ସମ୍ବଲପୁର: ସର୍ବସାଧାରଣ ସ୍ଥାନ, ଅନୁଷ୍ଠାନରେ ଗଣେଶ ପୂଜା ବନ୍ଦ
ସମ୍ବଲପୁର,୨୦ା୮(ବ୍ୟୁରୋ)-ଚଳିତ ବର୍ଷ କରୋନା ଯୋଗୁ ଗଣେଶ ପୂଜା ଉପରେ କଟକଣା ଲଗାଯାଇଛି। ସର୍ବସାଧାରଣ ସ୍ଥାନ, ଶିକ୍ଷାନୁଷ୍ଠାନ, କ୍ଲବ ଗୁଡିକରେ ପୂଜା କରିବା ଉପରେ ରୋକ ଲଗାଯାଇଛି। ଘରେ ପରିବାର ସହ ପୂଜା କରିବାକୁ ଅନୁରୋଧ କରାଯାଇଛି। ଏ ନେଇ ଜିଲାପାଳ ଶୁଭମ…
ସ୍ବଚ୍ଛ ସର୍ବେକ୍ଷଣ ୨୦୨୦: ଓଡିଶାକୁ ୨ ପୁରସ୍କାର
ଭୁବନେଶ୍ୱର,୨୦।୮(ବ୍ୟୁରୋ)-କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ଗୁରୁବାର ‘ସ୍ବଚ୍ଛ ସର୍ବେକ୍ଷଣ ୨୦୨୦’ ଫଳାଫଳ ପ୍ରକାଶ ପାଇଛି। ନୂଆଦିଲ୍ଲୀ ଠାରେ ଆୟୋଜିତ ସ୍ବଚ୍ଛ ମହୋତ୍ସବ ଅବସରରେ କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ପୁରୀ ଏହି ଫଳାଫଳ ଘୋଷଣା କରିଛନ୍ତି।…
ଦାୟିତ୍ୱ ଦେଲେ ନବୀନ: ବିଜେଡି ୪୫ ସମ୍ପାଦକ ନିଯୁକ୍ତ
ଭୁବନେଶ୍ୱର,୨୦ା୮(ବ୍ୟୁରୋ)-ବିଜୁ ଜନତା ଦଳର ସାଙ୍ଗଠନିକ ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୫ ଜଣଙ୍କୁ ଦଳର ସମ୍ପାଦକ ଓ ୪୧ ଜଣଙ୍କୁ ଯୁଗ୍ମ ସମ୍ପାଦକ ଭାବେ ନିଯୁକ୍ତି ଦେଇଛନ୍ତିି। ଗୁରୁବାର ବିଜେଡି ପକ୍ଷରୁ ଏ ନେଇ ବିଜ୍ଞପ୍ତି…
କଟକ ସହରରୁ ୧୫୦ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ, ୨୦।୮-କଟକ ସହରରୁ ଗୁରୁବାର ୧୫୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୭ ଲୋକାଲ କେସ। କଟକ ଏସ୍ସିବି ମେଡିକାଲ ଆଇସୋଲେଶନ ଓ୍ବାର୍ଡରୁ ୧୭ ଜଣ, ସେଲଟର ଛକ ଧୋବାସାହିରୁ ୧୯, ମୋଚି ସାହିରୁ ୬, ନୂଆ ବଜାରରୁ ୫,…
ଭୁବନେଶ୍ୱରରୁ ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୦।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ଆଉ ୩୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୧୯ରୁ କ୍ୱାରାଣ୍ଟାଇନରୁ ୧୭୨ ଜଣ ଚିହ୍ନଟ ହୋଇଥିବାବେଳେ ୧୪୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ବୁଦ୍ଧନଗର ଗୋପବନ୍ଧୁ କଲୋନୀରୁ ୧୨ଜଣ, ସତ୍ୟନଗର ଏଚବି କଲୋନୀରୁ ଜଣେ, ସତ୍ୟନଗର ରାଜକୁମାର ବସ୍ତିରୁ…
ଗଣେଶ ପୂଜା ପ୍ରସଙ୍ଗ: ସ୍ଥାନୀୟ ପ୍ରଶାସନ ନେବ ନିଷ୍ପତ୍ତି
କଟକ ଅଫିସ,୨୦ା୮: ଟ୍ବିନ୍ ସିଟି ଭୁବନେଶ୍ୱର ଏବଂ କଟକରେ ଗଣେଶ ପୂଜା ପାଇଁ ଅନୁମତି ଦେବାକୁ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଗୁରୁବାର ମାମଲାର ବିଚାର କରି ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେଉ ବୋଲି କୋର୍ଟ ନିର୍ଦ୍ଦେଶ…
ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଗୁରୁବାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ନିଜେ ଏ ସମ୍ପର୍କରେ ଟୁଇଟ୍ କରି ସୂଚନା ଦେଇଛନ୍ତି। ଏହି ଟୁଇଟ୍ରେ କହିଛନ୍ତି, ସେ ସୁସ୍ଥ ଥିବା ସହ ହୋମ୍ କ୍ୱାରାଣ୍ଟାଇନ୍ରେ ଅଛନ୍ତି।…
ଆଜି ରାଜ୍ୟରେ ୮ ମୁଣ୍ଡ ନେଲା କରୋନା: ଜାଣନ୍ତୁ ମୃତକ କେଉଁ ଜିଲାର
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୮ ମୃତକଙ୍କ…
CORONAVIRUS UPDATE: ରାଜ୍ୟରେ ୭୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। ରାଜ୍ୟରେ ଗୁରୁବାର ପୁଣି ୨୮୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦ହଜାର ଟପିଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ…
ଫୁଲୁଛି ବୈତରଣୀ: ଚିନ୍ତାରେ ତଳିଆ ଅଞ୍ଚଳ, ଜିଲାରେ ରେଡ ଆଲର୍ଟ
ଭଦ୍ରକ ଅଫିସ,୨୦।୮: ଭଦ୍ରକରେ ବୈତରଣୀ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବୈତରଣୀ ନଦୀର ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ମିଟର ରହିଥିବା ବେଳେ ଗୁରୁବାର ସକାଳ ୬ଟା ସୁଦ୍ଧା ୧୭.୫୬ ମିଟରରେ ଜଳସ୍ତର ପ୍ରବାହିତ ହେଉଛି। ଘଣ୍ଟାକୁ ୦.୮୯ ମିଟର ଅନୁଯାୟୀ ଜଳସ୍ତର…
ବିଷ ଝଡ଼ାଇବା ପାଇଁ ବୋଳା ହେଉଛି ଏସିଡ୍
ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ଏବେ ବି ତନ୍ତ୍ରମନ୍ତ୍ର ଓ ଅନ୍ଧବିଶ୍ୱାସକୁ ନେଇ ଚିକିତ୍ସା ଚାଲିଛି। ଏଥିଯୋଗୁ କାହିଁ କେତେ ଜୀବନ ବିପଦ ମୁହଁକୁ ଚାଲିଯାଉଛି। ସାପ କିମ୍ବା ଅନ୍ୟକିଛି ବିଷାକ୍ତ ଜୀବଜନ୍ତୁ କାମୁଡ଼ିଲେ ରୋଗୀଙ୍କୁ ଡାକ୍ତରଖାନା ବଦଳରେ ଗୁଣିଆ ପାଖକୁ ନିଆଯାଉଛି। ବିଷ…
୨୨ରେ ଭାରତ ପ୍ରତିଭା ସମ୍ମାନ ଉତ୍ସବ
କଟକ ଅଫିସ,୨୦ା୮: ଜୟ ଭାରତ ଫାଉଣ୍ଡେଶନ ପକ୍ଷରୁ ସବୁବର୍ଷ ଭଳି ପୂଜ୍ୟପୂଜା ପରମ୍ପରାକୁ ଅବ୍ୟାହତ ରଖି ଚଳିତ ବର୍ଷ ୨୧ତମ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ। ଅଗଷ୍ଟ ୨୨ରେ ବାରଙ୍ଗସ୍ଥିତ ରାମଦାସପୁର କାରଖାନା…
Archives


