ରାଜ୍ୟ

ଘରକୁ ବନ୍ଧୁ ଆଣିବାରୁ ହତ୍ୟା ଘଟଣା, ୪ ଗିରଫ

ଜଗନ୍ନାଥପ୍ରସାଦ,୧୪ା୮(ଡି.ଏନ.ଏ)- ଜଗନ୍ନାଥପ୍ରସାଦ ଥାନା କରଡ଼ାପଲ୍ଲୀ ଗ୍ରାମରେ ବୁଧବାର ରାତିରେ କରୋନା କଟକଣା ବେଳେ ଘରକୁ ବନ୍ଧୁ ଆଣିଥିବାରୁ ପ୍ରମୋଦ ବେହେରାଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଉକ୍ତ…

ସୁବର୍ଣ୍ଣପୁର ଜିଲାରେ ପ୍ରଥମ କରୋନା ମୃତ୍ୟୁ: ଡାକ୍ତରଖାନାରେ ପଡିରହିଛି ମୃତଦେହ

ସୋନପୁର,୧୪।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ପ୍ରଥମ କରି କରୋନାରେ ଆକ୍ରାନ୍ତ ଜଣେ ବିବାହିତ ମହିଳା(୩୫)ଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ମୃତ ମହିଳାଙ୍କ ଘର ଡୁଙ୍ଗୁରିପାଲି ବ୍ଲକର ଶୁଖା ଅଞ୍ଚଳରେ । ତେବେ ଏହା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳି…

ଲଘୁଚାପ: ୨ ଦିନ ପ୍ରବଳ ବର୍ଷା  

ଭୁବନେଶ୍ୱର,୧୪ା୮(ବ୍ୟୁରୋ)- ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ସମୁଦ୍ର ପତ୍ତନରୁ ୭.୬ କିମି ଉପର ଦକ୍ଷିଣ ପଶ୍ଚିମ ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ…

ସ୍ବାଧୀନତା ଦିବସ ପାଇଁ ରାଜଧାନୀରେ ସୁରକ୍ଷା କଡାକଡି

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ସ୍ବାଧୀନତା ଦିବସକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ଓ ପରେଡ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପତାକା ଉତ୍ତୋଳନ କରିବେ। ଏଥିପାଇଁ କାର୍ଯ୍ୟକ୍ରମସ୍ଥଳ…

ରାଜଧାନୀରୁ ପୁଣି ୨୪୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ପୁଣି ୨୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୪୭ ମଧ୍ୟରୁ ୧୪୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୯୯ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଆଇଗିଣିଆରୁ ୩, ବାପୁଜୀ ନଗରରୁ ୩, ବୁଦ୍ଧେଶ୍ୱରୀ କଲେନୀରୁ ୪, ଚନ୍ଦ୍ରଶେଖରପୁର…

ଓଡ଼ିଶାର ୧୪ଜଣ ପାଇବେ ପୋଲିସ ମେଡାଲ, ଜାଣନ୍ତୁ ସବିଶେଷ..

ଭୁବନେଶ୍ୱର, ୧୪।୮(ବ୍ୟୁରୋ): ଗୋଟିଏ ଦିନପରେ ସ୍ବାଧୀନତା ଦିବସ। ଏହାର ଅବ୍ୟବହିତ ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପୋଲିସ ପଦକ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ୧୪ଜଣ ପୋଲିସ ରାଷ୍ଟ୍ରପତି ପଦକ, ପୋଲିସ ପଦକ ପାଇବେ ବୋଲି ଜଣାପଡ଼ିଛି। ବିଶିଷ୍ଟ ସେବା…

ଆଜି ଆଉ ୧୦ ଜୀବନ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୨୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଗଞ୍ଜାମରୁ ୪…

CORONAVIRUS UPDATE: ରାଜ୍ୟରେ ୫୪,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୯୭୭

ଭୁବନେଶ୍ୱର,୧୪ା୮(ବ୍ୟୁରୋ) : ଶୁକ୍ରବାର ୩୦ ଜିଲାରୁ ୧୯୭୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୪,୬୩୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୧୨୪୧…

ପର୍ଯ୍ୟଟକଙ୍କୁ ଆକୃଷ୍ଟ ପାଇଁ ଓଟିଡିସିର ନୂଆ ଭିଡିଓ

ଭୁବନେଶ୍ୱର(ବ୍ୟୁରୋ),୧୪ା୮: କରୋନା ସଂକଟରେ ଫସିଥିବା ରାଜ୍ୟ ପର୍ଯ୍ୟଟନ ଶିଳ୍ପକୁ ପୁଣିଥରେ କ୍ରିୟାଶୀଳ କରିବାକୁ ଓଡ଼ିଶା ପର୍ଯ୍ୟଟନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଦୀର୍ଘ ୬ ମାସ ଧରି ପର୍ଯ୍ୟଟନ ଶିଳ୍ପ ବିପୁଳ କ୍ଷତି ସହିଥିବାବେଳେ ଆଗାମୀ ଦିନରେ ସୁଦୃଢ଼ କରିବାକୁ…

କଟକ ଷ୍ଟେଶନରେ ଶହେ ଫୁଟ ଉଚ୍ଚରେ ଉଡ଼ିଲା ତ୍ରିରଙ୍ଗା

କଟକ ଅଫିସ,୧୪ା୮: କଟକ ରେଳଷ୍ଟେଶନ ନିକଟରେ ଗୁରୁବାର ଶହେ ଫୁଟ ଉଚ୍ଚରେ ଜାତୀୟ ପତାକା ଉଡ଼ିଛି। ହାଇକୋର୍ଟ ପରେ ରେଳଷ୍ଟେଶନଠାରେ ପ୍ରଥମ ଥର ପାଇଁ ଏହି ଉଚ୍ଚତମ ପତାକା ଲଗାଯାଇଛି। ତ୍ରିରଙ୍ଗାର ଦୈର୍ଘ୍ୟ ୩୦ ବର୍ଗଫୁଟ ଓ ପ୍ରସ୍ଥ ୨୦ ବର୍ଗଫୁଟ।…

ଓୟୁଏଟି ଓ ଆଇଆଇଟି ଦିଲ୍ଲୀ ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): କୃଷି ଓ ଆନୁସଙ୍ଗିକ କ୍ଷେତ୍ରରେ ଶିକ୍ଷା ଓ ଗବେଷଣାକୁ ସୁଦୃଢ଼ କରିବା ନିମନ୍ତେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ଏବଂ ଆଇଆଇଟି ଦିଲ୍ଲୀ ମଧ୍ୟରେ ଗୁରୁବାର ବୁଝାମଣାପତ୍ର(ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଏହି ଏମ୍‌ଓୟୁ ଦ୍ୱାରା କୃଷି କ୍ଷେତ୍ରରେ ସେନ୍‌ସର…

ନନ୍ଦିଘୋଷ ରଥ ଖୋଲା ଆରମ୍ଭ

ପୁରୀ ଅଫିସ,୧୪ା୮: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଖୋଲା କାମ ଜାରି ରହିଛି। ବୁଧବାର ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଶେଷ ପରେ ଗୁରୁବାରଠାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଖୋଲା ଆରମ୍ଭ ହୋଇଛି। ପ୍ରଥମ ଦିନରେ ଅଁଳା, କଳସ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri