ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ପ୍ରତି ପଞ୍ଚାୟତରେ ହେବ ‘କୋଭିଡ୍‌ କେୟାର ହୋମ୍‌’; ପ୍ରାଥମିକ ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ରଖାଯିବ

ଭୁବନେଶ୍ୱର,୧୭।୬(ବ୍ୟୁରୋ): କରୋନା ମୁକାବିଲା ନେଇ ପରବର୍ତ୍ତୀ ରଣକୌଶଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟର ପ୍ରତି ପଞ୍ଚାୟତରେ କୋଭିଡ କେୟାର ହୋମ୍‌ କରାଯିବ। ଏଥିରେ ୧୦ରୁ ୨୦ଜଣ ବ୍ୟକ୍ତି ରହିପାରିବେ। କୋଭିଡ କେୟାର ହୋମ୍‌ରେ ସାରା…

ଭାରତ-ଚାଇନା ସଂଘର୍ଷରେ ଶହୀଦ ହୋଇଛନ୍ତି ରାଇରଙ୍ଗପୁରର ଯବାନ ନନ୍ଦୁରାମ, ଗ୍ରାମରେ ଶୋକର ଛାୟା

ରାଇରଙ୍ଗପୁର,୧୭।୬(ଡି.ଏନ୍‌.ଏ.): ଗଲଓ୍ବାନ୍‌ ଉପତ୍ୟକାରେ ସୋମବାର ଭାରତ ଓ ଚାଇନା ସେନା ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଭାରତର ୨୦ ଯବାନ ଶହୀଦ ହୋଇଛନ୍ତି। ସେଥିରେ ୨ଜଣ ଓଡ଼ିଆ ଯବାନ ଥିବା ଜଣାପଡ଼ିଛି। ସେମାନେ ହେଲେ କନ୍ଧମାଳ ଜିଲା ରାଇକିଆ ବ୍ଲକ ବିୟରପାଙ୍ଗା…

ପରଦା କଳାର ସହର ଧଳାପଥର

ଖୋର୍ଦ୍ଧା ଅଫିସ,୧୭ା୬:  ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଧଳାପଥର ପରଦା କଳାର ସହର ଭାବେ ପରିଚିତ। ଘର ସାଜସଜ୍ଜାଠାରୁ ଅଫିସ ଆଦି ସ୍ଥାନରେ ପରଦା ଲାଗିଥାଏ। ଦୀର୍ଘ ବର୍ଷ ପୂର୍ବେ ହସ୍ତତନ୍ତରେ ଏହି କଳାକୁ ଧଳାପଥର ଅଞ୍ଚଳର ଉଦୟନାଥ ସାହୁ ଅତି…

କରୋନା ପାଇଁ ପୁରୀ କୋର୍ଟ ବନ୍ଦ

ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ୧୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପୁରୀ କୋର୍ଟର ଜଣେ ଓକିଲ ଏବଂ ଜଣେ ମୋହରିର ଥିବା ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇଛି। ପୁରୀ କୋର୍ଟକୁ…

ପୁରୀରୁ ପୁଣି ୧୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮ ଛୁଇଁଲା

ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ପୁଣି ୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା ୧୮୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୩ ଜଣ ସୁସ୍ଥ ହୋଇଥିବା ବେଳେ ୮୫ଜଣ…

ଚାଇନା ସୀମାରେ ଓଡ଼ିଆ ଯବାନ ଶହୀଦ

ରାଇକିଆ,୧୭।୬(ଡି.ଏନ୍‌.ଏ.): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଭାରତ-ଚାଇନା ଯବାନ ସଂଘର୍ଷରେ କନ୍ଧମାଳ ଜିଲା ରାଇକିଆ ଥାନା ବିୟରପାଙ୍ଗା ଅଞ୍ଚଳର ଜଣେ ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଶହୀଦ ହୋଇଛନ୍ତି। ଏ ନେଇ ସରକାରୀ ସୂତ୍ରରୁ କୌଣସି ସୂଚନା ମିଳିପାରି ନାହିଁ। ବୁଧବାର ସକାଳୁ ଏହି…

ଭାରତ-ଚାଇନା ସେନା ମୁହାଁମୁହି ଘଟଣା: ୨୦ ଶହୀଦଙ୍କ ମଧ୍ୟରୁ ୨ ଓଡ଼ିଆ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଭାରତ-ଚାଇନା ସେନା ମୁହାଁମୁହିଁ ଘଟଣାରେ ୨୦ ଯବାନ ଶହୀଦ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ଜଣ ଓଡ଼ିଆ ଯବାନ ଥିବା ସୂଚନା ମିଳିଛି। ସେମାନେ ହେଲେ ଚନ୍ଦ୍ରକାନ୍ତ ପ୍ରଧାନ(୨୮) ଏବଂ ନନ୍ଦୁରାମ ସୋରେନ। ଚନ୍ଦ୍ରକାନ୍ତଙ୍କ ଘର…

CORONAVIRUS UPDATE: ରାଜ୍ୟରେ ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଲା

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ…

ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ

ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କର ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ପୁଅ ମାନସ ଦତ୍ତ ସୂଚନା…

ଆକସ୍ମିକ ଭାବେ ଅପସରି ଗଲେ

କଟକ ଅଫିସ,୧୭ା୬: ନିଜ ଅଭିନୟର ଯାଦୁରେ ଲୋକଙ୍କ ଭିତରେ ତାରକା ଭାବେ ପରିଚିତ ହୋଇ ଆସିଲାବେଳକୁ ହଠାତ୍‌ ସେମାନଙ୍କ ଆକସ୍ମିକ ମୃତ୍ୟୁ ସମସ୍ତଙ୍କୁ ହତଚକିତ କରିଦିଏ। ପ୍ରତିଷ୍ଠା ସେମାନଙ୍କ ପାଦ ଚୁମିଲା ବେଳକୁ ସେମାନେ କିନ୍ତୁ ପରଲୋକରେ ପାଦ ଦେଇସାରିଥାନ୍ତି। ସେମାନଙ୍କ…

ମହାନଦୀରେ ଗୋପୀନାଥ ମନ୍ଦିର ଦଧିନଉତି ଦୃଶ୍ୟମାନ ଘଟଣା: ମନ୍ଦିରର ସ୍ଥିତି ଅନୁଧ୍ୟାନ ସହ ନମୁନା ନେଲେ ବିଶେଷଜ୍ଞ ଟିମ୍‌

ଭୁବନେଶ୍ୱର, ୧୭।୬(ବ୍ୟୁରୋ)/ ନୟାଗଡ଼ ଅଫିସ: ନୟାଗଡ଼ ଜିଲା ଭାପୁର ବ୍ଲକ୍‌ ଅନ୍ତର୍ଗତ ମହାନଦୀ ଗର୍ଭରେ ବୁଡ଼ି ରହିଛି ୫୦୦ବର୍ଷ ତଳର ଗୋପୀନାଥ ମନ୍ଦିର। ପାଣି ଉପରକୁ ମନ୍ଦିରର ଦଧିନଉତି ଦୃଶ୍ୟମାନ ହେଉଥିବାବେଳେ ମଙ୍ଗଳବାର ଏକ ବିଶେଷଜ୍ଞ ଟିମ୍‌ ସେଠାରେ ପହଞ୍ଚତ୍ ସ୍ଥିତି…

ପୁଣି ମାତିଲେ ସାଇବର ଠକ: ସେକେଣ୍ଡରେ ଆକାଉଣ୍ଟରୁ କଟିଗଲା ୮ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ପୋଲିସ ଏବଂ କ୍ରାଇମ୍‌ବ୍ରାଞ୍ଚର ବିଫଳତା ଫଳରେ ଦିନକୁ ଦିନ ସାଇବର ଅପରାଧୀମାନେ ମାତିଲେଣି। ସେମାନେ ବିଶେଷ କରି ଲକ୍‌ଡାଉନ୍‌ ସମୟରେ ଏକାଧିକ ଲୋକଙ୍କୁ ଟାର୍ଗେଟ କରି ଲକ୍ଷାଧିକ ଟଙ୍କା ଲୁଟି ନେଉଛନ୍ତି। ଦୁଇଦିନ ତଳେ ପୁରୁଣା ଭୁବନେଶ୍ୱରର ଜଣେ ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri