ରାଜ୍ୟ

କଣ୍ଟାମାଳ ଡାକ୍ତରଖାନାରେ ଡାକ୍ତର ଅଭାବ

କଣ୍ଟାମାଳ,୨୫ା୩(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଡାକ୍ତରଖାନାରେ ଡାକ୍ତରଙ୍କ ଅଭାବ ଦେଖାଦେଇଛି । ୬ଟି ପଦବୀ ଥିବା ଏହି ଡାକ୍ତରଖାନାରେ ୨ ଜଣ ଡାକ୍ତର ସ୍ବାସ୍ଥ୍ୟସେବା ସମ୍ଭାଳୁଛନ୍ତି। ଜଣେ ଡାକ୍ତର ସ୍ବତନ୍ତ୍ର ଭାବରେ କରୋନା ନିରାକରଣ ପାଇଁ ନିୟୋଜିତ ଥିବା ବେଳେ...

ଆଶାକର୍ମୀଙ୍କୁ ମିଳୁନାହିଁ ମାସ୍କ ଓ ସାନିଟାଇଜର

ବିନିକା,୨୫।୩(ଡି.ଏନ୍‌.ଏ.): ଦେଶର ବିଭିନ୍ନ ରାଜ୍ୟରେ କରୋନା ଭାଇରସ୍‌ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି । ଏହାର ଭୟାବହତା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି । ଏଭଳି ପରିସ୍ଥିତିରେ ବିନିକା ଅଞ୍ଚଳରେ ଆଶାକର୍ମୀମାନଙ୍କୁ...

ପରୀକ୍ଷଣ ପାଇଁ ଯାଇଛି ୧୩୩ ନମୂନା, ୨ ପଜିଟିଭ୍‌: ଆଇସୋଲେଶନରେ ୩୬ଜଣ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ବୁଧବାର ଅପରାହ୍ନ ୩ଟା ସୁଦ୍ଧା ବିଶ୍ୱରେ ୪ଲକ୍ଷ ୨୨ହଜାର ୮୨୯ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ଏହି ସଂଖ୍ୟା ୩ ଲକ୍ଷ ୮୨ ହଜାର ୮ ଥିଲା। ସେହିଭଳି ମଙ୍ଗଳବାର ୧୬,୫୫୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବୁଧବାର ୧୮,୯୦୭ଜଣଙ୍କ...

ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଫେରିଛନ୍ତି ପ୍ରାୟ ୭୮,୨୩୩ ଜଣ; ସେମାନେ ୧୪ ଦିନ ସଂଗରୋଧରେ ରୁହନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଗତ କିଛି ଦିନ ମଧ୍ୟରେ ରାଜ୍ୟ ବାହାରୁ ପାଖାପାଖି ୭୮,୨୩୩ ଜଣ ବ୍ୟକ୍ତି ଫେରି ଆସିଛନ୍ତି। ପ୍ରାୟ ସମସ୍ତେ ଅନ୍ୟ ରାଜ୍ୟରେ ଥିଲେ। ସେମାନଙ୍କ ମଧ୍ୟରୁ ୩ଟି ଜିଲାକୁ ୫ଶହ ପାଖାପାଖି, ୨୭ଟି ଜିଲାକୁ ୧ହଜାରରୁ ଆରମ୍ଭ କରି...

କରୋନା ପ୍ରତିରୋଧ ବ୍ୟବସ୍ଥା ଲାଗି ୩୦ ଜିଲାକୁ ୪୪.୫୦ କୋଟି: ଔଷଧ ଯୋଗାଣକାରୀ ସଂସ୍ଥାକୁ ଦିଆଯିବ ଇନ୍‌ସେନ୍‌ଟିଭ୍‌

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଘାତକ କରୋନା ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଥିବା ବେଳେ ରାଜ୍ୟ ସରକାର ଏହାକୁ ମୁକାବିଲା କରିବାକୁ ସମସ୍ତ ପ୍ରସ୍ତୁତି କରୁଛନ୍ତି। ଏଥିରେ ଡାକ୍ତର ତଥା ଅନ୍ୟ ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଭୂମିକା ଗ୍ରହଣ କରୁଥିବାରୁ ସେମାନଙ୍କୁ ପ୍ରୋତ୍ସାହିତ ତଥା...

ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌କୁ ଓଡ଼ିଶାବାସୀଙ୍କ ସମର୍ଥନ: ୨୪ ଘଣ୍ଟାରେ ୧ଲକ୍ଷରୁ ଅଧିକ ଲୋକେ ଘରୁ ନ ବାହାରିବାକୁ ନେଲେ ଶପଥ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ଜୋରଦାର୍‌ ଉଦ୍ୟମ ଚଳାଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ ବାର୍ତ୍ତା ଦେଇ ଘରୁ ନ ବାହାରିବାକୁ ଶପଥ ନେବାକୁ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅପିଲରେ ଅନୁପ୍ରାଣୀତ ହୋଇ ଗତ ୨୪...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକ

ପାଟଣା,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ଜଗନ୍ନାଥ ନାଏକ ବୁଧବାର ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ଭୁବନେଶ୍ୱର ବିଧାନସଭା ସେକ୍ରେଟାରୀ ଦାଶରଥୀ ଶତପଥୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ ମାସର ଦରମା ଚେକ୍‌...

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଦେଲା ଓଟିଡିସି

ଭୁବନେଶ୍ୱର, ୨୫।୩(ବ୍ୟୁରୋ): କରୋନା(କୋଭିଡ୍‌-୧୯)ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ଓଟିଡିସି ସହଯୋଗ କରିଛି। ଓଟିଡିସି ସିଏମ୍‌ଆର୍‌ଏଫ୍‌ ପାଣ୍ଠିକୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି। ଏହି ଟଙ୍କା ବୁଧବାର ମନି ଟ୍ରାନ୍ସଫର ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ...

କଟକର ୩ ଶିକ୍ଷାନୁଷ୍ଠାନ ହଷ୍ଟେଲରେ ହେବ କ୍ୱାରାଣ୍ଟାଇନ ସେଣ୍ଟର

କଟକ ଅଫିସ, ୨୫।୩: କରୋନା(କୋଭିଡ୍‌-୧୯)କୁ ଦୃଷ୍ଟିରେ ରଖି କଟକ ସହରର ବିଭିନ୍ନ ସ୍ଥାନରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲାଯାଉଛି। କଟକର ୩ ଶିକ୍ଷାନୁଷ୍ଠାନ ହଷ୍ଟେଲରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲିବାକୁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସେଗୁଡ଼ିକ ହେଲା ଭୁବନାନନ୍ଦ...

ଡାକ୍ତର, ପାରାମେଡିକାଲ କର୍ମଚାରୀ ଆବଶ୍ୟକ କଲା ସ୍ବାସ୍ଥ୍ୟବିଭାଗ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ମୁକାବିଲା ଲାଗି ଡାକ୍ତର ଓ ପାରାମେଡିକାଲ କର୍ମଚାରୀ ଆବଶ୍ୟକ କଲା ରାଜ୍ୟ ସ୍ବାସ୍ଥ୍ୟବିଭାଗ। ୩ ମାସ ପାଇଁ ଚୁକ୍ତି ଭିତ୍ତିରେ ଡାକ୍ତର, ନର୍ସ, ଫାର୍ମାସିଷ୍ଟ ନିଯୁକ୍ତି ପାଇଁ ସ୍ବାସ୍ଥ୍ୟବିଭାଗର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ବିଜ୍ଞାପନ ଦିଆଯାଇଛି। ଜୁନ୍‌...

ଡାକ୍ତର, ନର୍ସଙ୍କୁ ଦିଆଯିବ ୪ ମାସର ଆଗୁଆ ଦରମା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ମୁକାବିଲା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଡ଼ ଘୋଷଣା କରିଛନ୍ତି। ସବୁ ଡାକ୍ତର, ପାରାମେଡିକାଲ କର୍ମଚାରୀଙ୍କୁ ଆଗୁଆ୪ ମାସର ଦରମା ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେମାନଙ୍କୁ ଏପ୍ରିଲ, ମେ, ଜୁନ୍‌ ଏବଂ ଜୁଲାଇ ମାସର...

ଅମାନିଆଙ୍କୁ ନିଆରା ଶାସ୍ତି: ‘ମୁଁ ସ୍ବାର୍ଥପର’ ପ୍ଲାକାର୍ଡ ଧରାଉଛି ପାଟଣା ପୋଲିସ

ପାଟଣା,୨୫।୩(ସ୍ବ.ପ୍ର.): ସାରା ବିଶ୍ୱ କରୋନା ଭାଇରସକୁ ନେଇ ଆତଙ୍କିତ ଥିବା ବେଳେ ସରକାର ଓଡ଼ିଶାର ସମସ୍ତ ଜିଲାକୁ ମଙ୍ଗଳବାରଠାରୁ ଲକ୍‌ଡାଉନ କରିଛନ୍ତି। ଘରଭିତରେ ରହିବାକୁ ପୋଲିସ, ପ୍ରଶାସନ ଓ ସରକାର ଲୋକଙ୍କୁ ବାରମ୍ବାର ସଚେତନ ଓ ନିବେଦନ କରୁଥିଲେ ହେଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri