ରାଜ୍ୟ

ଓଡ଼ିଶା ସାରା ଦେଶରେ ମଡେଲ

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଓଡ଼ିଶାରେ ମୃତ୍ୟୁହାର ସାରା ଦେଶରେ ସର୍ବନିମ୍ନ। ଦିଲ୍ଲୀରେ ମୃତ୍ୟୁହାର ୬.୬ ପ୍ରତିଶତ ରହିଥିବା ବେଳେ ଭାରତରେ ୦.୭ ପ୍ରତିଶତ। ସେହିପରି ଓଡ଼ିଶାରେ ଏହା ମାତ୍ର ୦.୦୩ ପ୍ରତିଶତ ରହିଛି। ଆରୋଗ୍ୟ ହାରରେ ମଧ୍ୟ ସାରା ଦେଶରେ ଓଡ଼ିଶା ସବୁଠାରୁ…

ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ସାମ୍ପଲ ଟେଷ୍ଟ

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଓଡ଼ିଶାରେ କରୋନା ସାମ୍ପଲ ଟେଷ୍ଟ ୨ ଲକ୍ଷ ଟପିଛି। ଏ ନେଇ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ୫୦ ହଜାର ଟେଷ୍ଟିଂ ପାଇଁ ଆମକୁ ୨…

ଜୁନ୍‌ ୧୬ରୁ ଘରକୁ ଘର ବୁଲି ସର୍ଭେ କରିବେ ଆଶା ଦିଦି

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଜୁନ୍‌ ୧୬ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଘରକୁ ଘର ବୁଲି ଆଶା ଦିଦି ଏବଂ ଏଏନ୍‌ଏମ୍‌ କର୍ମୀ ସର୍ଭେ କରିବେ । ଗ୍ରାମାଞ୍ଚଳର ପ୍ରତି ଘର ଓ ସହରାଞ୍ଚଳର ପ୍ରତି ବସ୍ତିକୁ ସେମାନେ ଯିବେ। କାହାର କରୋନା ଲକ୍ଷଣ…

ଦିନକରେ ଆକ୍ରାନ୍ତ ୧୪୬, ସୁସ୍ଥ ୧୪୬

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଗୋଟିଏ ଦିନରେ ଅର୍ଥାତ୍‌ ସୋମବାର ସକାଳେ ୧୪୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସନ୍ଧ୍ୟାରେ ୧୪୬ଜଣ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୬ଜଣ ରହିଥିବା ବେଳେ ଖୋର୍ଦ୍ଧା ୨୩, ଗଞ୍ଜାମ ୧୮, ମୟୂରଭଞ୍ଜ ୧୩,…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୪୬; ମୋଟ ଆରୋଗ୍ୟ ସଂଖ୍ୟା ୨୮୫୪କୁ ବୃଦ୍ଧି

ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୬ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ୨୩, ଗଞ୍ଜାମ ୧୮, ମୟୂରଭଞ୍ଜ ୧୩, ଗଜପତି ୧୨, ଭଦ୍ରକ ଓ ବଲାଙ୍ଗାରରୁ ୧୧ଜଣ ଲେଖାଏ,…

ଭୁବନେଶ୍ୱରରୁ ଆଉ ୫ ପଜିଟିଭ ଚିହ୍ନଟ: ଅଛନ୍ତି ଜଣେ ଘରୋଇ ହସ୍ପିଟାଲ କର୍ମଚାରୀ

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଭୁବନେଶ୍ୱରରୁ ସୋମବାର ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏମାନଙ୍କ…

ବ୍ରହ୍ମପୁରରେ ଲକ୍‌ଡାଉନ, ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ପ୍ରଶାସନ ପକ୍ଷରୁ ଗଣେଶ ମାର୍କେଟ ସିଲ୍‌

ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଏଡ଼ାଇବା ନେଇ ଗଞ୍ଜାମ ଜିଲାରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପୁଣି ଲକ୍‌ଡାଉନ ଘୋଷଣା କରାଯାଇଛି। ତେବେ ଏହା ଘୋଷଣା ହେବାର ପ୍ରଥମ ଦିନରେ ହିଁ ଲକଡାଉନ୍‌ ନିୟମାବଳୀ ଉଲ୍ଲଂଘନ ହୋଇଥିବା ଦେଖିବାକୁ ମିଳିଛି। ସକାଳ…

କରୋନା ନେଇ ସରପଞ୍ଚଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ଜିଲାରେ ୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ ଏହାର ମୁକାବିଲା ନେଇ ସୋମବାର ଜିଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ…

ଖୋର୍ଦ୍ଧା ସାନପଦର ପଞ୍ଚାୟତର ୫ ଗାଁ ୭୨ ଘଣ୍ଟା ଶଟ୍‌ଡାଉନ

ଖୋର୍ଦ୍ଧା ଅଫିସ,୧୫।୬: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ସାନପଦର ପଞ୍ଚାୟତରୁ ସୋମବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଫେରନ୍ତା। ପରେ ସେ ହୋମ୍‌ କ୍ୱାରାଣ୍ଟାଇନରେ ରହିଥିଲେ ମଧ୍ୟ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଛନ୍ତି। ତେଣୁ…

କଟକରେ ୬ ବର୍ଷର ଝିଅ କରୋନା ପଜିଟିଭ

କଟକ ଅଫିସ,୧୫।୬: କଟକ ସହରରେ ଜଣେ ୬ ବର୍ଷର ଝିଅ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରବିବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ଏ ହେଉଛନ୍ତି ଗତ ୧୩ ତାରିଖରେ କଟକ ଅରୁଣଦୟ ନଗରରୁ ପଜିଟିଭ ଚିହ୍ନଟ ହୋଇଥିବା ୩୭ ବର୍ଷୀୟ ବ୍ୟକ୍ତିଙ୍କ…

କଟକରୁ ୧୯ ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସଙ୍ଗରୋଧ କେନ୍ଦ୍ରରୁ; ସକ୍ରିୟ ଆକ୍ରାନ୍ତ ତାଲିକାରେ କଟକ ଶୀର୍ଷରେ

କଟକ ଅଫିସ,୧୫।୬: କଟକ ଜିଲାରେ ସୋମବାର ୧୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ସଙ୍ଗରୋଧରେ ଥିଲେ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ଏମାନଙ୍କ ମଧ୍ୟରୁ କଟକ ସହରାଞ୍ଚଳରୁ ଜଣେ ଚିହ୍ନଟ ହୋଇଥିବା ବେଳେ ମାହାଙ୍ଗାରୁ ୧,…

୧୫ ଜିଲାରୁ ୧୩୭ କରୋନା ପଜିଟିଭ, ପଶ୍ଚିମବଙ୍ଗରୁ ଫେରିଥିବା ଆଉ ୯ ଅଗ୍ନିଶମ କର୍ମଚାରୀ ଆକ୍ରାନ୍ତ

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ସୋମବାର ୧୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୭ଜଣ ୧୫ଟି ଜିଲାର। ସେହିପରି ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ୍‌’ ମୁକାବିଲା ସାରି ଫେରିଥିବା ୯ଜଣ ଅଗ୍ନିଶମ ବିଭାଗ କର୍ମଚାରୀ ଆକ୍ରାନ୍ତ ହୋଇଥିବା ସୂଚନା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri