ରାଜ୍ୟ

ସାରା ରାଜ୍ୟରେ ଜିରୋ ନାଇଟ ମନା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-ନୂଆବର୍ଷ ପାଳନ ନେଇ ସାରା ରାଜ୍ୟରେ ଜିରୋ ନାଇଟ୍‌ ସେଲିବ୍ରେସନକୁ ବାରଣ କରାଯାଇଛି। କରୋନା ସକାଶେ ଜିରୋ ନାଇଟ ବାରଣ କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର ୩୧ ଓ ଜାନୁଆରୀ ୧ରେ ସମସ୍ତ ଉତ୍ସବାନୁଷ୍ଠାନରେ ରୋକ ଲଗାଯାଇଛି। ଏ ନେଇ ବୁଧବାର…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ କିରାଣି

ଖଡିଆଳ,୩୦।୧୨(ଡି.ଏନ୍‌.ଏ.)- ଜମି ରେଜିଷ୍ଟ୍ରି କରିବା ନେଇ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ନୂଆପଡ଼ା ଜିଲା ଖଡିଆଳ ସବ୍‌ରେଜିଷ୍ଟାର ଅଫିସରେ କାର୍ଯ୍ୟରତ କନିଷ୍ଠ କିରାଣି ସଞ୍ଜୟ କୁମାର ନାୟକ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା ଯୋଗ୍ୟ ଖଡିଆଳ ତହସିଲ ଅନ୍ତର୍ଗତ…

ଆସିଲା ଜାନୁଆରୀ ଗାଇଡ୍‌ଲାଇନ୍‌: ଖୋଲିବ ସିନେମା ହଲ୍‌, ଥିଏଟର

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-କୋଭିଡ୍‌-୧୯ କଟକଣା ଜାରି ହେବା ପରଠାରୁ ଦୀର୍ଘ ୧୦ ମାସ ହେବ ସିନେମା ହଲ୍‌, ଥିଏଟର ଆଦି ବନ୍ଦ ରହିଥିଲା। ତେବେ ୨୦୨୧ ଜାନୁୟାରୀ ପହିଲାରୁ ଏସବୁ ଖୋଲିବାକୁ ଅନୁମତି ଦିଆଯାଇଛି। ବୁଧବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା…

ଟ୍ରକ୍‌ ଧକ୍କାରେ ଯୁବତୀଙ୍କ ଜୀବନଗଲା: ରାସ୍ତାରୋକୋ, ଉତ୍ତେଜନା

ବେଲପାହାଡ଼,୩୦।୧୦(ଡ଼ି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ଗୁମାଡ଼େରା ମୁଖ୍ୟ ରାସ୍ତାରେ ବୁଧବାର ଏକ୍‌ ଟ୍ରକ୍‌ ଧକ୍କାରେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଟିଆର୍‌ଏଲ୍‌ କଲୋନୀରେ ରହୁଥିବା ଶ୍ରେୟା ଆଇଚ୍‌(୨୧)। ସୂଚନା ମୁତାବକ, ବାପା ଦେବାଶିଷ ଆଇଚ୍‌ ଏବଂ…

ଗ୍ରାହକ ସାଜି ଲୁଟିନେଲେ ୧୦ ଲକ୍ଷର ଅଳଙ୍କାର

ସମ୍ବଲପୁର,୩୦।୧୨(ବ୍ୟୁରୋ)- ଦିନ ଦ୍ୱିପହରରେ ଜଣେ ଯୁବକ ଗ୍ରାହକ ସାଜି ଏକ ସୁନା ଦୋକାନରୁ ୨୦୦ ଗ୍ରାମ ସୁନା ଅଳଙ୍କାର ଚୋରି କରି ଫେରାର ହୋଇଯାଇଥିବା ଜଣାପଡିଛି। ଏଭଳି ଘଟଣା ଘଟିଛି ବୁର୍ଲା ଥାନା ମୁଖ୍ୟ ବଜାରରେ। ପୋଲିସ ସୂଚନା ମୁତାବକ, ବୁଧବାର…

ଭୁବନେଶ୍ୱରରୁ ୨୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ସ୍ନାୟୁ ରୋଗରେ ଆକ୍ରାନ୍ତ ଶିଶୁ: ଚିକିତ୍ସାରେ ଅର୍ଥ ବାଧକ

ଜହ୍ନାପଙ୍କ,୩୦।୧୨(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଜଗତି ଗାଁର ଦେଢବର୍ଷର ଶିଶୁ ନିହାରିକା ବେହେରା ସ୍ନାୟୁ ରୋଗରେ ଆକ୍ରାନ୍ତ। ବର୍ତ୍ତମାନ ତାଙ୍କର ଅଧିକ ଚିକିତ୍ସାର ଆବଶ୍ୟକ ରହିଛି। ହେଲେ ଅର୍ଥାଭାବରୁ ତାହା ସମ୍ଭବ ହେଉ ନ ଥିବା ପରିବାର ଲୋକେ କହିଛନ୍ତି।…

ପରୀ ହତ୍ୟା ମାମଲା: ହାଇକୋର୍ଟରେ ଆଉ ଏକ ମିସ୍‌ କେସ୍‌

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟା ମାମଲାରେ ହାଇକୋର୍ଟରେ ଆଉ ଏକ ମିସ୍‌ କେସ୍‌ ଦାୟର ହୋଇଛି। ପରୀ ହତ୍ୟା ଘଟଣାରେ ପରିବାର ପକ୍ଷରୁ ଥାନାରେ ଦିଆଯାଇଥିବା ଏତଲାରେ ଯେଉଁମାନଙ୍କ ନାମ ରହିଛି ସେମାନଙ୍କର ପଲିଗ୍ରାଫ ଟେଷ୍ଟ କରିବାକୁ…

ସନ୍ତାନ ନ ହେବାରୁ ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା

କପ୍ତିପଦା,୩୦।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ କଳମଗଡ଼ିଆ ପଞ୍ଚାୟତ ଶାରିସୁଆ ଗ୍ରାମରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ କାଟି ହତ୍ୟା କରାଯାଇଛି । ସେ ହେଲେ ଉକ୍ତ ଗ୍ରାମର ଖଇରୀ ମହାନ୍ତ(୪୫)। ପ୍ରକାଶ ଯେ,…

ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ପାରାଦୀପ ବନ୍ଦରକୁ ବିଶ୍ୱସ୍ତରୀୟ କରିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ପାରାଦୀପ ବନ୍ଦରରେ ନିର୍ମାଣ ହେବ ଓ୍ବେଷ୍ଟର୍ଣ୍ଣ ଡକ୍‌। ନବୀକରଣ ଓ ବିଶ୍ୱସ୍ତରୀୟ ପାଇଁ ଖର୍ଚ୍ଚ ହେବ ୩ ହଜାର କୋଟି ଟଙ୍କା।…

୬ ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ୬ ଜଣ ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଏବଂ ଅପାରଗତା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ସମ୍ପୃକ୍ତ କର୍ମଚାରୀଙ୍କ ମଧ୍ୟରେ ୪ ଜଣ ଇଞ୍ଜିନିୟ ଏବଂ ୨ ଅବକାରୀ…

୭୫ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍‌

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀ ମାସରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଏବଂ ସବ-ଅର୍ଡିନେଟ ଅଫିସ ଚାଲିବା ସମ୍ପର୍କରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତଦନୁଯାୟୀ ଭୁବନେଶ୍ୱର ଓ ସମସ୍ତ ବିଭାଗୀୟ ଓ ଅଧସ୍ତନ କାର୍ଯ୍ୟାଳୟ କଟକରେ ୭୫ ପ୍ରତିଶତ କର୍ମଚାରୀରେ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?