ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କୁ ଦିଆଗଲା ଗାର୍ଡ ଅଫ ଅନର୍: ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦।୯: ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କୀ ଆଉନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି। ଶନିବାର ବିଧାନସଭା ପରିସରରେ ଜର୍ଜ ତିର୍କୀଙ୍କୁ ଦିଆଯାଇଛି ଗାର୍ଡ ଅଫ…
ସୁଭଦ୍ରା ୩ୟ କିସ୍ତିରୁ ବାଦ୍ ପଡ଼ିଛନ୍ତି ୪ ଲକ୍ଷ, ଗଣେଶ୍ୱରଙ୍କ ପ୍ରଶ୍ନରେ ଏମିତି ଉତ୍ତର ରଖିଲେ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର,୨୦ା୯: ସୁଭଦ୍ରାର ୩ୟ କିସ୍ତିରୁ ବାଦ୍ ପଡ଼ିଛନ୍ତି ୩ ଲକ୍ଷ ୯୯ ହଜାର ୩୫୨ ଜଣ। ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ତର ରଖିଛନ୍ତି। ସେ କହିଛନ୍ତି, ୨ୟ କିସ୍ତିରୁ ୧ ଲକ୍ଷ ୮୩ ହଜାର ୭୮୫…
ସିଦ୍ଧାନ୍ତ ମହାପାତ୍ର କହିଲେ କଂଗ୍ରେସ ଉପରେ ଲୋକଙ୍କ ଭରସା ନାହିଁ, କାହିଁକି ଏମିତି କହି…
ଭୁବନେଶ୍ୱର,୨୦ା୯: ଭାଜପା ବିଧାୟକ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର କଂଗ୍ରେସକୁ ସିଧା ନିଶାନା କରିଛନ୍ତି। କଂଗ୍ରେସ ସରକାରଙ୍କ ବିରୋଧରେ ଅନାସ୍ଥା ଆଣିବା ପରେ ସିଦ୍ଧାନ୍ତ କଂଗ୍ରେସକୁ ସିଧା ଟାର୍ଗେଟ କରି କହିଛନ୍ତି, କଂଗ୍ରେସ ଉପରେ ହିଁ ଲୋକଙ୍କ ଭରସା ନାହିଁ। ତାଙ୍କ…
ଅକ୍ଟୋବର ୧୨ରେ ଓସିଏସ୍ ପ୍ରିଲିମ୍: ଜାଣନ୍ତୁ କେମିତି କରିବେ ଆଡମିଟ୍କାର୍ଡ ଡାଉନଲୋଡ୍
ଭୁବନେଶ୍ୱର,୨୦ା୯(ସୁଚିସ୍ମିତା ସାହୁ):ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ୍(ଓସିଏସ୍) ପ୍ରିଲିମିନାରି ପରୀକ୍ଷା-୨୦୨୪ ପାଇଁ ଟାଇମ ଟେବୁଲ ଜାରି ହୋଇଛି। ଅକ୍ଟୋବର ୧୨ ରବିବାରରେ ପ୍ରିଲିମ୍ ପରୀକ୍ଷା କରାଯିବ। ଏହି ପରୀକ୍ଷା ପାଇଁ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଜୟପୁର ଓ…
ପୂର୍ବତନ ବିଧାୟକ, ଆଦିବାସୀ ନେତା ଜର୍ଜ ତିର୍କୀଙ୍କ ପରଲୋକ
ସୁନ୍ଦରଗଡ,୨୦।୯(ଜୟ ନାରାୟଣ ମେଣ୍ଡୁଳି): ଜଣାଶୁଣା ଆଦିବାସୀ ଓ ଶ୍ରମିକ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ଶୁକ୍ରବାର ମଧ୍ୟରାତ୍ରିରେ ଭୁବନେଶ୍ୱର ସ୍ଥିତ ଏକ ହସ୍ପିଟାଲରେରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା। ସେ…
ରଙ୍ଗେଇଲୁଣ୍ଡା ଆସିବେ ପ୍ରଧାନମନ୍ତ୍ରୀ: ପ୍ରସ୍ତୁତି ଜୋରଦାର
ଭୁବନେଶ୍ୱର,୨୦।୯ (ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ଓଡ଼ିଶା ଆସି ବ୍ରହ୍ମପୁରର ରଙ୍ଗେଇଲୁଣ୍ଡାଠାରେ ହେବାକୁ ଥିବା ‘ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…
ଦୋମୁହାଁ ଖେଳରେ ବିଜେଡି ଆଗୁଆ: ଜାଣନ୍ତୁ ବିଧାନସଭାରେ କ’ଣ ଘଟିଲା…
ଭୁବନେଶ୍ୱର, ୨୦।୯ (ସୁନିତ୍ ମିଶ୍ର):କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ଅନ୍ୟମାନଙ୍କ ପକ୍ଷରୁ ଅଣାଯାଇଥିବା ଅନାସ୍ଥା ସମ୍ପର୍କିତ ନୋଟିସ ହସ୍ତଗତ ହୋଇଛି। ହେଲେ ଗୃହ ବର୍ତ୍ତମାନ ସ୍ବାଭାବିକ ସ୍ଥିତିରେ ନାହିଁ। ସ୍ବାଭାବିକ ସ୍ଥିତି ନ ଫେରିବା ପର୍ଯ୍ୟନ୍ତ ଅନାସ୍ଥା…
ସାବାଡ଼ ହେବେ ସରକାରୀ କର୍ମଚାରୀ! ଗୋଟିଏ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ଦିନ ରହିଥିଲେ ହେବ ବଦଳି
ଭୁବନେଶ୍ୱର, ୧୯।୯(ସୁନିତ୍ ମିଶ୍ର): ଗାଦି ମାଡ଼ିବସି ଦୀର୍ଘଦିନ ଧରି ଗୋଟିଏ ସ୍ଥାନରେ ରହି ଆସିଥିବା ଅଧିକାରୀଙ୍କୁ ଅନ୍ୟତ୍ର ବଦଳି କରାଯିବ। ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ସମୟ ଥିବା କର୍ମଚାରୀଙ୍କୁ ସ୍ଥାନାନ୍ତର ଲାଗି ରାଜସ୍ବ ବିଭାଗ ପକ୍ଷରୁ ଚିଠା ଜାରି…
୨୬ରେ ଲଘୁଚାପ, ଏସବୁ ଜିଲା ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର, ୧୯ା୯(ବନ୍ଦନା ସେଠୀ) – ପାର୍ବଣରେ ବର୍ଷା ହେବ ନାହିଁ ବୋଲି ପୂର୍ବରୁ ପାଣିପାଗ ବିଭାଗ ଆକଳନ କରିଥିଲା। ହେଲେ ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଦୁର୍ଗାପୂଜାରେ ବର୍ଷା ହେବାନେଇ ଆଶଙ୍କା…
ନିଲାମ ପୋଖରୀ ବିବାଦ: ଗୋଡ଼ାଇ ଗୋଡ଼ାଇ ହାଣିଲେ ସମ୍ପର୍କୀୟ ଭାଇ, ରକ୍ତ ଜୁଡୁବୁଡୁ ଅବସ୍ଥାରେ…
ବାଙ୍କୀ,୧୯।୯( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ବରପୁଟ ପଞ୍ଚାୟତ ସ୍ଥିତ ପାଥପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ନିଲାମ ପୋଖରୀ ବିବାଦକୁ ନେଇ ବହୁ ଦିନ ଧରି ଚାଲିଥିଲା ବିବାଦ। ଆଜି ସକାଳ ପ୍ରାୟ …
୫ ବିଧାୟକଙ୍କ ନାଁରେ ସ୍ବାଧିକାର ଭଙ୍ଗ ନୋଟିସ: ଏ ତାଲିକାରେ ଅଛନ୍ତି ସୋଫିଆ ର୍ଫିଦ୍ଦୋଷ
ଭୁବନେଶ୍ୱର,୧୯।୯: ୫ କଂଗ୍ରେସ ବିଧାୟକଙ୍କ ନାଁରେ ସ୍ବାଧିକାର ଭଙ୍ଗ ନୋଟିସ। ସେମାନେ ହେଲେ ରାମଚନ୍ଦ୍ର କାଡ଼ାମ, ତାରା ବାହିନୀପତି, ସୋଫିଆ ର୍ଫିଦ୍ଦୋଷଙ୍କ ନାଁରେ ନୋଟିସ। ଅନ୍ୟପକ୍ଷେ ଅଶୋକ ଦାସ ଓ ସି. ଏସ ରାଜନ ଏକ୍କାଙ୍କ ବିରୋଧରେ ବି ନୋଟିସ ଆସିଛି।…
ନୂଆପଡ଼ାରେ ପୁଣି ବାଘ ଆତଙ୍କ
ନୂଆପଡ଼ା,୧୯ା୯ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ମୋଟା ନୂଆପଡ଼ା ପଞ୍ଚାୟତ କୁକୁଡ଼ାତାଲ ଗାଁ ମୁଶରଙ୍ଗୀ ସଂରକ୍ଷିତ ଜଙ୍ଗଲରେ ପୁଣି କଲରାପତରିଆ ବାଘ ଦେଖାଯାଇଛି। ଜଙ୍ଗଲର ଏକ ପଥର ଉପରେ ବାଘ ବସିଥିବା ନେଇ ସୋସିଆଲ ମିଡିଆରେ ଖବର ପ୍ରଚାରିତ ହେଲା…
Archives


