ବାଲୁକାକଳାରେ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି
ପୁରୀ ଅଫିସ,୧୮।୬: ପୂର୍ବ ଲଦାଖ ସୀମା ଗଲ୍ଓ୍ବାନ୍ ଉପତ୍ୟକାର ପାଟ୍ରୋଲିଂ ପଏଣ୍ଟ-୧୪ରେ ସୋମବାର ବିଳମ୍ବିତ ରାତିରେ ଭାରତର ଯବାନ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ୨୦ଜଣ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏହି ବୀର ଯବାନମାନଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି…
ଆଜି ସନ୍ଧ୍ୟା ୭.୪୫ରେ କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର,୧୮।୬(ବ୍ୟୁରୋ): ଗୁରୁବାର ସନ୍ଧ୍ୟା ୭ଟା ୪୫ରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଏଥିରେ ଆଡ୍ଭୋକେଟ୍ ଜେନେରାଲ୍ ଉପସ୍ଥିତ ରହିବେ। ଏହାଛଡ଼ା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ କମିଶର, ଆଇନ ସଚିବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଉପସ୍ଥିତ ରହିବେ ବୋଲି…
ଭୁବନେଶ୍ୱରରେ ୯ ନୂଆ ପଜିଟିଭ୍ ଚିହ୍ନଟ: ଅଛନ୍ତି ୩ କୋଭିଡ ହସ୍ପିଟାଲ କର୍ମଚାରୀ, ୨ ଲୋକାଲ୍ କେସ୍
ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜଧାନୀରେ ଗୁରୁବାର ୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୪ଜଣ ହୋମ୍ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୩ଜଣ କରୋନା ଯୋଦ୍ଧା , ୨ ଲୋକାଲ୍ କେସ୍ ଅଛନ୍ତି। ସହରରେ ଜଣେ ଆକ୍ରାନ୍ତ(ଡମଣାର ୨୫ ବର୍ଷୀୟ ପୁରୁଷ) ସୁସ୍ଥ…
ଗଞ୍ଜାମ ଜିଲାରେ ହେବ ନାହିଁ ରଥଯାତ୍ରା: ଜନସାଧାରଣଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ
ଛତ୍ରପୁର, ୧୮।୬(ଡି.ଏନ୍.ଏ.)- ରାଜ୍ୟର ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଅଧିକ ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲାରେ ଚଳିତ ବର୍ଷ କୌଣସି ସ୍ଥାନରେ ରଥଯାତ୍ରା ନ କରିବାକୁ ରଥଯାତ୍ରା କମିଟିମାନେ ନିଷ୍ପତି ନେଇଛନ୍ତି। ଏଥିପାଇଁ କମିଟିମାନଙ୍କୁ ଜ଼ିଲାପାଳ ବିଜୟ ଅମୃତା…
ରଥଯାତ୍ରା ପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା ଦେବେ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ଚଳିତବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଓ ଏହାସହ ଜଡ଼ିତ ଅନ୍ୟ କାର୍ଯ୍ୟକଳାପକୁ ଅନୁମତି ଦିଆଯିବ ନାହିଁ। ଏଥିପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା କରିବେ ନାହିଁ ବୋଲି ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେ…
ଏବର୍ଷ ରଥଯାତ୍ରା ବନ୍ଦ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ପୁରୀ ରଥଯାତ୍ରାକୁ ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ଘଟିଛି। ଏ ବର୍ଷ ଘୋଷଯାତ୍ରାକୁ ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର ରାୟ ଦେଇଛନ୍ତି। ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ୍ ହୋଇଥିବା ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ…
ବଣାଇ ବିଧାୟକଙ୍କ ପିଏସ୍ଓଙ୍କ ଆତ୍ମହତ୍ୟା: ସର୍ଭିସ ରିଭଲଭର୍ରୁ ନିଜକୁ କଲେ ଗୁଳି
ବଣାଇଁ, ୧୮।୬(ସ୍ବ.ପ୍ର.)- ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଲହୁଣିପଡ଼ା ଥାନା ଅନ୍ତର୍ଗତ କୁର୍ଡା ଗ୍ରାମରେ ଥିବା ନିଜ ବାସଭବନରେ ଗୁରୁବାର ସକାଳୁ ଛାତ ଉପରକୁ ଯାଇ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡିଛି। ପ୍ରାଥମିକ ତଦନ୍ତରୁ ମୃତ୍ୟୁର କାରଣ ସ୍ପଷ୍ଟ…
ମହାନଦୀ ଗର୍ଭରେ ଠାବ ହୋଇଛି ଗୋପୀନାଥ ମନ୍ଦିର: ପୁନଃଉଦ୍ଧାର ସହ ସ୍ଥାନାନ୍ତରଣ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୧୮।୬(ବ୍ୟୁରୋ): ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ମହାନଦୀ ଗର୍ଭରେ ଠାବ ହୋଇଥିବା ୫ଶହ ବର୍ଷ ତଳ ପ୍ରାଚୀନ ଗୋପୀନାଥ ମନ୍ଦିରର ପୁନଃଉଦ୍ଧାର ସହ ଏହାକୁ ଅନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ଗୁରୁବାର କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ…
ପୁରୀରୁ ପୁଣି ୧୬କରୋନା ପଜିଟଭ୍ ଚିହ୍ନଟ: ଜିଲାରେ ୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ପୁରୀ ଅଫିସ,୧୮।୬: ପୁରୀ ଜିଲାରୁ ଗୁରୁବାର ପୁଣି ୧୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ଦ୍ବିଶତକ ପାର କରିଛି। ନୂଆ ଚିହ୍ନଟ ହୋଇଥିବା ୧୬ଜଣଙ୍କ ସଂକ୍ରାନ୍ତରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ତଥ୍ୟ ଦିଆଯାଇ ନାହିଁ।…
ବରଗଡ଼ରେ ଶିଶୁଙ୍କ ସମେତ ୪କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଲା
ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲାରେ ଗୁରୁବାର ପୁଣି ୪ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲି ଗାଁର ୩ଜଣ ଓ…
CORONAVIRUS UPDATE: ରାଜ୍ୟରେ ପୁଣି ୧୭୪ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨କୁ ବୃଦ୍ଧି
ଭୁବନେଶ୍ୱର,୧୮।୬(ବ୍ୟୁରୋ) ରାଜ୍ୟରେ ଗୁରୁବାର ପୁଣି ୧୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫୦୦କୁ ଟପିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ କ୍ୱାରାଣ୍ଟାଇନ୍ ସେଣ୍ଟରର ରହିଥିବା ବେଳେ ୨୮ଜଣ ସ୍ଥାନୀୟ ଅଞ୍ଚଳର ରହିଥିବା…
ଭିଜିଲାନ୍ସ ଜାଲରେ ଟେକ୍ନିକାଲ ଆସିଷ୍ଟାଣ୍ଟ
ଭଦ୍ରକ ଅଫିସ,୧୮।୬: ଭଦ୍ରକ ଡିପିସି ଅଫିସର ଟେକ୍ନିକାଲ ଆସିଷ୍ଟାଣ୍ଟଙ୍କ ଘରେ ଗୁରୁବାର ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ମିଳିତ ଭାବେ ଚଢ଼ାଉ କରଛନ୍ତି। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଟେକ୍ନିକାଲ ଆସିଷ୍ଟାଣ୍ଟ ବୈଲୋଚନ ପୁହାଣଙ୍କ ଘର ସମେତ ବିଭିନ୍ନ ସ୍ଥାନରେ…
Archives


