ବ୍ରାଉନସୁଗାର ର଼୍ୟାକେଟ୍ରେ ଏମ୍ବିଏ ଛାତ୍ର
ଭୁବନେଶ୍ୱର, (ବ୍ୟୁରୋ)/ ବାଲେଶ୍ୱର ଅଫିସ, ୧୯।୮: ବ୍ରାଉନସୁଗାର କାରବାର କରୁଥିବା ଜଣେ ଏମ୍ବିଏ ଛାତ୍ରଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଟିମ୍ ସୋମବାର ରାତିରେ ବାଲେଶ୍ୱର ବସ୍ଷ୍ଟାଣ୍ଡରୁ ଗିରଫ କରିଛି। ତାଙ୍କ ନିକଟରୁ ୧ କେଜି ୩୨୦ ଗ୍ରାମର ବ୍ରାଉନସୁଗାର…
କୋଭିଡ୍ କେୟାର ହୋମ୍ ପାଇଁ ବିଏମ୍ସିର ନୂଆ ଏସ୍ଓପି
ଭୁବନେଶ୍ୱର,୧୯ା୮(ବ୍ୟୁରୋ): କୋଭିଡ୍ କେୟାର ହୋମ୍ (ସିସିଏଚ୍) ବନ୍ଦୋବସ୍ତ କରିବା ପାଇଁ ବିଏମ୍ସି ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜୁଅର (ଏସ୍ଓପି) ଜାରି କରିଛି। ଗାଇଡ୍ଲାଇନ୍ସକୁ ଅନୁପାଳନ କରି ସିସିଏଚ୍ କରିବାକୁ ବିଭିନ୍ନ ଆବାସିକ କଲ୍ୟାଣ ସଂଘ ଏବଂ ଆବାସିକ ସମାଜକୁ ବିଏମ୍ସି ପକ୍ଷରୁ…
୪ ଜିଲା ପାଇଁ ସ୍ବତନ୍ତ୍ର ରଣନୀତି: କୋରାପୁଟରେ ହେବ ପ୍ଲାଜ୍ମା ବ୍ୟାଙ୍କ
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସ ଜରିଆରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର କୋଭିଡ୍ ପରିସ୍ଥିତି ଓ ରଣନୀତି ନେଇ ସମୀକ୍ଷା କରିଛନ୍ତି। ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ରାୟଗଡ଼ା ଜିଲାରେ ଆଞ୍ଚଳିକଭିତ୍ତିକ ରଣନୀତି ଅବଲମ୍ବନ କରିବା ପାଇଁ…
ଆଜି ଯୁକ୍ତ୨ ବାଣିଜ୍ୟ ପରୀକ୍ଷାଫଳ
ଭୁବନେଶ୍ୱର,୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୧ଟାରେ ପରିଷଦର କାର୍ଯ୍ୟାଳୟରେ ଏହି ରେଜଲ୍ଟ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଘୋଷଣା କରିବେ। ଛାତ୍ରୀଛାତ୍ରମାନେ www.orissaresults.nic.in…
୧୦ ଲକ୍ଷ ଟପିଲା କରୋନା ପରୀକ୍ଷା
ଭୁବନେଶ୍ୱର,୧୯ା୮(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ଟେଷ୍ଟିଂ ପାଇଁ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ରାଜ୍ୟରେ କୋଭିଡ୍ ଟେଷ୍ଟ ୧୦ ଲକ୍ଷ ଟପିଛି। ଗତ ତିନିଦିନ ହେଲା ରାଜ୍ୟରେ ଦୈନିକ ହାରାହାରି ୫୦ ହଜାର ନମୁନା…
୧୪ ପଇସା ବଢ଼ିଲା ପେଟ୍ରୋଲ
ଭୁବନେଶ୍ୱର,୧୯।୮: ଲଗାତର ତୃତୀୟ ଦିନ ଲାଗି ପେଟ୍ରୋଲ ଦର ବୃଦ୍ଧି ଘଟିଛି। ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୪ ପଇସା ବଢିବା ଯୋଗୁ ଦର ୮୧.୪୪ ଟଙ୍କା ଛୁଇଁଛି। ଏହି ସମୟରେ ଡିଜେଲ ଦର ଅପରିବର୍ତ୍ତିିତ ୮୦.୦୩ ଟଙ୍କା ରହିଛି।…
ସଙ୍କଟରେ ରିୟଲ ଇଷ୍ଟେଟ୍: ୫ ବର୍ଷରେ ୫ ହଜାର କୋଟିର ପୁଞ୍ଜିନିବେଶକୁ ଝଟକା
ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବିମୁଦ୍ରୀକରଣ, କରୋନା ମହାମାରୀ ଓ ଅନ୍ୟ କେତେକ ସମସ୍ୟା ଯୋଗୁ ରାଜ୍ୟର ଛୋଟ ବଡ଼ ୧୫ ହଜାରରୁ ଊର୍ଦ୍ଧ୍ୱ ଡେଭେଲପର ଏବଂ ରିୟଲ ଇଷ୍ଟେଟ ସଂସ୍ଥା ଘୋର ପ୍ରଭାବିତ ହୋଇଛନ୍ତି। ପ୍ରକଳ୍ପ ଅନୁମୋଦନରେ ବିଳମ୍ବ ହେବା ସହ ଶ୍ରମିକ ସମସ୍ୟା…
ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୫୩୫ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୪୫ହଜାର ଟପିଲା
ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୩୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୨୮୭ଜଣ ଖୋର୍ଦ୍ଧାର ଅଛନ୍ତି। ଏହାଛଡ଼ା ସୁନ୍ଦରଗଡ଼ର ୧୭୮, ଗଞ୍ଜାମର ୧୫୬, କନ୍ଧମାଳର ୧୦୫, ପୁରୀର ୯୬, କଟକର ୮୪, କୋରାପୁଟର ୭୩, ବରଗଡ଼ର ୭୦, ନୟାଗଡ଼ର ୬୩,…
ରାଜଧାନୀରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ଆଉ ୨୨୦, ଜାଣନ୍ତୁ କେଉଁଠୁ କେତେ…
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦିନକୁ ଦିନ ରାଜଧାନୀରେ କରୋନା ସ୍ଥିତି ଜଟିଳ ହୋଇ ପଡ଼ୁଛି। ମଙ୍ଗଳବାର ଭୁବନେଶ୍ୱରରୁ ୨୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୬ କ୍ୱାରାଣ୍ଟାଇନ୍ ମାମଲା ଥିବା ବେଳେ ୮୪ ଲୋକାଲ କେସ୍ ରହିଛି। ସେହିଭଳି ୧୨୩ଜଣ ସୁସ୍ଥ ହୋଇ…
କଟକ ସହରରୁ ଆଉ ୭୯ କରୋନା ପଜିଟିଭ ଚିହ୍ନଟ: ସ୍ଥାନୀୟ ସଂକ୍ରମିତ ୨୩
କଟକ ଅଫିସ, ୧୮।୮(ବ୍ୟୁରୋ): କଟକ ସରରରୁ ମଙ୍ଗଳବାର ୭୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୧ଜଣ କଣ୍ଟେନମେଣ୍ଟ ଜୋନ୍ରୁ ଚିହ୍ନଟ ହୋଇଥିବା ବେଳେ ୧୨ ସରକାରୀ କ୍ୱାରାଣ୍ଟାଇନ, ୧୩ ହୋମ୍ କ୍ୱାରାଣ୍ଟାଇନ୍ ଓ ୨୩ ଲୋକାଲ କେସ୍ ରହିଛି।…
କାଲି ପ୍ରକାଶ ପାଇବ ମାଦ୍ରାସା ବୋର୍ଡ ପରୀକ୍ଷାଫଳ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡ଼ିଶା ମାଦ୍ରାସା ବୋର୍ଡ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ଏ ନେଇ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ମିଳିଛି। ପରୀକ୍ଷାଫଳ ପ୍ରକାଶ ନେଇ ପ୍ରସ୍ତୁତି ଶେଷ ହୋଇଛି। ଓଡ଼ିଶା ମାଦ୍ରାସା ବୋର୍ଡ ଅଧୀନରେ ପରୀକ୍ଷା ଦେଇଥିବା ମାଟ୍ରିକ୍ଠାରୁ…
ଜଣଙ୍କ ଘର ଉପରକୁ ଦୁଇଦୁଇ ଥର ବୋମା ମାଡ଼
ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ସଦର ଥାନା ଦଳେଇପୁଟସ୍ଥିତ ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ସୋମବାର ରାତିରେ ପୁଣି ବୋମାମାଡ ହୋଇଛି। ରାତିରେ କେତେଜଣ ଦୁର୍ବୃତ୍ତ ପାଚେରି ବାହର ପଟୁ ବୋମାମାଡ କରିଥିବା ଜଣାପଡ଼ିଛି। ମାତ୍ର ଏଥିରେ କେହି ମୃତାହତ ହୋଇ…
Archives


