛି ନଦୀ

ଭୁବନେଶ୍ୱର,୨୧ା୮(ବ୍ୟୁରୋ):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ରାଜ୍ୟରେ ବର୍ଷା ବିପତ୍ାତ ସୃଷ୍ଟି କରିଛି। ଫଳରେ ରାଜ୍ୟର ଅଧିକାଂଶ ନଦୀ ଫୁଲିବାରେ ଲାଗିଛି। ଗତ ଦୁଇଦିନ ଧରି ପ୍ରବଳ ବର୍ଷା ଯୋଗୁ କେତେକ ଜିଲାରେ ରାସ୍ତାଘାଟ ଧୋଇ ନେବା ସହିତ ଚାଷଜମି…

କୋଭିଡ୍‌-୧୯ ସମୀକ୍ଷା: କୋଭିଡ ନିୟନ୍ତ୍ରଣରେ ଆଗରେ କେନ୍ଦ୍ରାପଡା

ଭୁବନେଶ୍ୱର,୨୦ା୮(ବ୍ୟୁରୋ)-କେନ୍ଦ୍ରାପଡ଼ା ଜିଲାରେ କରୋନା ସଂକ୍ରମଣର ଆରୋଗ୍ୟ ହାର ରାଜ୍ୟରେ ସର୍ବାଧିକ ୭୭ ପ୍ରତିଶତ ରହିଥିବାବେଳେ ମୃତ୍ୟୁ ହାର ୦.୩୩ ପ୍ରତିଶତ ରହିଛି। ଯାହକି ସାରା ଦେଶରେ ସର୍ବନିମ୍ନ। ସେହିପରି କେନ୍ଦ୍ରାପଡ଼ାରେ ସଂକ୍ରମଣ ହାର ୨.୨୫ ପ୍ରତିଶତ ଯାହାକି ରାଜ୍ୟରେ ସବୁଠାରୁ କମ୍‌।…

ଫୁଟବଲ ଖେଳ ଦେଖିବାକୁ ଯାଇ ଭାସି ଯାଇଥିଲେ: ଆଜି ନଦୀରୁ ମିଳିଲା ୨ ମୃତଦେହ

ଚିତ୍ରଡ଼ା,୨୦ା୮(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଜମ୍ଭୀରା ନଦୀରେ ଭାସିଯାଇଥିବା ୨ ଯୁବକଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ମୃତ ଯୁବକ ଦ୍ୱୟ ହେଲେ ଗଣ୍ଡଗୁହାଳି ଗ୍ରାମର ବୁଦ୍ଧେଶ୍ୱର ମାଝି ଓ ବିରାମ ମାରାଣ୍ଡି। ଜଣଙ୍କର ମୃତଦେହ ଶୀଳଦା ଓ ଅନ୍ୟ…

କରୋନା ସନ୍ଦେହରେ ସହଯୋଗ କଲେନି ଗ୍ରାମବାସୀ: ପିପିଇ କିଟ୍‌ ପିନ୍ଧି ସ୍ବାମୀଙ୍କୁ ମୁଖାଗ୍ନି ଦେଲେ ସ୍ତ୍ରୀ

ମାଲକାନଗିରି, ୨୦ା୮ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ମାନ୍ଦାପାଲି ଗ୍ରାମରେ ଗୁରୁବାର ଏକ ହୃଦୟ ବିଦାରକ ଘଟଣା ଘଟିଛି। କୋରାପୁଟ ଜିଲା ଲମତାପୁଟ ବ୍ଲକ ଶିକ୍ଷାଧିକାରୀ ଭାବେ କାର୍ଯ୍ୟ କରୁଥିବା କୃଷ୍ଣଚନ୍ଦ୍ର ନାୟକଙ୍କ ବୁଧବାର ମୃତ୍ୟୁ ଘଟିଛି। କୃ୍‌ଷ୍ଣଚନ୍ଦ୍ରଙ୍କ ଘର…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୪୧ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ଜାଣନ୍ତୁ …

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଆଜିସୁଦ୍ଧା ୪୮୫୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ସୁସ୍ଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri