ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଭାଇଜାନ୍
ଭୁବନେଶ୍ୱର,୨୫ା୩(ବ୍ୟୁରୋ)-ମହାମାରୀ କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିସାରିଲାଣି। ଅହେତୁକ ଭାବେ ବଢ଼ୁଥିବା ଏହାର ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶକୁ ୨୧ଦିନିଆ ଲକଡାଉନ ଜାରି କରିଛନ୍ତି। ଏଥିରେ ରାଜ୍ୟଗୁଡ଼ିକୁ ମଧ୍ୟ ସମର୍ଥନ କରିବାକୁ...
ଲକ୍ଡାଉନ୍କୁ ନେଇ ପୁରୀ ପୋଲିସର କଡ଼ା ଆଭିମୁଖ୍ୟ: ୩୦ ବାଇକ୍ ଜବତ, ସାମାଜିକ ଦୂରତ୍ୱ ରକ୍ଷା ଲାଗି ବ୍ୟବସାୟୀଙ୍କୁ ତାଗିଦ୍
ପୁରୀ ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ହୋଇଥିବା ଲକ୍ଡାଉନ୍କୁ କଡ଼ାକଡ଼ି କରିବା ଲାଗି ପୁରୀ ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୁଧବାର ଲକ୍ଡାଉନ୍ର ଚତୁର୍ଥ ଦିନରେ ପୋଲିସ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ୩୦ଟି ବାଇକ୍କୁ...
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ତିନି ମାସର ଦରମା ପ୍ରଦାନ କଲେ କୃଷି ମନ୍ତ୍ରୀ, ଏମ୍ପି ସସ୍ମିତ୍
ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ଏହାପରଠାରୁ ସିଏମ୍ଆର୍ଏଫ୍କୁ ସହାୟତାର ସୁଅ ଛୁଟିଛି। ଏହି କ୍ରମରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ...
ଆନ୍ଧ୍ରପ୍ରଦେଶରେ ଫସିଥିବା ୭୦ ଓଡ଼ିଆ ଶ୍ରମିକଙ୍କୁ ସହାୟତାର ହାତ ବଢ଼ାଇଲା ‘ଓଡ଼ିଶା-ମୋ ପରିବାର’
ଭୁବନେଶ୍ୱର,୨୫।୩(ବ୍ୟୁରୋ):ଘାତକ କରୋନା ଭୂତାଣୁ ମୁକାବିଲାକୁ ନେଇ ଉପୁଜିଥିବା ଜଟିଳ ପରିସ୍ଥିତିରେ ଓଡ଼ିଶାର ୭୦ ଶ୍ରମିକ ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲା ଅନ୍ତର୍ଗତ ପେଡ଼ାତଡ଼େପଲ୍ଲୀ ସ୍ଥାନରେ ଫସି ରହିଥିଲେ। ସେମାନଙ୍କୁ ସହାୟତାର ହାତ ବଢ଼ାଇଛି ‘ଓଡ଼ିଶା ମୋ ପରିବାର’। ସୂଚନାନୁଯାୟୀ, ଭଦ୍ରକର...
ଲକ୍ଡାଉନ୍କୁ ଗୁରୁତ୍ୱ ଦେଉନାହାନ୍ତି ଯାଜପୁର ରୋଡ୍ ବାସିନ୍ଦା: କିଣାକିଣି ବେଳେ ରଖାଯାଉନାହିଁ ସାମାଜିକ ଦୂରତା, ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ପ୍ରବଳ ଭିଡ଼
ଯାଜପୁର ଅଫିସ,୨୫।୩-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲକ୍ଡାଉନ୍ ଘୋଷଣାକୁ ଯାଜପୁର ଜିଲାର ପ୍ରାୟ ଦୋକାନୀ ମାନୁଥିବାବେଳେ ଲୋକେ କିନ୍ତୁ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଇଛି। ଏଥିପାଇଁ ପୋଲିସକୁ ନାକେଦମ ହେବାକୁ ପଡୁଛି। ବୁଧବାର ଯାଜପୁର ରୋଡ ଗଣେଶ ମାର୍କେଟସ୍ଥିତ ଏକ...
ନୟାଗଡ଼ରେ ବାଟବଣା ଲକ୍ଡାଉନ୍: ଗଳାବାଟ ବାଛୁଛନ୍ତି ଲୋକେ, ସୁରକ୍ଷା ପ୍ରତି ଖାତିର ନାହିଁ
ନୟାଗଡ ଅଫିସ,୨୫।୩: କରୋନାର ପ୍ରତିଷେଧକ ପାଇଁ ନୟାଗଡ ଜିଲା ସଦର ମହକୁମାକୁ ଲକ୍ଡାଉନ୍ ଘୋଷଣା କରାଯାଇଛି । ଏଥିପାଇଁ ସରକାର ବିଭିନ୍ନ କଟକଣା ଲାଗୁ କରିଛନ୍ତି। ହେଲେ ସରକାରଙ୍କ କଟକଣାକୁ ଲୋକ ମାନୁ ନାହାନ୍ତି । ବରଂ ରାସ୍ତା ବନ୍ଦକୁ...
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତାର ସୁଅ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆରଏଫ୍)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ସ୍ବୟଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜ ୩ ମାସର ଦରମା କରୋନା ମୁକାବିଲା ପାଇଁ ଦାନ କରିଥିଲେ।...
୫୦ରୁ ଊର୍ଦ୍ଧ୍ୱ ବୟସ୍କ କର୍ମଚାରୀଙ୍କୁ ଏପ୍ରିଲ ୪ ପର୍ଯ୍ୟନ୍ତ ଅଫିସ ମନା
ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ଭାଇରସ ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିବାରେ ଲାଗିଛନ୍ତି। ମଙ୍ଗଳବାର ୫୦ବର୍ଷ ଏବଂ ତା’ଠାରୁ ଅଧିକ ବୟସର ସରକାରୀ କର୍ମଚାରୀଙ୍କ ଲାଗି ନୂଆ ନିିୟମ ଘୋଷଣା କରାଯାଇଛି। ୫୦ବର୍ଷରୁ ଅଧିକ...
ଔଷଧ ଦୋକାନରୁ ହାଇଡ୍ରୋକ୍ସି କ୍ଲୋରୋକୁଇନ ଖାଲି
କଟକ ଅଫିସ, ୨୫ା୩: କରୋନା ରୋକିବା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରିନାହିଁ। ଆଉ ଯଦି କୌଣସି ଔଷଧ ଏହା ଭଲ ହେବା ପାଇଁ ଶୁଣିବାକୁ ମିଳୁଛି ତାହା ବଜାରରୁ ଗାଏବ ହୋଇଯାଇଛି। କିଛିଦିନ ପୂର୍ବେ ଇଣ୍ଡିଆନ କାଉନସିଲ...
ସିଲ୍ ହେଲା ହୋଟେଲ ଦେବଭୂମି
ପୁରୀ ଅଫିସ,୨୫ା୩: କରୋନା ଭାଇରସ୍ର ଭୟାବହତାକୁ ଦେଖି ରାଜ୍ୟ ସରକାର ସବୁ ଜିଲାକୁ ଲକ୍ଡାଉନ ଘୋଷଣା କରିଛନ୍ତି। ଲକ୍ଡାଉନ ବେଳେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ହେଉଥିବା ଦୋକାନ ଖୋଲିବା ପାଇଁ ଅନୁମତି ରହିଛି। କିନ୍ତୁ ଏହି ନିୟମକୁ ନ...
ହସ୍ପିଟାଲରେ ନାହିଁ ପିପିଇ କିଟ୍
ଭୁବନେଶ୍ୱର,୨୫ା୩(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ଇଟାଲୀ ଏବଂ ସ୍ପେନ୍ ଭଳି ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୃଷ୍ଟି ହୋଇପାରେ ଏକ ବିରାଟ ସଙ୍କଟ। କରୋନା ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଲାଗି ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ନିକଟରେ ଆବଶ୍ୟକ ପର୍ସନାଲ ପ୍ରୋଟେକ୍ସନ ଇକ୍ୱିପ୍ମେଣ୍ଟ(ପିପିଇ)...
ଯାତାୟାତ କଟକଣାରୁ ମୁକ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ
କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ),୨୫ା୩: କରୋନା ଭୂତାଣୁ ସଂକ୍ରମଣ ଏଡାଇବା ପାଇଁ ସାରା ରାଜ୍ୟକୁ ଲକ୍ଡାଉନ ଘୋଷଣା କରିଛନ୍ତି ସରକାର। ଏହି ସମୟରେ ଯାତାୟାତ ନେଇ ବିିଭିନ୍ନ କଟକଣା ଜାରି ହୋଇଛି। ତେବେ ଜରୁରୀ ସେବା ଯୋଗାଉଥିବା ଡାକ୍ତର, ନର୍ସ...
Archives


