ରାଜ୍ୟ

୧୫ହଜାର ଟଙ୍କା ଲାଞ୍ଚନେଉଥିବା ବେଳେ ଧରାପଡିଲେ ସୁନ୍ଦରଗଡ଼ ପୌର ନିର୍ବାହୀ ଅଧିକାରୀ

ସୁନ୍ଦରଗଡ଼,୩୧।୧୨(ଡି.ଏନ୍‌.ଏ.): ପୌର କର୍ମଚାରୀଙ୍କ ୟୁନିଫର୍ମ ବିଲ୍‌ ମଞ୍ଜୁର ପାଇଁ ଜଣେ ଦରଜିଙ୍କଠାରୁ ୧୫ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଗୁରୁବାର ସୁନ୍ଦରଗଡ ପୌର ନିର୍ବାହୀ ଅଧିକାରୀ ଅଶୋକ କୁମାର ମିଶ୍ର ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ…

କବିତା ଆସର ‘ଶେଷସ୍ପର୍ଶ’

ଭୁବନେଶ୍ୱର,୩୧।୧୨: କେଦାରନାଥ ଗବେଷଣା ଅନୁଷ୍ଠାନ ପକ୍ଷରୁ ଗୁରୁବାର କବିତା ଆସର ‘ଶେଷ ସ୍ପର୍ଶ’ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ସଭାପତି ରଘୁନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ କବିତା ଆସରରେ ପ୍ରାକ୍ତନ ଏମ୍‌ପି ତଥା ବରିଷ୍ଠ କବି ପ୍ରସନ୍ନ କୁମାର ପାଟଶାଣୀ ଯୋଗଦେଇ କବିତାର ମୃତ୍ୟୁ…

ସୁସ୍ଥ ହେଲେ ୩୨୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧।୧୨: ରାଜ୍ୟରେ ଗୁରୁବାର ୩୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ଆରୋଗ୍ୟ ଲାଭ କରିଛନ୍ତି ସର୍ବାଧିକ ୭୧ ଜଣ। ଅନୁଗୁଳରୁ ୪୦, ସମ୍ବଲପୁରରୁ ୩୧, ପୁରୀ ୨୯, ଖୋର୍ଦ୍ଧା ୨୨, ବାଲେଶ୍ୱର ଓ ବରଗଡ଼ରୁ ୧୭, ଭଦ୍ରକ ୧୨, କଟକ,…

ସ୍ନେହାଙ୍ଗୀନି ଛୁରିଆ ବିଜେଡି ମହିଳା ସଭାନେତ୍ରୀ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)- ବିଜୁ ଜନତା ଦଳର ମହିଳା ସଭାନେତ୍ରୀ ଭାବେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗୀନି ଛୁରିଆଙ୍କୁ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଥିବା ଗୁରୁବାର ବିଜେଡି ପକ୍ଷରୁ ଜାରି କରାଯାଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା…

ଜାନୁୟାରୀ ପହିଲାରୁ ଡବଲ ହେଲ୍‌ମେଟ ଚେକିଂ କଡ଼ାକଡ଼ି

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-ଜାନୁୟାରୀ ପହିଲାରୁ ବାଇକ ପଛ ସିଟ୍‌ରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ କରାଯିବ। ଏ ନେଇ ଯାଞ୍ଚ କଡ଼ାକଡ଼ି କରାଯିବ। ଯେଉଁମାନେ ହେଲ୍‌ମେଟ ପିନ୍ଧି ନ ଥିବେ ସେମାନଙ୍କର ଅନ୍ୟାନ୍ୟ ଗାଡି କାଗଜପତ୍ର ମଧ୍ୟ ଯାଞ୍ଚ କରାଯିବ। ବାଣିଜ୍ୟ ଓ…

ମନ୍ଥର ଗତିରେ ଧାନକିଣା : ଅପେକ୍ଷାରେ ବସିଛନ୍ତି ୨୭ହଜାର ଚାଷୀ

ସୋନପୁର,୩୧।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଧାନ କିଣା ଆରମ୍ଭ ହେବା ଇତିମଧ୍ୟରେ ୪୦ଦିନ ବିତିଲାଣି । ସରକାର ଜିଲାର ଚାଷୀଙ୍କଠାରୁ ୩ ଲକ୍ଷ ୪୦ହଜାର କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଏ ପର୍ଯ୍ୟନ୍ତ ଟାର୍ଗେଟ୍‌ ଦେଇଛନ୍ତି। ମାତ୍ର ଗୁରୁବାର ସନ୍ଧ୍ୟା ସୁଦ୍ଧା ୧୯…

