ଚଢ଼ାଉ ପରେ ଦର କମାଇଲେ ଗ୍ରସେରି, ପରିବା ଦୋକାନୀ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ସଂକ୍ରମଣ ଏଡ଼ାଇବାକୁ ମଙ୍ଗଳବାର ମଧ୍ୟରାତିରୁ ସାରା ଦେଶ ୨୧ ଦିନିଆ ଲକ୍ଡାଉନ୍ ହେବା ପରେ ଏବେ ବଜାରରେ ଗ୍ରସେରି ଓ ପରିବା ଦର ବୃଦ୍ଧି ପାଇଛି। ଭୁବନେଶ୍ୱରର ପ୍ରମୁଖ ୧୭ଟି ହାଟ ସହ ବିଏମ୍ସି ଅଧୀନ ୬୭...
ଔଷଧ ବିତରକଙ୍କୁ ମିଳିବ ପ୍ରୋତ୍ସାହନ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ହସ୍ପିଟାଲଗୁଡିକୁ ଔଷଧ ଏବଂ ମେଡିକାଲ ସାମଗ୍ରୀ ଯୋଗାଣକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ନିର୍ଦ୍ଧାରିତ ସମୟଠାରୁ ଶୀଘ୍ର ଔଷଧ ଯୋଗାଇଲେ ବିତରକ ସଂସ୍ଥାମାନଙ୍କୁ ପ୍ରୋତ୍ସାହନ ମିଳିବ ବୋଲି ସରକାର ଘୋଷଣା କରିଥିବା ବୁଧବାର କରୋନା...
୨ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିିର
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଓଡ଼ିଶାରେ ଏବେବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ରହିଛି। ଆଉ କୌଣସି ନୂଆ ପଜିଟିଭ୍ ଚିହ୍ନଟ ହୋଇନାହିଁ। ବୁଧବାର ୧୨ଟା ସୁଦ୍ଧା ଓଡ଼ିଶାରେ ୧୩୩ଟି ନମୁନା କୋଭିଡ୍-୧୯ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ୧୨୯ଟି ନମୁନାର ରିପୋର୍ଟ ହସ୍ତଗତ...
ଏମ୍ସରେ ଆରମ୍ଭ ହେଲା କରୋନା ପରୀକ୍ଷା: ଆର୍ଏମ୍ଆର୍ସି ପରେ ଓଡ଼ିଶାର ଦ୍ୱିତୀୟ ନମୁନା ପରୀକ୍ଷା କେନ୍ଦ୍ର
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଭୁବନେଶ୍ବର ଏମ୍ସରେ ରାଜ୍ୟର ଦ୍ୱିତୀୟ କରୋନା ଭୂତାଣୁ (କୋଭିଡ-୧୯) ପରୀକ୍ଷା କେନ୍ଦ୍ର ସ୍ଥାପନ କରାଯାଇଛି। କେନ୍ଦ୍ର ସରକାରଙ୍କ ଅନୁମତି ମିଳିବା ପରେ ବୁଧବାରଠାରୁ ଏଠାରେ ନମୁନା ପରୀକ୍ଷା ହୋଇଛି। ପ୍ରଥମ ଦିନରେ ୩ ନମୁନା ପରୀକ୍ଷା କରାଯାଇଥିଲା। ସମସ୍ତ...
‘କାପୁରୁଷ ହେବା ନାହିଁ’
ସମଗ୍ର ପୃଥିବୀରେ କୋଭିଡ୍-୧୯ (କରୋନା ଭାଇରସ୍)ର ଭୟ ନାଗରିକଙ୍କ ମନରେ ଭର୍ତ୍ତି ହୋଇରହିଛି। ବିଶ୍ୱର ୧୯୩ ଦେଶରେ ଏହି ରୋଗ ଠାବ ହୋଇଥିବା ବେଳେ ଭାରତରେ ମଧ୍ୟ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଏହା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
ନିରାଶ୍ରୟଙ୍କୁ ୫ ଟଙ୍କାରେ ଖାଦ୍ୟ ପୁଡ଼ିଆ
ଛତ୍ରପୁର,୨୫ା୩(ଡି.ଏନ୍.ଏ.)-କରୋନା ପ୍ରତିହତ ନିମନ୍ତେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସମସ୍ତ ଆହାର କେନ୍ଦ୍ରକୁ ରାଜ୍ୟ ସରକାର ବନ୍ଦ କରିଛନ୍ତି। କେବଳ ମେଡିକାଲ ପରିସରରେ ଥିବା ଆହାର କେନ୍ଦ୍ର ଖୋଲାଯିବ ବୋଲି ନିର୍ଦ୍ଦେଶ ହୋଇଛି। ଏଭଳି ସ୍ଥିତିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା...
ମାନୁ ନାହାନ୍ତି କଟକଣା: ପେଟ୍ରୋଲ ଟାଙ୍କିରେ ଭତ୍ତା ବଣ୍ଟନ
ପୁରୀ ଅଫିସ,୨୫ା୩: ମହାମାରୀ କରୋନାକୁ ନେଇ ଏବେ ବିଶ୍ୱରେ ଆତଙ୍କ ଖେଳିଯାଇଛି। ଏହି ପ୍ରାଣଘାତୀ ଭୂତାଣୁ ବିଭିନ୍ନ ଦେଶକୁ ଡେଇଁ ଚାଲିଥିବାବେଳେ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିଚାଲିିଛି। ଏହି ଭୂତାଣୁର କୌଣସି ଔଷଧ ବାହାରି ନ ଥିବାରୁ ଏହା...
ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ପରଲୋକ
ପୁରୀ ଅଫିସ,୨୫ା୩: ବିଶିଷ୍ଟ ଗାନ୍ଧିବାଦୀ ତଥା ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁ ମଙ୍ଗଳବାର ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର...
ଟ୍ରେଡ୍ ଲାଇସେନ୍ସ ବିନା ସାମଗ୍ରୀ ପାଇଁ ଆସିପାରିବେନି ବ୍ୟବସାୟୀ
ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଏଣିକି ଟ୍ରେଡ୍ ଲାଇସେନ୍ସ ନ ଥିଲେ ବ୍ୟବସାୟୀ ନିଜ ଅଞ୍ଚଳରୁ ବାହାରି ପରିବା କିମ୍ବା ଗ୍ରସେରି ସାମଗ୍ରୀ ଆଣିବା ପାଇଁ ଆସିପାରିବେନି। ବିଭିନ୍ନ ସ୍ଥାନରେ କେତେକ ବ୍ୟକ୍ତି ଦୋକାନ ସାମଗ୍ରୀ ଆଣିବା ଆଳରେ ଏଣେତେଣେ ବୁଲୁଥିବା ନଜରକୁ ଆସିବା...
କଣ୍ଟାମାଳ ଡାକ୍ତରଖାନାରେ ଡାକ୍ତର ଅଭାବ
କଣ୍ଟାମାଳ,୨୫ା୩(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଡାକ୍ତରଖାନାରେ ଡାକ୍ତରଙ୍କ ଅଭାବ ଦେଖାଦେଇଛି । ୬ଟି ପଦବୀ ଥିବା ଏହି ଡାକ୍ତରଖାନାରେ ୨ ଜଣ ଡାକ୍ତର ସ୍ବାସ୍ଥ୍ୟସେବା ସମ୍ଭାଳୁଛନ୍ତି। ଜଣେ ଡାକ୍ତର ସ୍ବତନ୍ତ୍ର ଭାବରେ କରୋନା ନିରାକରଣ ପାଇଁ ନିୟୋଜିତ ଥିବା ବେଳେ...
ଆଶାକର୍ମୀଙ୍କୁ ମିଳୁନାହିଁ ମାସ୍କ ଓ ସାନିଟାଇଜର
ବିନିକା,୨୫।୩(ଡି.ଏନ୍.ଏ.): ଦେଶର ବିଭିନ୍ନ ରାଜ୍ୟରେ କରୋନା ଭାଇରସ୍ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି । ଏହାର ଭୟାବହତା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି । ଏଭଳି ପରିସ୍ଥିତିରେ ବିନିକା ଅଞ୍ଚଳରେ ଆଶାକର୍ମୀମାନଙ୍କୁ...
ପରୀକ୍ଷଣ ପାଇଁ ଯାଇଛି ୧୩୩ ନମୂନା, ୨ ପଜିଟିଭ୍: ଆଇସୋଲେଶନରେ ୩୬ଜଣ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ବୁଧବାର ଅପରାହ୍ନ ୩ଟା ସୁଦ୍ଧା ବିଶ୍ୱରେ ୪ଲକ୍ଷ ୨୨ହଜାର ୮୨୯ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ଏହି ସଂଖ୍ୟା ୩ ଲକ୍ଷ ୮୨ ହଜାର ୮ ଥିଲା। ସେହିଭଳି ମଙ୍ଗଳବାର ୧୬,୫୫୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବୁଧବାର ୧୮,୯୦୭ଜଣଙ୍କ...
Archives


