ରାଜ୍ୟ

କ୍ଷୟକ୍ଷତି ଆକଳନ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮।୮(ବ୍ୟୁରୋ):  ଗତ ୫ ଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହୋଇଛି। ତେବେ ୧୦ଟି ଜିଲାରେ ପ୍ରବଳ ବର୍ଷା ହୋଇଛି। ମାଲକାନଗିରି ଜିଲାରେ ସର୍ବାଧିକ ୪୬୩ ମିଲିମିଟର ବର୍ଷା ହୋଇଥିବାବେଳେ ଯାଜପୁରରେ ୨୬୩, ଢେଙ୍କାନାଳରେ ୨୦୦ ମିଲିମିଟର ବର୍ଷା ରେକର୍ଡ…

୭୧୨ କୋଟି ଟଙ୍କାର ଜିଏସ୍‌ଟି ଠକେଇ

କଟକ ଅଫିସ,୧୮।୮: ଜାଲ୍‌ ବିଲ୍‌ ମାଧ୍ୟମରେ ୭୧୨ କୋଟି ଟଙ୍କାର ଜିଏସ୍‌ଟି ଠକେଇର ପର୍ଦ୍ଦାଫାସ୍‌ କରିଛି ରାଜ୍ୟ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌। ଏଥିରେ ଅଭିଯୁକ୍ତ ଥିବା ମଧୁମିତା ଷ୍ଟିଲ୍‌ସ ଇଣ୍ଡଷ୍ଟ୍ରି ପ୍ରାଇଭେଟ୍‌ ଲିମିଟେଡ୍‌ର ନିର୍ଦ୍ଦେଶକ କାଶ୍ମୀରା କୁମାର ଅଗ୍ରୱାଲ୍‌ଙ୍କୁ ସମ୍ବଲପୁରରୁ ସୋମବାର…

ଗୁଗଲ ପରେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଓଡ଼ିଆ ଭାଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡିଆ ଭାଷାକୁ ଆଉ ଏକ ବଡ ସଫଳତା ମିଳିଛି। ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଏବେ ଓଡିଆ ଭାଷା ଉପଲବ୍ଧ ହେବ। ମାଇକ୍ରୋସଫ୍ଟ ପକ୍ଷରୁ ଏନେଇ ଘୋଷଣା କରାଯିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ…

ବରିଷ୍ଠ କୃଷି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଏବଂ ଅସଦାଚରଣ ଭଳି କାର୍ଯ୍ୟ ପାଇଁ ରାଜ୍ୟ ସରକାର ଶୂନ ସହନଶୀଳତା ନୀତି ଅବଲମ୍ବନ କରିଛନ୍ତି। ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୂର୍ବତନ ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡଙ୍ଗୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଥିଲେ।…

୫ ମହାନଗର ନିଗମ ଅଞ୍ଚଳରେ ଜଙ୍ଗଲ ସୃଷ୍ଟି ହେବ

ଭୁବନେଶ୍ୱର, ୧୮।୮(ବ୍ୟୁରୋ): ରାଜ୍ୟର ୫ ମହାନଗର ନିଗମ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ଅଞ୍ଚଳରେ ବ୍ୟାପକ ଜଙ୍ଗଲ ସୃଷ୍ଟି କରାଯିବ। ‘ନଗର ବନ’ଯୋଜନାରେ ଏଥିପାଇଁ ୧୩ କୋଟି ୮୪ଲକ୍ଷ ଟଙ୍କା ବିନିଯୋଗ ହେବ। ରାଜ୍ୟ ଜଙ୍ଗଲ ଓ ପରିବେଶ…

ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ

ପୁରୀ ଅଫିସ,୧୮।୮: ଭାଦ୍ରବ କୃଷ୍ଣ ତ୍ରୟୋଦଶୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଛି। ମଧ୍ୟାହ୍ନ ଧୂପ ନୀତି ପରେ ରତ୍ନସିଂହାସନରେ ଏହି ବେଶ ଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକୃଷ୍ଣ ରୂପରେ, ବଡଠାକୁର ବଳରାମ ଓ ଦେବୀ…

ଅନ୍‌ଲାଇନରେ ମହାପ୍ରସାଦ ବିକ୍ରିକୁ ବିରୋଧ

ପୁରୀ ଅଫିସ,୧୮।୮: ମହାପ୍ରଭୁଙ୍କ ମହାପ୍ରସାଦ ଭାଗ୍ୟରେ ଥିଲେ ମିଳେ। ଶ୍ରୀମନ୍ଦିରକୁ ଆସୁଥିବା ପ୍ରତିଟି ଶ୍ରଦ୍ଧାଳୁ କଣିକାଏ ଅବଢା ପାଇବା ପାଇଁ ଅପେକ୍ଷା କରିଥାନ୍ତି। ବିଶ୍ୱାସ ରହିଛି କଣିକାଏ ମହାପ୍ରସାଦ ପାଇଲେ ଜୀବ ମୁକ୍ତି ଲାଭ କରେ। ତେବେ ମହାପ୍ରସାଦ ପ୍ରତି ଥିବା…

ଲା-ନିନା ପ୍ରଭାବ: ସେପ୍ଟେମ୍ବରରେ ପ୍ରବଳ ବର୍ଷିବ

  ଭୁବନେଶ୍ୱର,୧୮।୮(ବ୍ୟୁରୋ): ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବିଳମ୍ବରେ ପ୍ରତ୍ୟାବର୍ତ୍ତନ କରିବ। ରାଜ୍ୟର ସେପ୍ଟେମ୍ବର ମାସରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ପ୍ରଶାନ୍ତ ମହାସାଗରରେ ଶରତ ଋତୁରେ ଲା-ନିନା ସୃଷ୍ଟି ହେବ ବୋଲି ଆମେରିକାର ଜାତୀୟ…

୧୫ ପଇସା ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୧୮।୮: ପେଟ୍ରୋଲ ଦର ଲଗାତର ଭାବେ ଦ୍ୱିତୀୟ ଦିନ ଲାଗି ବୃଦ୍ଧି ଘଟିଛି। ରବିବାର ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୧୨ ପଇସା ବଢିଥିବା ବେଳେ ସୋମବାର ୧୫ ପଇସା ବଢିଛି। ଫଳରେ ଦର ୮୧.୭୦ ଟଙ୍କା ଛୁଇଁଛି। ଏଠାରେ…

ରେବ, କପାଳୀ ନଦୀରେ ବନ୍ୟା : ବୁଡ଼ିଲା ଶତାଧିକ ଏକର ଚାଷ ଜମି

ଧାମନଗର,୧୮ା୮(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଦେଇ ପ୍ରବାହିତ ରେବ ଓ କପାଳି ନଦୀରେ ପ୍ରଥମ ବନ୍ୟା ଜଳ ପ୍ରବେଶ କରିଛି। ଫଳରେ ଏହି ବ୍ଲକର ତଳିଆ ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇଛି। ଚାଷୀମାନେ ଧାନ ରୁଆ ପୋତା କାମ…

ଖୋଳକୁ କରତାଳ ଦେଉନି ତାଳ

ବଅଁରପାଳ, ୧୮ା୮ ଗଁ। ସଂସ୍କୃତିରେ ଧର୍ମୀୟ ପ୍ରଲେପ ଦିଏ ସଂକୀର୍ତ୍ତନ। ଏକ ପବିତ୍ର ଧାରା ସୃଷ୍ଟି କରେ ମଣିଷ ମନରେ। ଭାଇଚାରା ଓ ଏକତାର ବନ୍ଧନକୁ ଆହୁରି ସଶକ୍ତ କରେ ଏହି ଭକ୍ତିର ଶକ୍ତି। ହେଲେ କରୋନା କଟକଣା ଯୋଗୁ ୫…

ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଲା

ଛତ୍ରପୁର,୧୭ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୫ହଜାର ଟପିଛି। ଛତ୍ରପୁରସ୍ଥିତ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ସୋମବାର ଦିଆଯାଇଥିବା ଅନୁସାରେ ୨୪୩ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳ ସେଥିରେ ୮ କରୋନା ଯୋଦ୍ଧା, ଜଣେ ଅନ୍ୟ ରାଜ୍ୟରୁ ଫେରି ଏବଂ ୨୩୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri