ଭୁବନେଶ୍ୱରରେ ପଜିଟିଭ, କବିସୂର୍ଯ୍ୟନଗରରେ ନେଗେଟିଭ
କବିସୂର୍ଯ୍ୟନଗର,୧୬ା୮(ଡି.ଏନ୍.ଏ.)- କବିସୂର୍ଯ୍ୟନଗରର ଜଣେ ବ୍ୟବସାୟୀଙ୍କ କୋଭିଡ୍-୧୯ ରିପୋର୍ଟ ଭୁବନେଶ୍ୱରରେ ପଜିଟିଭ ଆସିଥିବାବେଳେ କବିସୂର୍ଯ୍ୟନଗରରେ ନେଗେଟିଭ ଆସିଛି। ପରିବାରର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଛି। ଯାହାକୁ ନେଇ ସମ୍ପୃକ୍ତ ବ୍ୟବସାୟୀ ଦ୍ୱନ୍ଦ୍ୱରେ ପଡିବା ସହ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…
କଟକରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହେଉଛନ୍ତି ଯୁବପିଢ଼ି
କଟକ ଅଫିସ,୧୬ା୮- ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ବୟସ୍କ ଓ ଶିଶୁଙ୍କ ଅପେକ୍ଷା ଯୁବପିଢ଼ି ଅଧିକ ସଂଖ୍ୟାରେ…
ଭୁବନେଶ୍ୱରରେ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୭୮ ଲୋକାଲ କଣ୍ଟାକ୍ଟ କେସ୍
ଭୁବନେଶ୍ୱର,୧୬।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ରବିବାର ପୁଣି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୭୦ ମଧ୍ୟରୁ କ୍ୱାରାଣ୍ଟାଇନରୁ ୯୨ ଜଣ ଚିହ୍ନଟ ହୋଇଥିବାବେଳେ ୭୮ ଲୋକାଲ କଣ୍ଟାକ୍ଟ କେସ ରହିଛି। ଗୋଟିଏ ଘରୋଇ ହସ୍ପିଟାଲରୁ ୩ ଜଣ, ପଟିଆରୁ ୫ ଜଣ, ବୁଦ୍ଧେଶ୍ୱର…
ଜେସିବି ଲଗାଇ ପ୍ରଧାନମନ୍ତ୍ରୀ ଆବାସ ଘର ଭାଙ୍ଗିବା ଘଟଣା: ଜେଲ ଗଲେ ସରପଞ୍ଚ, ତାଙ୍କ ସ୍ବାମୀ
ଲୋଇସିଂହା,୧୬।୮(ଡି.ଏନ୍.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟା ଗ୍ରାମର କେତେକ ଆଦିବାସୀ ଓ ହରିଜନ ସମ୍ପ୍ରଦାୟର ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଆବାସ ଘରକୁ ସ୍ଥାନୀୟ ସରପଞ୍ଚ ଓ କେତେକ ମୁଷ୍ଟିମେୟ ବ୍ୟକ୍ତି ଜେସିବି ମେଶିନ ଲଗାଇ ଭାଙ୍ଗି ଦେଇଥିଲେ ।ଏହି ଘଟଣାର…
ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର
ଛତ୍ରପୁର, ୧୬।୮(ଡି.ଏନ୍.ଏ.): ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର ସାପ । ଏଭଳି ଦୃଶ୍ୟ ଦେଖି ବାକୁ ମିଳିଛଇ ଗଞ୍ଜାମ ଜିଲା ଛତ୍ରପୁର ତମ୍ପରା ହ୍ରଦରେ। ରବିବାର ସକାଳୁ ତରେଇ ପାଟପୁର ଗ୍ରାମର କନ୍ଧ ବେହେରା…
ହୀରାକୁଦ ଡ୍ୟାମ୍ର ୯ ଗେଟ୍ ଖୋଲିଲା
ସମ୍ବଲପୁର ଅଫିସ,୧୬ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୯ଟି ଗେଟ୍ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି। ଶନିବାର ରାତି ୯ଟା ସୁଦ୍ଧା ଜଳସ୍ତର ୬୧୫.୦୨ ଫୁଟକୁ ବୃଦ୍ଧି ପାଇଛି। ସେହିପରି ଜଳଭଣ୍ଡାର…
ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୮୮ ଆକ୍ରାନ୍ତ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ଗୋଟିଏ ପଟେ ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ଦେଖାଯାଉଥିବା ବେଳେ ଚିନ୍ତା ବଢ଼ାଇଲାଣି ଖୋର୍ଦ୍ଧା। ରବିବାର ରାଜ୍ୟରେ ୨୯୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେଥିରୁ ସର୍ବାଧିକ ୪୮୮ଜଣ ଖୋର୍ଦ୍ଧାର ରହିଛନ୍ତି। ହେଲେ ଗଞ୍ଜାମରୁ ୩୧୮ କରୋନା…
ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା: ପ୍ରଥମ ଥର ପାଇଁ ଛୁଇଁଲା ଏହି ଦୁଇ ଜିଲାକୁ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ରବିବାର ଭଦ୍ରକର ଜଣେ ୭୫ ବର୍ଷୀୟ ବୃଦ୍ଧା, ଭୁବନେଶ୍ୱରର ୩୨ ବର୍ଷର ଜଣେ ମହିଳା, ୫୫ ବର୍ଷୀୟ ବ୍ୟକ୍ତି, ବଲାଙ୍ଗୀରର ୬୨ ବର୍ଷୀୟ ବୃଦ୍ଧ, କଟକର ୬୦ ବର୍ଷୀୟ ବୃଦ୍ଧ, ଗଞ୍ଜାମର…
ଭୋଜି ଖାଇ ୨୪ ଗୁରୁତର ଘଟଣା: ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ
ସଜନାଗଡ଼,୧୬।୮(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ବାଲେଶ୍ୱର ଏମ୍ପି ତଥା…
କରୋନାର ଲମ୍ବ ଡିଆଁ: ନୂଆ ୨୯୨୪ ଆକ୍ରାନ୍ତ ସହ ରାଜ୍ୟରେ ୬୦,୦୦୦ ପାର ହେଲା ସଂଖ୍ୟା
ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ସର୍ବାଧିକ ୨୯୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮୧୫ଜଣ କ୍ୱାରାଣ୍ଟାଇନ୍ର ଥିବା ବେଳେ ୧୧୦୯ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ…
କରୋନା କଟକଣା ସତ୍ତ୍ୱେ ଗାଁରେ ଚାଲିଥିଲା ଭୋଜି: ଏହାକୁ ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ ଭର୍ତ୍ତି
ସଜନାଗଡ଼,୧୬।୮(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରେ ୫ ଜଣ ଶିଶୁଥିବା…
ସୋନୁ ସୁଦ୍ଙ୍କ ନାମରେ ଓ୍ବେଲ୍ଡିଂ ଦୋକାନ ଖୋଲିଲେ କେନ୍ଦ୍ରାପଡ଼ାର ଯୁବକ: ଅଭିନେତା କହିଲେ ଏପରି..
ଭୁବନେଶ୍ୱର,୧୬।୮: ବଲିଉଡ୍ ଅଭିନେତା ସୋନୁ ସୁଡଙ୍କ ନାମରେ ଓଡ଼ିଆ ଯୁବକ ଖୋଲିଲେ ଓ୍ବେଲ୍ଡିଂ ଦୋକାନ। ଶନିବାର ଦୋକାନ ସମ୍ମୁଖରେ ସ୍ବାଧୀନତା ଦିବସ ପାଳନ ଅବସରରେ ସେ ଏକ ଭିଡିଓ ପୋଷ୍ଟ କରିଥିଲେ। ଏହାକୁ ଅଭିନେତାଜଣଙ୍କ ରିଟୁଇଟ୍ କରିବା ସହ ଓଡ଼ିଶାରେ ଥିବା…
Archives


