ବିହାରରେ ଅଟକିଛନ୍ତି ୨୨ ଛାତ୍ରୀଛାତ୍ର
ଢେଙ୍କାନାଳ ଅଫିସ, ୨୩।୩ କରୋନା ସଂକ୍ରମଣ ରୋକିବାକୁ ଦେଶବ୍ୟାପୀ ଜାରି ହୋଇଛି କଟକଣା। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବସ୍, ଟ୍ରେନ୍, ବିମାନ ସେବା ବାତିଲ କରାଯାଇଛି। ଏପରି ସ୍ଥିତିରେ ବିହାରର ସୁପୁଲସ୍ଥିତ ଜବାହର ନବୋଦୟ ବିଦ୍ୟାଳୟକୁ ପଢ଼ିବାକୁ ଯାଇଥିବା ଢେଙ୍କାନାଳ...
ଖୋଲା ରହିବ ବଛା ବଛା ବ୍ୟାଙ୍କ ଶାଖା
ନୂଆଦିଲ୍ଲୀ,୨୪-୩: କରୋନା ଲାଗି ବର୍ତ୍ତମାନ ସାରା ଦେଶର ବିଭିନ୍ନ ସ୍ଥାନରେ ଲକ୍ଡାଉନ ଘୋଷଣା କରାଯାଇଛି। ଏହି ସ୍ଥାନଗୁଡିକରେ କେତେକ ବଛା ବଛା ଶାଖା ଖୋଲା ରଖିବାକୁ ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶନ(ଆଇବିଏ) ବ୍ୟାଙ୍କଗୁଡିକୁ କହିଛି। ବ୍ୟାଙ୍କଗୁଡିକ ଏହି ସମୟରେ ଜରୁରୀ ସେବା...
ଦିବ୍ୟାଙ୍ଗ ଝି’ର ଉପରେ ବୁରୁଧ୍ ବାପର ବୋଝ୍
ବିନିକା,୨୪ା୩ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗଁାର ଶରତ ଦାଶକଁର ଝି’ ଶୁଭଙ୍କରୀ ଦାଶ(୩୮)। ସେ ଜନ୍ମୁ ଦିବ୍ୟାଙ୍ଗ ଆଏ। ସେ ଭଲ ଭାବେ କଥା କହି ନାଇଁ ପାରବାର, ସ୍ନାୟୁ ଦୁରବଲତା ଲାଗି ମୁଡ଼...
ବାପ୍ ଦିବ୍ୟାଙ୍ଗ: ଦାଦନ ଖଟି ବହେନ୍କେ ପଢ଼ଉଛନ୍ ତିନ୍ ଭାଇ
କୋମନା, ୨୪।୩ (ଡି.ଏନ୍.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ପଏଁର ପଁଚେତ୍ ଅଧୀନ ମହୁଲଭଟା ଗଁାର ଦିବ୍ୟାଙ୍ଗ ମସତ୍ରାମ ତାଣ୍ଡି(୬୦)। ଛୁଆବେଲେ କେହେନ୍ସି ଗୁଟେ ଅଜନା ରୋଗ୍ରେ ପଡ଼ି ଦିବ୍ୟାଙ୍ଗ ପାଲଟିଯାଇଛନ୍। ଯେନ୍ଥିରଲାଗି ତାକର ଗୁଟେ ଗୋଡ଼ ଠିକ୍ରେ...
ତରଭୁଜ ଲାଗି ବଜାର ବେବସ୍ତାର ଅଭାବ: କ୍ଷତି ସହୁଛନ୍ ଚାଷୀ, ଲାଭ ଉଠଉଛନ୍ ବେପାରୀ
ଭବାନୀପାଟଣା,୨୪।୩ (ଡି.ଏନ୍.ଏ.)- ବଜାର ବେବସ୍ତା ଅଭାବୁ ଭାବାନୀପାଟଣା ଆର ଧର୍ମଗଡ଼ ଉପଖଣ୍ଡର ଚରଭୁଜ ଚାଷୀ ଯେନ୍ ହିସାବେ ଲାଭ ପାଏବାର କଥା ନାଇଁ ପାଉଥିବାର ଜନାପଡ଼ିଛେ। ଇତାର ସୁଯୋଗ ନେଇ ବେପାରୀମାନେ ଚାଷୀକରନୁ ଅଲପ୍ ଦାମରେ ତରଭୁଜ ଘିନି...
କ୍ୱାରାଣ୍ଟାଇନରେ ନ ରହିଲେ କାର୍ଯ୍ୟାନୁଷ୍ଠାନ
ଅନୁଗୋଳ ଅଫିସ, ୨୩।୩ କରୋନା ଭୂତାଣୁ ରୋକିବା ପାଇଁ ଅନୁଗୋଳ ଜିଲାରେ ରାଜ୍ୟ ସରକାରଙ୍କ ନିୟମାବଳୀ ଆଧାରରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସୋମବାର ଏ ନେଇ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲା...
୨ ପର୍ଯ୍ୟାୟରେ ଖୋଲିବ ମାଲ୍ଗୋଦାମ
କଟକ ଅଫିସ,୨୩ା୩- ରାଜ୍ୟର ଅନ୍ୟତମ ବୃହତ୍ ବଜାର ମାଲ୍ଗୋଦାମ ଖୋଲିବାକୁ ନେଇ ଥିବା ଦ୍ୱନ୍ଦ୍ୱ ସୋମବାର ଦୂର ହୋଇଛି। ଫଳରେ ଏହି ବଜାର ଦିନକୁ ଦୁଇଟି ଭିନ୍ନ ସମୟରେ ଖୋଲିବ। ଖୁଚୁରା ଦୋକାନଗୁଡିକ ସକାଳ ୬ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ...
ଘରୋଇ ଗାଡ଼ି ଚଳାଚଳ ଉପରେ ଲଗାମ୍: ବିନା ପାସ୍ରେ ଗଡ଼ିବନି ଗାଡ଼ି
ଭୁବନେଶ୍ୱର,୨୩ା୩ (ବ୍ୟୁରୋ)- ଜନତା କର୍ଫ୍ୟୁର ଗୋଟିଏ ଦିନ ପରେ ରାଜଧାନୀର ରାଜପଥରେ ଅନେକ ଯାନବାହନର ଭିଡ଼ ଦେଖିବାକୁ ମିଳିଥିଲା। ଯାଞ୍ଚ ସମୟରେ ପୋଲିସ ପାଇଁ ଏହା ସମସ୍ୟା ସୃଷ୍ଟି ହୋଇଥିଲା। ଏପରିକି ଭୁବନେଶ୍ୱରରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କର...
୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ ଅଣଅତ୍ୟାବଶ୍ୟକ କାର୍ଯ୍ୟାଳୟ: ବିଭାଗୀୟ କାର୍ଯ୍ୟାଳୟ ଉପରେ ମଧ୍ୟ ଲାଗିଲା କଟକଣା
ଭୁବନେଶ୍ୱର,୨୩।୩(ବ୍ୟୁରୋ)- ସମସ୍ତ ଅଣ-ଅତ୍ୟାବଶକ (ନନ୍-ଏସେନ୍ସିଆଲ) କେନ୍ଦ୍ର ଯଥା ସରକାରୀ କାର୍ଯ୍ୟାଳୟ, ସାଧାରଣ ଉଦ୍ୟୋଗ, ବ୍ୟାଙ୍କ୍ ଓ ବୀମା କାର୍ଯ୍ୟାଳୟ ଆଦି ଶତକଡ଼ା ୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ। ମହାମାରୀ ରୋଗ ଆଇନ୍-୧୮୯୭ର ଧାରା ୨ ଅନୁସାରେ ରାଜ୍ୟ ସରକାର...
କାଲିଠୁ ଚାଲିବନି ବସ୍:ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ କଟକଣା ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି
ଭୁବନେଶ୍ୱର,୨୩।୩(ବ୍ୟୁରୋ)- କରୋନା ଭୂତାଣୁ (କୋଭିଡ୍-୧୯)ର ସଂକ୍ରମଣ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଦିନରାତି ଲାଗିପଡ଼ିଛନ୍ତି। ପ୍ରତିଦିନ ଏ ଦିଗରେ କିଛି ନା କିଛି ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ସୋମବାର ଆଉ ଏକ ବଡ଼ କଟକଣା ଲଗାଇଛନ୍ତି ରାଜ୍ୟସରକାର।...
କାଲି ଦିନ୧୧ରୁ ବସ୍ ଚଳାଚଳ ବନ୍ଦ
ଭୁବନେଶ୍ୱର,୨୩।୩(ବ୍ୟୁରୋ): ଆନ୍ତଃ ରାଜ୍ୟ ବସ୍ ଚଳାଚଳ ବନ୍ଦ ପରେ ମଙ୍ଗଳବାରଠାରୁ ଆନ୍ତଃ ଜିଲା ବସ୍ ଚଳାଚଳ ବନ୍ଦ କରାଯାଇଛି। କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦିନ୧୧ଟାରୁ ସାରା ରାଜ୍ୟରେ ବସ୍ ଚଳାଚଳ ବନ୍ଦ ରହିବାକୁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟତମାମ...
ମଙ୍ଗଳବାରଠାରୁ ୧୪ ଜିଲା ଲକ୍ଡାଉନ୍
ଭୁବନେଶ୍ୱର,୨୩।୩(ବ୍ୟୁରୋ): ୧୪ ଜିଲାକୁ ସଂପ୍ରସାରଣ ହେଲା ଲକ୍ଡାଉନ୍। ରାଜ୍ୟ ସରକାର ପୂର୍ବରୁ ୫ ଜିଲାକୁ ଲକ୍ଡାଉନ୍ କରିଥିବା ବେଳେ ସୋମବାର ଆଉ ୯ଟି ଜିଲାକୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହି ଜିଲାଗୁଡ଼ିକ ହେଲା ପୁରୀ, ନୟାଗଡ଼, ଜଗତ୍ସିଂହପୁର, ଯାଜପୁର, ଭଦ୍ରକ,...
Archives