ବିଶ୍ୱସ୍ତରୀୟ ହେବ ଏସ୍‌ସିବି ମେଡିକାଲ କଲେଜ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ହେବ ନବକଳେବର। ୩୫୦୦ କୋଟି ଟଙ୍କା ବ୍ୟୟରେ ଏହାକୁ ଏକ ଅତ୍ୟାଧୁନିକ ବିଶ୍ୱସ୍ତରୀୟ ଚିକିତ୍ସା ପ୍ରତିଷ୍ଠାନରେ ପରିଣତ କରାଯିବ। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି…

ଘରେ ରହି ନୂଆବର୍ଷ ସ୍ବାଗତ କରିବାକୁ ପରାମର୍ଶ

ଛତ୍ରପୁର,୩୧ା୧୨(ଡି.ଏନ୍‌.ଏ.)-ଘରେ ନିଜ ପରିବାର ସହ ରହି ନୂଆବର୍ଷର ପ୍ରଥମ ଦିନକୁ ସ୍ବାଗତ କରିବାକୁ ଗଞ୍ଜାମ ଜିଲାବାସୀଙ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରାମର୍ଶ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ଜିଲାପାଳ କହିଛନ୍ତି, ନୂଆବର୍ଷ ପାଇଁ ବାହାରକୁ ଯଥା ପାର୍କ, ବେଳାଭୂମିକୁ ଯାଇ…

ସମ୍ବଲପୁର ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସ୍‌ର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ସମ୍ବଲପୁର,୩୧।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆସନ୍ତା ଜାନୁୟାରୀ ୨ ତାରିଖରେ ସମ୍ବଲପୁରସ୍ଥିତ ଆଇଆଇଏମ୍‌ (ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ ମ୍ୟାନେଜମ୍ୟାଣ୍ଟ) ସ୍ଥାୟୀ କ୍ୟାମ୍ପସର ନିର୍ମାଣ ପାଇଁ ଶିଳାନ୍ୟାସ କରିବେ। ଅସ୍ଥାୟୀ କ୍ୟାମ୍ପସ୍‌ରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଗୁରୁବାର ଆଇଆଇଏମ୍‌…

ଆଧୁନିକ ପ୍ରଣାଳୀରେ କଲରା ଚାଷ: ଯୁବ ଗୋଷ୍ଠୀଙ୍କ ପାଇଁ ପ୍ରେରଣା ସାଜିଛନ୍ତି ରଶ୍ମି

ପୁରୁଣାକଟକ,୩୧ା୧୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ରାମଗଡ଼ ପଞ୍ଚାୟତ କୋଇଲିସୁତା ଗ୍ରାମର ଯୁବ ଚାଷୀ ରଶ୍ମି ରଞ୍ଜନ ବାଘ(୩୫)। ବର୍ତ୍ତମାନ ସେ ଚାକିରି ଛାଡି ଚାଷ କାର୍ଯ୍ୟ କରି ଆର୍ଥତ୍କ ସ୍ବାବଲମ୍ବୀ ହେବା ସହ ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ଆଧୁନିକ…

ଭୁବନେଶ୍ୱରରୁ ୨୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଟୁଇନ୍‌ ସିଟିରେ ୧୪୪ ଧାରା

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାତିରୁ ରାଜ୍ୟ ସରକାର ନାଇଟ୍‌ କଫ୍ୟୁ ଜାରି କରିଥିବାବେଳେ ଟୁଇନ୍‌ ସିଟି ଅର୍ଥାତ୍‌ କଟକ-ଭୁବନେଶ୍ୱରରେ ୧୪୪ ଧାରା ଜାରି ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ଜିରୋ ନାଇଟ୍‌ ଭିଡ଼ ଏଡ଼ାଇବାକୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?